ଆମ ଜିଲା ଖବର

ଦୁର୍ନୀତି ପ୍ରତିବାଦରେ ୪୧ନଂ. ରାଜ୍ୟ ରାଜପଥ ଅବରୋଧ କଲେ ଲୋକେ

ମାଲକାନଗିରି,୨୪।୭(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖୁଣ୍ଟିଗୋରା ପଞ୍ଚାୟତ ଛକ ୪୧ନଂ. ରାଜ୍ୟ ରାଜପଥକୁ ଦୁର୍ନୀତିର ପ୍ରତିବାଦ ନେଇ ଶତାଧିକ ମହିଳା ଓ ପୁରୁଷ ରାସ୍ତା ଅବରୋଧ କରିଛନ୍ତି । ସୂଚନା ଅନୁଯାୟୀ, ଗତ ୧ ବର୍ଷ ହେଲା ସେମାନେ ପ୍ରଧାନମନ୍ତ୍ରୀ…

କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କୋରାପୁଟ,୨୪।୭(ସ୍ବ.ପ୍ର.): ରାଜ୍ୟରେ କ୍ରମାଗତ ଭାବେ ବୃଦ୍ଧି ପାଇଥିବା ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର, ଅପହରଣ ଓ ନିଖୋଜ ସହ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ପ୍ରତିବାଦରେ ବୁଧବାର କୋରାପୁଟ ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଶ୍ରାବଣରେ ମୁଣ୍ଡଫଟା ଖରା : କେନାଲରେ ପାଣି ନାହିଁ, ଚାଷୀକୁଳ ଚିନ୍ତାରେ

କନିଷି,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକରେ ବର୍ଷାଭାବରୁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି । ଶ୍ରାବଣ ମାସରେ ମୁଣ୍ଡଫଟା ଖରା ହେଉଥିବାରୁ କେନାଲରେ ପାଣି ନାହିଁ। ଫଳରେ ଧାନରୁଆ ସମୟ ହୋଇଥିବାରୁ ବର୍ଷାଭାବରୁ ଚାଷୀ ମୁଣ୍ଡରେ ହାତଦେଇ ବସିଛି । ଧାନତଳି ଟାଣଖରାରେ…

ଫକୀରପୁର ଯୁବକଙ୍କ ମୃତ୍ୟୁ ଘଟଣା : ଧୀରେ ଧୀରେ ଖୋଲୁଛି ରହସ୍ୟ

ଆନନ୍ଦପୁର,୨୪।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଫକୀରପୁର ଗ୍ରାମରେ ଗତ ୧୬ ତାରିଖ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ମୃତକ ହେଉଛନ୍ତି ଫକୀରପୁର ଗ୍ରାମର କାଶୀନାଥ ଦାଶଙ୍କ ପୁଅ ମଣ୍ଟୁଣି ଦାଶ ଓରଫ…

ଡିଭାଇଡର୍‌ ଉପରେ ଚଢ଼ିଗଲା ୧୨ ଚକିଆ ଯାନ

ଆନନ୍ଦପୁର,୨୪।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ରିଜ୍‌ ଛକରେ ନିର୍ମାଣାଧୀନ ଅଧାପନ୍ତରିଆ ତଥା ଅଣଓସାରିଆ ରୋଡ୍‌ ପାସିଂରେ ଯାନବାହନ ଚଳାଚଳ ପାଇଁ ସମସ୍ୟା ସୃଷ୍ଟି ହେଉଛି। ଯାନବାହନଗୁଡ଼ିକ ସୁବିଧାରେ ଯାତାୟାତ କରିପାରୁ ନ ଥିବାବେଳେ ବୁଧବାର ସକାଳେ ଏକ ୧୨ ଚକିଆ ଯାନ…

ଅଗ୍ନିକାଣ୍ଡ ଘଟି ୮ ଆଦିବାସୀ ପରିବାରଙ୍କ ୧୬ ବଖରା ଭସ୍ମୀଭୂତ

ଚିକିଟି,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୮ ଆଦିବାସୀ ପରିବାରଙ୍କ ୧୬ ବଖରା ଗୃହ ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଦିଗପହଣ୍ଡି…

ଟାଟା ଷ୍ଟିଲ୍‌ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ଡେଙ୍ଗୁ ସଚେତନତା : ଗଡ଼ିଲା ସୂଚନା ରଥ

ଯୋଡ଼ା,୨୪।୭(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ଟାଟା ଷ୍ଟିଲ ଓଏମ୍‌କ୍ୟୁ ବିଭାଗ ପକ୍ଷରୁ ବୁଧବାର ଡେଙ୍ଗୁ ସଚେତନତା କରାଯାଇଛି। ଏହାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଯୋଡ଼ା ପଶ୍ଚିମ ପ୍ରେକ୍ଷାଳୟରେ ୧ ମାସ ଧରି ଏହି ଅଭିଯାନ ହେବା ନେଇ ଯୋଜନା…

ବାନ୍ତି କଲେ ପାଟିରୁ ବାହାରୁଛି କୋଇଲା: ବଲାଙ୍ଗିର ହସ୍ପିଟାଲରେ ଭର୍ତ୍ତି ହେଲେ ୧୦ ବର୍ଷର ନାବାଳିକା

ବଲାଙ୍ଗିର ଅଫିସ,୨୪।୭: ବାନ୍ତି କଲେ ପାଟିରୁ ବାହାରୁଛି ପୋଡ଼ା କାଠର କୋଇଲା। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳୁଛି ଖପ୍ରାଖୋଲ ବ୍ଲକ ବୁଡ଼ିବାହାଲ ଗ୍ରାମର ଚୁଡ଼ାମଣି ପୁଟେଲଙ୍କ ୧୦ ବର୍ଷୀୟା ଝିଅ ସସ୍ମିତାଙ୍କ କ୍ଷେତ୍ରରେ। ଏଭଳି ଘଟଣା ଜଣାପଡ଼ିବା ପରେ…

ପାରିବାରିକ କଳହରୁ ଆତ୍ମହତ୍ୟା ଅଭିଯୋଗ

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ରାଜାତୋଟା ସାହିର ଜଣେ ବ୍ୟକ୍ତି ମଙ୍ଗଳବାର ପରିବାରବର୍ଗଙ୍କ ଅନୁପସ୍ଥିତିରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ଏ. ଲକ୍ଷ୍ମୀ ନାରାୟଣ ଆଚାରୀ (୪୫)। ସେ ରାସ୍ତା କଡ଼ରେ ଫାଷ୍ଟଫୁଡ୍‌…

ବିଲରେ କାମ କରୁଥିବାବେଳେ ମହିଳାଙ୍କ ଜୀବନଗଲା

ହିଞ୍ଜିଳିକାଟୁ,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଆଡ଼ପଡ଼ା ଫାଣ୍ଡି କରାଖଣ୍ଡି ଗ୍ରାମର ଜଣେ ମହିଳା ବିଲରେ କାମ କରୁଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ପାଖରେ ଥିବା ଅନ୍ୟ ଚାଷୀମାନେ ତାଙ୍କୁ ଉଦ୍ଧାର କରି ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର…

ଋଷିକୁଲ୍ୟାରୁ ଜଳ ଯୋଗାଣ ବନ୍ଦ:  ୫ ଦିନ ହେଲା ମିଳୁନି ପିଇବା ପାଣି

ବ୍ରହ୍ମପୁର ଅଫିସ,୨୪ା୭: ଜନସ୍ବାସ୍ଥ୍ୟ ବିଭାଗ ଅଧିକାରୀଙ୍କ ଅଦୂରଦର୍ଶିତା ଯୋଗୁ ବ୍ରହ୍ମପୁର ସହରରେ ଶ୍ରାବଣ ମାସରେ ମଧ୍ୟ ଉତ୍କଟ ପାନୀୟ ଜଳ ସମସ୍ୟା ସୃଷ୍ଟି ହୋଇଛି। ଗୋଟିଏ କି ଦୁଇଟି ସାହି ନୁହଁ, ପ୍ରାୟ ଅଧା ବ୍ରହ୍ମପୁରରେ ଏବେ ପିଇବା ପାଇଁ ପାଣି…

ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ: ବଅଁରପାଳରେ ପ୍ରଭାବ

ବଅଁରପାଳ,୨୪।୭(ଡି.ଏନ୍‌.ଏ.): ମୃତଦେହ ବ୍ୟବଚ୍ଛେଦ, ସଂରକ୍ଷଣ ଗୃହରୁ ୨ ମୃତଦେହରୁ ଆଖି ଗାଏବ, ନାବାଳିକାଙ୍କୁ ବଳାତ୍କାର ଓ ଅନୁଗୋଳ ସହରରେ ଆବର୍ଜନା ଭର୍ତ୍ତି ହେବା ଆଦି ଘଟଣାକୁ ନେଇ ବୁଧବାର ଭାଜପା କର୍ମୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?