ଆମ ଜିଲା ଖବର

ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗ, ଅଭିଯୁକ୍ତ କୋର୍ଟ ଚାଲାଣ

ଧର୍ମଶାଳା,୨୧|୬(ଡି.ଏନ୍‌.ଏ.)- ଧର୍ମଶାଳା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫକରି ଚଣ୍ଡିଖୋଲ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ଜାଲଶୁଖା ଗ୍ରାମର କାର୍ତ୍ତିକ ଦେହୁରୀ (୨୧)। ପ୍ରକାଶ ଯେ, ବୁଧବାର ରାତିରେ କାର୍ତ୍ତିକ ଉକ୍ତ…

ବଜ୍ରପାତରେ ଛାତ୍ରୀ ମୃତ, ୨ ଯୁବକ ଗୁରୁତର

ଜଗତ୍‌ସିଂହପୁର ଅଫିସ,୨୧ା୬: ଜଗତ୍‌ସିଂହପୁର ଥାନା ଅଧୀନ ରମ୍ଭାଦେଈପୁର ପଞ୍ଚାୟତରେ ଗୁରୁବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ବଜ୍ରପାତରେ ପଞ୍ଚାୟତ ଅନ୍ତର୍ଗତ ନରଣପୁର ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ସୁବଳ ଭୋଇଙ୍କ…

କୃଷି ଋଣ ପ୍ରଦାନରେ ହେରଫେର ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୨୧ା୬: ଚାଷୀ ଓ ଚାଷର ଉନ୍ନତି ପାଇଁ ସରକାର ଗୁରୁତ୍ୱାରୋପ କରୁଥିବା ଡିଣ୍ଡିମ ପିଟୁଛନ୍ତି। କମ ସୁଧରେ କୃଷି ଋଣ ପ୍ରଦାନ କରୁଛନ୍ତି। ଏହାଦ୍ୱାରା ଚାଷୀ ଯେପରି ଅର୍ଥାଭାବ ଜନିତ ସମସ୍ୟାର ସମ୍ମୁଖୀନ ନ ହେବ ତା ଉପରେ ଗୁରୁତ୍ୱ…

ଦୁଇ ଆଦିବାସୀ ଗାଁ ବାସିନ୍ଦାଙ୍କ ବିପଦପୂର୍ଣ୍ଣ ଯାତ୍ରା: ତାରକୁ ଧରି ନଦୀ ପାର ହେବାକୁ ପଡ଼େ

ପାରଳାଖେମୁଣ୍ଡି, ୨୧।୬ (ସ୍ବ.ପ୍ର.)- ବର୍ଷାଦିନ ଆସିଲେ ପେକେଟ୍‌ ଓ ଲିମର୍ସିଂ ଗାଁର ଲୋକଙ୍କ ମନରେ ଡର ପଶେ। ଏହି ଦୁଇଟି ଗାଁ ମଝିରେ ରହିଛି ପାରଜୀ ନଦୀ। ବର୍ଷାଦିନେ ପାଣି ଭର୍ତ୍ତି ଥିଲେ ନଦୀ ପାରହେବାର ଏକମାତ୍ର ମାଧ୍ୟମ ହେଉଛି ତାର…

ଘୋଷଣାରେ ସୀମିତ ଆଦର୍ଶ ଗାଁ: ମଉଲିକ୍‌ ସୁବିଧାରୁ ବଁଚିତ୍‌ ଗାଁବାସୀ

ପଦ୍ମପୁର, ୨୧।୬ (ଡି.ଏନ୍‌.ଏ): ବରଗଡ଼ ଜିଲା ପଦ୍ମପୁର ବ୍ଲକ ଦହିଗଁା ପଁଚେତ୍‌ର ବ୍ରାହ୍ମଣଡ଼ିହି ଗଁାକେ ୨ ବଛର ଆଗରୁ ମାଲ ମାଲ ଅଫିସରକଁର ଧାର ଲମିଥିଲା। ହଜାର ହଜାର ଲୁକ୍‌କର ଆଘେ ଘୋଷନା କରାଗଲା ଆଦର୍ଶ ଗଁା। ୧ ହଜାରରୁ ଅଧ୍‌କା…

ଜମି ଅଧିଗ୍ରହଣରେ ଅଟକିଛି ଆପ୍ରୋଚ ରୋଡ

ଛେଣ୍ଡିପଦା,୨୧।୬(ଡି.ଏନ.ଏ.)-ପୋଲ ନିର୍ମାଣର ୩ ବର୍ଷ ପରେ ବି ତିଆରି ହୋଇପାରୁନି ଦାମୋଦର ସେତୁକୁ ଆପ୍ରୋଚ ରୋଡ଼। ବ୍ୟକ୍ତିଗତ ଜମି ମାଲିକାନାକୁ ନେଇ ଆଗେଇ ପାରୁନି ଏହି ରାସ୍ତାକାମ। ବିଭାଗ ପକ୍ଷରୁ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନ ଥିବାବେଳେ ବିପଦସଙ୍କୁଳ…

୭ ବର୍ଷର ରାକେଶଙ୍କ ଦୁଇ କିଡ୍‌ନୀ ନଷ୍ଟ: ଚିକିତ୍ସା ସହାୟତା ଲୋଡ଼ିଲା ପରିବାର

ଭୁବନ, ୨୧।୬(ଡି.ଏନ.ଏ.)-ଜୀବନ କ’ଣ ଜାଣିବା ଆଗରୁ ଦାରୁଣ ହୋଇଛି ସମୟ। ମାତ୍ର ୭ବର୍ଷ ବୟସରେ ଉଭୟ କିଡ୍‌ନୀ ହରାଇଛନ୍ତି ଅବୋଧ ଶିଶୁ ରାକେଶ। ଦୀର୍ଘ ୫ବର୍ଷ ହେଲା ରୋଗ କଲବଲ କରୁଥିବାବେଳେ ଖର୍ଚ୍ଚ ହେଲାଣି ୫ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା। ଚିକିତ୍ସାରେ ଆହୁରି…

ବ୍ରହ୍ମପୁର ମହାନଗର ନିଗମ : ବିଲ୍‌ଡିଂ ଟିକସ ବାବଦ ବକେୟା ୬.୫୩ କୋଟି

ବ୍ରହ୍ମପୁର ଅଫିସ,୨୧ା୬- ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ୨୦୧୮-୧୯ ଆର୍ଥିକ ବର୍ଷ ସୁଦ୍ଧା ଆଦାୟ ହୋଇପାରିନି ହୋଲଡିଂ (ଘର) ଟିକସ ବାବଦ ୬ କୋଟି ୫୩ ଲକ୍ଷ ୫୫ ହଜାର ୭୬୩ ଟଙ୍କା। ତନ୍ମଧ୍ୟରୁ କେବଳ ଏମ୍‌କେସିଜି ମେଡିକାଲ କଲେଜ ଓ…

ପୋଡ଼ି ହୋଇ ୨ ଭଉଣୀଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିବ ୮ଲକ୍ଷ ଟଙ୍କା

ଫିରିଙ୍ଗିଆ, ୨୧ା୬- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଗେରୁପଡା ଗ୍ରାମରେ ବିଦ୍ୟୁତ ଶର୍ଟ ସର୍କିଟରୁ ଘରେ ନିଆଁ ଲାଗି ପୋଡ଼ି ହୋଇ ବୁଧବାର ୨ ଭଉଣୀଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ସେମାନଙ୍କ ପରିବାରବର୍ଗଙ୍କୁ ସ୍ଥାନୀୟ ବିଧାୟକ ଓ ପ୍ରଶାସନିକ ଅଧିକାରୀ ଭେଟିଛନ୍ତି।…

ଚଢ଼ାଦରରେ ଧାନ ବିହନ ବିକ୍ରି ଅଭିଯୋଗ

ଛତ୍ରପୁର,୨୧ା୬(ଡି.ଏନ.ଏ)- ଗଞ୍ଜାମ ଜିଲାରେ ଚଢା ଦରରେ ଧାନ ବିହନ ବିକ୍ରି ଚାଲିଥିବା ଅଭିଯୋଗ ଆସିଛି। ପୂର୍ବରୁ ଘରୋଇ ଡିଲର ଓ ପ୍ରାଥମିକ ସମବାୟ ସେବା ସମିତିଗୁଡିକୁ ଜିଲାପାଳ ଏଥିପାଇଁ ତାଗିଦ୍‌ କରିଥିବା ନଜିର ରହିଛି ା ତେବେ ଠିକ୍‌ ସମୟରେ ସେବା…

ବ୍ରହ୍ମପୁର ଷ୍ଟାଡିୟମ୍‌ରେ ସର୍ବସାଧାରଣଙ୍କ ପ୍ରବେଶ: ପେସାଦାର ଖେଳାଳିଙ୍କ ବିରୋଧ

ବ୍ରହ୍ମପୁର ଅଫିସ୍‌,୨୧ା୬- ନେତା ବଦଳିଲେ, ନୀତି ବଦଳେ। ଏକଥା କୁହାଯାଏ। ହେଲେ ବ୍ରହ୍ମପୁର ସହରରେ ଏବେ ନେତା ବଦଳୁଥିବା ନୀତି ସମସ୍ୟା ସୃଷ୍ଟି କରୁଛି। ବ୍ରହ୍ମପୁର ଷ୍ଟାଡିୟମ୍‌ ବର୍ତ୍ତମାନ ଏହା ଭୋଗିବାକୁ ଯାଉଛି। ଷ୍ଟାଡିୟମ୍‌ରେ ସକାଳୁ ବ୍ୟାୟାମ କରିବା ପାଇଁ ସର୍ବସାଧାରଣଙ୍କ…

ଜଙ୍ଗଲରେ ଗୁଳିମାଡ ଘଟଣା: ଭାଇ ସମେତ ୨ ଗିରଫ

ଶଙ୍କରାଖୋଲ,୨୧ା୬(ଡି.ଏନ୍‌.ଏ.): ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡି ଜଙ୍ଗଲରେ ଶନିବାର ଗୁଳି ମାଡରେ ଆରାବାକା ପଞ୍ଚାୟତ କାମ୍ବିରିକିଆ ଗ୍ରାମର ଜନକ ମଲ୍ଲିକ ଗୁରୁତର ହୋଇଥିଲେ। ଏହି ଘଟଣାରେ ଟିକାବାଲି ପୋଲିସ ଗୁରୁବାର ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?