ଆମ ଜିଲା ଖବର

ଶାଳକାଠ ବୋଝେଇ ପିକ୍‌ଅପ୍‌ ଗାଡ଼ି ଜବତ: ଅଭିଯୁକ୍ତ ଫେରାର

ପାଟଣା,୨୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବନାଞ୍ଚଳ ଅନ୍ତର୍ଗତ ଧନୁର୍ଜୟପୁର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ଶନିବାର ସକାଳେ ପାଟଣା ବନ ବିଭାଗ ୫ ଖଣ୍ଡ ଶାଳକାଠ ଥିବା ଏକ ପିକ୍‌ଅପ୍‌ ଗାଡ଼ିକୁ ଜବତ କରିଛି। ତେବେ ବନ ବିଭାଗ କାଠ ମାଫିଆଙ୍କୁ ଧରିବାରେ…

ଶୌଚାଳୟ ଟାଙ୍କିରେ ଖସିପଡ଼ିଲେ ମା’, ଛୁଆହାତୀ: ବନ ବିଭାଗ କଲା ଉଦ୍ଧାର

ପରଜଙ୍ଗ,୨୨ା୬ (ଡି.ଏନ୍‌.ଏ)- ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ସାଆନ୍ଦା ତଳବେରଣା ଗ୍ରାମରେ ଶନିବାର ଭୋର ସମୟରେ ଗ୍ରାମର ପ୍ରମୋଦ ପାଳଙ୍କ ଶୌଚାଳୟ ଟାଙ୍କିରେ ଖସି ପଡିଥିଲେ ମା’ ଓ ଛୁଆହାତୀ। ଏହାକୁ ପରିବାର ଲୋକ ଦେଖି…

ସୁଲୁମାହା ଘାଟିରେ ଟ୍ରାକ୍ଟର ଧକ୍କାରେ ଦାଦା, ପୁତୁରାଙ୍କ ମୃତ୍ୟୁ ଘଟଣା: ମୃତଦେହ ରଖି ରାଜପଥ ଅବରୋଧ, ୧୦ ଲକ୍ଷ କ୍ଷତିପୂରଣ ଦାବି

ଦାରିଙ୍ଗବାଡ଼ି,୨୨।୬(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସୁଲୁମାହା ଘାଟିରେ ଶୁକ୍ରବାର ସଂନ୍ଧ୍ୟା ୭ଟାରେ ଟ୍ରାକ୍ଟର ଧକ୍କାରେ ବାଇକରେ ଯାଉଥିବା ଦାଦା, ପୁତୁରାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଉକ୍ତ ଥାନା ଶ୍ରାନିକେତା ପଞ୍ଚାୟତ ଡବୁଲୁମାହା ଗ୍ରାମର ୫୯ନଂ ଜାତୀୟ…

୮୦ ପଞ୍ଚାୟତରେ ନାହିଁ ବ୍ୟାଙ୍କ ସେବା

ମାଲକାନଗିରି ଜିଲାର ୮୦ଟି ପଞ୍ଚାୟତରେ ବ୍ୟାଙ୍କ ବ୍ୟବସ୍ଥା ଓ ଟେଲିଫୋନ ସେବା ନାହିଁ। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲାରେ ମୋଟ ୧୧୧ଟି ପଞ୍ଚାୟତ ଥିବା ବେଳେ ଏକତୃତୀୟାଂଶ ପଞ୍ଚାୟତକୁ ବାଦ୍‌ ଦେଲେ ଅନ୍ୟ ସବୁ…

ସରକାରୀ ସାହାଯ୍‌ରୁ ବଁଚିତ୍‌ ଦିବ୍ୟାଙ୍ଗ ଭାଇବହେନ୍‌

କୋକସରା, ୨୨।୬, (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଦିବ୍ୟାଙ୍ଗମାନକର ସୁବିଧା ଆର ତାହାକୁ ସମାଜର ମୁଖିଆ ଧାରରେ ସାମିଲ କରବାର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମଚାରୀକର ଅବହେଲାର ଲାଗି ହକ୍‌ଦାର…

ଜୀବନ୍‌କେ ପାଏନ୍‌ ଛଡ଼େଇ ଭଂଗା ଘରେ ରହୁଛନ୍‌: ଆନନ୍ଦ ଲାଗି ସାତ୍‌ସପନ ଆବାସ ଘର

ଅତାବିରା, ୨୨।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ ଦୁଖି, ନିଅଁାସିମାନକୁ ଆବାସ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ଜାଗାରେ କେହେନ୍‌ସି କାରନ୍‌ରୁ ହକ୍‌ଦାର ହିତାଧିକାରୀ ଯୋଜନାରୁ ବାଦ୍‌ ପଡ଼ୁଛନ୍‌। ସେମାନେ ଦରକାରୀ କାଗଜପତର…

କଲ୍‌ବଲ୍‌ ହେଇ ବିତୁଛେ ଲକ୍ଷ୍ମୀକଁର ଜୀବନ୍‌

ଲୋଇସିଂହା,୨୨।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ିଦର ପଁଚେତ୍‌ ଅଧୀନ ନେଗିପାଲି ଗଁାର ଲକ୍ଷ୍ମୀ ପାଇକ(୭୦)। ତାକର ଦୁଇ ଆଏଁଖ୍‌ ଠିକ୍‌ସେ ନାଇଁ ଦିଶବାର। ଇଆଡ଼େ ବଛ୍‌ରେ ତଲେ ଆପ୍‌ନେ ଆରପାରକେ ଚାଲିଯାଇଛନ୍‌। ବୁର୍‌ଧା ଝନକ ନିସନ୍‌ତାନି ହେଇଥିବାର ଲାଗି ତାକର…

ଉଦ୍ଧବକୁଁ ସାହାଯ୍‌ର ହାତ ବଢ଼ାଲା ପରଶାସନ

ଲାଠୋର, ୨୨ା୬ (ଡି.ଏନ୍‌.ଏ) : ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଁଚେତ୍‌ ଅଧୀନ କହ୍ନେଇଛାପର ଖଇରାପଡ଼ାର ପକ୍ଷାଘାତ ରୁଗୀ ଉଦ୍ଧବ ଭୋଇ(୫୨)କୁଁ ବ୍ଲକ ପରଶାସନ ସାହାଯ୍‌ର ହାତ ବଢ଼େଇଥିବାର ଜନାପଡ଼ିଛେ। ସୂଚନା ଅନ୍‌ସାରେ ଉଦ୍ଧବ ଗଲା ୬ ବଛର ତଲେ…

କଳାରେ ୫୭.୮୧ %, ବାଣିଜ୍ୟରେ ୫୨.୫୬ %

ଅନୁଗୋଳ ଅଫିସ,୨୨।୬ – ଯୁକ୍ତ୨ ବାଣିଜ୍ୟ ଏବଂ କଳା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାରେ କଳାରେ ପରୀକ୍ଷା ଦେଇଥିବା ମୋଟ୍‌ ୫୭୩୨ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୩୩୧୪ ଜଣ ପାସ କରିଛନ୍ତି। ପାସ୍‌ ହାର ରହିଛି ୫୭.୮୧…

ମହାବୀର ମୃତ୍ୟୁ ଘଟଣାର ତଦନ୍ତ ଆରମ୍ଭ

ବନ୍ତଳା,୨୨।୬(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ନିମନ୍ତେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ପ୍ରକଳ୍ପରୁ ଅଣାଯାଇଥିବା ମହାବଳ ମହାବୀରର ଗତ ନଭେମ୍ବର ୧୪ରେ ମୃତ୍ୟୁ ଘଟିଥିଲା। ବେକରେ ସଂକ୍ରମଣ ଯୋଗୁ ମହାବଳର ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ…

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ତାଳଚେର,୨୨।୬(ନି.ପ୍ର.) – ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଥାନା ସୁଲେଇପାଳ ଗ୍ରାମର ସୁଧାକର ମହାନ୍ତି(୭୦)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଗୁରୁବାରଠାରୁ ସେ ନିଖୋଜ ଥିଲେ। ଶୁକ୍ରବାର ତାଙ୍କ ମୃତଦେହ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରାଯିବା ପରେ ହାତୀ ଆକ୍ରମଣରେ…

ଅନୁଗୋଳ ବନଖଣ୍ଡର ଅଭିନବ ପଦକ୍ଷେପ : ଗଜ ଉପଦ୍ରବ ରୋକିବେ ‘ଗଜବନ୍ଧୁ’

ଅନୁଗୋଳ ଅଫିସ, ୨୨।୬ – ଅନେକ ସମୟରେ ଗଁ। ରେ ପଶି ମଣିଷ ମାରୁଛି ହାତୀ। ଦଳି ଚକଟି ନଷ୍ଟ କରୁଛି ହେକ୍ଟର ହେକ୍ଟର ଫସଲ। କେବେ ଘର ଭାଙ୍ଗି ମାଟିରେ ମିଶାଇ ଦେଉଛି ତ ପୁଣି କେବେ ଉଜାଡ଼ୁଛି ବାଡ଼ିବଗିଚା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?