ଆମ ଜିଲା ଖବର

ଡାକ୍ତର ଅଭାବ, ହେଉନି ଭିତ୍ତିଭୂମି ବିକାଶ

କେନ୍ଦୁଝର,୧୭।୬(ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆଦିବାସୀବହୁଳ ବାଂଶପାଳ ବ୍ଲକ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅବହେଳିତ ହୋଇ ରହିଛି। ସରକାର ସ୍ବାସ୍ଥ୍ୟସେବା ପାଇଁ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ବ୍ଲକରେ ସେ ସବୁ ଫେଲ୍‌ ମାରିଛି କହିଲେ ଅତ୍ୟୁକ୍ତି ହେବନାହିଁ। ଏଣୁ ଏହି ବ୍ଲକ ଅଞ୍ଚଳରେ…

ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା

ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ ନଦୀକୁ ଡେଇଁପଡ଼ି ନିଖୋଜ ହୋଇଯାଇଛନ୍ତି। ତାଙ୍କ ଘର ଚାନ୍ଦବାଲି ଥାନା ଅନ୍ତର୍ଗତ ପାଞ୍ଚପଡ଼ା ଗାଁରେ।…

ରେଲୱେ କ୍ରାଇମବ୍ରାଞ୍ଚ ଦ୍ୱାରା ଟିକେଟ ଦଲାଲ ଗିରଫ: ୩ ଲକ୍ଷ ୯୨ ହଜାର ୩୭୦ ଟଙ୍କାର ଟିକେଟ ଜବତ

ବାଲେଶ୍ୱର ଅଫିସ, ୧୭।୬-ବାଲେଶ୍ୱର ରେଳଷ୍ଟେଶନ ଟିକେଟ କାଉଣ୍ଟରରୁ ଜଣେ ଦଲାଲ ବାରମ୍ବାର ଟିକେଟ କାଟିବାକୁ ଯା’ଆସ କରୁଥିବା ଦେଖି ବାଲେଶ୍ୱର ଆରପିଏଫ୍‌ ଏବଂ ଖଡଗପୁର ରେଲୱେ କ୍ରାଇମବ୍ରାଞ୍ଚ ଟିମ୍‌ ମିଳିତ ଭାବେ ଚଢାଉ କରିଥିଲେ। ଦଲାଲଙ୍କୁ ଗିରଫ କରାଯିବା ସହ ତାଙ୍କଠାରୁ…

ଋଣଭାର ସହି ନ ପାରି ଛତୁ ଚାଷୀଙ୍କ ଆତ୍ମହତ୍ୟା

ସୋର, ୧୭ା୬(ଡି.ଏନ.ଏ.)-ରଜ ମଉଜରେ ସମସ୍ତେ ମଜାମସ୍ତିରେ ମାତିଥିବା ବେଳେ ବାଲେଶ୍ୱର ଜିଲା ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ନୂଆପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ଚାଷୀ ଋଣ ଭାର ସହି ନ ପାରି ଶେଷରେ ଆତ୍ମହତ୍ୟା ପନ୍ଥା…

ଆତଙ୍କ ଖେଳାଉଛନ୍ତି ଝାଡ଼ଖଣ୍ଡ ହାତୀ

ସଜନାଗଡ଼, ୧୭ା୬ (ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କୁଲଡିହା ପାଦଦେଶରେ ଥିବା ତିନିକୋଶିଆ ସଂରକ୍ଷିତ ଜଙ୍ଗଲରେ ୨୮ ଝାଡ଼ଖଣ୍ଡ ହାତୀ ଓ ୫ ଛୁଆ ହାତୀ ଆତଙ୍କ ଖେଳାଉଛନ୍ତି। ୬ଦିନ ହେଲେ ହାତୀପଲ ଘରଦ୍ୱାର ଭାଙ୍ଗିବା ସହ ଧାନ ଚାଉଳ ଖାଇ…

ଚିନିକଳ ବିକ୍ରି ଗୁଜବ : ଏକାଠି ହେଲେ କୃଷକ, ନେତା, ହେବ ଆନ୍ଦୋଳନ

ନୟାଗଡ଼ ଅଫିସ,୧୭ା୬: ନୟାଗଡ଼ ଜିଲା ସଦର ବ୍ଲକ ପାଣିପୋଇଲାଠାରେ ଥିବା ଚିନିକଳ ବିକ୍ରି ନେଇ ଗୁଜବ ପ୍ରଚାର ହେବା ପରେ ଏବେ ଜିଲାସାରା ଗୋଟିଏ ଚର୍ଚ୍ଚା। କିପରି ଏହାର ସୁରକ୍ଷା ହେବ ବା ଚିନିକଳ ଖୋଲିବ। ଏଥିପାଇଁ କୃଷକଙ୍କଠାରୁ ଆରମ୍ଭ କରି…

ଆବାସ ଯୋଜନାରୁ ବଞ୍ଚିତ ଗରିବ ପରିବାର : ଜୀବନ ବିତୁଛି ଝାଟିମାଟି ଘରେ

ଖଣ୍ଡପଡ଼ା ୧୭ା୬(ସ୍ବ.ପ୍ର.): ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଜନସାଧାରଣଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଏହି ଯୋଜନା ଅନେକ କ୍ଷେତ୍ରରେ କିପରି ବିଫଳ ହୋଇଛି ତାହାର…

ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ବୋଲଗଡ଼/ଭାପୁର,୧୭ା୬(ଡି.ଏନ୍‌.ଏ.)-ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ ବୋଲଗଡ଼ଠାରେ ରବିବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ପୂର୍ବତନ ସରପଞ୍ଚ ପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଭାପୁର ବ୍ଲକ ମନ୍ଦାର ବେରେଣୀ ଗ୍ରାମବାସୀ ତଥା ପୂର୍ବତନ ସରପଞ୍ଚ ନାରାୟଣ ତ୍ରିପାଠୀଙ୍କ ପୁଅ ଦେବାଶିଷ(୨୩)।…

ବଧୂ ହତ୍ୟା ଅଭିଯୋଗ : ସ୍ବାମୀ କୋର୍ଟଚାଲାଣ

ଯାଜପୁର ଟାଉନ,୧୭ା୬(ଡି.ଏନ୍‌.ଏ.): ଯାଜପୁର ସଦର ଥାନା ଅନ୍ତର୍ଗତ ମାଳଆନନ୍ଦପୁର ଗ୍ରାମର ରଶ୍ମିତା ଦଳାଇଙ୍କ ଶୁକ୍ରବାର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଶନିବାର ରଶ୍ମିତାଙ୍କ ବାପା ଯୌତୁକ ଦାବିରେ ଝିଅଙ୍କୁ ଶାଶୁଘର ଲୋକେ ପିଟିମାରିଦେଇଥିବା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ…

କମେଣ୍ଟମରାକୁ ନେଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ୨ ଗିରଫ

ଯାଜପୁରଟାଉନ, ୧୭ା୬(ଡି.ଏନ୍‌.ଏ.): ଯାଜପୁରସହର ନିକଟସ୍ଥ ଚିତାଳୋ ଛକରେ କମେଣ୍ଟ ମରା ଘଟଣାକୁ କେନ୍ଦ୍ରକରି ଶନିବାର ରାତିରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ ରବିବାର ଉକ୍ତ ଯୁବକଙ୍କ ସାଙ୍ଗଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ୧୬୧/୧୯) ରୁଜୁକରିଥିଲା।…

ଆମ୍ବ ଚାଷୀଙ୍କ ବଇରି ସାଜିଛନ୍ତି ହାତୀ

ଚମ୍ପୁଆ, ୧୬।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ଉପାନ୍ତ ଚମ୍ପୁଆ ସେକ୍ସନ ଅଧୀନ ବନାଞ୍ଚଳରେ ମାସେ ହେବ ହାତୀ ଉପଦ୍ରବ ଜାରିିରହିଛି। ସେମାନେ ଦିନରେ ଝାଡଖଣ୍ଡ ବନାଞ୍ଚଳରେ ରହି ରାତିରେ ଓଡିଶା ସୀମାକୁ ଆସି ଆମ୍ବ ବଗିଚା ସମେତ ବିଭିନ୍ନ ଫସଲ ଉଜାଡି…

ବାର ମାଲିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

ଯୋଡ଼ା,୧୬।୬(ଡ଼ି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଥିବା ଏକ ବାରରେ ପଶି ବାର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଲୁଟି ନେବା ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଉଲି ହଟିଂର ପ୍ରଶାନ୍ତ ରାଜ ଓରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?