ଆମ ଜିଲା ଖବର

ବନ୍ଦ ହୋଇପାରେ ୨ଶହ ଘରୋଇ ସ୍କୁଲ

ବ୍ରହ୍ମପୁର ଅଫିସ୍‌,୨ା୭-ଭିତ୍ତିଭୂମି ନ ଥିବା ଘରୋଇ ସ୍କୁଲଗୁଡ଼ିକର ଅଡ଼ୁଆ ବଢ଼ିବାରେ ଲାଗିଛି। ଯେଉଁ ଘରୋଇ ସ୍କୁଲର ଆବଶ୍ୟକ ଭିତ୍ତିଭୂମି ନାହିଁ, ସେଗୁଡ଼ିକୁ ବନ୍ଦ କରିଦେବା ପାଇଁ ରାଜ୍ୟ ଗଣଶିକ୍ଷା ବିଭାଗ କଠୋର ହେବାରେ ଲାଗିଛି । ତେବେ ସୋମବାର ବିଭାଗ ପକ୍ଷରୁ…

ଗାଇଡ୍‌ଲାଇନ ଜାରି କଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଫୁଲବାଣୀ ଅଫିସ, ୨ା୭-କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକରେ ଦୁଇ ଦିନ ତଳେ ଖଟିଆରେ ମୃତଦେହ ବୁହାଯିବା ଘଟଣା ପରେ ଜିଲା ପ୍ରଶାସନର ଚେତା ପଶିଛି ା ସୋମବାର ଜିଲା ସ୍ବାସ୍ଥ୍ୟ ବିଭାଗ ଡାକ୍ତରଖାନାରୁ ମୃତଦେହ ନେବା ପାଇଁ ଗାଇଡଲାଇନ ଜାରି କରିଛି…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ପୋଡି ମାରିବା ଅଭିଯୋଗ: ସ୍ବାମୀ କୋର୍ଟଚାଲାଣ

ପୁରୁଷୋତ୍ତମପୁର,୨ା୭(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ପୁଟିଆପଦର ଗ୍ରାମରେ ଯୌତୁକ ପାଇଁ ସ୍ତ୍ରୀଙ୍କୁ କିରୋସିନ ଢାଳି ନିଅଁା ଲଗାଇ ପୋଡି ମାରିବା ଅଭିଯୋଗରେ ଅଭିଯୁକ୍ତ ସ୍ବାମୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଉକ୍ତ ଗ୍ରାମର ସମ୍ବାରିଆ ଦାସ। ମାମଲା ନଂ. ୧୪୭/୧୯ ରେ…

ଅନ୍‌ଲାଇନରେ ୩ ଲକ୍ଷ ଟଙ୍କା ଗାଏବ

ପାତ୍ରପୁର,୨ା୭(ଡ଼ି.ଏନ୍‌.ଏ.): ଜରଡ଼ା ଥାନା ଗୁଣ୍ଡ୍ରା ଗ୍ରାମର ଜଣେ ବ୍ୟକ୍ତି ବ୍ୟାଙ୍କ ଆକାଉଣ୍ଟରୁ ଅନ୍‌ ଲାଇନ୍‌ରେ ୩ ଲକ୍ଷ ଟଙ୍କା ଗାଏବ ହୋଇଥିବା ଅଭିଯୋଗ ହୋଇଛି। ଗୁଣ୍ଡ୍ରା ଗ୍ରାମର ନାଗରାମପଲ୍ଲୀ ଧର୍ମା ଦୁଇବର୍ଷ ତଳେ ଛତିଶଗଡ଼ଠାରେ ଦିନ ମଜୁରିଆ ଭାବେ କାମ କରିବା…

ବଢୁଛନ୍ତି ରୋଗୀ, ନାହିଁ ଡାଏଲିସିସ୍‌ ମେଶିନ୍‌

ବ୍ରହ୍ମପୁର ଅଫିସ୍‌,୨ା୭-ଗଞ୍ଜାମ ଏବଂ ଏହାର ଆଖାପାଖ ଜିଲାଗୁଡ଼ିକରେ ବିଗତ କିଛି ବର୍ଷ ହେଲା କିଡ୍‌ନୀ ରୋଗୀଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇଛି। ଦକ୍ଷିଣ ଓଡ଼ିଶାର ଏକ ମାତ୍ର ରେଫରାଲ୍‌ ହସ୍‌ପିଟାଲ୍‌ ବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ…

ଟାଏକୋଣ୍ଡୋ ମାଷ୍ଟର ସୌମ୍ୟବ୍ରତଙ୍କୁ ଜାତୀୟସ୍ତରୀୟ କୋଚ୍‌ ମାନ୍ୟତା

ଢେଙ୍କାନାଳ ଅଫିସ, ୨।୭ ଜାତୀୟସ୍ତରରେ କୋଚ୍‌ ମାନ୍ୟତା ପାଇଛନ୍ତି ଢେଙ୍କାନାଳର ଟାଏକୋଣ୍ଡୋ ମାଷ୍ଟର ସୌମ୍ୟବ୍ରତ ସାହୁ। କେରଳ ଥିରୁଭାନନ୍ତପୁରମ୍‌ରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପକ୍ଷରୁ ଗତ ମେ ୨୩ରୁ ଜୁନ ୨୫ ଯାଏ ଆୟୋଜିତ ସାର୍ଟିଫିକେଟ କୋର୍ସରେ ରାଜ୍ୟର ଏକମାତ୍ର…

ଡିଜିଟାଲ ଇଣ୍ଡିଆ ଆନିଭର୍ସାରୀ ପାଳିତ

ଢେଙ୍କାନାଳ ଅଫିସ, ୨ା୭ ଢେଙ୍କାନାଳ ଡାକମଣ୍ଡଳ ପକ୍ଷରୁ ମୁଖ୍ୟ ଡାକଘର ପରିସରରେ ସୋମବାର ଡିଜିଟାଲ ଇଣ୍ଡିଆ ଆନିଭର୍ସାରୀ ପାଳିତ ହୋଇଯାଇଛି। ଡାକମଣ୍ଡଳ ଅଧୀକ୍ଷକ ବିପିନ ବିହାରୀ ମହାନ୍ତି, ପ୍ରଧାନ ଡାକପାଳ ପୂର୍ଣ୍ଣଚନ୍ଦ୍ର ଶୁକ୍ଳା, ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କ ବରିଷ୍ଠ ପରିଚାଳକ…

କଦଳୀ ଚାଷ ଉଜାଡ଼ିଲେ ହାତୀ

ପାଲଲହଡ଼ା, ୨ା୭(ଡି.ଏନ.ଏ.)ପାଲଲହଡ଼ା ବ୍ଲକ ଖମାର ବନାଞ୍ଚଳ ବଡସଡା ପଞ୍ଚାୟତ ଖଣତାପଶି ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ଗ୍ରାମର ସୁରେଶ କୁମାର ସାହୁଙ୍କ କଦଳୀ ବାଡ଼ିରେ ୧୦ରୁ ୧୫ ହାତୀ ପଶି ୨ ଶହରୁ ଊର୍ଦ୍ଧ୍ୱ କଦଳୀ ଗଛ ଓପାଡି ଖାଇବା ସହ…

ତାଳଚେର ବାଣିଜ୍ୟକର କାର୍ଯ୍ୟାଳୟ ପ୍ରତି ଅବହେଳା:ବର୍ଷେ ହେଲା ବନ୍ଦ ଘରେ ଅଫିସ ସାମଗ୍ରୀ

ତାଳଚେର, ୨ା୭(ନି.ପ୍ର.)ବାର୍ଷିକ ୬ ଶହ କୋଟି ରାଜସ୍ବ ଦେଉଥିବା ତାଳଚେର ବାଣିଜ୍ୟକର କାର୍ଯ୍ୟାଳୟ ପ୍ରତି କରାଯାଉଛି ଚରମ ଅବହେଳା। ଭଡ଼ା ଘରେ ଚାଲିଆସିଥିବା ଏହି କାର୍ଯ୍ୟାଳୟ ବର୍ଷେ ହେଲା ବନ୍ଦ ପଡ଼ିଛି। ଘର ମାଲିକ ଘର ଛଡ଼ାଇ ନେବା ପରଠାରୁ ଅଫିସର…

ପଁଚେତ୍‌ର ସମସିଆ ବାବ୍‌ଦେ ବିଡିଓକୁଁ ଦାବିପତର

ଜାମଟିକ୍ରା, ୨।୭ (ଡି.ଏନ୍‌.ଏ.): ଅତାବିରା ବ୍ଲକ ଅମଲିପାଲି ପଁଚେତ୍‌ର ପାଖାପାଖି ୭୦ ଭାଗ୍‌ ଲୋକ ଅନୁସୂଚୀତ ଜାତି ଆର ଜନଜାତି ବରଗର ଆଏ। ୧୨ଟା ଓ୍ବାର୍ଡକେ ନେଇ ଇ ପଁଚେତ୍‌ ଗଠିତ୍‌। ଇ ପଁଚେତ୍‌ରେ ସବୁବେଲେ ଭିନେ ଭିନେ ସମସିଆ ଲାଗିରହିଛେ।…

ଚିକିସତ୍ା ଲାଗି ଟଁକା ଅଭାବ୍‌: ଭାଏଗ୍‌କେ ଆଦ୍‌ରି ପଡ଼ିରହିଛନ୍‌ ସୂଯର୍‌ୟମଣି

ଟିକ୍ରାପଡା, ୨ ା୭ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ କରମତଲା ପଁଚେତ୍‌ ଅଧୀନ ଭଣ୍ଡାରବାଞ୍ଜି ଗଁାର ସୂର୍ଯ୍ୟମଣି ସୁନାପିରତି(୪୬)। ସେ ଗଲା ୨୦୧୮ ଅକ୍ଟୋବରରେ ଗୁଟେ ବାଇକ ଦୁରଘଟନାର ଶିକାର ହେଲାରୁ ତାକର ନଲଗୁଡ଼ର ହାଡ଼ ଭାଂଗିଗଲା। ଏନ୍‌ତାଥି ପରିବାର…

ଟ୍ରେଡ୍‌ ଲାଇସେନ୍ସ ଫି ସଂଶୋଧନ ଦାବି, ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ ସଂଘ

ଛତ୍ରପୁର,୧। ୭(ଡି.ଏନ.ଏ)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନଏସି ପକ୍ଷରୁ ନିର୍ଦ୍ଧାରିତ ଟ୍ରେଡ୍‌ ଲାଇସେନ୍ସ ଫି’କୁ ସଂଶୋଧନ କରିବାକୁ ସମସ୍ତ ବ୍ୟବସାୟୀ ସଂଘ ଦାବି କରିଛନ୍ତି। ସୋମବାର ଛତ୍ରପୁରର ସମସ୍ତ ସଂଘର କର୍ମକର୍ତ୍ତାମାନେ ଅଭିଯୋଗ ଶୁଣାଣି ବେଳେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?