ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଜଣେ କୋର୍ଟଚାଲାଣ
ଗୋପାଳପୁର,୨୭।୭- ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଅଭିଯୋଗରେ ଗୋଳନ୍ଥରା ପୋଲିସ ଜନୈକ ଯୁବକଙ୍କୁ ଶନିବାର ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ଆସିକା ଥାନା ମାମୁଡ଼ିହ ଗ୍ରାମର ଶିବାନନ୍ଦ ନାୟକ (୨୨)। ଗତ ୨୩ ତାରିଖରେ ଜଣେ ନବମଶ୍ରେଣୀ ଛାତ୍ରୀ…
ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ
ବାସୁଦେବପୁର, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ପୋଲିସ ଘଟଣାର ପ୍ରାଥମିକ…
ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ
ଆନନ୍ଦପୁର,୨୭।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ୧୨ନଂ. ଜୋନ୍ର ୮ଟି ପଞ୍ଚାୟତର ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ରାମଚନ୍ଦ୍ରପୁର, ଅଳତୀ, ଗଡ଼ବାନ୍ଧଗୋଡ଼ା, ପୁରୁଣାବାନ୍ଧଗୋଡ଼ା, ଗଁପୁର, ତରୁଆଁ, ଶାଳଦେଇ, ବାତୋ ପ୍ରଭୃତି ପଞ୍ଚାୟତର ୯୮୩ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ…
ମନ୍ଦିରରୁ ଚୋରି ସାମଗ୍ରୀ ଉଦ୍ଧାର ଲାଗି ତତ୍ପରତା ନାହିଁ, ଭକ୍ତ ମହଲରେ ଅସନ୍ତୋଷ
ଆନନ୍ଦପୁର,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଦଧିବାମନଜୀଉଙ୍କ ମନ୍ଦିରରୁ ରାଧା ଓ କୃଷ୍ଣଙ୍କ ପିତ୍ତଳ ମୂର୍ତ୍ତି ଆଜକୁ ୧୧ ଦିନ ତଳେ ଚୋରି ହେଇଥିଲା। ହେଲେ ଏହି ଚୋରି ସାମଗ୍ରୀର ଉଦ୍ଧାର ପାଇଁ ଦେବୋତ୍ତର ବିଭାଗଠାରୁ ଆରମ୍ଭ କରି ପୋଲିସ ପ୍ରଶାସନ, ମନ୍ଦିର…
୪ ବର୍ଷୀୟା ଭଉଣୀକୁ ବଳାତ୍କାର: ବଡ଼ଭାଇ ଗିରଫ
ସରଣ୍ଡା,୨୭।୭(ଡି.ଏନ୍.ଏ.): ନିଜର କାମପିପାସା ମେଣ୍ଟାଇବା ପାଇଁ ନାବାଳିକା ଭଉଣୀକୁ ବଳାତ୍କାର କରିଛନ୍ତି ବଡ଼ଭାଇ । ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଙ୍ଗା ଅଞ୍ଚଳରେ। ପୋଲିସ ଅଭିଯୁକ୍ତ ଭାଇଙ୍କୁ ଗିରଫକରି ଶନିବାର କୋର୍ଟଚାଲାଣ କରିଥିବା ଜଣାପଡ଼ିଛି। ସେ…
ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲା: ୨ ଭାଇ ଗଲେ ଜେଲ
ଦିଗପହଣ୍ଡି,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଲୁହାଛଡ଼ରେ ଯୁବକଙ୍କୁ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ଗିିରଫ କରିଛି। ସେମାନେ ହେଲେ ପିଙ୍କୁ ସେଠୀ ଓ ଚରଣ ସେଠୀ। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଦିଗପହଣ୍ଡି ସବ୍ଜେଲକୁ ପଠାଇ ଦିଆଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର…
ଜୁଆ ଆଡ୍ଡାରେ ଚଢ଼ାଉ: ୪ ଜୁଆଡ଼ି ଗିରଫ
ଦିଗପହଣ୍ଡି,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ମଙ୍ଗଳା ମନ୍ଦିର ଯାତ୍ରାପଡ଼ିଆ ମଣ୍ଡପ ନିକଟରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଅତର୍କିତ ଚଢ଼ାଉ କରି ୪ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୮ ହଜାର ୬୭୦ ଟଙ୍କା, ୨ ମୁଠା…
ମତ୍ସ୍ୟଜେଟି ମୁହାଣ ଖନନ ଦାବିରେ ମତ୍ସ୍ୟଜୀବୀଙ୍କ ଆନ୍ଦୋଳନ
ଛତ୍ରପୁର,୨୭।୭(ଡି.ଏନ୍.ଏ): ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପରିସରରେ ଥିବା ମତ୍ସ୍ୟଜେଟିର ମୁହାଣ ଖନନ ଦାବିରେ ଶନିବାର ମତ୍ସ୍ୟଜୀବୀଙ୍କ ପକ୍ଷରୁ ଧାରଣା ଦିଆଯିବା ସହ ଆନ୍ଦୋଳନ ଆରମ୍ଭ ହୋଇଛି। ଗୋପାଳପୁର ପୋର୍ଟ ପରିସରରେ ଥିବା ଫିସେରି ଜେଟି ମୁହାଣ ବାଲି ଦ୍ୱାରା ପୋତି…
ଭିଏଲ୍ଡବ୍ଲ୍ୟୁଙ୍କ ବାଇକ୍ ଚୋରି ଅଭିଯୋଗରେ ଜଣେ ଗିରଫ
ଭଟଲି,୨୭।୭(ଡି.ଏନ୍.ଏ): ବରଗଡ଼ ଜିଲା ଭଟଲି ଥାନା କମଗାଁ ପଞ୍ଚାୟତ ଭିଏଲ୍ଡବ୍ଲ୍ୟୁ ସୌଭାଗ୍ୟ ପଧାନଙ୍କ ବାଇକ୍ ଚୋରି ଅଭିଯୋଗରେ ଭଟଲି ପୋଲିସ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଚଣା ଦୀପ(୨୧)। ଏ ନେଇ ଭଟଲି ଥାନାରେ କେସ୍ ନଂ.୧୪୭/୧୯ରେ…
ୱାରେଣ୍ଟି କୋର୍ଟ ଚାଲାଣ
ଭଟଲି,୨୭।୭(ଡି.ଏନ୍.ଏ.): ବରଗଡ଼ ଜିଲା ଭଟଲି ଥାନା ପୋଲିିସ ଜଣେ ପୁରୁଣା ୱାରେଣ୍ଟିଙ୍କୁ ଶନିବାର କୋର୍ଟ ଚାଲାଣ କରିଛି ା ଅଭିଯୁକ୍ତ ଜଣକ ହେଲେ ଲଟିପାଲି ଗ୍ରାମର ଟିକେଶ୍ୱର ବରିହା(୩୮)। ସୂଚନାଯୋଗ୍ୟ, ଟିକେଶ୍ୱରଙ୍କ ନାମରେ ପୂର୍ବରୁ ବିଭିନ୍ନ ଚୋରି ମାମଲାରେ ଓ୍ବାରେଣ୍ଟ ଥିଲା।…
ଡେଙ୍ଗୁ ନିରାକରଣ ସଚେତନତା
ହିଞ୍ଜିଳିକାଟୁ,୨୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ଗ୍ରାମ ସତ୍ୟଭାମା ସରକାରୀ ଉଚ୍ଚ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରଙ୍କ ଦ୍ୱାରା ଡେଙ୍ଗୁ ସଚେତନତା ରାଲି କରାଯାଇଥିଲା। ପ୍ରଧାନଶିକ୍ଷକ ଏ. ଶଙ୍କର ପ୍ରସାଦ ଆଚାରୀ ସବୁଜ ପତାକା ଦେଖାଇ ରାଲିକୁ ଉଦ୍ଘାଟନ କରିଥିଲେ। ଗୋପବନ୍ଧୁ…
କାର୍-ଅଟୋ ଧକ୍କା: ଜଣେ ମୃତ, ୩ ଗୁରୁତର
ଭଣ୍ଡାରିପୋଖରୀ,୨୭।୭(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ୧୬ନଂ. ଜାତୀୟ ରାଜପଥର ଆଖୁଆପଦାଠାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏକ କାର ଅଟୋକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଭଦ୍ରକ…

