ଆମ ଜିଲା ଖବର

ମହାକାଳପଡ଼ାରେ କାଳବୈଶାଖୀ: ଜଣେ ମୃତ, ଜଳିଗଲା ୪ ବଖରା

ମହାକାଳପଡ଼ା.୧୮.୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ସାଙ୍ଗକୁ ଘଡ଼ଘଡି ଓ ବଜ୍ରପାତ ହୋଇଛି। ଏଥିରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମହାକାଳପଡ଼ା ବ୍ଲକ ଅଧୀନ ନାଞ୍ଜୁର ପଞ୍ଚାୟତ ଭୋପାଳ(ଓସ୍ତିଆ) ଗ୍ରାମର ନିତ୍ୟାନନ୍ଦ…

ହେଲ୍‌ମେଟ ଚେକ୍‌ ଆଳରେ ଜୟପୁର ପୋଲିସର ଦବଙ୍ଗଗିରି: ଭିଡିଓ ଭାଇରାଲ

ଜୟପୁର, ୧୮।୬(ନି.ପ୍ର.): କୋରାପୁଟ ଜିଲା ଜୟପୁର ୨୦ ନମ୍ବର ଜାତୀୟ ରାଜପଥ ଟାଉନ ଥାନା ସମ୍ମୁଖରେ ମଙ୍ଗଳବାର ପୋଲିସର ଦବଙ୍ଗଗିରି ଦେଖିବାକୁ ମିଳିଛି। ହେଲ୍‌ମେଟ ଚେକ ଆଳରେ ପୋଲିସ ବାଇକ୍‌ଆରୋହୀଙ୍କୁ କିପରି ନିସ୍ତୁକ ମାଡ଼ ମାରୁଛନ୍ତି ତାହା ସମ୍ମୁଖକୁ ଆସିଛି। ଏଥିରେ…

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣରେ ଓଡ଼ିଆ ଯବାନ ଶହୀଦ

କାମାକ୍ଷାନଗର, ୧୮।୬(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀର ଅନନ୍ତନାଗ ଜିଲାରେ ସୋମବାର ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଜଣେ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ ଢେଙ୍କାନାଳ ଜିଲା କାମାକ୍ଷାନଗର ବଡସୁଆଁଳ ଗ୍ରାମର ଅଜିତ୍‌ ସାହୁ। ୨୦୧୫ ମସିହାରେ…

ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ବ୍ରାଉନ୍‌ସୁଗାର ଜବତ: ୪ ଗିରଫ

ବାଲେଶ୍ୱର ଅଫିସ,୧୮।୬: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରି ବାଲେଶ୍ୱର-ଫୁଲାଡ଼ି ରାସ୍ତାରୁ ଏକ କାରରେ ଯାଉଥିବା ୧ କିଲୋରୁ ଊଦ୍ଧର୍‌ବ ବ୍ରାଉନସୁଗାର ଜବତ କରିଛି। ଏହା ସହ ଏହି ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ…

ପରିବେଶର ଅବକ୍ଷୟ ଯୋଗୁ ମରୁଡ଼ି ପରିସ୍ଥିତି ଆଶଙ୍କା

ଖଣ୍ଡପଡା,୧୮।୬(ସ୍ବ.ପ୍ର.)-ମାନବ ସମାଜ ସହିତ ସମଗ୍ର ଜୀବ ଜଗତର ସ୍ଥିତି ରକ୍ଷା ନିମନ୍ତେ ପରିବେଶ ସୁରକ୍ଷା ଜରୁରୀ ଅଟେ । ସାମ୍ପ୍ରତିକ ପରିସ୍ଥିତିରେ ବୃକ୍ଷ, ଜଙ୍ଗଲ ତଥା ପରିବେଶର ଦ୍ରୁତ ଅବକ୍ଷୟ ମାନବ ସମାଜ ସହିତ ପଶୁପକ୍ଷୀ, ନାନାଦି କୀଟପତଙ୍ଗ ଆଦିଙ୍କ ପାଇଁ…

ସଞ୍ଜୀବ ଦୁର୍ଗା କ୍ରିକେଟ୍‌ ଉଦ୍‌ଯାପିତ: ବେଙ୍ଗଲ ଟାଇଗର୍‌ ବିଜୟୀ

କୃଷ୍ଣପ୍ରସାଦ,୧୮ା୬(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଗୋମୁଣ୍ଡିଆ ପଞ୍ଚାୟତର ମା’ ସଞ୍ଜୀବ ଦୁର୍ଗା ଯୁବ ସଂସଦ ତରଫରୁ ରଜ ଉତ୍ସବ ଅବସରରେ ଗ୍ରାମୀଣ କ୍ରିକେଟ୍‌ ପ୍ରତିଯୋଗିତା ଆୟୋଜିତ ହୋଇଛି। ସୋମବାର ହୋଇଥିବା ଏହି ଖେଳରେ ବେଙ୍ଗଲ ଟାଇଗର୍‌ ଟିମ ବିଜୟ ଲାଭ…

ବିଦ୍ୟାଳୟ ଖୋଲିବ, ଶ୍ରେଣୀଗୃହ ଉପର ମୁକୁଳା

ଜଗତ୍‌ସିଂହପୁର ଅଫିସ,୧୮ା୬: ବାତ୍ୟା ଫନୀ ପ୍ରଭାବରେ ଜଗତ୍‌ସିଂହପୁର ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଦ୍ୟାଳୟଗୁଡିକ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ବାତ୍ୟା ଯିବାର ଇତିମଧ୍ୟରେ ଦେଢ ମାସ ଅତିକ୍ରାନ୍ତ ହୋଇଥିଲେ ସୁଦ୍ଧା ପୁନରୁଦ୍ଧାର କାମ ସରିନାହିଁ। ବିଶେଷକରି ସରକାରୀ ବିଦ୍ୟାଳୟଗୁଡିକର ପୁନରୁଦ୍ଧାର କାର୍ଯ୍ୟ…

ମୁକୁଳା ପଡ଼ିଛି ଆଡ଼ିବନ୍ଧ

ଭଦ୍ରକ ଅଫିସ, ୧୮।୬ – ପ୍ରତିବର୍ଷ ବର୍ଷାଋତୁ ଆସିଲେ ଚିନ୍ତା ବଢ଼େ। ପ୍ରଶାସନ ପକ୍ଷରୁ ବର୍ଷାକୁ ଆଖି ଆଗରେ ରଖି ବିଭିନ୍ନ ନଦୀବନ୍ଧ, ଆଡିବନ୍ଧକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦିଆଯାଉଛି। ଏହାକୁ ନେଇ ପ୍ରତିବର୍ଷ ପ୍ରସ୍ତୁତି ବୈଠକ…

ସରିଲା ସୁନ୍ଦରପୁର ରଜ ମହୋତ୍ସବ : ଜୁନିୟରରେ ପ୍ରିୟଙ୍କା, ସିନିୟରରେ ଗାୟତ୍ରୀ ରଜକୁଇନ

ଖଇରା, ୧୮।୬(ଡି.ଏନ.ଏ.)-ଖଇରା ବ୍ଲକ ଅଧୀନ ସୁନ୍ଦରପୁରଠାରେ ଚାଲିଥିବା ଦ୍ୱିତୀୟ ବାର୍ଷିକ ବ୍ଲକସ୍ତରୀୟ ରଜ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଜୁନିୟରରେ ପ୍ରିୟଙ୍କା ପ୍ରିୟଦର୍ଶନୀ ହାତୀ ଓ ସିନିୟରରେ ଗାୟତ୍ରୀ କଳାପାହାଡ ରଜ କୁଇନ ମୁକୁଟ ପିନ୍ଧିବାର ସୌଭାଗ୍ୟ ଅର୍ଜନ…

ପରିବାର ମଙ୍ଗଳ ଯୋଜନା ଦିଗହରା

ବାଲେଶ୍ୱର ଅଫିସ, ୧୮।୬-ବାଲେଶ୍ୱର ଜିଲାରେ ପରିବାର ମଙ୍ଗଳ ଯୋଜନା ଦିଗହରା ହୋଇପଡ଼ିଛି। ମୃତ୍ୟୁର ୪ବର୍ଷ ପରେ ବି ହିତାଧିକାରୀଙ୍କୁ ଏହି ଯୋଜନାରେ ସହାୟତା ପ୍ରଦାନ କରା ନ ଯିବା ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୋର ବ୍ଲକ…

ଏକାଠି ହେଲେ ଅସନ୍ତୁଷ୍ଟ ବିଜେଡି ନେତା, କର୍ମୀ

ଦାରିଙ୍ଗବାଡ଼ି,୧୮।୬(ଡି.ଏନ.ଏ)-ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଦାରିଙ୍ଗବାଡ଼ି ବ୍ଲକ ବିଜେଡିରେ ଦଳ ବିରୋଧୀଙ୍କୁ ବହିଷ୍କାର କରିବା ଦାବି ଜୋର ଧରିଛି। ଦଳ ବିରୋଧୀ ଅଭିଯୋଗ ଆସିଥିବା ନେତା, କର୍ମୀ ଓ ଠିକାଦାରଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ ଦେଖାଯାଇଛି। ସୋମବାର ଏମାନେ…

୨୦୦ ଏକର ଜମିରେ ହେବ ସ୍ଥାୟୀ କ୍ୟାମ୍ପସ୍‌

ଛତ୍ରପୁର,୧୮ା୬(ଡି.ଏନ.ଏ.)-ବ୍ରହ୍ମପୁର ସରକାରୀ ଆଇଟିଆଇ କୋଠାରେ ଅସ୍ଥାୟୀ ଭାବେ ଆଇଜର (ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ)ର ଟ୍ରାନଜିଟ୍‌ କ୍ୟାମ୍ପସ ଚାଲିଛି ା ଏଠାରେ ୩୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପଢୁଛନ୍ତି। ୨୦୧୬ରେ ଏଠାରେ ଆଇଜର ଖୋଲିଥିଲା। ସ୍ଥାୟୀ କ୍ୟାମ୍ପସ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?