ଆମ ଜିଲା ଖବର

ଭାପୁର ଅଞ୍ଚଳରେ ଝାଡ଼ାବାନ୍ତି :୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ଭାପୁର/ଖଣ୍ଡପଡା,୧୬ା୬(ଡି.ଏନ.ଏ./ସ୍ବ.ପ୍ର.)-ନୟାଗଡ ଜିଲା ଭାପୁର ବ୍ଲକରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି । ଏହି ରୋଗରେ ୧୦ ଗାଁର ପ୍ରାୟ ୨୫ରୁ ଊର୍ଦ୍ଧ୍ୱଲୋକ ଆକ୍ରାନ୍ତ ହୋଇ ଏବେ ଭାପୁର ଡାକ୍ତରଖାନାରେ ଚିକିତ୍ସତ ହେଉଛନ୍ତି । ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଯୋଗୁ…

ପ୍ରସୂତି ମହିଲାକୁଁ ସାହାଯ୍‌ର ହାତ ବଢ଼ାଲେ ସରପଁଚ୍‌

ଲାଠୋର, ୧୬ା୬ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ଗଁାରେ ବାସକରୁଥିବାର ଝନେ ନିସାହା ମହିଲା ଗରଭ୍‌ବେଦନା ହେଲାରୁ ଡାକ୍‌ତରଖାନା ଗଲାବାଟେ ଗାଡ଼ିରେ ଗୁଟେ ଝି’କେ ଜନମ୍‌ ଦେଇଥିଲେ। ଇ ବାବ୍‌ଦେ ଗଲା ଶୁକୁରବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ…

ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଚାଷୀଙ୍କୁ ଠକେଇ ଅଭିଯୋଗ : କମ୍‌ ମୂଲ୍ୟରେ କିଣାଯାଉଛି କ୍ଷୀର

ଛେଣ୍ଡିପଦା, ୧୬।୬(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ କ୍ଷୀର ଚାଷୀ ଠକେଇର ଶିକାର ହେଉଥିବା ଅଭିଯୋଗ ହୋଇଛି। କେନ୍ଦ୍ର କର୍ମଚାରୀ ମାପରେ ଠକେଇ କରିବା ସହ ନିମ୍ନମାନର କ୍ଷୀର କହି ଅଧିକ ରଖି କମ୍‌ ପରିମାଣ ଖାତାରେ…

ରଜରେ ଭୁଟାନ ଲଟେରି ମାୟା

ନାଉଗାଁ,୧୬ା୬(ସ୍ବ.ପ୍ର.): ଓଡ଼ିଶାର ପାରମ୍ପରିକ ଗଣପର୍ବ ରଜରେ ସମସ୍ତେ ଦୋଳି ଖେଳଠାରୁ ଆରମ୍ଭ କରି ପୁଚି, କବାଡି, ଲୁଡୁ ଆଦି ବିଭିନ୍ନ ପ୍ରକାର ଖେଳକୁଦର ମଜା ନେଉଛନ୍ତି। କିନ୍ତୁ ନାଉଗାଁ ବ୍ଲକ ଡେରିକି ପଞ୍ଚାୟତର ଗଙ୍ଗଦାହାଟରେ ରଜ ଅବସରରେ ଖୋଲାଖୋଲି ଭାବେ ଚାଲିଛି…

ଧୁଡୁକି ଦେଉଛି ପେଟକୁ ଦାନା

କାମାକ୍ଷାନଗର, ୧୬।୬(ଡି.ଏନ୍‌.ଏ.) – ଭଜନ ହେଉକି ଆଧୁନିକ ଗୀତ, ବେଶ୍‌ ମାନେ ତାଙ୍କ କଣ୍ଠକୁ। ଆଉ ସେଥିରେ ଯେବେ ମିଶିଯାଏ ଧୁଡୁକିର ମନଛୁଅଁା ରାଗ, ମତୁଆଲା ହୋଇଉଠେ ପରିବେଶ। ବାଟରେ ଯାଉଥିବା ଦେଖଣାହାରୀ ବି ଘଡ଼ିଏ ଅଟକି ଯାଆନ୍ତି ତାଙ୍କ ସୁମଧୁର…

ମୌସୁମୀ ପହଞ୍ଚିଲେ ଜୋର୍‌ ଧରିବ ଚାଷ କାର୍ଯ୍ୟ : ନିଅଣ୍ଟ ବିହନକୁ ନେଇ ଚିନ୍ତାରେ ଚାଷୀ

ଅନୁଗୋଳ ଅଫିସ, ୧୬।୬ – ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକୂଳ ପରେ ଚାଷ କାର୍ଯ୍ୟ ଆରମ୍ଭ କରିଦେଇଛନ୍ତି ଚାଷୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ କ୍ଷେତରୁ ଭଲ ଫସଲ ଅମଳ କରିବାକୁ ସେମାନେ ଆଶା ବାନ୍ଧିଛନ୍ତି। ଗତବର୍ଷ ଅନିୟମିତ ବର୍ଷା ଯୋଗୁ ଚାଷରେ…

ଗୋରଖନାଥ ପୀଠରେ ୫୦ ହଜାର ଶ୍ରଦ୍ଧାଳୁଙ୍କ ସମାଗମ

ରଘୁନାଥପୁର,୧୬।୬(ଡି.ଏନ.ଏ.): ରଜ ସଂକ୍ରାନ୍ତିରେ ଉପକୂଳ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳିରୁ ଲୋକଙ୍କୁ ସାମାନ୍ୟ ନିସ୍ତାର ମିଳିଛି। ତେଣୁ ଶୁକ୍ରବାର ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରଖନାଥଙ୍କ ପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଦର୍ଶନାର୍ଥୀଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି।…

ବିଏମ୍‌ସିର ପ୍ରସ୍ତାବିତ ଡିଡିଏନ୍‌ ପ୍ରକଳ୍ପ ବନ୍ଦ : କାର୍ଯ୍ୟକାରୀ ନ ହେଉଣୁ ମିଳିଛି ସ୍କଚ୍‌ ପୁରସ୍କାର

ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ର ପ୍ରସ୍ତାବିତ ଡିଜିଟାଲ ଡୋର ନମ୍ବରିଂ (ଡିଡିଏନ୍‌) ଯୋଜନା ବନ୍ଦ ହୋଇଯାଇଛି । ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବା ପୂର୍ବରୁ ନୂଆଦିଲ୍ଲୀର ଏକ ସଂସ୍ଥା ଦ୍ୱାରା ପୁରସ୍କୃତ ହୋଇଛି ମହାନଗର ନିଗମ । ୨୦୧୮ ଜାନୁୟାରୀରେ…

ଭିନ୍ନ ଏକ ରଜ ଉତ୍ସବ

ବ୍ରହ୍ମପୁର ଅଫିସ୍‌,୧୬ା୬-ସେମାନେ ଦେଖି ପାରନ୍ତି ନାହିଁ । ନିଜ ଗୋଡ଼ରେ ଚାଲିପାରନ୍ତି ନାହିଁ । ସେମାନେ ଦୃଷ୍ଟିବାଧିତ, ଭିନ୍ନକ୍ଷମ। କିନ୍ତୁ ସାଧାରଣ ଯୁବତୀ ଯୁବକଙ୍କ ଭଳି ପ୍ରତ୍ୟେକ ପର୍ବକୁ ଧୁମ୍‌ଧାମ୍‌ରେ ପାଳିବାକୁ ଇଚ୍ଛା । ରଜରେ ମଉଜ କରିବାକୁ ମନ ।…

ଗଞ୍ଜାମ ଜିଲା: ଟ୍ରାଫିକ ନିୟମ ଉଲ୍ଲଂଘନ, ମେ ସୁଦ୍ଧା ୯୦୫ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ

ଛତ୍ରପୁର,୧୬ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ ବିଭିନ୍ନ ଥାନା ପକ୍ଷରୁ ଗାଡିମୋଟର ଯାଞ୍ଚ କରାଯାଉଛି ା ଟ୍ରାଫିକ ନିୟମ ଉଲ୍ଲଂଘନ କରୁଥିବା…

ଝାମ୍ପି ନେଲେ ଛାତ୍ରୀଙ୍କ ମୋବାଇଲ ଫୋନ

ବ୍ରହ୍ମପୁର ଅଫିସ,୧୬ା୬-ବ୍ରହ୍ମପୁର ରେଳଷ୍ଟେଶନ ନିକଟ ରେଳବାଇ କଲୋନୀ ଦେଇ ଜଣେ ଛାତ୍ରୀ ଶନିବାର ଅନନ୍ତ ନଗରରେ ଥିବା ତାଙ୍କ ମେସକୁ ଯାଉଥିବା ବେଳେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ମୋବାଇଲ ଫୋନ ଝାମ୍ପି ନେଇଯାଇଛନ୍ତି। ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ…

ମେଡିକାଲ ଛାତ୍ର ଆନ୍ଦୋଳନକୁ ଏଆଇଡିଏସ୍‌ଓ ଗଞ୍ଜାମ ଶାଖାର ସମର୍ଥନ

ବ୍ରହ୍ମପୁର ଅଫିସ,୧୬ା୬-କଲିକତାର ଏକ ମେଡିକାଲ କଲେଜ ଓ ହସ୍ପିଟାଲରେ ୨ଜଣ ଡ଼ାକ୍ତରଙ୍କୁ ଆକ୍ରମଣ ପ୍ରତିବାଦରେ ଦେଶବ୍ୟାପି ଚାଲିଥିବା ଡ଼ାକ୍ତରୀ ଛାତ୍ର ଆନ୍ଦୋଳନକୁ ଏଆଇଡିଏସ୍‌ଓ (ଅଲ ଇଣ୍ଡିଆ ଡେମୋକ୍ରାଟିକ୍‌ ଷ୍ଟୁଡେଣ୍ଟସ୍‌ ଅର୍ଗାନାଇଜେଶନ) ପୂର୍ଣ୍ଣ ସମର୍ଥନ ଜଣାଇଛି। ଏମ୍‌କେସିଜି ମେଡିକାଲ କଲେଜ କ୍ୟାମ୍ପସରେ ଡ଼ାକ୍ତରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?