ଆମ ଜିଲା ଖବର

ମୃତ୍ୟୁଠୁ ବଳିଯାଇଛି ଯନ୍ତ୍ରଣା

ଭଦ୍ରକ ଅଫିସ, ୨୧।୬ – ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ରାହାଞ୍ଜ ନିକଟରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାକୁ ଏହା ମଧ୍ୟରେ ୧୧ ମାସ ବିତିଗଲାଣି। ବେପରୁଆ ଟ୍ରକ୍‌ ଚାଳକଙ୍କ ଦାୟିତ୍ୱହୀନ ଗାଡ଼ି ଚାଳନା ଯୋଗୁ ଏହି ଦୁର୍ଘଟଣାରେ ସ୍ଥାନୀୟ…

ଭୁଲ୍‌ ଜାତିଗତ ପ୍ରମାଣପତ୍ର ଦାଖଲ ଅଭିଯୋଗ: ସୋର ବିଧାୟକଙ୍କ ନାମରେ ହାଇକୋର୍ଟରେ ମାମଲା

ସୋର, ୨୧।୬(ଡି.ଏନ.ଏ.)- ଭୁଲ୍‌ ଜାତିଗତ ପ୍ରମାଣପତ୍ର ପ୍ରଦାନ ଏବଂ ନିର୍ବାଚନୀ ସତ୍ୟପାଠରେ ନିର୍ଦ୍ଦିଷ୍ଟ କଲମ ଫାଙ୍କା ଛାଡ଼ିବା ଘଟଣା ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କୁ ପୁଣି ଥରେ ଅଡ଼ୁଆରେ ପକାଇଛି। ଏନେଇ ୨୦୧୯ ନିର୍ବାଚନରେ ସୋର ବିଧାନସଭା ଆସନ ପାଇଁ ଭାଜପାରୁ…

ବାଲିଆପାଳର ପରିବା ଚାଷୀ ନିରୁତ୍ସାହିତ

ବାଲିଆପାଳ, ୨୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳର ପନିପରିବା ଚାଷୀ ପ୍ରାକୃତିକ ବିପର୍ଯ୍ୟୟ, ଅଭାବୀ ବିକ୍ରି ଓ ଶୀତଳଭଣ୍ଡାର ଅଭାବ ଆଦି କାରଣରୁ କ୍ରମେ ଚାଷ ଛାଡିବାକୁ ବସିଲେଣି। ଫନୀ ବାତ୍ୟାରେ ପନିପରିବା ଫସଲ କ୍ଷତିଗ୍ରସ୍ତ ହେବାରୁ ଏବେ ବେପାରୀମାନେ ପଶ୍ଚିମବଙ୍ଗରୁ ପରିବା…

ଟ୍ରକକୁ ଧକ୍କା ଦେଲା କାର: ଜଣେ ମୃତ, ଗୋଟିଏ ପରିବାରର ୫ ଆହତ

ରାୟଗଡା ଅଫିସ୍‌, ୨୦।୬- ରାୟଗଡା ସହରର ସିରିଗୁଡାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗୋଟିଏ ପରିବାରର ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ମାନସ ରଞ୍ଜନ ଦାଶ(୪୦)। ଆହତ ହୋଇଥିବା ଟି.ଲକ୍ଷ୍ମୀନାରାୟଣ, ତାଙ୍କ…

କସ୍ତୁରିନଗର ଛାତ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ: ତ୍ରିକୋଣୀୟ ପ୍ରେମ ଲାଗି କରାଯାଇଥିଲା ହତ୍ୟା

ରାୟଗଡା ଅଫିସ୍‌, ୨୦।୬- ଗତ ୧୬ ତାରିଖ ଘଟିଥିବା ଛାତ୍ର ମହାଦେବ ସୁରେଶ କୁମାର ହତ୍ୟା ଘଟଣା ଉପରୁ ପୋଲିସ ପରଦା ହଟାଇଛ। ଏହି ଘଟଣାରେ ୩ଜଣ ନାବାଳକଙ୍କ ସମେତ ନିରଞ୍ଜନ ବିଡିକା ଓ ପି.ପଓ୍ବନ କଲ୍ୟାଣ ୨ ଜଣ ଯୁବକଙ୍କୁ…

ଅସୁସ୍ଥତା ଯୋଗୁ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା: ୧୭ ଦିନ ପରେ ଆତ୍ମହତ୍ୟା କଲେ ସ୍ବାମୀ

ରତ୍ନଗିରି,୨୦ା୬(ଡି.ଏନ.ଏ.): ବରୀ ବ୍ଲକ ଅଧୀନ ଗୋଳକୁଣ୍ଡ ପଞ୍ଚାୟତ ମେଣ୍ଢ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ ଗ୍ରାମର ରଞ୍ଜନ ଦଳେଇ (୨୩) ସ୍ତ୍ରୀଙ୍କ ମୃତ୍ୟୁର ୧୭ ଦିନ ପରେ ଗୁରୁବାର ସକାଳୁ ରଶି ଲଗାଇ ଆମତ୍ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ,…

ପୁତ୍ର ସନ୍ତାନ ଜନ୍ମ ଦେଲେ ନାବାଳିକା

ଏରସମା,୨୦ା୬(ସ୍ବ.ପ୍ର.): ଏରସମା ଥାନା ଅଞ୍ଚଳର ଜଣେ ନାବାଳିକା ଗୁରୁବାର ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହାପରେ ନାବାଳିକା ଓ ନବଜାତ ଶିଶୁର ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଭୟଙ୍କୁ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।…

ଭଞ୍ଜନଗର କୋର୍ଟରେ ହାଜର ହେଲେ ସବ୍ୟସାଚ୍ଚୀ

ଭଞ୍ଜନଗର,୨୦।୬(ଡି.ଏନ.ଏ.)- ମାଓବାଦୀ ନେତା ସବ୍ୟସାଚ୍ଚୀ ପଣ୍ଡାଙ୍କୁ ଗୁରୁବାର ପୋଲିସ ବିଭିନ୍ନ ମାମଲାର ବିଚାରଣ ପାଇଁ ଭଞ୍ଜନଗର କୋର୍ଟରେ ହାଜର କରିଥିଲା। ଏଥିସହ ମାଓବାଦୀ ହିଂସା ମାମଲାରେ ଜଡିତ ଆଉ ୬ଜଣ କୋର୍ଟରେ ହାଜର ହୋଇଥିଲେ। ସେମାନଙ୍କ ମଧ୍ୟରୁ କେତେଜଣ ଜାମିନରେ ଥିବାବେଳେ…

ଏଟିଏମ୍‌ରେ ଟଙ୍କା ନାହିଁ, ଗ୍ରାହକ ହନ୍ତସନ୍ତ

ବଇଣ୍ଡା,୨୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ଭାରତୀୟ ଷ୍ଟେଟବ୍ୟାଙ୍କର ୨ଟି ଏଟିଏମ୍‌ରେ ୩ଦିନ ହେବ ଟଙ୍କା ନାହିଁ। ଫଳରେ ଗ୍ରାହକମାନେ ହନ୍ତସନ୍ତ ହେଉଛନ୍ତି। ଜନଗହଳି ତଥା ବ୍ୟବସାୟୀକ କେନ୍ଦ୍ର ବଇଣ୍ଡାଠାରେ ଟଙ୍କା ଉଠାଣ ପାଇଁ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ୨ଟି ଏଟିଏମ୍‌ ସ୍ଥାପନ…

ଧାମରାରୁ ଧରାହେଲେ ୧୦ ବିରଳ ମାଛ: କିଲୋ ପ୍ରତି ୫ରୁ ୬ ହଜାର ଟଙ୍କା

ଚାନ୍ଦବାଲି, ୨୦।୬ (ଡି.ଏନ.ଏ) – ଭଦ୍ରକ ଜିଲା ଧାମରା ମାଛଧରା ବନ୍ଦର ଅଧୀନ ଚନ୍ଦନୀପାଳ ମାଛଧରା କେନ୍ଦ୍ର(ବେସ୍‌)ରେ ଏକପ୍ରକାର ବିରଳ ପ୍ରଜାତିର ୧୦ଟି ମାଛ ଗୁରୁବାର ମଧ୍ୟାହ୍ନରେ ସମୁଦ୍ରରୁ ଧରାଯାଇଛି। ଏହି ମାଛର ନଁା ତେଲିଆଶିଳା ବୋଲି ଜଣାପଡ଼ିଛି। ସ୍ଥାନୀୟ ମତ୍ସ୍ୟଜୀବୀଙ୍କ…

ମଣ୍ଡିରୁ ଶୀଘ୍ର ଧାନ ଉଠାଣ ଦାବି: ଚାଷୀଙ୍କ ରାସ୍ତାରୋକୋ

ଜୁନାଗଡ/ଦାସିଗଁା,୨୦।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚିଲଗୁଡା ନୀଳ ମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ସ୍ଥାନୀୟ ଚାଷୀମାନେ ମଣ୍ଡିରୁ ଶୀଘ୍ର ଧାନ ଉଠାଣ କରିବା ଦାବିରେ ଗୁରୁବାର ସକାଳ ୮ଟାରୁ ୯ଟା ଯାଏଁ ରାସ୍ତାରୋକୋ କରିଥିଲେ। ଫଳରେ ଜୁନାଗଡ-କଲମପୁର ମୁଖ୍ୟ ରାସ୍ତା…

ଜଳିଗଲା ତେଲ ବୋଝେଇ ଭ୍ୟାନ

ଆନନ୍ଦପୁର,୨୦। ୬(ସ୍ବ.ପ୍ର.)- ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଓଭରବ୍ରିଜ୍‌ ଠାରେ ଏକ ତେଲ ବୋଝେଇ ପିକ୍‌ ଅପ୍‌ ଭ୍ୟାନ ହଠାତ୍‌ ଅଗ୍ନିକାଣ୍ଡରେ ଜଳିଯାଇଛି। ଗାଡିର ଚାଳକ ଅଳପକେ ବର୍ତ୍ତିଯାଇଥିବାବେଳେ ତେଲ ପେଟି ଗୁଡିକୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରିବାରେ ସଫଳ ହୋଇଛନ୍ତି। ଯାଜପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?