ଆମ ଜିଲା ଖବର

ଶ୍ରମିକଙ୍କ ମୃତ୍ୟୁ: ଅଂଶୁଘାତ ଅଭିଯୋଗ

ନିରାକାରପୁର,୧୨ା୬(ଡି.ଏନ୍‌.ଏ.)-ଟ୍ରାକ୍ଟରରୁ ବାଲି ଅନ୍‌ଲୋଡ୍‌ କରୁଥିବା ସମୟରେ ମଙ୍ଗଳବାର ପୂର୍ବାହ୍ନ ୧୦.୩୦ରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ନନପଡା ଗ୍ରାମର ଅଭିମନ୍ୟୁ ପ୍ରଧାନ(୪୯) ା ସେ ସ୍ଥାନୀୟ ଆର୍‌ଡି କାର୍ଯ୍ୟାଳୟ ନିକଟରେ ରହୁଥିଲେ…

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ:ହତ୍ୟା ଅଭିଯୋଗ ଆଣିଲେ ବାପା

ଚଣ୍ଡିଖୋଲ,୧୨ା୬(ଡି.ଏନ.ଏ.)- ବଡ଼ଚଣା ଥାନା ଅନ୍ତର୍ଗତ ଦେଉଳକୁର ଗ୍ରାମର ରମାକାନ୍ତ ପ୍ରଧାନ(୩୭)ଙ୍କର ମୃତ୍ୟୁ ମଙ୍ଗଳବାର ଢେଙ୍କାନାଳ ଜିଲା ନିହାଲପ୍ରସାଦ ଥାନା ଅନ୍ତର୍ଗତ ବାଲିସାହି ଗ୍ରାମରେ ମୃତ୍ୟୁ ହୋଇଛି। ରମାକାନ୍ତଙ୍କ ମୃତ୍ୟୁର କାରଣ ଜଣାପଡ଼ି ନ ଥିବାବେଳେ ବାପା ଦିବାକର ଏହାର ଉଚ୍ଚସ୍ତରୀୟ ତଦନ୍ତ…

ନାବାଲକ ଉପରେ ୫ ପରାନୀ କୁଟ୍‌ମର ବୋଝ୍‌: ଗୁପ୍‌ଚୁପ୍‌ ବିକି ପାଠ୍‌ ପଢ଼ୁଛନ୍‌ ଦେବାନନ୍ଦ

ଭବାନୀପାଟଣା,୧୨।୬(ଡି.ଏନ୍‌.ଏ.): ବଁଚ୍‌ବାର ଲାଗି ହେଲେ ଯୁଝ୍‌ବାକେ ପଡ଼ବା। ସେଟା କୁଟୁମ ପୁଷ୍‌ବାର ଲାଗି ହେଉ କି ପେଟ ପାଲବାର ଲାଗି ହେଉ। ମୁନୁଷ୍‌ କେନ୍‌ନେ ଗୁପ୍‌ଚୁପ୍‌ ବିକି ନିଜର ପଁାଚ୍‌ ପରାନୀ କୁଟୁମ ପୁଷୁଛେ ତ ଆର କିଏ ଗୁପ୍‌ଚୁପ୍‌ ବିକି…

ପାଏନ୍‌ ସମସିଆ ସଂଗେ ଯୁଝୁଛନ୍‌ ୨ ଗାଁବାସୀ

ମନମୁଣ୍ଡା, ୧୨।୬ (ଡି.ଏନ୍‌.ଏ): ବୌଦ୍ଧ ଜିଲା ମନମୁଣ୍ଡା ପଁଚେତ୍‌ର ମହୁଲବାହାଲି ଆର କଲତାପାଲି ଗଁାରେ ପାଏନ୍‌ ସଁକଟ ଦେଖାଦେଇଛେ। ଇ ଗଁାର ଲୋକ୍‌ ବରଷା ପାଏନ୍‌ ଭରସାରେ ଚାଷ୍‌ବାସ କରୁଛନ୍‌, ହେଲେ ଅନେକ ସମିଆରେ ଚାଷ୍‌ବାସ ମର୍‌ଡିରେ ମାଡ଼ ଖାଉଛେ। ସେନ୍‌ତା…

ଭତାରୁ ବଁଚିତ୍‌ ୭୦ ବଛ୍‌ରିଆ ଲୋଚନା

ଖପ୍ରାଖୋଲ,୧୨।୬(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ୬୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଇନ୍ଦିରା ଗାନ୍ଧୀ ଆର ମଦୁବାବୁ ପେନସନ ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ହକ୍‌ଦାର ହିତାଧିକାରୀ ଭତାର ଲାଗି ଆବେଦନ କରି ନିରାଶ…

ସରପଞ୍ଚଙ୍କ ବଦାନ୍ୟତାସୁନା, ଟଙ୍କା ଥିବା ବ୍ୟାଗ୍‌ ପାଇ ଫେରାଇଲେ

ଧର୍ମଶାଳା,୧୨ା୬(ଡି.ଏନ୍‌.ଏ.)- ରାସ୍ତାରେ ପଡିଯାଇଥିବା ସୁନା ଓ ଟଙ୍କା ଥିବା ବ୍ୟାଗ୍‌ ପାଇ ମଙ୍ଗଳବାର ଧର୍ମଶାଳା ବ୍ଲ୍ଳକ ପାଟପୁର ପଞ୍ଚାୟତ ସରପଞ୍ଚ ଫେରାଇ ନିଜର ବୈଦାନ୍ୟତା ଦେଖାଇଛନ୍ତି। ତାଙ୍କର ଏହି ବୈଦାନ୍ୟତା ଧର୍ମଶାଳା ଅଞ୍ଚଳରେ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି। ପ୍ରକାଶ…

ଲୋପ୍‌ ପାଉଛେ ଯଁତାର ବେଭାର:ଦିହିପା ସମସିଆରେ ଛଁଦି ହେଉଛନ୍‌ ମହିଲା

ଲାଠୋର, ୧୨ା୬ (ଡି.ଏନ୍‌.ଏ): ଆଜିର ମୁନୁଷ ନିଜକେ ଆଧୁନିକତା ଭିତରେ ହଜେଇ ଦେଇଛେ। ଯୁଗର ସଂଗେ ତାଲ ଦେଇ ଆଗ୍‌କେ ବଢ଼ୁଛେ। ନିଜର ସୁଖ୍‌ ସୁବିଧାର ଲାଗି ନୂଅଁା ନୂଅଁା ଯନ୍ତ୍ରପାତିର ବେଭାର କରୁଛେ। ଯେନ୍‌ଥିରଲାଗି ପୁରନାକାଲିଆ ଘରୁଆ ଉପକରନ୍‌ ଯଁତା,…

୧୪ରୁ ଖୋଲିବ ମାଛଧରା ବନ୍ଦର, ସଜେଇ ହେଲେଣି ମତ୍ସ୍ୟଜୀବୀ

ପାରାଦୀପ,୧୨ା୬(ସ୍ବ.ପ୍ର.): ରାଜ୍ୟ ତଥା ଦେଶର ଅର୍ଥନୀତିକୁ ସୁଦୃଢ କରୁଥିବା ପାରାଦୀପର ଅନ୍ୟତମ ବୃହତ ମତ୍ସ୍ୟଶିଳ୍ପ ଦୀର୍ଘ ୨ ମାସ ଧରି ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ଚଳଚଞ୍ଚଳ ହୋଇଛି। ଅର୍ଥାତ ସାମୁଦ୍ରିକ ମାଛ ଧରା କ୍ଷେତ୍ରରେ ଲାଗିଥିବା କଟକଣା ଆସନ୍ତା ୧୪…

ସ୍ଥାଣୁ ପାଲଟିଲାଣି ଜିଲା ଅବକାରୀ ବିଭାଗ : ୧୧ ପଦବୀ ଖାଲି, ଅନିଶ୍ଚିତତାରେ ଅବକାରୀ ଥାନା

ଜଗତ୍‌ସିଂହପୁର ଅଫିସ,୧୨ା୬: ଜଗତ୍‌ସିଂହପୁର ଜିଲା ଅବକାରୀ ବିଭାଗ ଏକ ପ୍ରକାର ସୁପ୍ତ ଅବସ୍ଥାରେ ରହିଛି। ଅନୁମୋଦିତ ୪୧ ପଦବୀରୁ ୧୧ଟି ଖାଲିପଡିଛି। ସେହିପରି ଜିଲାରେ ହେବାକୁ ଥିବା ଅବକାରୀ ଥାନାଗୁଡିକ ନିର୍ମାଣରେ ଅହେତୁକ ବିଳମ୍ବ ହେଉଛି। ଏଥିଯୋଗୁ ଜିଲାରେ ଅବାଧରେ ବେଆଇନ…

ପାଚେରି ଭୁଶୁଡ଼ି ୪ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଉଚ୍ଛେଦ ହେବ ବିପଦସଙ୍କୁଳ ଘର

ଢେଙ୍କାନାଳ ଅଫିସ, ୧୨ା୬- ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ ପାଚେରି ଭୁଶୁଡ଼ି ୪ଜଣ ବ୍ୟବସାୟୀଙ୍କ ମୃତ୍ୟୁ ଘଟିବା ପରେ ତତ୍ପର ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ। ଭବିଷ୍ୟତରେ ଯେପରି ଏଭଳି ଘଟଣାର ପୁନରାବୃତ୍ତି ନ ହୁଏ ସେ…

ଡମ୍ପିଂୟାର୍ଡ଼ ପ୍ରକଳ୍ପ ବୁଲିଲେ ଜିଲାପାଳ

ଅନୁଗୋଳ ଅଫିସ, ୧୨।୬- ଅନୁଗୋଳ ସହରର ପ୍ରସ୍ତାବିତ ଡମ୍ପିଂୟାର୍ଡ଼ ସ୍ଥାନ କୁଶାସିଂହାକୁ ମଙ୍ଗଳବାର ଜିଲାପାଳ ମନୋଜ କୁମାର ମହାନ୍ତି ପରିଦର୍ଶନ କରିଛନ୍ତି। ଡମ୍ପିଂୟାର୍ଡ଼ ନିର୍ମାଣରେ କେଉଁଠି ସମସ୍ୟା ରହିଛି ସେ ସମ୍ପର୍କରେ ପ୍ରଶାସନ ଅଧିକାରୀ, ପୌର କର୍ତ୍ତୃପକ୍ଷଙ୍କଠାରୁ ପଚାରି ବୁଝିଛନ୍ତି। ବିରୋଧ…

ଜନବସତି ନିକଟରେ ଗ୍ୟାସ ପାଇପ ଲାଇନ୍‌କୁ ବିରୋଧ: କାମ ବନ୍ଦ କଲେ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୧୨।୬-କାମାକ୍ଷାନଗର ଉପଖଣ୍ଡ ତୁମୁସିଙ୍ଗା ଥାନା ଖୁଣ୍ଟିବାଟି ଗ୍ରାମ ଦେଇ ଗେଲ୍‌ ଇଣ୍ଡିଆ କମ୍ପାନୀ ପକ୍ଷରୁ ଗ୍ୟାସ୍‌ ଲାଇନ ବିଛାଇବା ପାଇଁ ନିର୍ମାଣାଧୀନ କମ୍ପ୍ରେସର ଗୃହକୁ ବିରୋଧ କରିଛନ୍ତି ଅଞ୍ଚଳବାସୀ। ଭବିଷ୍ୟତରେ ବିପଦ ଆଶଙ୍କା ଥିବାରୁ ସେମାନେ କାର୍ଯ୍ୟ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?