ଆମ ଜିଲା ଖବର

ଗାଡ଼ି ଧକ୍କାରେ ବୃଦ୍ଧା, ମୃତଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଦିଗପହଣ୍ଡି/ ପାଟପୁର,୧।୭(ଡି.ଏନ.ଏ.)-ଦିଗପହଣ୍ଡି-ରାୟଗଡ଼ା ମୁଖ୍ୟରାସ୍ତା ଡେଙ୍ଗାଓସ୍ତା ଛକ ନିକଟରେ ସୋମବାର ଏକ ଗାଡ଼ି ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ସେ ଜଣକ ହେଲେ ପାଟପୁର ଥାନା ଡେଙ୍ଗାଓସ୍ତା ଗ୍ରାମ ରତ୍ନମଣିପୁର ସାହିର ରାଧା ସାହୁ। ପାଟପୁର ପୋଲିସ ମୃତଦେହ ଜବତ କରି…

ଜମି ଦଖଲକୁ ନେଇ ଗ୍ରାମବାସୀ-ତହସିଲ ପ୍ରଶାସନ ମୁହଁ।ମୁହିଁ

ଧରାକୋଟ,୧।୭(ଡି.ଏନ.ଏ.)-ଧରାକୋଟ ତହସିଲ ପୁଟୁ ଗ୍ରାମବାସୀଙ୍କ ଅଧୀନରେ ରହିଥିବା ପୁଟୁ ମୌଜାର ଗୁହାରିଆ ପଡ଼ିଆର ୫ ଏକର ପରିତ୍ୟକ୍ତ ବେଦଖଲି ରୟତି କିସମରେ ରହିଥିବା ଜମିକୁ ନେଇ ଧରାକୋଟ ତହସିଲ ଓ ପୁଟୁ ଗ୍ରାମବାସୀ ମୁହାଁମୁହିଁ ହୋଇଛନ୍ତି। କେଉଁ ଆବାହମାନ କାଳରୁ ଗ୍ରାମବାସୀ…

ଭାଜପା ପକ୍ଷରୁ ଉପଜିଲାପାଳଙ୍କୁ ଦାବିପତ୍ର

ଭଞ୍ଜନଗର,୧।୭(ଡି.ଏନ.ଏ)-ଭାଜପା ଭଞ୍ଜନଗର ନିର୍ବାଚନମଣ୍ଡଳୀ ପକ୍ଷରୁ ସୋମବାର ୮ଦଫା ଦାବୀନେଇ ଉପଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲର ଅନେକ ଡାକ୍ତର ସରକାରୀ ସେବା ଛାଡ଼ି ଅଧିକାଶଂ ସମୟ ଘରୋଇ ଚିକିତ୍ସାରେ ବ୍ୟସ୍ତ ରହୁଛନ୍ତି। ଫଳରେ…

କର୍ତ୍ତବ୍ୟରେ ଅବହେଳା ଅଭିଯୋଗ: ଆବାସିକ ସ୍କୁଲ ଶିକ୍ଷକ ନିଲମ୍ବିତ

ଢେଙ୍କାନାଳ ଅଫିସ,୧ା୭- କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସୋମବାର ନିଲମ୍ବିତ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଭେଜିଆ ସେବାଶ୍ରମ ସ୍କୁଲ ପ୍ରଧାନ ଶିକ୍ଷକ ବାଙ୍କ ବିହାରୀ ଜେନା। ଏ ନେଇ ଜିଲା ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର କୁହନ୍ତି, ନିଲମ୍ବିତ…

ରଥଯାତ୍ରାରେ ସଂସ୍କାର ଆଣିବା ନେଇ ପ୍ରଶାସନର ପଦକ୍ଷେପରଥରେ ଅଶ୍ଳୀଳ ଉଚ୍ଚାରଣ ବନ୍ଦ

ଜୟପୁର,୧ା୭ (ନି.ପ୍ର)- ଜୟପୁରରେ ଚଳିତବର୍ଷଠାରୁ ରଥ ଉପରେ ଢାହୁକଙ୍କ ଅଶ୍ନୀଳ ଉଚ୍ଚରାଣକୁ ବନ୍ଦ କରିଛି ପ୍ରଶାସନ ା ରଥଯାତ୍ରାରେ ଢାହୁକଙ୍କ ଅଶ୍ଲୀଳ ଇଙ୍ଗିତ ଓ ଉଚ୍ଚାରଣ ଉତ୍ସାହିତ ଯୁବପିଢିକୁ ବାଦ ଦେଲେ ବହୁ ଭକ୍ତଙ୍କ ଭାବନାକୁ ଆଘାତ ଦେଉଥିଲା ା ତେଣୁ…

୨୫୯ ଦୋକାନ ଉପରେ ଚଢାଉ: ୨୮୪ କେଜି ପଲିଥିନ ଜବତ, ୫୪ ହଜାର ଟଙ୍କା ଜରିମାନା ଆଦାୟ

ଜୟପୁର,୧ା୭ (ନି.ପ୍ର)- ଜୟପୁର ସହରରେ ବେଆଇନ ଭାବେ ପଲିଥିନ କାରବାର ଜୋରସୋରରେ ଚାଲିଛି ା ଏହାକୁ ରୋକିବା ଲାଗି ଏକ ଟିମ୍‌ ୫ ଦିନ ହେବ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ା ଏହି ଟିମ୍‌ ଚଢାଉ କରି ୫୦…

ଋଣ ଦେବା ନାଁରେ ଠକେଇ: ଥାନାର ଦ୍ୱାରସ୍ଥ ହେଲେ ଏସ୍‌ଏଚ୍‌ଜି ମହିଳା

ରୂପ୍‌ସା, ୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ବାଖରାବାଦ ଗ୍ରାମର ଜଣେ ମହିଳା ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀର ସଭ୍ୟାଙ୍କୁ ଋଣ ଦେବା ନାଁରେ ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି। ଥାନାଧିକାରୀ ସୁଚନ୍ଦ୍ର ମହାଳିକ ସୋମବାର ଗାଁରେ ପହଞ୍ଚତ୍…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣା

ଭୋଗରାଇ,୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଡିହକଖଡ଼ା ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ଏବଂ ମଧ୍ୟାହ୍ନ ଭୋଜନରେ ଅନିୟମିତତା ଭଳି ଘଟଣା ନେଇ ସୋମବାର ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଶତାଧିକ ଗ୍ରାମବାସୀ ଓ ଛାତ୍ରୀଛାତ୍ର ସ୍କୁଲ ଗେଟ୍‌ରେ…

୬୧ଅଭିଯୋଗର ଶୁଣାଣି କଲେ ଜିଲାପାଳ

ସୋନପୁର,୧।୭(ନି.ପ୍ର.): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ବନ୍ଦ ଥିଲା। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ଜନଶୁଣାଣି ସୋମବାରଠାରୁ ପୁଣି ଆରମ୍ଭ ହୋଇଛି। ସୁବର୍ଣ୍ଣପୁର ଜିଲାପାଳଙ୍କ ପ୍ରକୋଷ୍ଠରେ ଆୟୋଜିତ ଶିବିରରେ ଜିଲାପାଳ ମଧୁସୂଦନ ମିଶ୍ର ଲୋକଙ୍କ…

ଧାନ ବିକ୍ରି ପାଇଁ ଗ୍ରିଭେନ୍ସ ସେଲକୁ ପଶିଲେ ଚାଷୀ: ଦୀର୍ଘ ଘଣ୍ଟାଏ ଆଲୋଚନା ହେଲା, ଜିଲାପାଲଙ୍କ ଅଫିସ ଘେରାଉ

ନୂଆପଡା ଅଫିସ,୧ା୭ ରାଜ୍ୟ ସରକାର ନୂଆପଡ଼ା ଜିଲାରୁ ଧାନକିଣା ପାଇଁ ଜୁନ ୩୦ ତାରିଖକୁ ଶେଷ ଦିନ ଭାବେ ଲକ୍ଷ୍ୟ ଧାର୍ଯ୍ୟ କରି ଘୋଷଣା କରିଥିଲେ। ସେହି ଦିନ ସୁଦ୍ଧା ବଣ୍ଟନ କରାଯାଇଥିବା ଟୋକନରୁ ଧାନ ଉଠାଣ କରିବା ସିଦ୍ଧାନ୍ତ ନିଆଯାଇଥିଲା।…

‘କଳା, ସାହିତ୍ୟର ପ୍ରଭାବ ଆଣେ ପରିବର୍ତ୍ତନ’ ବିଶିଷ୍ଟ ସାରସ୍ବତ ପ୍ରତିଭା ଗୋବିନ୍ଦ ଚନ୍ଦ୍ର

ହାଟଡିହୀ, ୧।୭(ଡି.ଏନ୍‌.ଏ.)-କଳା, ସଂସ୍କୃତି ଓ ସାହିତ୍ୟ ମାଧ୍ୟମରେ ସାମାଜିକ ପରିବର୍ତ୍ତନ ସମ୍ଭବ । ଏଭଳି ବିଶ୍ୱାସ ରଖି କଳା ଓ ସାହିତ୍ୟର ପ୍ରଚାର ପ୍ରସାର ଲାଗି ସେ କାର୍ଯ୍ୟ କରି ଆସୁଛନ୍ତି। ଶିକ୍ଷକତା ବୃତ୍ତି ନିଭାଇବା ପରେ ପାଲା ଗାୟନ, ପ୍ରବଚନ…

ସଚେତନତା କାଗଜ କଲମରେ ସୀମିତ: ଡ୍ରଗ୍ସ କବଳରେ ଯୁବପିଢ଼ି

କେନ୍ଦୁଝର, ୧।୭(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଡ୍ରଗ୍ସ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ସଚେତନତା କାର୍ଯ୍ୟକ୍ରମ କାଗଜକଲମରେ ସୀମିତ ରହିଛି। ଏ ନେଇ ଯୁବ ପିଢି ପଥଭ୍ରଷ୍ଟ ହୋଇ ବିଭିନ୍ନ ଅସାମାଜିକ କାର୍ଯ୍ୟରେ ମାତୁଥିଲେ ହେଁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?