ଆମ ଜିଲା ଖବର

ରଜ ମହୋତ୍ସବରେ ପ୍ରତିଯୋଗିତା

ବନ୍ତ, ୧୬।୬ (ଡି.ଏନ.ଏ.) – ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବାବାମଣି ମିଶନ କ୍ଲବ ପକ୍ଷରୁ ରଜ ମହୋତ୍ସବ ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଝୋଟି, ପୁଚି, କବାଡ଼ି, ତାସ, ଲୁଡୁ ଓ ମୁରୁଜ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା।…

ଏମ୍‌ସିଏଲ୍‌ ସିଏମ୍‌ଡିଙ୍କ ସୂଚନା: ୫ ବର୍ଷରେ ହେବ ୩ଶହ ମିଲିୟନ ଟନ୍‌ ଉତ୍ପାଦନ

ତାଳଚେର,୧୬ା୬(ନି.ପ୍ର.)- ଆଗାମୀ ୫ ବର୍ଷରେ ଏମ୍‌ସିଏଲ୍‌ ୩ଶହ ମିଲିୟନ ଟନ୍‌ କୋଇଲା ଉତ୍ପାଦନ କରିବ ବୋଲି ସିଏମ୍‌ଡି ଭୋଳାନାଥ ଶୁକ୍ଳା ପ୍ରକାଶ କରିଛନ୍ତି। ଡେରା ସିଏମ୍‌ଡି ବଙ୍ଗଳା ଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସିଏମ୍‌ଡି କହିଥିଲେ ଯେ, ଏହି ସମୟ…

ସାହିତ୍ୟ ପ୍ରତି ରୁଚି ରହୁ

ବଇଣ୍ଡା,୧୬।୬(ଡି.ଏନ.ଏ.)-ଆଧୁନିକ ଯୁଗରେ ପୁରାତନ ସଂସ୍କୃତି ଲୋପ ପାଇବାରେ ଲାଗିଛି। ହେଲେ କେତେକ କବିଙ୍କ ଯୋଗୁ ସାହିତ୍ୟ ବଞ୍ଚି ରହିଛି। ଓଡ଼ିଆ ଭାଷାକୁ ସାରା ଦେଶରେ ପରିଚିତ କରିବା ପାଇଁ କବିମାନେ ବହୁ ପରିଶ୍ରମ କରିଆସୁଛନ୍ତି। ତେଣୁ ସମସ୍ତେ ଏଥିପ୍ରତି ଗୁରୁତ୍ୱ ଦେଇ…

ଐତିହାସିକ ରଞ୍ଜାଗୋଳ ରଜ: ଜମୁଛି ଭିଡ଼, ବଢୁଛି ଉତ୍ସାହ

ସାତମାଇଲ, ୧୬।୬(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ହିନ୍ଦୋଳ ବ୍ଲକ ଅନ୍ତର୍ଗତ ରଞ୍ଜାଗୋଳ ଗ୍ରାମରେ ଆରମ୍ଭ ହୋଇଛି ଐତିହାସିକ ରଜ ମହୋତ୍ସବ ରବିବାର ତୃତୀୟ ଦିନରେ ପହଞ୍ଚତ୍ଛି। ୨୦୦ବର୍ଷ ପୁରୁଣା ଏହି ରଜ ଉତ୍ସବ ଦେଖିବାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଲୋକଙ୍କ ସମଗମ…

ରଜ ମହୋତ୍ସବ ଉଦ୍‌ଯାପିତ

ବରୀ/ରତ୍ନଗିରି,୧୬।୬(ସ୍ବ.ପ୍ର./ଡି.ଏନ୍‌.ଏ.)- ଆଧୁନିକ ଚାକଚକ୍ୟରେ ଐତିହ୍ୟ, ସଂସ୍କୃତି, ପରମ୍ପରା, ସାହିତ୍ୟକଳା, ଲୋକଗୀତ ଓ ଭାଇଚାରା ହଜିଯାଉଛି। ଏସବୁ ଫେରିଲେ ବରୀ ହସିବା ସହ ରାଜ୍ୟ ହସିଉଠିବ ବୋଲି ଗଣପର୍ବ ରଜର ଶେଷ ଦିନରେ ବରୀ ବିଧାୟିକା ସୁନନ୍ଦା ଦାସ ସ୍ବାଇଁଖଣ୍ଡ ପଞ୍ଚାୟତ ଖରି…

ଏଟିଏମ୍‌ ଭାଙ୍ଗି ଟଙ୍କା ଚୋରି ଉଦ୍ୟମ

କୃଷ୍ଣପ୍ରସାଦ,୧୬ା୬(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ବଜ୍ରକୋଟସ୍ଥିତ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ ଭାଙ୍ଗି ଶନିବାର ବିଳମ୍ବିତ ରାତିରେ କେତେଜଣ ଦୁର୍ବୃତ୍ତ ଟଙ୍କା ଚୋରି ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ରବିବାର ସକାଳେ ବ୍ୟାଙ୍କକୁ ଲାଗି ରହିଥିବା ଏଟିଏମ୍‌ଟି ଭାଙ୍ଗି ଯାଇଥିବା ଲୋକେ ଦେଖିଥିଲେ ା…

ବସ୍‌ ଧକ୍କାରେ ଜଣେ ମୃତ:କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ,୧୬।୬(ସ୍ବ.ପ୍ର.):କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ଭତ୍ରାଗୁଡା ଛକଠାରେ ରବିବାର ଏକ ଘରୋଇ ବସ୍‌ ଧକ୍କାରେ ଜଣେ ପଥଚାରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ଭତ୍ରାଗୁଡା ଗ୍ରାମର ହେମରାଜ ପୂଝାରୀ (୪୫) । ଏହାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା…

ଗନ୍ଧମାର୍ଦ୍ଦନକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ପ୍ରସ୍ତାବର ବିରୋଧ

ଖପ୍ରାଖୋଲ, ୧୬ା୬(ଡି.ଏନ.ଏ.):ବଲାଙ୍ଗୀର-ବରଗଡ ସୀମାନ୍ତରେ ଥିବା ଜୈବ ବିବିଧତା ଭରା ଐତିହାସିକ ତଥା ଆଧ୍ୟାମତ୍ିକ ପ୍ରାଣକେନ୍ଦ୍ର ଗନ୍ଧମାର୍ଦ୍ଦନ ପର୍ବତକୁ ବନ୍ୟଜନ୍ତୁ ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯିବ। ବନ୍ୟପ୍ରାଣୀ ମୁଖ୍ୟ ସଂରକ୍ଷକ ଏ ନେଇ ପ୍ରସ୍ତାବ ମାଗିଛନ୍ତି। ଏ ସମ୍ପର୍କରେ ଗଣମାଧ୍ୟମରେ ଖବର…

ସ୍ନାନମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ

ବାରିପଦା ଅଫିସ,୧୬ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦ୍ୱାଦଶ ପ୍ରମୁଖ ଯାତା୍ର ମଧ୍ୟରୁ ସ୍ନାନ ଯାତ୍ରା ହେଉଛି ସ୍ବତନ୍ତ୍ର। ଜ୍ୟୋଷ୍ଠ ପୂର୍ଣ୍ଣିମା ତିଥିରେ ଏହା ପାରମ୍ପାରିକ ରୀତିରେ ପାଳିତ ହୋଇଥାଏ। ଦ୍ୱିତୀୟ ଶ୍ରୀକ୍ଷେତ୍ର ପରିଚୟ ପାଇଥିବା ବାରିପଦା ଜଗନ୍ନାଥ ମନ୍ଦିରର ସ୍ନାନମଣ୍ଡପରେ ସୋମବାର ଦର୍ଶନ…

ମାଓପ୍ରବଣ ଅଞ୍ଚଳରେ ଯୋଗ ଅଭ୍ୟାସ କଲେ ବିଏସ୍‌ଏଫ୍‌ ଯବାନ

ମାଲକାନଗିରି,୧୬।୬: ଓଡ଼ିଶାର ମାଲକାନଗିରି ଜିଲାରେ ଥିବା ମାଓପ୍ରବଣ ଅଞ୍ଚଳରେ ବର୍ଡର ସୁକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଯବାନମାନେ ରବିବାର ଯୋଗ ଅଭ୍ୟାସ କରିଥିବା ଦେଖାଯାଇଛି। ଆସନ୍ତ ୨୧ ତାରିଖରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବା ବେଳେ ଏମାନେ ନିଜକୁ ସୁସ୍ଥ ରଖିବାକୁ ଯୋଗ…

ବିଏସ୍‌ଏଫ୍‌ ଅପରେଶନ : ଧରାପଡ଼ିଲେ କ୍ୟାଡର ମାଓବାଦୀ

ମାଲକାନଗିରି,୧୬ା୬(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ବିଏସ୍‌ଏଫ୍‌ଙ୍କ ଅପରେଶନରେ ଧରାପଡ଼ିଛନ୍ତି କ୍ୟାଡର ମାଓବାଦୀ ଚନ୍ଦ୍ର ସିସା ଓରଫ ଚନ୍ଦନ। ଆନ୍ଧ୍ର-ଓଡ଼ିଶା ଜୋନାଲ ବର୍ଡର କମିଟିର ସେ ସଦସ୍ୟ ଥିଲେ। ତାଙ୍କ ନାଁରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ତେବେ…

ସାରସ୍ବତ ସମ୍ମାନରେ ସମ୍ମାନିତ ହେଲେ କବି ହୁସେନ୍‌ ରବି ଗାନ୍ଧୀ

ଛତ୍ରପୁର,୧୬ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ସଂସ୍କୃତି ଭବନ ପାଠାଗାରରେ ରବିବାର ଓଡ଼ିଶା ସାହିତ୍ୟ ସଂସ୍କୃତି ବିକାଶ ପ୍ରତିଷ୍ଠାନ ପକ୍ଷରୁ କବି ଡ. ହୁସନେ୍‌ ରବି ଗାନ୍ଧୀଙ୍କୁ ବିଶିଷ୍ଟ ସାରସ୍ବତ ସମ୍ମାନ ପ୍ରଦାନ କରାଯାଇଛି। ଏହି ସମାବେଶକୁ ବରିଷ୍ଠ ଶିକ୍ଷାବିତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?