କ୍ଷତିପୂରଣ ଦାବିରେ ମୃତଦେହ ରଖି ରାଜପଥ ଅବରୋଧ
ସୋହେଲା,୧ା୭(ଡି.ଏନ୍.ଏ.) : ବରଗଡ଼ ଜିଲା ସଦର ଥାନା ଅନ୍ତର୍ଗତ ଚକରକେନ୍ଦଠାରେ ରବିବାର ଅପରାହ୍ନରେ ଗାଡ଼ି ଧକ୍କାରେ ଶିକ୍ଷକ ଯଯାତି ସାହୁ(୫୫)ଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତକଙ୍କ ପରିବାରକୁ ଆର୍ଥିକ କ୍ଷତିପୂରଣ ଓ ଅଭିଯୁକ୍ତଙ୍କ ଗିରଫ ଦାବିରେ ସୋମବାର ଲୋକେ ୬ ନଂ…
ସ୍ଥାୟୀ ନିଯୁକ୍ତି ଦାବିରେ ଏଡିଏମ୍ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
କେନ୍ଦୁଝର, ୧।୭(ସ୍ବ.ପ୍ର.): ସ୍ଥାୟୀ ନିଯୁକ୍ତି ଦାବିରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥାୟୀ କର୍ମଚାରୀମାନେ ସୋମବାର ସକାଳୁ ଏଡିଏମ୍ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ରୋଗୀଙ୍କଠାରୁ ଆଦାୟ ହେଉଥିବା ଅର୍ଥରୁ ସେମାନଙ୍କୁ ଦରମା ଦିଆଯାଉଥିଲା। ତେବେ ମାଗଣା ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସରକାର…
ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘର ଆନ୍ଦୋଳନ
ତାଳଚେର, ୧।୭(ନି.ପ୍ର.): ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘ ପକ୍ଷରୁ ସୋମବାରଠାରୁ ଆନ୍ଦୋଳନ ଆରମ୍ଭ ହୋଇଛି। ତାଳଚେର କୋଲ୍ଡଫିଲ୍ଡରୁ ଟ୍ରକ ଯୋଗେ କୋଇଲା ପରିବହନ ସଡ଼କ ପଥରେ ରବିବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ବନ୍ଦ ରହିଛି। ତାଳଚେରରୁ ଦୈନିକ ୩/୪…
ଟ୍ରଲରକୁ ଧକ୍କା ଦେଲା କଣ୍ଟେନର, ୨ ଜଣଙ୍କ ଜୀବନ ଗଲା
ଛତିଆ/ଚଣ୍ଡିଖୋଲ,୧ା୭(ଡି.ଏନ୍.ଏ.): ଯାଜପୁର ଜିଲା ବନ୍ଦାଳ ହାଟ କରନ୍ଦା ଛକ ନିକଟରେ ସୋମବାର ଭୋରରୁ ରଡ୍ ବୋଝେଇ ଟ୍ରଲର ପଛପଟେ ଏକ କଣ୍ଟେନର ଧକ୍କା ଦେବାରୁ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। କଟକ ଆଡ଼କୁ ରଡ୍ ବୋଝେଇ ଟ୍ରଲର ଠିଆ ହୋଇଥିବାବେଳେ…
ଆୟୁଷ ରାଜ୍ୟର ସର୍ବକନିଷ୍ଠ ୱେବ୍ ଡିଜାଇନର
ନାକଟିିଦେଉଳ, ୧।୭ (ଡି.ଏନ୍.ଏ.) : ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜାମୁଯୋରି ପଞ୍ଚାୟତର ଦୁର୍ଗମ କୁଡ଼ାନାଳୀ ଗ୍ରାମର ସରୋଜ ରାଉତ ଓ ରଶ୍ମିତା ରାଉତଙ୍କ ୧୨ ବର୍ଷର ପୁଅ ଆୟୁଷ ରଞ୍ଜନ ରାଉତ ଦେଶର ଦ୍ୱିତୀୟ ତଥା ରାଜ୍ୟର ସର୍ବକନିଷ୍ଠ ୱେବ୍…
ନୂଆ ଘରୋଇ ବସ୍ଷ୍ଟାଣ୍ଡ ଛେଳି ଗୁହାଳ
ବରଗଡ଼ ଅଫିସ୍,୧।୭: ବରଗଡ଼ ସହରର ନୂଆ ଘରୋଇ ବସ୍ଷ୍ଟାଣ୍ଡ ଉଦଘାଟନକୁ ୭ ମାସ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ସେହି ବସଷ୍ଟାଣ୍ଡ ପରିସରରେ ବସ୍ର ଚକ ବି ଗଡ଼ିନାହିଁ । ଅନ୍ୟପଟେ ବସଷ୍ଟାଣ୍ଡଟି ଏବେ ଛେଳି ଗୁହାଳ ପାଲଟିଛି । କେବଳ ସେତିକି…
ପ୍ରୋତ୍ସାହନ ମିଳୁନି, ସଙ୍କଟରେ ଖପର କାରିଗର
ଜାମଟିକ୍ରା, ୧ା୭(ଡି.ଏନ.ଏ) ପଶ୍ଚିମ ଓଡିଶାରେ ଖପର ଘର ସଂଖ୍ୟା ଅଧିକ। ଏଥିପାଇଁ ଲୋକମାନେ ବର୍ଷା ଋତୁ ଆସିବା ପୂର୍ବରୁ ଖପର କିଣି ଛାତ ସଜାଡନ୍ତି। ଏହାକୁ ଦୃଷ୍ଟିରେ ରଖି କୁମ୍ଭାର ସମ୍ପ୍ରଦାୟର ଲୋକମାନେ ଖପର ତିଆରି କରୁଥିବାରୁ ତାକୁ କିଣିବା ପାଇଁ…
ଅନୁକୂଳ ପାଣିପାଗ: ଖରିଫ ଚାଷ ପାଇଁ ଚାଷୀ ତତ୍ପର
ଉଲୁଣ୍ଡା, ୧ା୭(ଡି.ଏନ.ଏ.) ରୋହିଣୀ ତାତେ, ମୃଗଶିରା ମାତେ, ଆରଦ୍ରା କରେ ଛନ୍ ଛନ୍, ଚାଷୀ ବଇଲା ଚଷାନୀଲୋ ଇ ବଛର କେନନ ରଖମା ଧାନ। ବିଶ୍ୱାସ ଅନୁସାରେ ରୋହିଣୀ ନକ୍ଷତ୍ର (ମେ ୨୨- ଜୁନ ୭) ପ୍ରଚଣ୍ଡ ଖରାରେ ଧରାପୃଷ୍ଠକୁ ତତାଇ…
ଭାଜପାର ସଦସ୍ୟତା ଅଭିଯାନ ପ୍ରସ୍ତୁତି: ଜିଲାରେ ଅଧିକ ୨୦% ସଭ୍ୟ ସଂଗ୍ରହ ଲକ୍ଷ୍ୟ
ଢେଙ୍କାନାଳ ଅଫିସ, ୧ା୭: ସାଙ୍ଗଠନିକ ନିର୍ବାଚନ ଅବ୍ୟବହିତ ପୂର୍ବରୁ ଢେଙ୍କାନାଳରେ ଭାଜପା ଆରମ୍ଭ କରିବ ନୂତନ ସଦସ୍ୟତା ଅଭିଯାନ। ଜିଲାରେ ଅଧିକ ୨୦% ସଭ୍ୟଙ୍କୁ ସଙ୍ଗଠନରେ ସାମିଲ କରାଯିବ। ଜୁଲାଇ ୬ରୁ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଅଗଷ୍ଟ ୧୧ଯାଏ…
ଚନ୍ଦନପୁର ମଦ ମୃତ୍ୟୁ ଘଟଣା: ୬ ମାସ ପରେ ବି ଆସିଲାନି ଭିସେରା ରିପୋର୍ଟ
ଅନୁଗୋଳ ଅଫିସ, ୧।୭: ଅନୁଗୋଳ ଜିଲା ବନ୍ତଳା ଥାନା ଚନ୍ଦନପୁରଠାରେ ଏକ କୁକୁଡା ଫାର୍ମରେ ବିଷାକ୍ତ ମଦ ପିଇ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। ଘଟଣାକୁ ୬ ମାସ ପୂରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଭିସେରା ରିପୋର୍ଟ…
ଆଦର୍ଶ ସ୍କୁଲ କ୍ୟାମ୍ପସ ନିର୍ମାଣ ସରିଲାନି; ଛେଣ୍ଡିପଦା ହାଇସ୍କୁଲରେ ଶିକ୍ଷାଦାନ
ଛେଣ୍ଡିପଦା,୧।୭(ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଟେଣ୍ଟୁଲୋଇ ପଞ୍ଚାୟତ ଗୋପୀନାଥପୁର ଗ୍ରାମଠାରେ ଚଳିତ ବର୍ଷ ନୂତନ କରି ଆଦର୍ଶ ବିଦ୍ୟାଳୟରେ ଶିକ୍ଷାଦାନ ପାଇଁ ପ୍ରବେଶିକା ପରୀକ୍ଷା ହୋଇଥିଲା। ପ୍ରଥମ କରି କେବଳ ଷଷ୍ଠ ଶ୍ରେଣୀରେ ପାଠପଢା ଆରମ୍ଭ ହୋଇଥିବାବେଳେ ମୋଟ ୮୧…
କମ୍ପାନୀ କର୍ମଚାରୀଙ୍କ କଲୋନୀରେ ସରକାରୀ ବାବୁ, ପୋଲିସ; ନାଲ୍କୋ ଉପରେ ଚାପ ଚର୍ଚ୍ଚା
ଅନୁଗୋଳ ଅଫିସ/ବଅଁରପାଳ, ୧।୭(ଡି.ଏନ.ଏ.) କର୍ମଚାରୀଙ୍କ ପାଇଁ କଲୋନୀ ନିର୍ମାଣ କରିଛି ନାଲ୍କୋ। ହେଲେ ପ୍ରାୟ ଶତାଧିକ କ୍ୱାର୍ଟର୍ସରେ ରହୁଛନ୍ତି ସରକାରୀ ଅଧିକାରୀ ଓ ପୋଲିସ। ଭଡ଼ା ଦେଉଥିଲେ ବି ସେମାନେ ଏଠାରେ ରହିବା ନିୟମ ବହିର୍ଭୂତ। ତଥାପି ନାଲ୍କୋ ଉପରେ ଚାପ…

