ଆମ ଜିଲା ଖବର

ବାଉଁଶ ତିଆରି ନନ୍ଦରେ ବସୁଛି କୂଅ

ମୁନିଗୁଡ଼ା,୧୭ା୬ : ପାନୀୟ ଜଳ ସମସ୍ୟା ନେଇ ଚିନ୍ତାରେ ରହୁଥିଲେ ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ ସିନ୍ଧିପଙ୍ଗା ଗ୍ରାମବାସୀ। ଗାଁ ନିକଟରେ କୌଣସି ନଦୀ, ନାଳ କିମ୍ବା ପୋଖରୀ ନ ଥିବାରୁ ପାଣି ପାଇଁ ସେମାନେ ପଥର କିମ୍ବା ସିମେଣ୍ଟ ନନ୍ଦ…

ମଣ୍ଡିରେ ପଡିଛି ୩ ହଜାର ବସ୍ତା ଧାନ

ମନମୁଣ୍ଡା, ୧୭।୬ (ଡି.ଏନ.ଏ) ବୌଦ୍ଧ ଜିଲା ମନମୁଣ୍ଡା ମଣ୍ଡିରୁ ଧାନ ଉଠୁନାହିଁ । ଫଳରେ ଏଠାରେ ୩ ହଜାର ବସ୍ତା ଧାନ ପଡି ରହିଛି । କାଳବୈଶାଖୀ ବର୍ଷା ଭୟ ରହୁଥିବାରୁ ଚାଷୀମାନେ ଚିନ୍ତିତ ହୋଇପଡିଛନ୍ତି । କିଛି ଦିନ ତଳେ…

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ଗୁରୁତର, ପିସ୍ତଲ ଜବତ୍‌

ବଲାଙ୍ଗୀର ଅଫିସ, ୧୭ା୬: ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ମହୀମୁଣ୍ଡା-ଦୁହେଲ ରାସ୍ତାରେ ଦୁର୍ଦ୍ଦାନ୍ତ ଅପରାଧୀ ସୀତାରାମ ରଣାଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି। ଏଥିରେ ସୀତାରାମ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ପ୍ରଥମେ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ…

ସରିନି ଧାନକିଣା, କଟକଣା ଆରମ୍ଭ

ବରଗଡ଼ ଅଫିସ୍‌,୧୭।୬: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟକୁ ଆଉ ସପ୍ତାହକ ପରେ ଦେଢ଼ମାସ ବିତିବ । ଏହି ପ୍ରକ୍ରିୟାରେ ଜିଲାରେ ଖୋଲା ଯାଇଥିବା ମଣ୍ଡି ତଥା ଧାନକ୍ରୟ କେନ୍ଦ୍ର ଗୁଡ଼ିକରେ ଉଭୟ ଧାନ ସଂଗ୍ରହ ଓ ଉଠାଣ ଚାଲିଛି…

ମୌସୁମୀ ବିଳମ୍ବ: ମରୁଡ଼ି ଆଶଙ୍କା ନେଇ ଚିନ୍ତାରେ ଚାଷୀ

ମାଲକାନଗିରି,୧୭ା୬(ଡି.ଏନ.ଏ.)- ଜୁନ ୧୭ରେ ବିଶ୍ୱ ଅନାବୃଷ୍ଟି ଓ ମରୁଡ଼ି ପ୍ରତିରୋଧ ଦିବସ ପାଳନ ହେବାକୁ ଯାଉଛି। ଏହି ଦିବସ କୃଷକମାନଙ୍କ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିବସ। ବିଭିନ୍ନ କୃଷିଜନିତ ଖାଦ୍ୟଶସ୍ୟ ଉତ୍ପାଦନରେ ଜଳର ଆବଶ୍ୟକତା ଅପରିହାର୍ଯ୍ୟ। ଜଳ ବିନା କୃଷିକାର୍ଯ୍ୟ ଅସମ୍ଭବ।…

ଜବରଦଖଲକାରୀଙ୍କ କବ୍‌ଜାରେ ମାର୍କେଟ

ବଅଁରପାଳ, ୧୭।୬ (ଡି.ଏନ୍‌.ଏ) ନାଲ୍‌କୋ ଟାଉନଶିପ୍‌ଠାରେ ଥିବା କୃଷକ ବଜାର ବ୍ୟବସାୟୀଙ୍କ କାମରେ ଆସୁନି। ଏହି ମାର୍କେଟରେ ଥିବା ଦୋକାନଗୁଡିକ କେତେଜଣ ଜବରଦଖଲକାରୀଙ୍କ କବ୍‌ଜାରେ ଥିବା ଅଭିଯୋଗ ହୋଇଛି। ଫଳରେ ଏହି ମାଛ, ମାଂସ ମାର୍କେଟଟି ଦୀର୍ଘ ଦିନ ହେଲା ବ୍ୟବହାରରେ…

ହଣ୍ଡପା ପ୍ରାଣୀ ଚିକିତ୍ସାଳୟ ଅବହେଳିତ: ଆସୁନାହାନ୍ତି କର୍ମଚାରୀ, ମିଳୁନି ଚିକିତ୍ସା

ବଇଣ୍ଡା,୧୭।୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ପ୍ରାଣୀ ଚିକିତ୍ସାଳୟ ଅବହେଳିତ ହୋଇପଡ଼ିଛି। କର୍ମଚାରୀମାନେ ଚିକିତ୍ସାଳୟ ଖୋଲୁ ନ ଥିବାବେଳେ ଗୃହପାଳିତ ପଶୁଙ୍କୁ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ହଣ୍ଡପା ଗ୍ରାମବାସୀ ଶୁକ୍ରବାର ଅନୁଗୋଳ ଜିଲାପାଳଙ୍କୁ…

କମେଣ୍ଟମରାକୁ କେନ୍ଦ୍ରକରି ହତ୍ୟାକାଣ୍ଡ: କାତି ସହ ଥାନାରେ ହତ୍ୟାକାରୀଙ୍କ ଆତ୍ମସମର୍ପଣ

ପୁରୁଷୋତ୍ତମପୁର,୧୭ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପ୍ରତାପୁର ଛକଠାରେ ରବିବାର ଅପରାହ୍ନରେ ଜଣେ ଯୁବକଙ୍କୁ କାତିରେ ହାଣି ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଗୋଠିଆଳି ଗ୍ରାମର ଏମ. ଶିବ ଦୋରା(୧୯)। ହତ୍ୟାକାରୀ ହେଲେ ଗୋଠିଆଳି ଗ୍ରାମର ଇ. ଜିତୁ ରେଡ୍ଡୀ।…

ବଜ୍ରପାତରେ ଛାତ ଫାଟିଲା

ବୁଗୁଡ଼ା,୧୭ା୬(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ଅନ୍ତର୍ଗତ କୁଆନଳା ଗ୍ରାମରେ ଶନିବାର ମଧ୍ୟରାତିରେ ବଜ୍ରପାତ ହେବାରୁ ରଞ୍ଜନ ବେହେରାଙ୍କ ଘରର ଛାତ, କାନ୍ଥ ଫାଟିବା ସହ ବିଦ୍ୟୁତ୍‌ ତାର ସବୁ ଜଳିଯାଇଛି। ଏଥିରେ ପରିବାରର କେହି ଆହତ ହୋଇ ନ ଥିବା ଜଣାପଡ଼ିଛି। ଶନିବାର…

କ୍ରିକେଟ ୱାଲର୍‌ଡ କପ୍‌: ଇଣ୍ଡିଆ-ପାକିସ୍ତାନ ଲିଗ୍‌ ମ୍ୟାଚ ବେଟିଂ ଉପରେ ପୋଲିସର ନଜର

ବ୍ରହ୍ମପୁର ଅଫିସ,୧୭ା୬-ଭାରତ ଓ ପାକିସ୍ତାନ ମଧ୍ୟରେ ଚଳିତ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ରବିବାର ଲିଗ୍‌ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି। ମାଞ୍ଚେଷ୍ଟରରେ ହେଉଥିବା ମ୍ୟାଚ ପାଇଁ ବ୍ରହ୍ମପୁର ସହରରେ ବୁକିଂମାନେ ସକ୍ରିୟ ରହିଛନ୍ତି। କୋଟି କୋଟି ଟଙ୍କାର ବେଟିଂ କାରବାର ହେବ।…

ସ୍ନାନ ପୂର୍ଣ୍ଣିମା, ରଥଯାତ୍ରାରେ ଯୋଗଦେବେ ସୋରଡ଼ା ରାଜା

ସୋରଡ଼ା,୧୭ା୬(ଡି.ଏନ୍‌.ଏ.)-ସୋରଡ଼ାର ଜଗନ୍ନାଥଙ୍କ ସ୍ନାନ ପୂର୍ଣ୍ଣିମା ସୋମବାର ପାଳନ କରାଯିବ। ଏଥିରେ ସୋରଡ଼ା ରାଜା ଡ.ଦେବଦତ୍ତ ସିଂହ ଦେଓ ଯୋଗଦେବେ। ସ୍ଥାନୀୟ ରାଜବଂଶର ରାଜା ଜଗନ୍ନାଥ ସିଂହ ଦେଓ ୧୯୮୩ରେ ଏଠାରେ ଅନୁଷ୍ଠିତ ବିଶ୍ୱଶାନ୍ତି ମହାଯଜ୍ଞ ଏବଂ ୨୦୦୦ରେ ହୋଇଥିବା ଶଶିଭୂଷଣ ରଥଙ୍କ…

ଗଞ୍ଜାମର ୫ ସରକାରୀ ଗୋଦାମରେ ଚାଉଳ ଅସୁରକ୍ଷିତ

ଛତ୍ରପୁର,୧୭ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାର ୫ ସରକାରୀ ଗୋଦାମରେ ଚାଉଳ ଅସୁରକ୍ଷିତ ଭାବେ ରଖାଯାଉଛି। ସେଗୁଡିକ ମଧ୍ୟରେ ହିଞ୍ଜିିଳି ଚାଉଳ ରିସିଭିଂ ସେଣ୍ଟର ଗୋଦାମ, ଜଗନ୍ନାଥପୁରସ୍ଥିତ ଯୋଗାଣ ନିଗମ ଗୋଦାମ, କୁକୁଡାଖଣ୍ଡି, ଛତ୍ରପୁର କୃଷକ ବଜାର ଓ ବେଗୁନିିଆପଡା ଚାଉଳ ରିସିଭିଂ ସେଣ୍ଟର ଗୋଦାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?