ଆମ ଜିଲା ଖବର

ତିହିଡ଼ିରେ ବିଜେଡିର ରଜ ଭେଟ: ପରାଜୟର ସମୀକ୍ଷା କଲେ ନେତା

ତିହିଡି,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନ ମଣ୍ତଳି ତିହିଡି ବ୍ଲକ ଅଧୀନ ଦୋଳସାହି ପଞ୍ଚାୟତର ବାସନ୍ତି ପଡିଆରେ ରବିବାର ମଧ୍ୟାହ୍ନରେ ବିଜେଡିର ରଜ ଭେଟି ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବ୍ଲକ ଅଧ୍ୟକ୍ଷ କମଳାକାନ୍ତ ଭୋଇଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଭିନ୍ନ…

ହାତୀ ଉପଦ୍ରବ : ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ସଜନାଗଡ଼,୧୬ା୬(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ କୁଲାଡିହା ପାଦଦେଶ ତିନିକୋଶିଆ ସଂରକ୍ଷିତ ଜଙ୍ଗଲକୁ ୨୮ଟି ଝାଡ଼ଖଣ୍ଡୀ ହାତୀ ପଶି ଆସିଛନ୍ତି। ଏହି ହାତୀପଲ ଶନିବାର ବିଳମ୍ବିତ ରାତିରେ ସଜନାଗଡ଼ ପଞ୍ଚାୟତର ତେଣ୍ଡା ଗ୍ରାମ ପାଖ ସାତଘାଟି ଏବଂ ମୁଣ୍ଡଘୂରା…

ଗଛ ଚଢ଼ିବା ସମୟରେ ଗୋଡ଼କୁ ଟାଣି ଧରିଲା ଭାଲୁ

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଜାମଝରୀ ପଞ୍ଚାୟତ କ୍ଷେତାପାଜୁ ଗ୍ରାମ ପାଖ ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଫୁଲବାଣୀ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତରିତ…

ଗୁଳିମାଡ଼ରେ ଜଣେ ଗୁରୁତର

ଫୁଲବାଣୀ ଅଫିସ,୧୬ା୬: କନ୍ଧମାଳ ଜିଲା ଚକାପାଦ ବ୍ଲକ ଟିକାବାଲି ଥାନା ମିଣିଆଖଡ଼ି ଜଙ୍ଗଲରେ ଗୁଳିମାଡ଼ରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ଟିକାବାଲି ଓ ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁଳିକାଣ୍ଡର ପ୍ରକୃତ କାରଣ…

ନିଆରା ଢଙ୍ଗରେ ପାଳନ କରାଯାଏ ରଜ ଉତ୍ସବ

ଆନନ୍ଦପୁର,୧୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଭଣ୍ଡାରିଡିହା ପଞ୍ଚାୟତ ନରସିଂହପୁର ଗ୍ରାମରେ ନିଆରା ଢଙ୍ଗରେ ରଜ ଉତ୍ସବ ପାଳନ କରାଯାଉଛି। ଯାହାକୁ ଢିପାମାଡ଼ ପର୍ବ ବୋଲି କୁହାଯାଇଥାଏ। ଏଥିପାଇଁ ଗ୍ରାମବାସୀ ପହିଲି ରଜରେ ଗ୍ରାମଦେବୀ ମା’ ମଙ୍ଗଳାଙ୍କ ଆଜ୍ଞାମାଳ ନେଇ ଜଙ୍ଗଲରୁ…

ଲୋକ ଲଜ୍ଜା: ଆମ୍ବଗଛରେ ରଶି ଲଗାଇ ବିବାହିତ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ବନ୍ତଳା,୧୬।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପୁରୁଣାକୋଟ ଥାନା କୋଠଭୂଇଁ ପଞ୍ଚାୟତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି। କୁମୁରି ଗ୍ରାମ ମୁଣ୍ଡରେ ଥିବା ଏକ ଆମ୍ବ ଗଛରେ ଦୁଇ ବିବାହିତ ପ୍ରେମୀଯୁଗଳ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ସେମାନେ ହେଲେ…

ହଜ୍‌ ଯାତ୍ରୀଙ୍କୁ ତାଲିମ

ଭଦ୍ରକ ଅଫିସ,୧୬ା୬ : ଭଦ୍ରକ ଜିଲା ପୁରୁଣା ବଜାର ମଲିକ ମଇଦାନଠାରେ ହଜ୍‌ କରିବାକୁ ଯିବାକୁ ଥିବା ଲୋକଙ୍କୁ ତାଲିମ ପ୍ରଦାନ କରାଯାଉଛି l ଭଦ୍ରକ ହଜ୍‌ କମିଟି ପକ୍ଷରୁ ଏହି ତାଲିମ ପ୍ରଦାନ କରlଯାଉଥିବାବେଳେ ଯାତ୍ରା ସମୟରେ କେଉଁ ଦିଗ…

ଅଭିନବ ଉପାୟରେ ଚେନ୍‌ ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ,୧୬ା୬: ସହର ମଧ୍ୟରୁ ଅଭିନବ ଉପାୟରେ ମହିଳାଙ୍କ ବ୍ୟାଗରୁ ସୁନା ଚେନ୍‌ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ରବିବାର ସକାଳେ ଭଦ୍ରକ ସହରର ବନ୍ତ ଛକ ନିକଟରେ ଏହି ଲୁଟ୍‌ ହୋଇଛି। ଆରଡ଼ି ଅଞ୍ଚଳରୁ ଜନୈକା ମହିଳା ପରିବାର ଲୋକଙ୍କ ସହ…

ପିଏମ୍‌ଇଜିପି ଅଗ୍ରଗତି ନୈରାଶ୍ୟଜନକ: ଜିଲାସ୍ତରୀୟ କମିଟିର ନିଷ୍ପତ୍ତି ମାନୁନାହାନ୍ତି ବ୍ୟାଙ୍କ, ନିଯୁକ୍ତି ସୁଯୋଗ ସୃଷ୍ଟି ସଙ୍କୁଚିତ

ଯାଜପୁର ଅଫିସ,୧୬ା୬- ପ୍ରଧାନମନ୍ତ୍ରୀ କର୍ମନିଯୁକ୍ତି ସୃଷ୍ଟି କାର୍ଯ୍ୟକ୍ରମ(ପିଏମ୍‌ଇଜିପି) ଏକ ଗୁରୁତ୍ୱପୂର୍ଣ୍ଣ ଜାତୀୟ ଯୋଜନା। ସ୍ଥାନୀୟ ସମ୍ବଳକୁ ବ୍ୟବହାର କରି ଆମତ୍ନିଯୁକ୍ତି ଓ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏହି ଯୋଜନାର ମୂଳ ଲକ୍ଷ୍ୟ। ବ୍ୟାଙ୍କଗୁଡ଼ିକ ପିଏମ୍‌ଇଜିପି ହିତାଧିକାରୀଙ୍କୁ ଅର୍ଥ ଯୋଗାଣରେ ସହାୟତା…

ଢିଲାମେଲା ପଡ଼ିଛେ କେଁଦୁପତର ଫଡି

ବାମରା,୧୬।୬ (ସ୍ବ.ପ୍ର.): ସମ୍ବଲପୁର ଜିଲା ବାମରା ବ୍ଲକ ଲରିଆପାଲି ପଁଚେତ୍‌ ରେଙ୍ଗାଲବେଡ଼ାର କେଁଦୁପତର ଫଡିରେ କେଁଦୁପତର ଖୁଲାମେଲା ପଡ଼ିଛେ। ପଶ୍ଚିମ ଓଡ଼ିଶାରେ ସବୁଜ ହୀରା ହିସାବେ କେଁଦୁପତର ନଁା କରିଛେ। ହେଲେ ଫଡି ଘରେ ଥିବାର ଲାଖ୍‌ ଲାଖ୍‌ ଟଁକାର କେଁଦୁପତର…

ପଁଚେତ୍‌ରେ ତାଲା ପକାଲେ ଗଁ।ବାସୀ: ପିଇଲା ପାଏନ୍‌ରୁ ବଁଚିତ୍‌ ୬ ହଜାର ଲୋକ୍‌

ସିନାପାଲି, ୧୬।୬ (ଡି.ଏନ.ଏ): ମୁଡ଼ଫଟା ଖରା ତାତିର ଏହେଦେ ପଶ୍ଚିମ ଓଡ଼ିଶା ଜଲୁଛେ କହେଲେ କିଛି କମ୍‌ ନାଇଁହୁଏ। ଲୋକ ଗରମ, ଗୁଲଗୁଲିରେ ଅଥାଥାଲି ହେଇଯାଉଛନ୍‌। ଏନ୍‌ତାଥି ଫେର ଅନେକ ଜାଗାରେ ଲୋକ ପାଏନ୍‌ ସମସିଆରେ ଯୁଝୁଛନ୍‌। ଇଆଡ଼େ ସରକାର କୋଟି…

ଦିନୁଦିନ୍‌କେ ଫିକାପଡୁଛେ ରଜ ମଉଜ

ଭବାନୀପାଟଣା,୧୬।୬(ଡି.ଏନ୍‌.ଏ): ଓଡ଼ିଶାରେ ବାରମାସେ ତେର ପରବ୍‌ ପାଲନ ହେସି। ଏନ୍‌ତା କି ଆମର ପରବ୍‌ ପରବାନୀ ଧରମ୍‌ ଆର ପଉରାନିକ୍‌ କଥାବସ୍ତୁ ଉପରେ ରହିଛେ। ଇ ସବୁ ଲୁକ୍‌କୁ ଖୁସି ଦେବାର ସଂଗେ ଶିକ୍ଷା ବି ଦେସି। ରଜପରବ୍‌ ଏନ୍‌ତା ଗୁଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?