ଆମ ଜିଲା ଖବର

ଲିଙ୍ଗରାଜ ହାଇସ୍କୁଲରୁ ଚୋରି

ବ୍ରହ୍ମପୁର ଅଫିସ,୧୧।୬- ପୋଲସରା ଥାନା ନିମିନା ଗ୍ରାମପଞ୍ଚାୟତ ସାନବରଗଁାସ୍ଥିତ ଲିଙ୍ଗରାଜ ହାଇସ୍କୁଲରୁ ରବିବାର ରାତିରେ ଚୋରି ହୋଇଛି। ସ୍କୁଲ ମୁଖ୍ୟ ଫାଟକ ଓ ଅଫିସ ଗୃହ ତାଲା ଭାଙ୍ଗି ୪ ହଜାର ଟଙ୍କା, ଗୋଟିଏ ଫ୍ୟାନ, ମାଇକ୍ରୋଫୋନ ୩ଟି, ପେନଡ୍ରାଇଭ୍‌ ଗୋଟିଏ…

ବଦାଙ୍ଗିରୁ ବିଦେଶୀ ମଦ ଜବତ

ଭଞ୍ଜନଗର,୧୧।୬(ଡି.ଏନ.ଏ.)- ତାରସିଂ ପୋଲିସ ବୁଧବାର ବଦାଙ୍ଗିରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ କରିଛି। ଏହି ମାମଲାରେ ଅଭିଯୁକ୍ତ ସଞ୍ଜୟ ସାହୁଙ୍କୁ ଗିରଫ କରି ଭଞ୍ଜନଗର କୋର୍ଟକୁ ଚାଲାଣ କରାଯାଇଛି। ନଂ.୮୧।୧୯ରେ ପୋଲିସ ଏକ ମାମଲା ରୁଜୁକରିବା ସହ ୯୭ ଲିଟର…

ଫନୀ କ୍ଷୟକ୍ଷତି : ସହାୟତା ଦାବି କଲା ମତ୍ସ୍ୟଜୀବୀ ମହାସଂଘ

କୃଷ୍ଣପ୍ରସାଦ,୧୧ା୬(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ସାମୁଦ୍ରିକ ଝଡ଼ ଫନୀ ତାଣ୍ଡବ କରିବା ଇତି ମଧ୍ୟରେ ଏକ ମାସ ବିତିଯାଇଛି। ରିଲିଫ୍‌ ବାବଦରେ ୩ ହଜାର ଟଙ୍କା, ୫୦ କେଜି ଚାଉଳ ଓ ଖଣ୍ଡିଏ ପଲିଥିନ୍‌ ପରେ ଆଉ କୌଣସି ସରକାରୀ ସହାୟତା…

ସମିତି ଅଫିସ୍‌ରେ ତାଲା ପକାଇଲେ ଚାଷୀ

ତିହିଡ଼ି,୧୧।୬(ଡି.ଏନ.ଏ.)- ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଚାରିତରଫ ମୌଜାର ୧୭୧ ଜଣ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲବୀମା ମିଳିପାରୁ ନାହିଁ। ଚାଷୀମାନେ ବାରମ୍ବାର ଆନ୍ଦୋଳନ କରି ପୂର୍ବରୁ ୩ଥର ସମବାୟ ସମିତିରେ ତାଲା ପକାଇଥିବା ସତ୍ତ୍ୱେ କୌଣସି ପ୍ରତିକାର ନ ହେବାରୁ…

ଖରିଫ୍‌ ଧାନ ବିକ୍ରିକୁ ୩ ମାସ ବିତିଲା, ମିଳିଲାନି ପ୍ରାପ୍ୟ: ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚାଷୀ

ବାଲେଶ୍ୱର ଅଫିସ, ୧୧।୬-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ସେବା ସମବାୟ ସମିତିରେ ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଧାନ ବିକ୍ରି ସହାୟକ ମୂଲ୍ୟ ମିଳି ନ ଥିବାରୁ ଚାଷୀମାନେ ସୋମବାର ଯୋଗାଣ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସଦର ବ୍ଲକ…

ଗାଳ୍ପିକ ଅମରେଶଙ୍କୁ ‘କହ୍ନେଇ କଥା ପୁରସ୍କାର’

ବାଲେଶ୍ୱର ଅଫିସ, ୧୧।୬- ଓଡ଼ିଆ କଥା ସାହିତ୍ୟର ପ୍ରଚଣ୍ଡ ପ୍ରତିଭାଧାରୀ ଗାଳ୍ପିକ ସ୍ବର୍ଗତ କହ୍ନେଇଲାଲ୍‌ ଦାସଙ୍କ ସ୍ମୃତିରେ ପ୍ରଦତ୍ତ ‘କହ୍ନେଇ କଥା ପୁରସ୍କାର’ ଚଳିତବର୍ଷ ପାଇଁ ଯୁବ ଗାଳ୍ପିକ ଅମରେଶ୍‌ ବିଶ୍ୱାଳଙ୍କୁ ପ୍ରଦାନ କରାଯିବ ବୋଲି ସ୍ମୃତି ସଂସଦ ପକ୍ଷରୁ ନିଷ୍ପତ୍ତି…

ପଞ୍ଚାୟତ ଗଠନର ଅଢେଇ ବର୍ଷ ପୁରିଲା, ଉନ୍ନୟନ କାର୍ଯ୍ୟ ଶୂନ: ମାନିଗୁଡା ପଞ୍ଚାୟତବାସୀ ବିିଡିଓଙ୍କ ଦ୍ୱାରସ୍ଥ

ନୂଆପଡା ଅଫିସ,୧୧ା୬: ନୂଆପଡ଼ା ଜିଲା କୋମନା ବ୍ଲକ ମାନିଗୁଡା ଗ୍ରାମପଞ୍ଚାୟତଗଠନର ଆଜକୁ ଅଢେଇ ବର୍ଷ ଗଡିଯିବ ହେଲେ କୌଣସି ଉନ୍ନୟନ କାର୍ଯ୍ୟ ହୋଇ ନ ଥିବା ନେଇ ପଞ୍ଚାୟତ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି । ଏହାକୁ ନେଇ ପଞ୍ଚାୟତ ସରପଞ୍ଚ, ନାଏବ…

ପଞ୍ଚାୟତ ସମିତି ବୈଠକ: ଅଧାରୁ ଉଠି ଚାଲିଗଲେ ସମିତି ସଭ୍ୟାସଭ୍ୟ, ସରପଞ୍ଚ

କୋକସରା,୧୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ପଞ୍ଚାୟତ ସମିତି ସଭାଗୃହଠାରେ ନିର୍ବାଚନ ଆଚରଣବିଧି ଉଠିବା ପରେ ମଙ୍ଗଳବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍‌ ଅଧ୍ୟକ୍ଷା ସବ୍ୟାରାଣି ବାଗଙ୍କ ଅଧ୍ୟକ୍ଷତାରେ ବୈଠକରେ ନବନିର୍ବାଚିତ ଧର୍ମଗଡ଼ ବିଧାୟକ ମୌଷଧି ବାଗ ପ୍ରଥମ ଥର…

କଲମପୁର ମଣ୍ଡିରେ ଅବ୍ୟବସ୍ଥା, ଚାଷୀଙ୍କ ରାସ୍ତାରୋକୋ

ଭବାନୀପାଟଣା/କଲମପୁର,୧୧।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ମଣ୍ଡିରେ ଅବ୍ୟବସ୍ଥା ଦେଖାଦେଇଛି। ଚାଷୀମାନେ ମଣ୍ଡିକୁ ଧାନ ଆଣି ଯଗି ବସିଥିବା ରହିଥିବାବେଳେ ମିଲର୍ସମାନେ ମଣ୍ଡିକୁ ଅଖାବସ୍ତା ଓ ଟ୍ରକ ପର୍ଯ୍ୟାପ୍ତ ପରିମାଣରେ ପଠାଇ ପାରୁ ନ ଥିବାରୁ ଧାନ ଉଠାଣ ସେହି ଅନୁପାତରେ ହୋଇପାରୁ…

ପୂର୍ବ ଶତ୍ରୁତାଙ୍କୁ କେନ୍ଦ୍ରକରି ବାପା, ପୁଅଙ୍କୁ ଛୁରାମାଡ଼: ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୧୧।୬(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଦକ୍ଷିଣପୁର ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୮ଟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାପା, ପୁୁଅଙ୍କୁ ଛୁରାମାଡ଼ ହୋଇଛି। ଏଥିରେ ବାପା ଜି.ଯୋଗେନ୍ଦ୍ର ରେଡ୍ଡୀ ଏବଂ ପୁଅ ଜି.ରାଜେଶ ରେଡ୍ଡୀ ଗୁରୁତର ଆହତ ହୋଇଛନ୍ତି। ଛୁରାମାଡ଼ କରିଥିବା…

ଲିଭିନି ପୁରୁଣା ପରମ୍ପରା: ରଜ ପାଇଁ ଆରମ୍ଭ ହେଲାଣି ସଜବାଜ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଓଡ଼ିିଆମାନଙ୍କ ଗଣପର୍ବ ରଜ। ଏଥିପାଇଁ ରଜ ତିନି ଦିନ ଯାକ ଘରେ ପିଠାପଣା ଓ ମିଠାର ଆସର ଜମିଥିବାବେଳେ ବନ୍ଧୁ ପ୍ରିୟଜନଙ୍କ ଭେଟଘାଟ ହେବାର ପରମ୍ପରା ଅତ୍ୟନ୍ତ ନିଆରା। ଏହି ତିନି ଦିନ ଓଡ଼ିଆମାନେ କୌଣସି କାମଧନ୍ଦା ନକରି ରଜ…

ଡିକି ଭାଙ୍ଗି ୨ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୧୧।୬(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୪ନଂ ଓ୍ବାର୍ଡ ଲକ୍ଷ୍ମୀବଜାରସ୍ଥିତ ଏକ ଜଳଖିଆ ଦୋକାନ ଆଗରେ ଥିବା ଏକ ବାଇକ୍‌ର ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୨ ଲକ୍ଷ ଟଙ୍କା ଲୁଟିନେଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ନନ୍ଦିପଦା ଥାନା ବେତିରା ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?