ଆମ ଜିଲା ଖବର

ବିଦ୍ୟାଳୟ ସ୍ଥାନାନ୍ତରକୁ ଗ୍ରାମବାସୀଙ୍କ ବିରୋଧ ପ୍ରତିବାଦରେ ବିଦ୍ୟାଳୟ ଆଗରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ

ଖଣ୍ଡପଡା,୨୩।୬(ସ୍ବ.ପ୍ର.)-୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ବିଦ୍ୟାଳୟଗୁଡିକୁ ବନ୍ଦ କରିବାକୁ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ା ସମ୍ପ୍ରତି ୧୯ଜଣ ଛାତ୍ରୀଛାତ୍ର ବାଣପୁର ପଞ୍ଚାୟତ ଅନ୍ତର୍ଗତ ଚୈତନ୍ୟପୁର ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ ମଧ୍ୟ ପୂର୍ବର ରିପୋର୍ଟ କ୍ରମେ ଏହି…

ପ୍ରସୂତିଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ସରପଞ୍ଚ, ସାଧାରଣରେ ପ୍ରଶଂସା

ମାଲକାନଗିରି, ୨୩ା୬(ଡି.ଏନ.ଏ.): ମାଲକାନଗିରି ଜିଲାର ଜଣେ ଯୁବ ସରପଞ୍ଚ ନନ୍ଦ କୁମାର ଆଜମେରା । ଜଣେ ପ୍ରସୂତି ମହିଳାଙ୍କୁ ଶନିବାର ରକ୍ତଦାନ କରି ସେ ମୃତ୍ୟୁମୁଖରୁ ବଞ୍ଚାଇ ଦେଇଛନ୍ତି। ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ତଣ୍ଡାପାଲ୍ଲୀ ପଞ୍ଚାୟତର ନନ୍ଦ ବସ୍ତିର କୃଷ୍ଣ…

ମୌସୁମୀ ବର୍ଷାରେ ବେହାଲ ନୟାଗଡ଼ ସହର: ହଇରାଣ ହେଉଛନ୍ତି ଦୁଇସାହି ବାସିନ୍ଦା

ନୟାଗଡ଼ ଅଫିସ,୨୩ା୬- ଦୁଇଦିନ ଧରି ହୋଇଥିବା ପ୍ରାକ୍‌ ମୌସୁମୀ ବର୍ଷାରେ ବେହାଲ୍‌ ହୋଇଛି ନୟାଗଡ଼ ସହର। ବିଶେଷ କରି ରତନପୁର ଓ ଲୋକନାଥ ନଗର ବାସିନ୍ଦା ଏଥିଯୋଗୁ ହଇରାଣ ହେଉଛନ୍ତି। ଲୋକନାଥ ନଗରରେ ଡ୍ରେନ୍‌ ନିର୍ମାଣ କରା ନ ଯାଇ ରାସ୍ତା…

ଦୃଷ୍ଟି ଆଢୁଆଳରେ ବନଦୁର୍ଗା ମନ୍ଦିର

ଛେଣ୍ଡିପଦା,୨୩ା୬(ଡି.ଏନ.ଏ.) – ଅନୁଗୋଳ ଜିଲାର କେତେକ ଜଣାଶୁଣା ସ୍ଥାନକୁ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା ମିଳିଥିଲେ ହେଁ ଆଉ କେତେକ ପ୍ରସିଦ୍ଧ ସ୍ଥାନ ରହିଯାଇଛି ସରକାରଙ୍କ ଦୃଷ୍ଟି ଆଢୁଆଳରେ। ସେଥିମଧ୍ୟରେ ରହିଛି ଛେଣ୍ଡିପଦା ବ୍ଲକ ଜରପଡା ଥାନା ଦୁର୍ଗାପୁର ଗ୍ରାମ ମଠମୁଣ୍ଡିଆ ପାହାଡ…

ସମଗ୍ର ଶିକ୍ଷା ସମୀକ୍ଷା : ୨୬ ସ୍କୁଲର ଉନ୍ନତି ପାଇଁ ପାରାମିଟର ପ୍ରସ୍ତୁତ

ଢେଙ୍କାନାଳ ଅଫିସ, ୨୩।୬ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଶୁକ୍ରବର ସମଗ୍ର ଶିକ୍ଷା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। କାର୍ଯ୍ୟକ୍ରମରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଯୋଗଦେଇ କହିଲେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଜିଲାର ୨୬ ସ୍କୁଲର ଉନ୍ନତି ପାଇଁ…

ଜଳ ପାଲଟିଛି ଜହର

ଗଣ୍ଡତୁରୁମ, ୨୩।୬ (ଡି.ଏନ.ଏ) ଭେଡେନ ବ୍ଲକ ମହୁଲପାଲି ପଞ୍ଚାୟତର ଟିିହିକିପାଲି ଗ୍ରାମରେ ଦିନକୁ ଦିନ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି ରୋଗରେ ପୀଡିତ ହୋଇ ଗ୍ରାମର ଗରୁଡ ବାରିକ (୫୦), ଦାମିନୀ ମେହେର (୬୫), ଲଳିତ ମେହେର…

ବିପଦସଙ୍କୁଳ ରାମିଆଳ ସେତୁ

କାମାକ୍ଷାନଗର, ୨୩।୬(ଡି.ଏନ୍‌.ଏ.) – କାମାକ୍ଷାନଗର ସଦରରୁ ପରଜଙ୍ଗକୁ ସଂଯୋଗ କରୁଥିବା ୫୩ନଂ. ଜାତୀୟ ରାଜପଥର ଆଳତୁମାଠାରେ ରାମିଆଳ ନଦୀ ଉପରେ ନିର୍ମାଣ ସେତୁ ବିପଦସଙ୍କୁଳ ହୋଇପଡ଼ିଛି। ଖାଲଖମାରେ ଭର୍ତ୍ତି ହୋଇ ପଡ଼ିଥିବା ବ୍ରିଜ୍‌ ମରଣଯନ୍ତା ପାଲଟିଛି। ସାମାନ୍ୟ ବର୍ଷାରେ ସେତୁ ଉପରେ…

ଗୀତିନାଟ୍ୟରୁ ଦଣ୍ଡନୃତ୍ୟ ଯାଏ : ଚରିତ୍ରରେ ଚମକ ଭରିଛନ୍ତି ଅକ୍ଷୟ

ବଅଁରପାଳ,୨୩।୬ – କେବେ ବ୍ରହ୍ମା ତ କେବେ ବିଷ୍ଣୁ, ପୁଣି କେବେ ମହେଶ୍ୱର ବେଶରେ ଆସିଛନ୍ତି ଦର୍ଶକଙ୍କ ଆଗକୁ। କେତେବେଳେ ରାଜା, ମନ୍ତ୍ରୀ ସାଜିଛନ୍ତି ଗୀତିନାଟ୍ୟରେ। ବାଇଧନ, ଶିବ, ବିଣାକାରିଆ ଓ ବାବାଜୀ ଭୂମିକା ନିଭାଇଛନ୍ତି ଦଣ୍ଡନୃତ୍ୟରେ। ଦୀର୍ଘ ୩୦ ବର୍ଷ…

ଶହୀଦଙ୍କ ପରିବାରକୁ ଭେଟିଲେ ଏମ୍‌ପି : ଅଜିତଙ୍କ ନାମରେ ହେବ ଖେଳପଡ଼ିଆ

କାମାକ୍ଷାନଗର, ୨୩।୬ (ଡି.ଏନ୍‌.ଏ.) – ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍‌ପି ମହେଶ ସାହୁ। ଏପରି କଷ୍ଟକର ସମୟରେ ସମସ୍ତେ ପରିବାର ସହ ଅଛନ୍ତି ବୋଲି ସେ ଶୋକସନ୍ତପ୍ତ ମା’…

ଗଜ ସୁରକ୍ଷା ପାଇଁ ଆକ୍ସନ ପ୍ଲାନ୍‌ : ହାତୀ ଗତିବିଧି ଜଗିବ ଡ୍ରୋନ୍‌

ଢେଙ୍କାନାଳ ଅଫିସ, ୨୩।୬ – ହାତୀ ପାଇଁ ସାରା ଦେଶରେ ନଁା କରିଛି ଢେଙ୍କାନାଳ। ରାଜ୍ୟରେ ସାତକୋଶିଆ ପରେ ହାତୀସଂଖ୍ୟାରେ ଜିଲାକୁ ମିଳିଛି ଦ୍ୱିତୀୟ ସ୍ଥାନ। ଅନ୍ୟପଟେ ଜିଲାର ସଂରକ୍ଷିତ ଜଙ୍ଗଲ ତଳି ଅଞ୍ଚଳରେ ହାତୀ-ମଣିଷ ମଧ୍ୟରେ ଚାଲିଥିବା ଅହରହ ସଂଘର୍ଷ…

ଅସ୍ତ୍ରୋପଚାର ବେଳେ ଛାତିରେ ରହିଛି ଛୁଞ୍ଚି ଯନ୍ତ୍ରଣାରେ ଛଟପଟ ନର୍ସିଂ ଛାତ୍ରୀ

ଫିରିଙ୍ଗିଆ,୨୩ା୬-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ନର୍ସିଂ ଛାତ୍ରୀ ନିଜ ଛାତିରେ ହୋଇଥିବା ଟ୍ୟୁମର ଗତ ଜାନୁୟାରୀରେ ଅସ୍ତ୍ରୋପଚାର କରାଇଥିଲେ । ଅସ୍ତ୍ରୋପଚାର ସଫଳ ହେଲା। ହେଲେ କିଛି ଦିନ ପରେ ପୁଣି ଯନ୍ତ୍ରଣା ଆରମ୍ଭ ହେଲା। ଏକ୍ସ-ରେ କରିବାରୁ ଛାତି…

ଜନଗହଳି ସ୍ଥାନରୁ ସ୍ଥାନାନ୍ତର ହେବେ ଉଠାଦୋକାନୀ

ବ୍ରହ୍ମପୁର ଅଫିସ,୨୩ା୬-ବ୍ରହ୍ମପୁରର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ତଥା ଛକରେ ସୁଧୁରିବ ଟ୍ରାଫିକ ସମସ୍ୟା ା ଏନେଇ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି ା ଗୋଟିଏ ପଟେ ସହରର ପ୍ରମୁଖ ୫ ଛକରେ ଇଣ୍ଟିଗ୍ରେଟେଡ ଟ୍ରାଫିକ ବ୍ୟବସ୍ଥା ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?