ଏପିଡିଙ୍କ ସନ୍ଦେହଜନକ ମୃତ୍ୟୁ: କ୍ୱାର୍ଟର୍ସ କବାଟ ଭାଙ୍ଗି ଉଦ୍ଧାର କରାଗଲା ମୃତଦେହ
ଫୁଲବାଣୀ ଅଫିସ, ୨୧ା୬- କନ୍ଧମାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ଏପିଡି) ଧ୍ରୁବ କୁମାର ସିଂ(୩୭)ଙ୍କ ମୃତଦେହ ଶୁକ୍ରବାର ତାଙ୍କ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଛି । ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଧ୍ରୁବଙ୍କ ମୃତ୍ୟୁ ଘଟିଛି ନା ସେ…
ଜୁନିୟର କଲେଜ ଯୁକ୍ତ ୨ ପରୀକ୍ଷା ଫଳ; ବାଣିଜ୍ୟରେ ୯୨.୩୯%, କଳାରେ ୭୭.୭୭% ପାସ୍
ଢେଙ୍କାନାଳ ଅଫିସ, ୨୧।୬-ଢେଙ୍କାନାଳ ଜୁନିୟର କଲେଜରେ ଯୁକ୍ତ୨ ବାଣିଜ୍ୟ ଏବଂ କଳା ବିଭାଗ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନ ୪ଟାରେ ପ୍ରକାଶିତ ହୋଇଛି। ବାଣିଜ୍ୟରେ ଐଶ୍ୱର୍ଯ୍ୟା ସାହୁ ଏବଂ କଳାରେ ରାଜଲକ୍ଷ୍ମୀ ପଣ୍ଡା କଲେଜ ଟପ୍ପର ହୋଇଛନ୍ତି। ବାଣିଜ୍ୟରେ ପରୀକ୍ଷା ଦେଇଥିବା…
ଗୁଣିଗାରେଡ଼ି ସନ୍ଦେହରେ ଡବଲ ମର୍ଡର
ଆମ୍ବାଦୋଳା,୨୧।୬(ଡ଼ି.ଏନ.ଏ)- ରାୟଗଡ଼ା ଜିଲା ଆମ୍ବାଦୋଳା ଥାନା ଅନ୍ତର୍ଗତ ସୁକଲାଭଟା ଗ୍ରାମରେ ଗୁରୁବାର ଗୁଣି ଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ହତ୍ୟା କରାଯାଇଛି । ମୃତକ ଦ୍ୱୟ ହେଲେ ମକର ନାଏକ (୫୫) ଓ କରୁଣା ନାଏକ(୪୫) । ଏହି ଘଟଣାରେ ପୋଲିସ ନକୁଳ…
ସୁବର୍ଣ୍ଣପୁରରେ ବିଶ୍ୱ ଯୋଗ ଦିବସ: ସ୍ବାସ୍ଥ୍ୟ ପାଇଁ ଯୋଗର ଆବଶ୍ୟକତା ରହିଛି
ସୋନପୁର,୨୧।୬(ନି.ପ୍ର.)- ସୁବର୍ଣ୍ଣପୁର ରୟାଲ ପଡ଼ିଆ ଓ ଟାଉନହଲ୍ଠାରେ ବିଶ୍ୱ ଯୋଗ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଜିଲା ଯୋଗ ମହୋତ୍ସବ ସମିତି ଆନୁକୂଲ୍ୟରେ ଟାଉନହଲ୍ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ସେନା ଅଧିକାରୀ ତଥା ଗୋପାଲଜୀ ଯୋଗାଳୟର ଉପଦେଷ୍ଟା ମଧୁସୂଦନ ପୂଜାରୀ ମୁଖ୍ୟଅତିଥି…
ଗଛରେ ପିଟି ହେଲା ବୋଲେରୋ: ଜଣେ ମୃତ, ୪ ଗୁରୁତର
ଧର୍ମଗଡ,୨୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଖଲିଆକାନିଠାରେ ଗୁରୁବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଏକ ବୋଲେରୋ ଗଛରେ ପଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ…
ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର କରି ରହିଛନ୍ତି। ଏନେଇ ଗ୍ରାମବାସୀ ବହୁବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ…
ପୋଲିସ ଗାଡ଼ି ଧକ୍କାରେ ଜଣେ ଗୁରୁତର: ଭଞ୍ଜନଗର-ଆସିକା ରାସ୍ତା ଅବରୋଧ
ଭଞ୍ଜନଗର,୨୧।୬(ଡି.ଏନ.ଏ)- ଗଞ୍ଜାମ ଜିଲା ଭଞ୍ଜନଗର ଦମକଳ କେନ୍ଦ୍ର ନିକଟରେ ଶୁକ୍ରବାର ଅପରାହ୍ନରେ ପୋଲିସ ଗାଡି (କୋର୍ଟ ଭ୍ୟାନ୍) ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କାଳିଆପଲ୍ଲୀର ପାଣୁ ମଲ୍ଲିକ (୫୦)। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ଭଞ୍ଜନଗର-ଆସିକା ମୁଖ୍ୟରାସ୍ତା…
ନାବାଳିକାଙ୍କୁ ବଳାତ୍କାର ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
ଭଦ୍ରକ ଅଫିସ, ୨୧।୬ – ୧୨ ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭବତୀ ମାମଲାର ବିଚାର କରି ଭଦ୍ରକ ସ୍ବତନ୍ତ୍ର ଅଦାଲତ ତଥା ଅତିରିକ୍ତ ଦୌରାଜଜ୍ ପ୍ରଣତି ସାହା ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଣି କରିଛନ୍ତି। ଶିଶୁ ଯୌନ ଉତ୍ପୀଡ଼ନ ନିରୋଧ…
ପାଟଣାଗଡ଼ ଶିଶୁମନ୍ଦିରରେ ଯୋଗ ଦିବସ
ପାଟଣାଗଡ଼,(ଡି.ଏନ୍.ଏ.): ପାଟଣାଗଡ ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ଶିକ୍ଷକ ପ୍ରଦୀପ ସିଂ ବାବୁଙ୍କ ନେତୃତ୍ୱରେ ବିଦ୍ୟାଳୟର ୯୦୦ ଜଣ ଛାତ୍ରୀ ଛାତ୍ର ଏକତ୍ର ହୋଇ ଯୋଗାଭ୍ୟାସ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଓଁକାର ନାଥ ମେହେର…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ପାଟଣାଗଡ଼ ଓକିଲ ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ
ପାଟଣାଗଡ଼,୨୧।୬ (ଡି.ଏନ୍.ଏ.): ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ସ୍ଥାପନକୁ ନେଇ ଶୁକ୍ରବାରଠାରୁ ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ପାଟଣାଗଡ଼ ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦିଆଯାଇଛି। ବିଗତ ୯ ମାସ ଧରି ସିଜ୍ୱାର୍କ କରାଯାଇଥିଲେ ସୁଦ୍ଧା ସରକାରଙ୍କ…
ବିଧାୟକଙ୍କ ଜେଇଙ୍କୁ ବସ୍ଉଠ୍ ଘଟଣା: ଓବିସି ମଞ୍ଚର ପାଟଣାଗଡ ଥାନା ଘେରାଉ, ଆଟ୍ରୋସିଟି ଆଇନ ପ୍ରତ୍ୟାହାର ଦାବି
ପାଟଣାଗଡ଼,୨୧।୬(ଡି.ଏନ୍.ଏ.): ଗତ ୫ ତାରିଖରେ ଗମ୍ଭାରୀ ଗ୍ରାମଠାରେ ନିମ୍ନମାନର ରାସ୍ତାକାମକୁ ନେଇ ପାଟଣାଗଡ଼ ବିଧାୟକ ସରୋଜ ମେହେର ପୂର୍ତ୍ତ ବିଭାଗ ଜେଇଙ୍କୁ ଉଠ୍ବସ୍ କରିଥିବା ଘଟଣାରେ ବିଧାୟକଙ୍କ ନାମରେ ଆଟ୍ରୋସିଟି ମାମଲା ରୁଜୁ ହୋଇଥିଲା। ଜିଲା ଆଦିବାସି କଲ୍ୟାଣ ସଂଘ ପକ୍ଷରୁ…
ଜୀବନରେ ଯୋଗର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ
ଝରିଗାଁ,୨୧।୬(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦରମହକୁମାସ୍ଥିତ ୧୫ ତମ ବାଟାଲିଅନ୍ ବିଏସ୍ଏଫ୍ କ୍ୟାମ୍ପରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଝରିଗାଁ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସହ ଗ୍ରାମର ଯୁବ ଗୋଷ୍ଠୀ ଏବଂ ବିଏସ୍ଏଫ୍ ଯବାନ୍ମାନେ ଏକତ୍ରିତ ହୋଇ…

