ଆମ ଜିଲା ଖବର

ମାଓବାଦୀ ଅଞ୍ଚଳରେ ଉଦାହରଣ ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ ପୁଷ୍ପା

ମାଲକାନଗିରି,୨୯ା୭(ଡି.ଏନ.ଏ.)- ଦୀର୍ଘ ୧୧ ବର୍ଷ ଧରି ମାଓବାଦୀ ଅଞ୍ଚଳରେ ଲୋକଙ୍କ ସେବାରେ ଲାଗିଛନ୍ତି ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ। ଗତ ବର୍ଷେ ହେଲା ସେ ନିଜେ କ୍ୟାନସର ରୋଗରେ ପିଡିତ ହୋଇ ମଧ୍ୟ ସେବାକାର୍ଯ୍ୟରୁ ଓହରିଯାଇନାହାନ୍ତି। ତାଙ୍କ ସେବା କାର୍ଯ୍ୟ ପାଇଁ ଆଦିବାସୀ…

ଅବେବସ୍‌ତା ଘେରରେ ବଡ଼ଛତ୍ରଙ୍ଗ ହାଇସ୍କୁଲ: ୧୦ ଶ୍ରେଣୀକେ ୩୦୧ ଛାତ୍ରୀଛାତ୍ର, ୭ ଶିକ୍ଷକ

ଭବାନୀପାଟଣା, ୨୯ା୭ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଛାତ୍ରୀଛାତ୍ରକୁଁ ଗୁଣାତ୍ମକ ଶିକ୍ଷା ଦେବାର ଲାଗି ଅନେକ ଯୋଜନା କାଯ୍‌କାରି କରି କୋଟି କୋଟି ଟଁକା ସାରୁଛନ୍‌। ହେଲେ କଳାହାଣ୍ଡି ଲେଖେଁ ଗୁଟେ ଆଦିବାସୀ ବହୁଲ ଜିଲାରେ ପ୍ରାଥମିକ ଶିକ୍ଷା ବାଟବନା…

ଅଙ୍ଗନୱାଡି କେନ୍ଦ୍ର ଆଘେ ଖୁଲା ଟ୍ରାନ୍ସଫର୍ମର

ତୁଣ୍ଡଲା, ୨୯।୭ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବେଲଖଣ୍ଡି ଗୌନ୍ତିଆପଡ଼ାରେ ଥିବାର ଅଙ୍ଗନଓ୍ବାଡି କେନ୍ଦ୍ର ଆଘେ ବିପଦ୍‌ ଅବସ୍‌ତାରେ ଗୁଟେ ବିଦ୍ୟୁତ ଟ୍ରାନ୍ସଫର୍ମର ରହିଛେ। ଯେନ୍‌ଥିରଲାଗି ଅଙ୍ଗନଓ୍ବାଡିରେ ପାଠ୍‌ପଢ଼ୁଥିବାର ଛୋଟ ଛୋଟ ଛୁଆକର ଜୀବନ୍‌ ପରତି ବିପଦ ସୁରୁଷ୍‌ଟି କରୁଥିବାର…

ସମନ୍ବିତ ଶିଶୁ ବିକାଶ ସେବା ଯୋଜନା ବାଟବନା:ଭଡ଼ା ଘରେ ଚାଲିଛେ ୩ ଅଙ୍ଗନଓ୍ବାଡି କେନ୍ଦ୍ର

ସିନାପାଲି, ୨୯।୭ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଅନେକ ଅଙ୍ଗନଓ୍ବାଡି କେନ୍ଦ୍ରର ନିଜର ଘର ନଁାଇଁନ। ଯେନ୍‌ଥିରଲାଗି ଅନେକ କେନ୍ଦ୍ର ଭଡ଼ା ଘରେ ଚାଲୁଥିଲାବେଲେ ସେଠାନେ ଛୁଆକର ପାଠ୍‌ପଢ଼ା ସଂଗେ ରଁଧା ଖାଏଦ୍‌ ଦିଆଯାଉଛେ। ଇ ବାବ୍‌ଦେ ବାରବାର ପରଶାସନକେ…

ଜିଲା ସାମ୍ବାଦିକ ସଂଘର ବାର୍ଷିକ ଅଧିବେଶନ: ‘ସମନ୍ବୟ ହିଁ ବିକାଶର ଚାବିକାଠି’

ଢେଙ୍କାନାଳ ଅଫିସ, ୨୯ା୭: ସମନ୍ବୟ ହିଁ ବିକାଶର ଚାବିକାଠି। ଗଣମାଧ୍ୟମ, ଜନସାଧାରଣ, ରାଜନେତା ଏବଂ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କଲେ ବିକାଶ ସମ୍ଭବ। ଗଣମାଧ୍ୟମ ପ୍ରତିନିଧି ସାମାଜିକ ବ୍ୟବସ୍ଥାର ସତର୍କ ପ୍ରହରି। ସେମାନେ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ସାମୂହିକ ସ୍ବାର୍ଥକୁ…

ପ୍ରଶାସନ ଦେଖାଇଲା ତତ୍ପରତା: ପୁଣିଥରେ ସହର ଜଗିବ ସିସିଟିଭି

ଢେଙ୍କାନାଳ ଅଫିସ, ୨୯।୭: ଢେଙ୍କାନାଳ ପୌରାଞ୍ଚଳରେ ଅଚଳ ହୋଇପଡ଼ିଥିବା ସିସିଟିଭିଗୁଡ଼ିକୁ ପୁନର୍ବାର କାର୍ଯ୍ୟକ୍ଷମ କରାଇବାକୁ ପ୍ରକାଶ ପାଇଛି ପ୍ରଶାସନିକ ତତ୍ପରତା। ଜନଗହଳିପୂର୍ଣ୍ଣ ସ୍ଥାନରେ ଲାଗିଥିବା ସିସିଟିଭିଗୁଡ଼ିକର ମରାମତି ଆରମ୍ଭ ହୋଇଛି। ଏହା ଆପରାଧିକ କାର୍ଯ୍ୟକଳାପ ରୋକିବାରେ ସହାୟକ ହେବ ବୋଲି ଆଶାବ୍ୟକ୍ତ…

ଭରତପୁର କୋଇଲା ଖଣି ଦୁର୍ଘଟଣା: ଏମ୍‌ସିଏଲ୍‌ର କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନବାଚୀ

ତାଳଚେର,୨୯ା୭(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ମହାନଦୀ କୋଲ୍‌ ଫିଲ୍‌ଡସ ଲିମିଟେଡ (ଏମ୍‌ସିଏଲ୍‌)ର ଭରତପୁର କୋଇଲା ଖଣିରେ ଗତ ୨୩ ତାରିଖ ରାତିରେ ଘଟିଥିବା ଦୁର୍ଘଟଣାରେ ଏଯାଏ ୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। କୋଇଲା ତଳେ ପୋତି ହୋଇ ରହିଥିବା ଆଉ ଜଣଙ୍କ…

ଶିକ୍ଷକ ଅଭାବ, ଶିକ୍ଷାଦାନରେ ଅବ୍ୟବସ୍ଥା; ଗୋଟିଏ ଶ୍ରେଣୀଗୃହରେ ୩ ଗୁଣା ପିଲା

ଅନୁଗୋଳ ଅଫିସ, ୨୯।୭: ଅନୁଗୋଳ ଜିଲାରେ ଶିକ୍ଷକ ଅଭାବ ସମସ୍ୟା ଯୋଗୁ ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ବର୍ଷ ବର୍ଷ ଧରି ଶିକ୍ଷକ ନିଯୁକ୍ତି ଦିଆଯାଉ ନ ଥିବାରୁ ଏହି ସମସ୍ୟା ଏବେ ପୂରା ବ୍ୟବସ୍ଥାକୁ ବିପର୍ଯ୍ୟସ୍ତ କରିଦେବାକୁ ବସିଛି।…

ବର୍ଷା କମ୍‌ ଯୋଗୁ ଚାଷ କାର୍ଯ୍ୟ ପ୍ରଭାବିତ

ଭଞ୍ଜନଗର,୨୯।୭(ଡି.ଏନ.ଏ)-ଚଳିତବର୍ଷ ରାଜ୍ୟରେ ଏ ପର୍ଯ୍ୟନ୍ତ ଆବଶ୍ୟକ ପରିମାଣର ବର୍ଷା ହୋଇନାହିଁ। ଫଳରେ ଚାଷ କାର୍ଯ୍ୟ ବିଶେଷ ଭାବେ ପ୍ରଭାବିତ ହୋଇଛି । ଧାନତଳି ପୋଡ଼ି ନଷ୍ଟ ହେବା ଆଶଙ୍କା ରହିଛି । ପ୍ରତ୍ୟେକ ଜିଲାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ରାଜ୍ୟ…

ସୁନା ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ: ଜବତ ୬୮.୧୩ ଲକ୍ଷ ଟଙ୍କାର ଖୋଳତାଡ

ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ କଲିକତାର ରେଳବାଇ ପ୍ରୋଟେକ୍ସନ ଫୋର୍ସ (ଆରପିଏଫ) ହାୱଡା ଷ୍ଟେଶନରୁ ପ୍ରସାଦଙ୍କର ଜଣେ କର୍ମଚାରୀ…

ଛେଳି ଚୋର ସନ୍ଦେହ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଆସିକା,୨୯ା୭(ଡି.ଏନ୍‌.ଏ): ଗାଙ୍ଗପୁର ଥାନା ପଳାସପଲ୍ଲୀ ଗ୍ରାମରେ ରବିବାର ପୂର୍ବାହ୍ନରେ ସାଇକଲରେ ବୁଲି ମାଂସ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଛେଳି ଚୋର ସନ୍ଦେହରେ ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି। ଗତ ଶନିବାର ରାତିରେ ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ ଗୁହାଳରୁ ଗୋଟିଏ…

ଗଞ୍ଜାମରେ ବ୍ୟାପୁଛି କାମଳ ରୋଗ; ୨୦୧୬ରୁ ୫୪୯ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ୍‌,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି। ସରକାରୀ ତଥ୍ୟ ଅନୁଯାୟୀ, ୨୦୧୬ରେ ଜିଲାରେ ୧୧୩ ହେପାଟାଇଟିସ୍‌-ବି ରୋଗୀ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?