ଆମ ଜିଲା ଖବର

ମଦ ନିଶା ଜୀବନ ନେଲା: କଟୁରୀରେ ହାଣି ପୁତୁରାକୁ ହତ୍ୟା, କକା ଗିରଫ

କେନ୍ଦୁଝର,୨୨।୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ ବିବାଦକୁ କେନ୍ଦ୍ର କରି ଜଣେ ବ୍ୟକ୍ତି ତାଙ୍କ ପୁତୁରାଙ୍କୁ କଟୁରୀରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ପାଉ ଦେହୁରୀ । ରବିବାର ସାରେ…

କମିବାରେ ଲାଗିଛି ମହାନଦୀ ଜଳସ୍ତର : ଖଣ୍ଡପଡା ନିର୍ବାଚନମଣ୍ଡଳୀର ୬ ପଞ୍ଚାୟତ ପ୍ରଭାବିତ

କଣ୍ଟିଲୋ,୨୨ା୭ (ସ୍ବ.ପ୍ର.): ସମ୍ପ୍ରତି ଛତିଶଗଡ ସରକାର ମହାନଦୀ ଉପରମୁଣ୍ଡରେ ଛୋଟବଡ ୫୦ରୁ ଊର୍ଦ୍ଧ୍ୱ ପ୍ରକଳ୍ପ (ବ୍ୟାରେଜ) ନିର୍ମାଣ କରିବା ଫଳରେ ଏହାର ପ୍ରଭାବ ମହାନଦୀ ଉପରେ ପଡିଛି। ନୟାଗଡ଼ ଜିଲା ଖଣ୍ଡପଡା ନିର୍ବାଚନମଣ୍ଡଳୀର ମହାନଦୀ ଉପକୂଳରେ ଥିବା ୬ଟି ପଞ୍ଚାୟତ ଏହାଦ୍ୱାରା…

ବଜ୍ରକୋଟ ଇନ୍ଦିରାଆବାସ ଚଞ୍ଚକତା ଘଟଣା : ଗରିବଙ୍କୁ ପକ୍କାଘର ଯୋଜନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ରଣପୁର,୨୨ା୭(ସ୍ବ.ପ୍ର.) : ନୟାଗଡ଼ ଜିଲା ରଣପୁର ବ୍ଲକ ବଜ୍ରକୋଟ ପଞ୍ଚାୟତସ୍ଥ ଭେରୁପଡ଼ା ଗ୍ରାମରେ ଇନ୍ଦିରାଆବାସ ଯୋଜନାରେ ଚଞ୍ଚକତା ଘଟଣାର ଗୁମର ଧୀରେ ଧୀରେ ଖୋଲୁଛି। ଏଥିରେ ହୋଇଥିବା ଦୁର୍ନୀତିକୁ ବ୍ଲକ ପ୍ରଶାସନ ପକ୍ଷରୁ ଚପାଇ ଦେବା ସହିତ ଦୁର୍ନୀତିଗ୍ରସ୍ତଙ୍କୁ ଅଧିକ ଦୁର୍ନୀତି…

ଅଧାପନ୍ତରିଆ ଅବସ୍ଥାରେ ୧୮ ପ୍ରକଳ୍ପ

ବନ୍ତ, ୨୨।୭ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକରେ ଦିଗହରା ହୋଇପଡ଼ିଛି ଗ୍ରାମ୍ୟ ଜଳ ଯୋଗାଣ ଯୋଜନା। ସରକାରଙ୍କ ଏହି ଯୋଜନାରେ ପ୍ରତ୍ୟେକ ପରିବାରକୁ ସ୍ବଚ୍ଛ ପାନୀୟଜଳ ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଥିବା ବେଳେ ଯୋଜନା କିନ୍ତୁ ଫେଲ୍‌ ମାରିଥିବା…

ପାଠପଢ଼ା ସାଙ୍ଗକୁ ଖେଳରେ ବି ଧୁରନ୍ଧର

ସିମୁଳିଆ, ୨୨ା୭(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସିମୁଳିଆ ମହାବିଦ୍ୟାଳୟର ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀ ବବିତା ମହାପାତ୍ର(୧୬)। ବିଭିନ୍ନ କ୍ରୀଡ଼ା ସହିତ ପାଠପଢ଼ାରେ ବେଶ୍‌ ଧୁରନ୍ଧର। ଜଣେ ଅଲ୍‌ରାଉଣ୍ଡର ଭାବେ ସେ କଲେଜରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଗୋଟିଏ…

ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ

ବିରିଡ଼ି,୨୨।୭(ଡି.ଏନ.ଏ): ରାଜ୍ୟ ସରକାରଙ୍କ ମଦ ପ୍ରସାର ନୀତିକୁ ବିରୋଧ କରି ସଚେତନତା ଅଭିଯାନ ଆରମ୍ଭ କରିଛି ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନର ଯୁବ ଶାଖା ମଦମୁକ୍ତି ବାହିନୀ। ରବିବାର ମଦମୁକ୍ତି ବାହିନୀର କର୍ମକର୍ତ୍ତାମାନେ ବିରିଡ଼ି ବ୍ଲକ ୨୨ ମୌଜାର ବାଗଲପୁରଠାରେ…

ବ୍ୟବହାର ନ କରି ଫିଙ୍ଗାଯାଉଛି ବିପୁଳ ଔଷଧ

ଏରସମା,୨୨ା୭(ସ୍ବ.ପ୍ର.): ଏରସମା ବ୍ଲକ ସଦରମହକୁମାସ୍ଥିତ ପ୍ରାଣୀ ଚିକିତ୍ସାଳୟ ପାଚେରି ବାହାରେ ପଡିଛି ବିପୁଳ ପରିମାଣର ଏକ୍ସପାଏରୀ ଔଷଧ। ପ୍ରାଣୀଙ୍କ ଚିକିତ୍ସା ନିମନ୍ତେ ଆବଶ୍ୟକ ବେଳେ ଔଷଧ ଦିଆଯା ନ ଯାଇ ଏସବୁ ନଷ୍ଟ ହୋଇଯିବା ପରେ ବାହାରେ ଫିଙ୍ଗିଦିଆଯାଉଥିବା ଅଭିଯୋଗ ହୋଇଛି।…

‘ସ୍ବଚ୍ଛତା ହଁି ସେବା’ କାର୍ଯ୍ୟକ୍ରମ: ଝାଡୁ ଧରି ସଫେଇ କଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ସଜନାଗଡ଼,୨୧।୭(ଡି.ଏନ.ଏ.)- ବାଲେଶ୍ୱର ଜିଲାର ପ୍ରସିଦ୍ଧ ଶୈବପୀଠ ନୀଳଗିରି ବାବା ପଞ୍ଚଲିଙ୍ଗେଶ୍ୱର ପୀଠରେ ରବିବାର ‘ସ୍ବଚ୍ଛତା ହଁି ସେବା’ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ…

ରୂପ୍‌ସା ଜଙ୍କଶନରେ ଫୁଟ୍‌ ଓଭରବ୍ରିଜ ନିର୍ମାଣ ତ୍ୱରାନ୍ବିତ:ଅନୁଧ୍ୟାନ କଲେ ଡିଆରଏମ୍‌

ରୂପ୍‌ସା, ୨୧।୭(ଡି.ଏନ.ଏ.)-ଦକ୍ଷିଣପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ରୂପ୍‌ସା ରେଳ ଜଙ୍କଶନ ଓ ଷ୍ଟେଶନରେ ଚାଲିଥିବା ଫୁଟ ଓଭରବ୍ରିଜ ସମ୍ପ୍ରସାରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଯାତ୍ରୀଙ୍କ ନିରାପତ୍ତା ଓ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ୧ନଂ. ପ୍ଲାଟଫର୍ମକୁ…

ଭଦ୍ରକ-ଧାମରା କୃଷକ ମଞ୍ଚର ଦାବି:ଜମିହରା ପରିବାରର ଜଣଙ୍କୁ ଦିଆଯାଉ ନିଯୁକ୍ତି

ତିହିଡ଼ି, ୨୧।୭ (ଡି.ଏନ.ଏ.) – ଭଦ୍ରକ-ଧାମରା କୃଷକ ମଞ୍ଚ ପକ୍ଷରୁ ଧାମରା ପୋର୍ଟ କମ୍ପାନୀ ଲିମିଟେଡ୍‌(ଡିପିସିଏଲ) ନିକଟରେ ବିଭିନ୍ନ ସମୟରେ କେତେକ ଦାବି ଉପସ୍ଥାପନ କରାଯାଇଥିଲେ ମଧ୍ୟ ତାହା ଏଯାବତ୍‌ ପୂରଣ ହୋଇ ନ ଥିବା ଅଭିଯୋଗ ହୋଇଛି। ଏହାକୁ ନେଇ…

ହେଲ୍‌ମେଟ୍‌, ନିରାପତ୍ତା ବେଲଟ୍‌ ଯାଞ୍ଚ:ଲୋକଙ୍କୁ ଫାଇନ୍‌: ପୋଲିସ କର୍ମଚାରୀଙ୍କୁ ଛାଡ଼

କୁତ୍ରା, ୨୧।୭ (ଡି.ଏନ.ଏ)-କୁତ୍ରା ଥାନା ସମ୍ମୁଖରେ ପୋଲିସ ପକ୍ଷରୁ ଦୁଇ ଚକିଆ ଯାନ ପାଇଁ ହେଲ୍‌ମେଟ୍‌ ଓ ଚାରିଚକିଆ ଯାନ ପାଇଁ ନିରାପତ୍ତା ବେଲଟ୍‌ ଯାଞ୍ଚ କରାଯାଉଥିଲା। ଯାଞ୍ଚବେଳେ ସାଧାରଣ ଜନତାଙ୍କଠାରୁ ଫାଇନ ଆଦାୟ କରାଯାଉଥିବାବେଳେ ପୋଲିସ କର୍ମଚାରୀ ଓ କୁତ୍ରା…

ମଦ ସହ ବାଇକ ଜବତ କରି ପୋଲିସ ଜିମାଦେଲେ ଏସ୍‌ଏଚ୍‌ଜି ମହିଳା

ଦେଓଗାଁ,୨୧ା୭(ଡି.ଏନ.ଏ.)ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ କେନ୍ଦୁଘାଟ ଗ୍ରାମର ମହିଳା ଗୋଷ୍ଠୀର ସଦସ୍ୟାମାନେ ରବିବାର ଜଣେ ବେପାରୀଙ୍କଠାରୁ ମଦ ଓ ବାଇକ ଜବତ କରି ପୋଲିସ ଜିମା ଦେଇଛନ୍ତି। ଗ୍ରାମରେ ପ୍ରତିଦିନ ଦେଶୀରନ୍ଧା ମଦ ବିକ୍ରୀ କରୁଥିବାରୁ ଅସାମାଜିକ ବ୍ୟକ୍ତିଙ୍କ ପ୍ରାର୍ଦୁଭାବ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?