ଚିନ୍ମୟଙ୍କ ଅଭିଶପ୍ତ ଜିଭ
ବ୍ରହ୍ମପୁର ଅଫିସ୍,୨୩।୬-ପୁଅ ଜନ୍ମ ବେଳେ ଘରେ କେତେ ଆନନ୍ଦ । ସାହି ପଡ଼ିଶାରେ ମିଠା ବଣ୍ଟାଯାଇଥିଲା । ପ୍ରଥମ ସନ୍ତାନ, ଏଣୁ ଘରେ ଭୋଜିଭାତର ଆସର । ତା’ କୁନି ପାଦରେ ଚାଲି, ତା’ କାନ୍ଦ, ତା’ ହାସ, ସମସ୍ତଙ୍କୁ କିମିଆ…
ପଲିଥିନ୍ ଜବତ, ଜରିମାନା ଆଦାୟ
ବ୍ରହ୍ମପୁର ଅଫିସ, ୨୩।୬-ବ୍ରହ୍ମପୁର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଶନିବାର ରାତିରେ ଚଢ଼ାଉ କରାଯାଇଛି । ନିଗମ ବସ୍ତି ଉନ୍ନୟନ ଅଧିକାରୀ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଓ ସ୍ବାସ୍ଥ୍ୟ ଅଧିକାରୀ ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଗଠିତ ଏକ ଟିମ୍ ରାତିରେ ପୁରୁଣା ବସ୍ଷ୍ଟାଣ୍ଡ…
ଗସ୍ମା ମାଓବାଦୀ -ପୋଲିସ ଗୁଳି ମାମଲାସବ୍ୟସାଚୀଙ୍କ ବିରୋଧରେ ପୋଲିସ ଦେଲା ସାକ୍ଷୀ
ଭଞ୍ଜନଗର,୨୩।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଲେରୀ ଫାଣ୍ଡି ପୋଡ଼ି ମାମଲା ଓ ଏହାପରେ ଗସମା ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟ ମାମଲାର ଶୁକ୍ରବାର ଓ ଶନିବାର ସାକ୍ଷୀମାନଙ୍କ ବୟାନ ରେକର୍ଡ଼ ଭଞ୍ଜନଗର ଏଡ଼ିଜେଙ୍କ କୋର୍ଟରେ ହୋଇଥିଲା। ୬ଜଣ ପୋଲିସ…
୬ ଖଣି ସଂସ୍ଥାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ ସାର୍ଟିଫିକେଟ ମାମଲାରେ ଓ୍ବାରେଣ୍ଟ ଜାରି
କେନ୍ଦୁଝର, ୨୩ା୬ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ବିପୁଳ ଖଣିଜ ସମ୍ପଦ ଲୁଟ କରିଥିବା ୩୧ ଖଣିର ୨୩ ଲିଜଧାରୀଙ୍କଠାରୁ ୬୩୫୦ କୋଟି ଟଙ୍କା ଜରିମାନା ଆଦାୟ ଲାଗି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାମଧ୍ୟରେ ବର୍ଷାଧିକ ସମୟ ବିତିଲାଣି। କିନ୍ତୁ ସମ୍ପୃକ୍ତ ସବୁ ଖଣି…
ଅସୁରକ୍ଷିତ ବୈତରଣୀ ସୁରକ୍ଷାବନ୍ଧ
ଆନନ୍ଦପୁର,୨୩।୬(ସ୍ବ.ପ୍ର.)- ବନ୍ୟା ଦାଉରୁ ଆନନ୍ଦପୁର ପୌରପରିଷଦ ଏବଂ ଆନନ୍ଦପୁର ବ୍ଲକ ଅଞ୍ଚଳର ଅନେକ ସ୍ଥାନର ସୁରକ୍ଷା ଦୃଷ୍ଟିରୁ ୨୦୧୬ ମାର୍ଚ୍ଚ ୧ ତାରିଖ ଦିନ ବୈତରଣୀ ନଦୀର ବାମ ପାର୍ଶ୍ୱ ନଦୀ ବନ୍ଧକୁ ସୁଦୃଢ ଓ ପ୍ରଶସ୍ତୀକରଣ କରାଯିବା ନିମନ୍ତେ ଭିତ୍ତିପ୍ରସ୍ତର…
ଅସରାଏ ବର୍ଷାରେ ଅବସ୍ଥା ବେହାଲ
ବାସୁଦେବପୁର, ୨୩।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ସହର ପୌରପାଳିକାର ମାନ୍ୟତା ଲାଭ କରିଥିଲେ ମଧ୍ୟ ସହରବାସୀଙ୍କ ସର୍ବନିମ୍ନ ସମସ୍ୟା ସମାଧାନ ହୋଇପାରୁ ନାହିଁ। ଏ ଦିଗରେ ପୌରପାଳିକା ଧ୍ୟାନ ଦେଉ ନ ଥିବା ସହରବାସୀ ଅଭିଯୋଗ କରି ଅସନ୍ତୋଷ…
ଦିନ ଦ୍ୱିପ୍ରହରେ ୫ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍
କୁଳିଅଣା,୨୩।୬ (ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା କୁଳିଅଣା ବଜାରରେ ଥିବା ମା’ ତାରିଣୀ ଜୁଏଲର୍ସ ଦୋକାନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସୁନା ଅଳଙ୍କାର ଲୁଟ୍ ହୋଇଛି। ଶନିବାର ଅପରାହ୍ନରେ ୨ ଜଣ ଲୁଟେରା ଗ୍ରାହକ ବେଶରେ ଆସି ଦୋକାନୀଙ୍କୁ ଡେଉଁରିଆ ମାଗିଥିଲେ। ସେମାନେ…
ନାବାଳିକାଙ୍କୁ ସିନ୍ଦୂର ପିନ୍ଧାଇ ୪ ଗିରଫ
କୁଳିଅଣା, ୨୩।୬ (ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅନ୍ତର୍ଗତ କେଉଟୁଣୀମାରି ପଞ୍ଚାୟତ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳ ପୂର୍ବକ ବିବାହ କରିବା ଲାଗି ତାଙ୍କ ମଥାରେ ସିନ୍ଦୂର ଲଗାଇବା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଓ ତାଙ୍କର ୩ ସହଯୋଗୀଙ୍କୁ ଗିରଫ…
ନଦୀ ଖୋଳା, ପୋଲ ନିର୍ମାଣରେ ଅନିୟମିତତା
ଖଇରା, ୨୩।୬(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୋଚିଆକୋଇଲି ଦେଇ ଯାଇଥିବା ଢଙ୍କଣ ନଦୀ ଖୋଳା ଓ ଅନ୍ୟ ୩ ପୋଲ ନିର୍ମାଣରେ ଅନିୟମତତା ହୋଇଥିବା ନେଇ ନଦୀ ଓ ପୋଲ ସଂଲଗ୍ନ ଗ୍ରାମଗୁଡିକର ଅଧିବାସୀ ଅଭିଯୋଗ କରିଛନ୍ତି ା…
ଆର୍ଯ୍ୟପଲ୍ଲୀର ୫୨୭ ଘର ଭଗ୍ନ ଅବସ୍ଥାରେ, ଆବାସ ଯୋଜନାରେ ସାମିଲ ଦାବି
ଛତ୍ରପୁର,୨୨ା୬(ଡି.ଏନ.ଏ)- ୧୯୯୯ ମସିହା ମହାବାତ୍ୟା ପରେ ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ଗରୀବ ଓ ଗୃହହୀନମାନଙ୍କ ପାଇଁ ଘର ନିର୍ମାଣ କରି ଦିଆଯାଇଥିଲା ା ଭାରତ ସରକାରଙ୍କ ରାଷ୍ଟ୍ରାୟତ ଉଦ୍ୟୋଗ ପକ୍ଷରୁ ଏହି ଘର ନିର୍ମାଣ କରାଯାଇଥିଲା ା ତେବେ ୫୨୭…
ଦୋଳି ଖେଳ ହେଲା କାଳ, ଦଉଡ଼ିରେ ଗଲା ନାବାଳିକାଙ୍କ ଜୀବନ
ହିଞ୍ଜିଳିକାଟୁ,୨୨ା୬ (ଡି.ଏନ୍.ଏ)-ଦୋଳଖେଳ ଜଣେ ନାବାଳିକାଙ୍କ ପାଇଁ କାଳ ହୋଇଛି। ଦଉଡ଼ି ତାଙ୍କ ବେକରେ ଅସାବଧାନତାରୁ ଛନ୍ଦି ହୋଇଯିବାରୁ ତାଙ୍କ ଜୀବନ ଯାଇଛି। ରଜ ଦିନଠାରୁ ଘରେ ବନ୍ଧା ଯାଇଥିଲା ଦୋଳି। ଦୋଳି ଖେଳୁଥିବା ସମୟରେ ସେହି ଦୋଳି ଛିଣ୍ଡି ବେକରେ ଗୁଡ଼ାଇ…
ପ୍ରତିଶ୍ରୁତି ରଖିଲାନି ପ୍ରଶାସନ, ପୁଣି ଆନ୍ଦୋଳନ କରିବେ ଆଉଟ୍ସୋର୍ସିଂ କର୍ମଚାରୀ
ବ୍ରହ୍ମପୁର ଅଫିସ୍,୨୨ା୬-ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ଆଉଟ୍ସୋସିର୍ଂ କର୍ମଚାରୀମାନେ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି । ପ୍ରଶାସନ ପୂର୍ବ ପ୍ରତିଶ୍ରୁତି ପୂରଣ କରି ନ ଥିବା ଯୋଗୁ ଏହି ନିଷ୍ପତ୍ତି ନିଆଯାଇଛି। ଗତ…

