ଆମ ଜିଲା ଖବର

ଫେନ୍‌ଘାଏ ବଁଦୀ ଜୀବନ୍‌ ବିତଉଛନ୍‌ ଲିଲିମା

ଜାମଟିକ୍ରା, ୧୯।୭ (ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଟାଙ୍ଗରପାଲି ପଁଚେତ ରେଙ୍ଗାଲିପାଲି ଗଁାର ମାନସିକ୍‌ ରୁଗୀ ଲିଲିମା ଭୋରାସାଗର(୨୪)। ଲିଲିମା ଉପରେ ଗଲା ୨୦୧୮ ଅକ୍ଟୋବର ୮ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘ଶିଁକ୍‌ଲା ବଁଧା ଜୀବନ୍‌ ବିତଉଛନ୍‌ ଲିଲିମା’…

ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି । ପଶ୍ଚିମ ଓଡ଼ିଶା ଟ୍ରାଫିକ ସଚେତନତା ସଂସ୍ଥା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସଂଯୋଜକ ପଦ୍ମଲୋଚନ…

ବଲାଙ୍ଗୀର ଜିଲାରେ ମରୁଡି ସ୍ଥିତି

ବଲାଙ୍ଗୀର ଅଫିସ, ୧୯ା୭-କ୍ରମାଗତ ମରୁଡି ବଲାଙ୍ଗୀର ଜିଲାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲାଇ ଦେଉଛି ା ଚଳିତବର୍ଷ ପୁଣି ଥରେ ଜିଲାରେ ମରୁଡି ସ୍ଥିତି ଦେଖାଦେଲାଣି ା ଜୁନ୍‌ ଓ ଜୁଲାଇ ମାସରେ ଅସ୍ବାଭାବିକ ବର୍ଷା ଯୋଗୁଁ ଏଥର ମରୁଡି ହେବାର…

ସରକାରୀ ଚିକିତ୍ସା ସାହାଯ୍‌ ଦାବି

ଲାଠୋର, ୧୯ା୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ବିର୍ତ୍ତିଆ ପଡ଼ାର କାଳିଆ ସୁନା। ସେ ଝନେ ନିହାତି ଗରିବ୍‌ ହେଇଥିଲାବେଲେ କେହେନ୍‌ସି ଗୁଟେ ରୋଗ୍‌ ଲାଗି ଘରେ ପଡ଼ି ରହିଛନ୍‌। ଏନ୍‌ତାଥି ପରିବାର ଲୋକ୍‌ ସରକାରୀ ଚିକିସତ୍ା ସାହାଯ୍‌…

ନିଆରା ପଥର କାରିଗର ବୀରବର ବେହେରା: କାରିଗରି ପାଇଁ ଛାଡ଼ିଥିଲେ ଚାକିରି

ଛେଣ୍ଡିପଦା,୧୯ା୭ – ତାଙ୍କ ହାତ ଛୁଆଁରେ ପଥର ମୂର୍ତ୍ତି ହୋଇଉଠେ ଜୀବନ୍ତ। ଯେ କୌଣସି ଚେହେରାର ପୂରା ଅବିକଳ ନକଲ ସେ ଗଢ଼ି ଦେଇପାରନ୍ତି ପଥରରେ। ଏଥିପାଇଁ ତାଙ୍କୁ ମିଳିଛି ବହୁ ସମ୍ମାନ। ରାଜ୍ୟ ସରକାରଙ୍କ ଠାରୁ ପୁରସ୍କାର ମଧ୍ୟ ପାଇଛନ୍ତି…

ବିନା ଅନୁମତିରେ ବିଦ୍ୟୁତ୍‌ ସଂଯୋଗକୁ ବିରୋଧ: ଏନଜେନ ଜେଇ, ଲାଇନ ମ୍ୟାନ ଅଟକ

ବନ୍ତଳା, ୧୯ା୭(ଡି.ଏନ.ଏ.)-ଅନୁଗୋଳ ଜିଲା ବଡକେରା ବିଦ୍ୟୁତ୍‌ ସବଷ୍ଟେଶନ ଅଧୀନରେ ଥିବା ତୁମୁଣି ଭାଲିଆ ପାଳ ଗ୍ରାମରେ ଗ୍ରାମବାସୀଙ୍କ ଅଗୋଚରରେ ଏକ ଫେବ୍ରିକେଶନ ଦୋକାନକୁ ବିଦ୍ୟୁତ୍‌ ସଂଯୋଗ କରାଯିବାକୁ ବିରୋଧ କରାଯାଇଛି। ଏହାକୁ ନେଇ ଗୁରୁବାର ଗ୍ରାମରେ ଉତ୍ତେଜନା ଦେଖାଦେଇଥିଲା। ଗ୍ରାମବାସୀ ଏନ୍‌ଜେନ…

ଛେଣ୍ଡିପଦାରେ ଦନ୍ତା ତାଣ୍ଡବ: କଲେଜ ପାଚେରି ଭାଙ୍ଗିଲା, ବର୍ତ୍ତିଲେ ଜଗୁଆଳି

ଛେଣ୍ଡିପଦା,୧୯ା୭ (ସ୍ବ.ପ୍ର./ଡି.ଏନ.ଏ.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ସନ୍ତରାବନ୍ଧ ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ୩ଟି ହାତୀ ଉପଦ୍ରବ କରିବା ସହ ସ୍ଥାନୀୟ ମହର୍ଷି ମହାବିଦ୍ୟାଳୟ ପାଚେରି ଭାଙ୍ଗି ଦେଇଛନ୍ତି। ଏଥିସହ ଅନ୍ୟ ଏକ କୋଠରି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ସେହି ସମୟରେ…

ରାସ୍ତା ଉପରେ ଘର ନିର୍ମାଣ ସାମଗ୍ରୀ: ଅସନ୍ତୋଷ ପରେ ଜରିମାନା ନେଲା ପୌରପାଳିକା

ଅନୁଗୋଳ ଅଫିସ, ୧୯।୭-ଘର ନିର୍ମାଣ ପାଇଁ ଜନୈକ ବ୍ୟକ୍ତି ରାସ୍ତା ଉପରେ ବିଭିନ୍ନ ସାମଗ୍ରୀ ଗଦାଇଥିବାରୁ ଅନୁଗୋଳ ସହରର ବଜାର ଛକ ରାସ୍ତାରେ ଗୁରୁବାର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପୌର କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ଅବଗତ ଥଲେ ବି ପଦକ୍ଷେପ ନ…

ପଚା ଅଦା ବିହନ ବାଣ୍ଟି ଟଙ୍କା ହଡ଼ପ ଉଦ୍ୟମ ଅଭିଯୋଗ: ଯୋଗାଣକାରୀ ସଂସ୍ଥାକୁ ମିଳିବନି ଟଙ୍କା

ପାଲଲହଡ଼ା, ୧୯ା୭(ଡି.ଏନ.ଏ.)-ପାଲଲହଡ଼ା ଉପଖଣ୍ଡରେ ପାଉଡି ଭୂଁୟାଙ୍କ ଉନ୍ନତି ପାଇଁ ଗଠନ କରାଯାଇଥିବା ପାଉଡି ଭୂଁୟା ଉନ୍ନୟନ ସଂସ୍ଥା (ପିବିଡିଏ) ପକ୍ଷରୁ ଆଦିବାସୀ ଚାଷୀଙ୍କୁ ପଚା ତଥା ନିମ୍ନମାନର ଅଦା ବିହନ ଯୋଗାଯାଇଥିବା ଅଭିଯୋଗ ହୋଇଛି। ଏ ବାବଦରେ ପ୍ରାୟ ୫ ଲକ୍ଷରୁ…

ତାତିଲେ ମରୁଡ଼ି ବୀମା ଟଙ୍କାରୁ ବଞ୍ଚିତ ଚାଷୀ: ବ୍ୟାଙ୍କ ସମ୍ମୁଖରେ ଧାରଣାଦେବାକୁ ଚେତାବନୀ

ପରଜଙ୍ଗ, ୧୯।୭(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ଆନୁକୂଲ୍ୟରେ ଋଣ ନେଇଥିବା ୨୦୮ ଚାଷୀ ମରୁଡ଼ି ବୀମା ଟଙ୍କା ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ବାରମ୍ବାର ଦାବିସତ୍ତ୍ୱେ ବୀମା କମ୍ପାନୀ ସେମାନଙ୍କ କଥା ଶୁଣୁନାହିଁ। ଏହାକୁ ନେଇ…

କୁଲେଇରେ ଚୋର ଆତଙ୍କ

ପରଜଙ୍ଗ, ୧୯।୭(ଡି.ଏନ.ଏ.)-ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇ ଗ୍ରାମରେ ଚୋରଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ୩ଦିନ ମଧ୍ୟରେ ୩ ଜଣଙ୍କ ଘରୁ କଳାକଳା ବୁଲାଇ ସାରିଲେଣି ଦୁର୍ବୃତ୍ତ। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

୩ ଦିନ ହେଲା ଯାତାୟାତ ଠପ୍‌: ଥାନାର ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଛେଣ୍ଡିପଦା,୧୯।୭ (ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତ ବରମଳିହାସାହି ଲୋକେ ଯାତାୟାତ କରୁଥିବା ରାସ୍ତାକୁ ଗ୍ରାମର କେତେଜଣ ବ୍ୟକ୍ତି ବନ୍ଦ କରିଦେଇଥିବାରୁ ୩ ଦିନ ହେଲା ଲୋକଙ୍କ ଯାତାୟାତ ଠପ୍‌ ହୋଇଯାଇଛି। ଏ ନେଇ ଗୁରୁବାର ଗ୍ରାମବାସୀ ଛେଣ୍ଡିପଦା ଥାନା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?