ଆମ ଜିଲା ଖବର

ସୁନ୍ଦରପୁର ରଜ ମହୋତ୍ସବ ଉଦ୍‌ଘାଟିତ: ସଭା ସାଙ୍ଗକୁ ରଜ କୁଇନ ପ୍ରତିଯୋଗିତା

ଖଇରା, ୧୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସୁନ୍ଦରପୁର ହାଇସ୍କୁଲ ପଡିଆରେ ବ୍ଲକସ୍ତରୀୟ ରଜ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସକାଳେ କମିଟି ସଭାପତି ଅଧ୍ୟାପକ ସୁରେନ୍ଦ୍ର ପ୍ରସାଦ ରାଉତ ପତାକା ଉତ୍ତୋଳନ କରି ଏହାକୁ ଉଦ୍‌ଘାଟନ କରିଥିଲେ। ଆୟୋଜିତ ସଭାରେ…

ମଦମୃତ୍ୟୁ ଘଟଣାର ତଦନ୍ତରେ ଶିଥିଳତା: ୧୯ରେ ଥାନା ଘେରିବ ଭାଜପା

ତିହିଡ଼ି, ୧୪।୬ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପୀରହାଟ ଅଞ୍ଚଳରେ ମଦମୃତ୍ୟୁ ଭଳି ଏକ ସ୍ପର୍ଶକାତର ଘଟଣାର ତଦନ୍ତରେ ଶିଥିଳତା ଦେଖାଦେଇଛି। ଏହାକୁ ନେଇ ଭାଜପା ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହାର ପ୍ରତିବାଦରେ ଆସନ୍ତା…

ମୃତ କୁଟୁରା ଜବତ, ଜଣେ ଗିରଫ

କାମାକ୍ଷାନଗର, ୧୪।୬(ଡି.ଏନ୍‌.ଏ.)-କୁଟୁରା ଶିକାର ଅଭିଯୋଗରେ ଗିରଫ ହୋଇଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ମରୁଆବିଲି ପଞ୍ଚାୟତ ଅନ୍ତର୍ଗତ କମ୍ପୁଲେଇ ଗ୍ରାମର ରଥିଆ ମୁଣ୍ଡା (୪୦)। ତାଙ୍କ ନିକଟରୁ ୩୦ କେଜି ଓଜନର ମୃତ କୁଟୁରା ଏବଂ ଶିକାରରେ ବ୍ୟବହୃତ ତୀର…

ଲୋକକଳା ଦିବସ ପାଳିତ: ‘ସଂରକ୍ଷଣ ହେବ ପାରମ୍ପରିକ କଳା’

ଢେଙ୍କାନାଳ ଅଫିସ, ୧୪।୬-ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ପ୍ରଥମ ଥର ଆୟୋଜନ କରାଯାଇଥିବା ଲୋକକଳା ଦିବସ ନୂତନ ଅଧ୍ୟାୟ ସୃଷ୍ଟି କରିଛି। କଳାକାରଙ୍କ ଆର୍ଥତ୍କ, ସାମାଜିକ ଏବଂ କଳା ନୈପୁଣ୍ୟତାର ବିକାଶ ପାଇଁ ଆଗାମୀ…

କାର୍‌ରେ ମଦ ଚାଲାଣ, ୨ ଗିରଫ

କାମାକ୍ଷାନଗର, ୧୪।୬(ଡି.ଏନ୍‌.ଏ.)-କାର୍‌ରେ ମଦ ଚାଲାଣ କରୁଥିବାବେଳେ କାମାକ୍ଷାନଗର ପୋଲିସ ହାତରେ ଧରାପଡ଼ିଛନ୍ତି ୨ ଅଭିଯୁକ୍ତ। ସେମାନେ ହେଲେ ମାର୍ଥାପୁର ଗ୍ରାମର ଅନିଲ ମିଶ୍ର ଏବଂ ଡ୍ରାଇଭର ବିରଜା ପ୍ରସାଦ ନନ୍ଦ। ଗାଡ଼ିରୁ ୨୨୮ ବୋତଲ ବିଅର, ୪୮ ବୋତଲ ଦାମୀ ବ୍ରାଣ୍ଡର…

ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗିଦେଲେ ସ୍ବାମୀ: ଡାଳ ଭିଙ୍ଗିଯିବାରୁ ବଞ୍ଚିଗଲେ ସ୍ତ୍ରୀ

ଆନନ୍ଦପୁର,୧୪।୬(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ନଦୁଆଁ ଗ୍ରାମରେ ରଜ ଉତ୍ସବ ଚାଲିଥିବା ବେଳେ ଏକ ଅଘଟଣ ଘଟିଛି। ସ୍ତ୍ରୀଙ୍କୁ ମାଡ଼ମାରି ଗଛରେ ଟାଙ୍ଗି ଦେଇଥିଲେ ସ୍ବାମୀ। ତେବେ ଗଛ ଡାଳ ଭାଙ୍ଗିଯିବାରୁ ସ୍ତ୍ରୀ ବଞ୍ଚିଯାଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର…

ଅବୈଧ ଟିକଟ କାରବାର କରୁଥିବା ନକଲି ରେଳ ଅଧିକାରୀ ଗିରଫ

ବଲାଙ୍ଗୀର ଅଫିସ,୧୪।୬: ବଲାଙ୍ଗୀର ରେଳ ସୁରକ୍ଷା ବଳ ଥାନା ପୋଲିସ ପକ୍ଷରୁ ଶୁକ୍ରବାର ଜଣେ ନକଲି ରେଳ ଅଧିକାରୀଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ଜଣକ ହେଲେ ଲୋଇସିଂହା ଥାନା ଅନ୍ତର୍ଗତ ବାଦୀବାହାଲ ଗ୍ରାମର ହୃଷୀକେଶ ଦାଶ । ହୃଷୀକେଶ ନିଜକୁ ରେଳ…

ଶିକ୍ଷାନିକେତନ ବିଦ୍ୟାଳୟରେ ରକ୍ତଦାନ ଶିବିର: ୨୭ ୟୁନିଟ୍‌ ରକ୍ତ ସଂଗ୍ରହ

ବାଲିଗୁଡା,୧୪।୬: କନ୍ଧମାଳ ଜିଲା ଶିକ୍ଷାନିକେତନ ତରଫରୁ ଏକ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ା ଅତିଥିଭାବେ ବନଖଣ୍ଡ ଅଧିକାରୀ ବିଶ୍ୱନାଥମ ନୀଳାଧରମ, ଡାକ୍ତର କେଦାର ପାଢ଼ୀ ଯୋଗ ଦେଇଥିବା ବେଳେ…

ଖାଉଟି ଅଦାଲତ ଅବମାନନା ମାମଲାରେ ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟ ଗିରଫ

ବଲାଙ୍ଗୀର ଅଫିସ,୧୪।୬: ବଲାଙ୍ଗୀର ଟାଉନଥାନା ପୋଲିସ ପକ୍ଷରୁ ଶୁକ୍ରବାର ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଗିରଫ କରାଯାଇଛି। ଏକ ଖାଉଟି ଅଦାଲତ ଅବମାନନା ମାମଲାକୁ ନେଇ ତାଙ୍କ ନାଁରେ ଓ୍ବାରେଣ୍ଟ ଜାରି କରାଯାଇଥିଲା । ଏହି ଓ୍ବାରେଣ୍ଟକୁ ଭିତ୍ତିକରି ତାଙ୍କୁ ଗିରଫ କରାଯାଇଥିବା…

ବଗଲା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ଟ୍ରାନ୍ସଫର୍ମର

ବାରିପଦା ଅଫିସ,୧୪।୬: ବାଲେଶ୍ୱର ଜିଲା ବାରିପଦା ସହରର ବଗଲା ମାର୍କେଟ ତଥା ଜିଲା ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରରେ ଶୁକ୍ରବାର ହଠାତ ନିଆଁ ଲାଗି ଯାଇଛି। ଫଳରେ ଏହା କଡରେ ଥିବା ଉଠା ଦୋକାନୀମାନେ ଭୟଭୀତ ହୋଇ ଦୋକାନ ଛାଡି…

୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ : ଦାବି ପୂରଣ ନ ହେଲେ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ

କେନ୍ଦୁଝର,୧୪।୬(ସ୍ବ.ପ୍ର.): ୫ ଦଫା ଦାବିରେ ନିଖିଳ ଓଡ଼ିଶା କେନ୍ଦ୍ର ସମବାୟ ବ୍ୟାଙ୍କ କର୍ମଚାରୀ ମହାସଂଘ ଆହ୍ବାନରେ ଶୁକ୍ରବାର କେନ୍ଦୁଝର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ହୋଇଛି। ଏହା ଅଧୀନରେ ଥିବା ଜିଲାର ୧୫ ଶାଖାରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ କଳାବ୍ୟାଜ…

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ ମୃତଦେହକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରଖି କ୍ଷତିପୂରଣ ଦାବି କରାଯାଇଛି। ସୂଚନା ମୁତାବକ ଖୁଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?