ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ
ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ କରିଥିବା ଅଭିଯୋଗରେ ୪ ଗିରଫ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି ।…
ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପ୍ରତିଶ୍ରୁତି ପାଇ ପଦଯାତ୍ରା ବନ୍ଦକଲେ ସେବାୟତ
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ସରକାରୀସ୍ତରରେ ଦ୍ବିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ପ୍ରଦାନ ଦାବି ନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତମାନେ ବୁଧବାର ସକାଳୁ ଭୁବନେଶ୍ୱର ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତକରି ବିଭିନ୍ନ ଦାବି ସମ୍ପର୍କରେ ଅବଗତ…
ପୁରୁଷୋତ୍ତମପୁରରେ ଅଗ୍ନିକାଣ୍ଡ ଘଟଣା: କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଡିଏଲ୍ଏସ୍ ସଚିବଙ୍କ ନିର୍ଦ୍ଦେଶ
ପୁରୁଷୋତ୍ତମପୁର,୧୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେ.ଏନ୍ ପୁର ଗ୍ରାମରେ ଗତ ୧୦ ତାରିଖରେ ଅଗ୍ନିକାଣ୍ଡ ଘଟି ଦମୟନ୍ତୀ ପ୍ରଧାନଙ୍କ ଘର ଜଳିଯାଇଥିଲା। ଏନେଇ ଗତ ୧୧ ତାରିଖରେ ଧରିତ୍ରୀ ଖବରକାଗଜରେ ଖବର ପ୍ରକାଶ ପାଇଥିଲା। ଜିଲା ଆଇନ ସେବା ପ୍ରାଧିକରଣ…
ଦୌଲତପୁର ମଦମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଭାଜପାର ବିକ୍ଷୋଭ, ତିହିଡ଼ି ଥାନା ଘେରାଉ
ତିହିଡି,୧୯।୬(ଡି.ଏନ୍.ଏ.): ଭଦ୍ରକ ଜିଲା ତିହଡ଼ି ଥାନା ଅଧୀନ ଦୌଲତପୁର ମଦ ମୃତ୍ୟୁ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତମାନଙ୍କୁୁ ଗିରଫ କରିବାରେ ବିଫଳ ହୋଇଛି। ଏହାର ପ୍ରତିବାଦରେ ବୁଧବାର ମଧ୍ୟାହ୍ନରେ ଭାଜପା ପକ୍ଷରୁ ବିକ୍ଷୋଭ କରାଯିବା ସହ ତିହିଡ଼ି ଥାନା ଘେରାଉ କରାଯାଇଛି।…
ମହେଶ୍ୱର ହତ୍ୟା ମାମଲା : ୧୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର ଅଫିସ,୧୯ା୬: ଗଞ୍ଜାମ ଜିଲାରେ ଘଟିଥିବା ବହୁଚର୍ଚ୍ଚିତ ମହେଶ୍ୱର ସାସମଲ ହତ୍ୟା ମାମଲାର ଶୁଣାଣି କରି ବୁଧବାର ଅତିରିକ୍ତ ଜିଲା ଦୌରାଜଜ୍ ସଞ୍ଜୟ କୁମାର ସାହୁ ୧୮ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ…
ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ପାଟଣାରେ ମକ୍ ଡ୍ରିଲ୍
ପାଟଣା,୧୯।୬(ସ୍ବ.ପ୍ର.): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ପରିସରରେ ବୁଧବାର ପାଟଣା ଅଗ୍ନିଶମ ବିଭାଗ ପକ୍ଷରୁ ମକ୍ ଡ୍ରିଲ୍ ପ୍ରସ୍ତୁତ ହୋଇଛି। ଅଗ୍ନିଶମ ବିଭାଗର ଷ୍ଟେଶନ ପରିଚାଳକ ମନୋରଞ୍ଜନ ମହାନ୍ତଙ୍କ ନେତୃତ୍ୱରେ କର୍ମଚାରୀମାନେ ପ୍ରାକୃତିକ ବିପର୍ଯ୍ୟୟ…
ଡାକ୍ତର ନିଯୁକ୍ତି ଦାବି ନେଇ ଅନଶନରେ ବସିଲେ ସ୍ଥାନୀୟ ଲୋକେ
ବରଗଡ଼ ଅଫିସ,୧୯ା୬: ବରଗଡ଼ ଜିଲା ବିଜେପୁର ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀ ପଦବୀ ଖାଲ ପଡ଼ିଛି । ଫଳରେ ଏଠାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଥିବାବେଳେ ଏହାକୁ ନେଇ ଅସନ୍ତୋଷ ବଢ଼ିବାରେ ଲାଗିଛି । ଡାକ୍ତର ଓ…
ଭାଲୁ ଆକ୍ରମଣରେ ସାଇକେଲ ଆରୋହୀ ଗୁରୁତର
ସଜନାଗଡ଼,୧୯।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ କେ.ପିଲାକ୍ରାଜ ପଞ୍ଚାୟତ ଚତିରିଖୁଣ୍ଟା ଅଞ୍ଚଳର ଜଣେ ବ୍ୟକ୍ତି ମଙ୍ଗଳବାର ସନ୍ଧ୍ୟାରେ ଭାଲୁ ଆକ୍ରମଣରେ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ରବୀନ୍ଦ୍ର ଦାସ(୪୬)। ରବୀନ୍ଦ୍ର ସାଇକେଲ ଯୋଗେ ନିଜ ଘରକୁ ଫେରୁଥିବା ବେଳେ…
ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି: ପଦଯାତ୍ରାରେ ଭୁବନେଶ୍ୱର ବାହାରିଲେ ସେବାୟତ
ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ବାରିପଦାକୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ବୋଲି କୁହାଯାଏ। ହେଲେ ସରକାରୀ ସ୍ତରରେ ଏହା ମାନ୍ୟତା ପାଇ ନାହିଁ। ସରକାରୀ ସ୍ତରରେ ଏହି ମାନ୍ୟତା ଦାବିନେଇ ବାରିପଦା ଜଗନ୍ନାଥ ମନ୍ଦିର ସେବାୟତ ତଥା ଠାକୁରଙ୍କ ଅଙ୍ଗ ସେବକ, ମନ୍ଦିର…
ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ସଜନାଗଡ଼,୧୯।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଜଙ୍ଗଲରୁ ମଙ୍ଗଳବାର ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ସେ ହେଲେ ବରହମପୁର ଥାନା ଅଧୀନ କେସିପୁର ପଞ୍ଚାୟତ ତରତରି ଗ୍ରାମର କାଳିନ୍ଦି ମାରାଣ୍ଡିଙ୍କ ଝିଅ ରଶ୍ମି। ମଙ୍ଗଳବାର କାଳବୈଶାଖୀ ପରେ ଜଙ୍ଗଲରୁ ଦୁର୍ଗନ୍ଧ…
ବିଦ୍ୟୁତ୍ ସର୍ଟ ସର୍କିଟରୁ ଲାଗିଲା ନିଆଁ: ପରିବାରର ୧ ମୃତ: ୩ ଗୁରୁତର
ଫୁଲବାଣୀ ଅଫିସ/ଫିରିଙ୍ଗିଆ: ୧୯।୬: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଗେରୁପଡ଼ା ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ଲୋକେ ଶୋଇଥିବା ବେଳେ ରାତି ପ୍ରାୟ ୩ଟାରେ ବିଦ୍ୟୁତ୍ ସର୍ଟ ସର୍କିଟରୁ ଘରେ ନିଆଁ ଲାଗିଯାଇଥିଲା।…
ନିମ୍ନମାନର ରାସ୍ତା ନିର୍ମାଣ ଅଭିଯୋଗ: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା
ନୂଆଗାଁ,୧୯।୬ (ଡି.ଏନ.ଏ.)- ନୟାଗଡ ଜିଲା ନୂଆଗାଁ ବ୍ଲକର ବିଭିନ୍ନ ସ୍ଥାନରେ ନିର୍ମାଣ କରାଯାଉଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡକରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ବିଭାଗୀୟ ଅଧିକାରୀ ଏହାକୁ ଗୁରୁତ୍ୱ ଦେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖା ଦେଇଛି। ପ୍ରଧାନମନ୍ତ୍ରୀ ଗ୍ରାମ…

