ହୁଇଲ ଚେୟାର ଆଇପିଏଲ ଖେଳିବେ ଦିବ୍ୟାଙ୍ଗ ଚକ୍ରଧର
ବଲାଙ୍ଗୀର ଅଫିସ, ୧୧ା୬ ବଲାଙ୍ଗୀର ଜିଲା ସଦର ବ୍ଳକ୍ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମର ଦିବ୍ୟାଙ୍ଗ ଯୁବକ ଚକ୍ରଧର ନାଏକ (୩୦) ା ତାଙ୍କ ମାତା ଉର୍ମିଳା ଓ ପିତା ନେତ୍ର ନାଏକ ା ସାଧାରଣ ଚାଷୀ ପରିବାରର ପୁଅ ା ଆସନ୍ତା…
ରିତେଶ ହତ୍ୟାକାରୀଙ୍କୁ ଫାଶୀ ଦିଅ
ଫୁଲବାଣୀ ଅଫିସ,୧୧।୬ – ଦାରିଙ୍ଗବାଡିର ଶିଶୁ ରିତେଶ ପ୍ରଧାନଙ୍କୁ ମେ’ ୫ରେ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାର ସ୍ବତନ୍ତ୍ର କୋର୍ଟ ଜରିଆରେ ତୁରନ୍ତ ବିଚାର କରି ଅଭିଯୁକ୍ତମାନଙ୍କୁ ଫାଶୀ ଦାବିରେ ଜିଲା ମୁଖ୍ୟାଳୟ ଫୁଲବାଣୀରେ ସୋମବାର ବିକ୍ଷୋଭ ଓ ଆନ୍ଦୋଳନ…
ଚୋରି ଘଟଣାରେ ୪ଗିରଫ: ସୁନା ଅଳଙ୍କାର, ମାରଣାସ୍ତ୍ର ଜବତ
ହିଞ୍ଜିଳିକାଟୁ,୧୦।୬(ଡି.ଏନ୍.ଏ.)- ହିଞ୍ଜିଳି ଥାନା ଅଞ୍ଚଳରେ କିଛିଦିନ ଧରି ବିଭିନ୍ନ ଅଞ୍ଚଳରୁ ବାରମ୍ବାର ଚୋରି ହେଉଥିଲା। ରବିବାର ରାତିରେ ହିଞ୍ଜିଳି ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୨ ଜଣ ଲୁଟେରାଙ୍କ ସହ ଚୋରା ସୁନା ଅଳଙ୍କାର କିଣିଥିବା ଅଭିଯୋଗରେ ୨ ଜଣ…
୩୫ଶହ ଲିଟର ପୋଚ, ୫୫ ଲିଟର ମଦ ଜବତ
ଗୋପାଳପୁର,୧୦।୬- ରଙ୍ଗେଇଲୁଣ୍ଡା ବ୍ଲକରେ ଚୋରା ଦେଶୀ ମଦ କାରବାର ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଷ୍ଟ୍ରାଇକିଂ ଫୋର୍ସ ଓ ଗୋଳନ୍ଥରା ଅବକାରୀ ବିଭାଗ ପକ୍ଷରୁ ରବିବାର ୨ଟି ସ୍ଥାନରେ ଚଢ଼ାଉ କରି ପୋଚ ଓ ମଦ ଜବତ ହୋଇଥିଲା। ଇନ୍ଦ୍ରାକ୍ଷୀ କିଆବାଡରେ…
ମଦ ବନ୍ଦ ପାଇଁ ମହିଳା ସଂଘର ମେଳି
ତୁମୁଡିବନ୍ଧ,୧୦।୬(ଡି.ଏନ୍.ଏ.)- ତୁମୁଡିବନ୍ଧ ଅଞ୍ଚଳରେ ଦେଶୀ ଓ ବିଦେଶୀ ମଦ ଚୋରା କାରବାର ବୃଦ୍ଧି ପାଉଛି। ଝିରିପାଣି ପଞ୍ଚାୟତର ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ଏକାଠି ହୋଇ ପଞ୍ଚାୟତସ୍ତରୀୟ ମହିଳା ସଂଘ ଗଠନ କରି ମଦ ବିକ୍ରି ବନ୍ଦ ପାଇଁ ସୋମବାର ପୂର୍ବାହ୍ନ…
୬ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
ଚିତ୍ରକୋଣ୍ଡା,୧୦ା୬(ଡି.ଏନ.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପୋଲିସ ସୋମବାର ଚୋରାଚାଲାଣ ବେଳେ ୬କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିଛି। ଗୁଣ୍ଠାୱlଡା ପଞ୍ଚାୟତ ଗୁଣ୍ଠାୱlଡା ଗ୍ରାମର ସୁନିଲ ଖେମୁଡୁ ଏବଂ ନବିନ ଖେମୁଡୁ ଗୁଣ୍ଠାଓ୍ବାଡାରୁ ସମ୍ବଲପୁରକୁ ଏକ ଗାଡି (ଓଡି ୧୫ ଜେ-୭୫୮୭)…
ବଣ୍ଡାଘାଟିରେ ଓଲଟିଲା କମାଣ୍ଡର ୨ ମୃତ ୪ ଗୁରୁତର
ମାଲକାନଗିରି-୧oା୬ (ସ୍ବ.ପ୍ର.)-ମାଲକାନଗିରି ଜିଲା ଖଇରପୁଟ ବଣ୍ଡାଘାଟିରେ ଏକ କମାଣ୍ଡର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି ସୋମବାର ଅପରାହ୍ନ ୫ଟାରେ ଏକ କମାଣ୍ଡର ଖଇରପୁଟରୁ ଯାତ୍ରୀଙ୍କୁ ନେଇ ବଣ୍ଡାଘାଟିର ମୁଦୁଲିପଡା…
ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା ଟ୍ରକ: ସେବା ବାଧାପ୍ରାପ୍ତ
ବଇଣ୍ଡା,୧୦।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବଇଣ୍ଡା ନିକଟସ୍ଥ କଦଳୀମୁଣ୍ଡାଠାରେ ଥିବା ଏକ ଏଲଟିଲାଇନ ବିଦ୍ୟୁତ୍ ଖୁଣ୍ଟକୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଯାଇଥିବାବେଳେ ବିଦ୍ୟୁତ ସେବା ବାଧାପ୍ରାପ୍ତ ହୋଇଥିଲା। ଅନୁଗୋଳରୁ ସମ୍ବଲପୁର ଅଭିମୁଖେ ଏକ ଟ୍ରକ (ନଂ.ଏନଏଲ୦୧ଏନ୦୦୭୫)ଯାଉଥିବାବେଳେ ଚାଳକ ଭାରସାମ୍ୟ…
କାଳବୈଶାଖୀରେ ଉଡ଼ିଗଲା ସ୍କୁଲ ଆଜବେଷ୍ଟସ
ବଇଣ୍ଡା,୧୦।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଓ ଆଠମଲ୍ଲିକ ବ୍ଲକରେ ସୋମବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିବା ଯୋଗୁ ବହୁ କ୍ଷତି ହୋଇଛି। ଆଠମଲ୍ଲିକ ବ୍ଲକ ପେଡ଼ିପଥର ପଞ୍ଚାୟତ କନକେଇ ଉଚ୍ଚ ବିଦ୍ୟାଳୟ ଶ୍ରେଣୀ ଗୃହ ଛପର ଉଡ଼ିଯାଇଥିବାବେଳେ…
ଅଂଶୁଘାତରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ
ଭୋଗରାଇ, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ରସଲପୁର ଗ୍ରାମର ସତ୍ୟେନ୍ଦ୍ର ଜେନା (୫୨) ସୋମବାର ମଧ୍ୟାହ୍ନରେ ବିଲକୁ ଯାଇ ଥିବାବେଳେ ଅସହ୍ୟ ଗୁଳୁଗୁଳି ଓ ଖରାରେ ସେଠାରେ ଟଳି ପଡ଼ିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ସେଠାରୁ ତୁରନ୍ତ ଉଦ୍ଧାର କରି…
ମାଲ ବୋଝେଇ ଟ୍ରେନରେ ନିଆଁ
ସୋର, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ରେଳ ଷ୍ଟେଶନଠାରେ ସୋମବାର ପୂର୍ବାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍ରେ ହଠାତ୍ ନିଅଁା ଲାଗିଯାଇଥିଲା। ଡ୍ରାଇଭର ଏହା ଜାଣିପାରି ଟ୍ରେନକୁ ଅଟକାଇଥିଲେ। ଷ୍ଟେଶନମାଷ୍ଟର ସୋର ଦମକଳବାହିନୀକୁ ଖବର ଦେବା ପରେ କର୍ମଚାରୀମାନେ ପହଞ୍ଚି ପ୍ରଥମେ ଟ୍ରେନ୍ରୁ…
୨ କରତକଳ ଉପରେ ଚଢ଼ାଉ୬ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ
ବସ୍ତା, ୧୦।୬(ସ୍ବ.ପ୍ର.)-ଭିଜିଲାନ୍ସ ଓ ବନବିଭାଗ ପକ୍ଷରୁ ସୋମବାର ମିଳିତ ଭାବେ ଚଢ଼ାଉ କରାଯାଇ ଦୁଇଟି ସ୍ଥାନରେ ବେଆଇନ ଭାବେ ଚାଲିଥିବା କରତ କଳରୁ ପ୍ରାୟ ୬ ଲକ୍ଷ ଟଙ୍କାର କାଠ ଓ ଯନ୍ତ୍ରାଂଶ ଜବତ ହୋଇଛି। ରୂପ୍ସା ଥାନା ଅନ୍ତର୍ଗତ ହବିଗଞ୍ଜଠାରେ…

