ଆମ ଜିଲା ଖବର

ନିର୍ମାଣ କାର୍ଯ୍ୟରେ ଅନିୟମିତତା : ଜିଲାପାଳଙ୍କଠାରେ ଗ୍ରାମବାସୀ ଫେରାଦ

ବାରିପଦା ଅଫିସ,୧୩ା୬ : ମୟୂରଭଞ୍ଜ ଜିଲା ବିଜାତଳା ବ୍ଲକ ଅନ୍ତର୍ଗତ ବଣକାଟୀ ପଞ୍ଚାୟତ ବରଜିଆଣି ଗ୍ରାମରେ ଏକ କାର୍ଯ୍ୟରେ ଅନିୟମିତା ହୋଇଥିବା ନେଇ ଗୁରୁବାର ଗ୍ରାମବାସୀ ଜିଲାପାଳଙ୍କ ଠାରେ ଫେରାଦ ହୋଇଛନ୍ତି। ଏନେଇ ପୂର୍ବରୁ ସେମାନେ ସ୍ଥାନୀୟ ବିଡିଓଙ୍କ ମଧ୍ୟ ଦୃଷ୍ଟି…

ଦୋକାନରେ କାମ କରୁଛନ୍ତି ଶିଶୁଶ୍ରମିକ, ପ୍ରଶାସନିକ ଅଧିକାରୀଙ୍କ ଅଣଦେଖା

ଆନନ୍ଦପୁର,୧୩ା୬(ସ୍ବ.ପ୍ର.): ଆନନ୍ଦପୁର ଫକୀରମୋହନ ବଜାରରେ ଜଣେ ଶିଶୁଶ୍ରମିକ ପାଣି ବୋହୁଥିବାର ଦେଖିବାକୁ ମିଳିଛି। ଉକ୍ତ ନାବାଳକ ଜଣକ ନିୟମିତ ଭାବେ ପାଣି ବୋହିବା କାର୍ଯ୍ୟଠାରୁ ଆରମ୍ଭ କରି ଦୋକାନରେ ପ୍ଲେଟ୍‌ ଧୋଇବା ଓ ଅନ୍ୟାନ୍ୟ କାର୍ଯ୍ୟ ମଧ୍ୟ କରୁଥିବା ଦେଖାଯାଇଛି। ଗୋଟିଏ…

ଆରମ୍ଭ ହେଲା ରଜ ଉତ୍ସବ

ଆନନ୍ଦପୁର,୧୩ା୬(ସ୍ବ.ପ୍ର): ଘଷିପୁରା ଆଦର୍ଶ ସେବାସଂଘ ଆନୁକୂଲ୍ୟରେ ଆୟୋଜିତ ରଜ ଉତ୍ସବ ଗ୍ୟାରେଜ ଛକ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ସଂଘର ସଭାପତି ଯଜ୍ଞ ପ୍ରସାଦ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଘଷିପୁରାର ବରିଷ୍ଠ ନାଗରିକ କାମପାଳ ମହାରଣା, ମାଗୁଣି ଚରଣ ବେହେରା, ନନ୍ଦକିଶୋର…

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ ପାଇଁ ପରାମର୍ଶ ଦେଲେ ପିଡି

ଦାରିଙ୍ଗବାଡ଼ି,୧୩ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ଏବଂ କନ୍ଧମାଳ ଡିଆରଡିଏର ପ୍ରକଳ୍ପ ପ୍ରଶାସକ ବିଶ୍ୱନାଥ ବାରିକ ସମୀକ୍ଷା କରିଛନ୍ତି। ଉଭୟ ଦାରିଙ୍ଗବାଡ଼ିରେ ପହଞ୍ଚି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ…

ମୁନିଗୁଡ଼ା ରେଳ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନ ଯୋଗୁ ହଜିଥିବା ଜିନିଷ ଫେରିପାଇଲେ କରନ୍‌

ମୁନିଗୁଡ଼ା,୧୩।୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲାର ପୂର୍ବତଟ ରେଳପଥ ସମ୍ବଲପୁର ଡିଭିଜନ ଅନ୍ତର୍ଗତ ମୁନିଗୁଡ଼ା ରେଳ ସୁରକ୍ଷା ବଳ କର୍ମଚାରୀଙ୍କ ଉନ୍ନତ ସେବା ଲାଗି ଜନୈକ ଯାତ୍ରୀ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି। ସୂଚନାନୁଯାୟୀ, ବିହାରର ମୁଙ୍ଗେର ଜିଲା ଅନ୍ତର୍ଗତ କାଥାନା ଗ୍ରାମର କରନ୍‌…

ହତ୍ୟା ଉଦ୍ୟମ ମାମଲା : ଜେଲ ଗଲେ ଅଭିଯୁକ୍ତ, ରକ୍ତଭିଜା ଛୁରି ଜବତ

ଦିଗପହଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅନ୍ତର୍ଗତ ଦିଗପହଣ୍ଡି ପୋଲିସ ଦକ୍ଷିଣପୁର ଗ୍ରାମର ପି.ଜାଗିଲି ରେଡ୍ଡୀଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ପୂର୍ବ ଶତୃତାକୁ କେନ୍ଦ୍ର କରି ପି.ଜାଗିଲି ତାଙ୍କ ଗ୍ରାମର…

କୃଷି ନିର୍ଦ୍ଧାରଣ ବୈଠକରେ ଧାନଚାଷ ଓ ବିକ୍ରି ପ୍ରସଙ୍ଗ ପ୍ରତି ଗୁରୁତ୍ୱ

ବରଗଡ଼ ଅଫିସ,୧୩ା୬ : ବରଗଡ଼ ଜିଲାପାଳ ଅଫିସ ସମ୍ମିଳନୀ କକ୍ଷରେ ଗୁରୁବାର ଜିଲା କୃଷି ନିିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଇନ୍ଦ୍ରମଣି ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆସନ୍ତା ଖରିଫ ଚାଷ ଉପରେ ଆଲୋଚନା ହୋଇଥିଲା। ବୈଠକରେ…

ଓଡ଼ିଆ ପାଇଲଟ୍‌ ମୃତ

କବିସୂର୍ଯ୍ୟନଗର/ଭୁବନେଶ୍ୱର,୧୩।୬(ବ୍ୟୁରୋ): ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ସମସ୍ତ ଯାତ୍ରୀ ମୃତ। ଗୁରୁବାର ବିଧିବଦ୍ଧ ଭାବେ ଆଇଏଏଫ୍‌ ପକ୍ଷରୁ ଏହି ଘୋଷଣା କରାଯାଇଛି। ବିମାନର ଚାଳକ ଦଳରେ ଓଡ଼ିଆ ପାଇଲଟ୍‌ ସୁନୀତ୍‌ ମହାନ୍ତି ଥିଲେ। ଆଇଏଏଫ୍‌ର ଏହି ଘୋଷଣା ପରେ…

ଢାବା ଉପରେ ବୋମାମାଡ଼ କରି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୧୩ା୬: ନୟାଗଡ଼ ଜିଲା ଶରଣକୁଳ ଥାନା ଗୋଡ଼ିପଡ଼ାର ଏକ ଢାବା ଉପରେ ବୁଧବାର ରାତିରେ ବୋମାମାଡ଼ ହୋଇଛି। ଏଥିରେ ଢାବାମାଲିକଙ୍କର ବୁଲେଟ୍‌ ଏବଂ କାର୍‌ଟି ନଷ୍ଟ ହୋଇଯାଇଛି। ଘଟଣାରୁ ପ୍ରକାଶ ଯେ, ବୁଧବାର ବିଳମ୍ବିତ ରାତିରେ ୭/୮ ଜଣ ଦୁର୍ବୃତ୍ତ…

ଆଇଓସିଏଲ୍‌ ପାଇପ୍‌ କାଟି ତେଲ ଚୋରି

ବାସୁଦେବପୁର,୧୩ା୬(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ଶୁଙ୍ଗୁଡ଼ା ଗ୍ରାମ ଦେଇ ବିଲ ମଧ୍ୟରେ ଯାଇଥିବା ଆଇଓସିଏଲ୍‌ର ପାଇପ୍‌ କାଟି ବୁଧବାର ରାତିରେ କେହି ତେଲ ଚୋରି କରି ନେଇଥିବା ଦେଖିବାକୁ ମିଳିଛି। ଗୁରୁବାର ପୂର୍ବାହ୍ନରେ ଏହା ଜଣାପଡ଼ିବା ପରେ…

ପାନୀୟ ଜଳ, ବିଜୁଳି, ଡ୍ରେନେଜ ଉପରେ ପଞ୍ଚାୟତ ସମିତିର ଗୁରୁତ୍ୱ

ସଜନାଗଡ଼,୧୩ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ସାଧାରଣ ନିର୍ବାଚନ ପରେ ପ୍ରଥମଥର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଜାନକୀ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନୀଳଗିରି ବିଧାୟକ ଇଂ ସୁକାନ୍ତ…

ତଳମୂଳରେ ହାତୀପଲ, ଲୋକେ ଆତଙ୍କିତ

ବଅଁରପାଳ,୧୩ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ଓ ମହୀଧରପୁର ଅଞ୍ଚଳକୁ ବୁଧବାର ରାତିରୁ ୧୭ଟି ହାତୀ ପଳାଇ ଆସିଛନ୍ତି। ହାତୀପଲକୁ ଦେଖି ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ହାତୀପଲ ଲୋକଙ୍କ ବାଡ଼ି ବଗିଚାରେ ପଶି ବ୍ୟାପକ କ୍ଷତି ଘଟାଇଛନ୍ତି। ତଳମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?