ଆମ ଜିଲା ଖବର

ସଚେତନତା କାଗଜ କଲମରେ ସୀମିତ: ଡ୍ରଗ୍ସ କବଳରେ ଯୁବପିଢ଼ି

କେନ୍ଦୁଝର, ୧।୭(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଡ୍ରଗ୍ସ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ସଚେତନତା କାର୍ଯ୍ୟକ୍ରମ କାଗଜକଲମରେ ସୀମିତ ରହିଛି। ଏ ନେଇ ଯୁବ ପିଢି ପଥଭ୍ରଷ୍ଟ ହୋଇ ବିଭିନ୍ନ ଅସାମାଜିକ କାର୍ଯ୍ୟରେ ମାତୁଥିଲେ ହେଁ ପୋଲିସ…

ସ୍କୁଲ ପରିସରରୁ ଗଛକଟା ଅଭିଯୋଗ

ଭଣ୍ଡାରିପୋଖରୀ, ୧।୭ (ଡି.ଏନ.ଏ.) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାଜେନ୍ଦ୍ରପୁର ପଞ୍ଚାୟତ ସାରୋ ନୋଡାଲ ସ୍କୁଲ ପରିସରରୁ ୫ଟି ବଡ଼ ବଡ଼ କଦମ୍ବ ଗଛ କଟାଯାଇଥିବା ନେଇ ଗ୍ରାମବାସୀ ସୋମବାର ବିଇଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଦ୍ୟାଳୟ କମିଟି ଛୁଟିଦିନରେ…

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଯୋଡ଼ା ଶିଶୁ କନ୍ୟା ଜନ୍ମ

ଢେଙ୍କାନାଳ ଅଫିସ,୧।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଏକ ଯୋଡା ଶିଶୁ କନ୍ୟା ଜନ୍ମ ହୋଇଛନ୍ତି। ପରଜଙ୍ଗ ଅଞ୍ଚଳର ଜଣେ ମହିଳା ଏହି ଯୋଡା ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ନବଜନ୍ମିତ ଦୁଇ ଶିଶୁ କନ୍ୟାଙ୍କ ଛାତିରୁ ପେଟ ଯାଏ…

କଂଗ୍ରେସ ଛାଡ଼ିଲେ ଡାକ୍ତର ଅଶ୍ୱିନୀ ପୂଜାହାରୀ

ଭୁବନେଶ୍ୱର, ସମ୍ବଲପୁର,୧।୭(ବ୍ୟୁରୋ):୨୦୧୯ ସାଧାରଣ ନିର୍ବାଚନରେ ସମ୍ବଲପୁର ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ଡା. ଅଶ୍ୱିନୀ ପୂଜାହାରୀ ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଓ ଏଆଇସିସି ଅଧ୍ୟକ୍ଷଙ୍କୁ ସେ ଇସ୍ତଫାପତ୍ର ପ୍ରଦାନ କରିଥିବା କହିଛନ୍ତି। ଦଳ ଛାଡ଼ିବା ପଛରେ…

କଳାହାଣ୍ଡିରେ ବନ୍ଦ ହେଲା ସମସ୍ତ ଧାନମଣ୍ଡି

ଭବାନୀପାଟଣା,୧ା୭(ଡି.ଏନ୍‌.ଏ.): ଚଳିତ ରବିଋତୁରେ ଧାନ ସଂଗ୍ରହ ପାଇଁ ମେ’ ୨୫ରୁୁ ଆରମ୍ଭ ହୋଇଥିବା ସମସ୍ତ ମଣ୍ଡି ଜୁନ୍‌ ୩୦ରୁ ବନ୍ଦ ହୋଇଛି। ରବିବାର ସୁଦ୍ଧା କଳାହାଣ୍ଡି ଜିଲାର ୨୩ ହଜାର ୮୫୪ ଜଣ ଚାଷୀଙ୍କ ଠାରୁ ୨୨ ଲକ୍ଷ ୮୦ ହଜାର…

କ୍ଷତିପୂରଣ ଦାବିରେ ମୃତଦେହ ରଖି ରାଜପଥ ଅବରୋଧ

ସୋହେଲା,୧ା୭(ଡି.ଏନ୍‌.ଏ.) : ବରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ଚକରକେନ୍ଦଠାରେ ରବିବାର ଅପରାହ୍ନରେ ଗାଡ଼ି ଧକ୍କାରେ ଶିକ୍ଷକ ଯଯାତି ସାହୁ(୫୫)ଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତକଙ୍କ ପରିବାରକୁ ଆର୍ଥିକ କ୍ଷତିପୂରଣ ଓ ଅଭିଯୁକ୍ତଙ୍କ ଗିରଫ ଦାବିରେ ସୋମବାର ଲୋକେ ୬ ନଂ…

ସ୍ଥାୟୀ ନିଯୁକ୍ତି ଦାବିରେ ଏଡିଏମ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କେନ୍ଦୁଝର, ୧।୭(ସ୍ବ.ପ୍ର.): ସ୍ଥାୟୀ ନିଯୁକ୍ତି ଦାବିରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥାୟୀ କର୍ମଚାରୀମାନେ ସୋମବାର ସକାଳୁ ଏଡିଏମ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ରୋଗୀଙ୍କଠାରୁ ଆଦାୟ ହେଉଥିବା ଅର୍ଥରୁ ସେମାନଙ୍କୁ ଦରମା ଦିଆଯାଉଥିଲା। ତେବେ ମାଗଣା ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସରକାର…

ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘର ଆନ୍ଦୋଳନ

ତାଳଚେର, ୧।୭(ନି.ପ୍ର.): ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘ ପକ୍ଷରୁ ସୋମବାରଠାରୁ ଆନ୍ଦୋଳନ ଆରମ୍ଭ ହୋଇଛି। ତାଳଚେର କୋଲ୍ଡଫିଲ୍ଡରୁ ଟ୍ରକ ଯୋଗେ କୋଇଲା ପରିବହନ ସଡ଼କ ପଥରେ ରବିବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ବନ୍ଦ ରହିଛି। ତାଳଚେରରୁ ଦୈନିକ ୩/୪…

ଟ୍ରଲରକୁ ଧକ୍କା ଦେଲା କଣ୍ଟେନର, ୨ ଜଣଙ୍କ ଜୀବନ ଗଲା

ଛତିଆ/ଚଣ୍ଡିଖୋଲ,୧ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ବନ୍ଦାଳ ହାଟ କରନ୍ଦା ଛକ ନିକଟରେ ସୋମବାର ଭୋରରୁ ରଡ୍‌ ବୋଝେଇ ଟ୍ରଲର ପଛପଟେ ଏକ କଣ୍ଟେନର ଧକ୍କା ଦେବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। କଟକ ଆଡ଼କୁ ରଡ୍‌ ବୋଝେଇ ଟ୍ରଲର ଠିଆ ହୋଇଥିବାବେଳେ…

ଆୟୁଷ ରାଜ୍ୟର ସର୍ବକନିଷ୍ଠ ୱେବ୍‌ ଡିଜାଇନର

ନାକଟିିଦେଉଳ, ୧।୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜାମୁଯୋରି ପଞ୍ଚାୟତର ଦୁର୍ଗମ କୁଡ଼ାନାଳୀ ଗ୍ରାମର ସରୋଜ ରାଉତ ଓ ରଶ୍ମିତା ରାଉତଙ୍କ ୧୨ ବର୍ଷର ପୁଅ ଆୟୁଷ ରଞ୍ଜନ ରାଉତ ଦେଶର ଦ୍ୱିତୀୟ ତଥା ରାଜ୍ୟର ସର୍ବକନିଷ୍ଠ ୱେବ୍‌…

ନୂଆ ଘରୋଇ ବସ୍‌ଷ୍ଟାଣ୍ଡ ଛେଳି ଗୁହାଳ

ବରଗଡ଼ ଅଫିସ୍‌,୧।୭: ବରଗଡ଼ ସହରର ନୂଆ ଘରୋଇ ବସ୍‌ଷ୍ଟାଣ୍ଡ ଉଦଘାଟନକୁ ୭ ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ସେହି ବସଷ୍ଟାଣ୍ଡ ପରିସରରେ ବସ୍‌ର ଚକ ବି ଗଡ଼ିନାହିଁ । ଅନ୍ୟପଟେ ବସଷ୍ଟାଣ୍ଡଟି ଏବେ ଛେଳି ଗୁହାଳ ପାଲଟିଛି । କେବଳ ସେତିକି…

ପ୍ରୋତ୍ସାହନ ମିଳୁନି, ସଙ୍କଟରେ ଖପର କାରିଗର

ଜାମଟିକ୍ରା, ୧ା୭(ଡି.ଏନ.ଏ) ପଶ୍ଚିମ ଓଡିଶାରେ ଖପର ଘର ସଂଖ୍ୟା ଅଧିକ। ଏଥିପାଇଁ ଲୋକମାନେ ବର୍ଷା ଋତୁ ଆସିବା ପୂର୍ବରୁ ଖପର କିଣି ଛାତ ସଜାଡନ୍ତି। ଏହାକୁ ଦୃଷ୍ଟିରେ ରଖି କୁମ୍ଭାର ସମ୍ପ୍ରଦାୟର ଲୋକମାନେ ଖପର ତିଆରି କରୁଥିବାରୁ ତାକୁ କିଣିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?