ଆମ ଜିଲା ଖବର

ନାରୀ ସଶକ୍ତିକରଣ ଶୋଭାଯାତ୍ରା

କେନ୍ଦୁଝର,୧୦ା୬(ସ୍ବ.ପ୍ର.): ସ୍ଥାନୀୟ ସରସ୍ବତୀ ବିଦ୍ୟାମନ୍ଦିର ପରିସରରେ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଦୁର୍ଗାବାହିନୀ ଓ ମାତୃଶକ୍ତି ପ୍ରାନ୍ତୀୟ ଶୌର୍ଯ୍ୟ ପ୍ରଶିକ୍ଷଣ ବର୍ଗ ଗତ ୫ ତାରିଖରୁ ଆରମ୍ଭ ହୋଇଛି। ଆସନ୍ତା ୧୨ ତାରିଖରେ ଏହା ଉଦ୍‌ଯାପିତ ହେବ। ଏହି ଅବସରରେ ସୋମବାର…

କେନ୍ଦୁଝର-ଚମ୍ପୁଆ ବସ ମାଲିକ ସଂଘ ବିବାଦ ଘନଉଛି : ହୀନସ୍ତା ଭୋଗ କରୁଛନ୍ତି ଯାତ୍ରୀ

କେନ୍ଦୁଝର,୧୦ା୬(ସ୍ବ.ପ୍ର.) : କେନ୍ଦୁଝର ଓ ଚମ୍ପୁଆ ବସ ମାଲିକ ସଂଘ ବିବାଦ ଘନେଇବାରେ ଲାଗିଛି। ଏହି ବିବାଦ ଯୋଗୁ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଧା ରାସ୍ତାରେ ଉଭୟ ସଂଘର କର୍ମକର୍ତ୍ତା ଓ କର୍ମଚାରୀମାନେ ସଦର ବ୍ଲକ ପଳାଶପଙ୍ଗା ଓ…

ଜମୁର୍ଡାରେ ଗୁଳିକାଣ୍ଡ : ଜଣଙ୍କ ଜୀବନ ଗଲା

ବରଗଡ଼ ଅଫିସ,୧୦ା୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ରବିବାର ବିଳମ୍ବିତ ରାତ୍ରିରେ ଗୁଳିକାଣ୍ଡ ଘଟିଛି । ଗୁଳିକାଣ୍ଡରେ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ବରଗାଁ ଗ୍ରାମର ମୂଳବାସିନ୍ଦା ବସନ୍ତ ପ୍ରଧାନ(୫୦)।…

ଶୀତଳଷଷ୍ଠୀ ଯାତ୍ରା ଉଦ୍‌ଯାପିତ : ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର, ୧୦।୬ (ବ୍ୟୁରୋ) : ଦେବଦେବ ମହାଦେବ ଓ ଜଗଜ୍ଜନନୀ ମାତା ପାର୍ବତୀ ସୁସଜ୍ଜିତ ବିମାନରେ ଉପବିଷ୍ଟ ହୋଇ ରବିବାର ଗୋଧୂଳି ଲଗ୍ନରେ ସ୍ବ ମନ୍ଦିର ପ୍ରବେଶ କରିଛନ୍ତି। ଜ୍ୟେଷ୍ଠ ଶୁକ୍ଲପକ୍ଷ ଯୁକ୍ତ ସପ୍ତମୀ ତିଥିରେ ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା…

ଖାଇବାକୁ ମାଗିବାରୁ ଗରମ ପେଯ ଫୋପାଡ଼ିଲେ ସ୍ତ୍ରୀ

ଯାଜପୁର ଟାଉନ,୧୦ା୬ (ଡିଏନଏ): ସ୍ବାମୀଙ୍କ ଉପରକୁ ସ୍ତ୍ରୀ ଗରମ ପେଯ ଫୋପାଡ଼ିବାରୁ ସ୍ବାମୀ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲା ଯାଜପୁର ଥାନା ଖଣ୍ଡରା ପଞ୍ଚାୟତ ଇନ୍ଦାସ ଗ୍ରାମରେ। ଖାଇବାକୁ ମାଗିବା ନେଇ…

ଜରପଡା ପିଆଜ ସଂରକ୍ଷଣ କେନ୍ଦ୍ର; ନିର୍ମାଣ ସତ୍ତ୍ୱେ କାର୍ଯ୍ୟକ୍ଷମ ହେଉନି

ଛେଣ୍ଡିପଦା,୧୦ା୬(ଡି.ଏନ.ଏ.) ପିଆଜ ସଂରକ୍ଷଣ ଓ ଚାଷୀଙ୍କୁ ଅଭାବୀ ବିକ୍ରି ସମସ୍ୟାରୁ୍‌ ଦୂରେଇ ରଖିବା ଲକ୍ଷ୍ୟରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା ହାଟପଦାଠାରେ ନିର୍ମାଣ ହୋଇଛି ଏକ ପିଆଜ ସଂରକ୍ଷଣ କେନ୍ଦ୍ର। ହେଲେ କେନ୍ଦ୍ର ନିର୍ମାଣ ଶେଷ ହେବାର ୧୯ ବର୍ଷ…

ମୁଖ୍ୟ ଚିକିତ୍ସାଳୟରେ ଗୁଡ ସାମାରିଟାନ୍‌ ରେଜିଷ୍ଟର ଉଭାନ; ସହାୟତାକାରୀଙ୍କୁ କର୍ତ୍ତୃପକ୍ଷଙ୍କ ଅଣଦେଖା

ଅନୁଗୋଳ ଅଫିସ, ୧୦।୬: ଦୁର୍ଘଟଣାରେ ଆହତଙ୍କୁ ତ୍ୱରିତ ଚିକିତ୍ସା ପାଇଁ ମେଡିକାଲ ନେଲେ ମିଳିବ ପ୍ରୋତ୍ସାହନ ଓ ପୁରସ୍କାର। ପୋଲିସକୁ ମଧ୍ୟ ଏଥିପାଇଁ କୌଣସି କୈଫିୟତ ଦେବାକୁ ପଡିବନି। ଏହାଦ୍ୱାରା ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବା ସହ ଆହତଙ୍କ ପାଇଁ…

ନନ୍ଦିନୀ ଦେବୀ ଥିଲେ ସାଲିସ୍‌ବିହୀନ ନେତ୍ରୀ

ଢେଙ୍କାନାଳ ଅଫିସ,୧୦ା୬: ଢେଙ୍କାନାଳ ଗୋପବନ୍ଧୁ ଟାଉନହଲଠାରେ ରବିବାର ସନ୍ଧ୍ୟା ୬ଟାରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ମହାନ ଜନନାୟିକା ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶିଷ୍ଟ କବି…

ଆମ୍ବ, ପରିବା ଚାଷ ଦେଇଛି ରୋଜଗାର

ଫିରିଙ୍ଗିଆ, ୧୦ା୬-ଚାଷ କରି ଆତ୍ମ ନିର୍ଭରଶୀଳ ହୋଇ ପାରିଥିଲେ ମଧ୍ୟ ଦିନକୁ ଦିନ ପାଣି ସମସ୍ୟା ଏଥିରେ ଅନ୍ତରାୟ ସାଜୁଛି। ନଦୀ, ଚୂଆରୁ ପାଣି ଆଣି ଆଉ ଚାଷ କରିବା ସମ୍ଭବ ହେଉନାହିଁ। ଚାଷ ପାଇଁ ସରକାର ବହୁ ପ୍ରୋତ୍ସାହନ ଦେବା…

୨ ଗାଡ଼ି ସହ ଗଞ୍ଜେଇ ଜବତ, ୩ ଗିରଫ

ମୋହନା,୧୦ା୬( ଡି.ଏନ.ଏ.): ଗଜପତି ଜିଲା ମୋହନା ପୋଲିସ ରବିବାର ଭୋରରେ ଅଠରନଳା ନିକଟରେ ଚଢାଉ କରି ଏକ କମାଣ୍ଡର ଗାଡିରୁ ୧୪୦ କିଗ୍ରା ଗଞ୍ଜେଇ ଜବତ କରିଛି। ଏହାକୁ ଚାଲାଣ କରୁଥିବା ଅଭିଯୋଗରେ ମୋହନାର ଜଗନ୍ନାଥ ସାହୁ ଗିରଫ ହୋଇଛନ୍ତି। ତାଙ୍କୁ…

ବିଜୁ ପଟ୍ଟନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ୍‌,୧୦ା୬-ଖଲ୍ଲିକୋଟ କଲେଜ ଷ୍ଟାଡିୟମ୍‌ରେ ରବିବାର ନବମ ବିଜୁ ପଟ୍ଟନାୟକ ସ୍ମାରକୀ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଆସନ୍ତା ୧୩ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟୁର୍ନାମେଣ୍ଟରେ ୮ ଦଳ ଭାଗ ନେଇଛନ୍ତି। ଗ୍ରୁପ୍‌ -ଏ’ରେ ୪ଟି ଦଳ ଯଥା ୟୁ…

ନିରାମୟ କେନ୍ଦ୍ରରେ କର୍ମଚାରୀ, ଔଷଧ ଅଭାବ

ପାରାଦୀପ,୧୦ା୬(ସ୍ବ.ପ୍ର.): ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରାମୟ କେନ୍ଦ୍ର ଖୋଲାଯାଇ ରୋଗୀଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଏହି ସରକାରୀ ଔଷଧ ପ୍ରତି ଲୋକେ ବିଶେଷ ଆଗ୍ରହ ଦେଖାଉ ନ ଥିବାବେଳେ ଏବେ ସେଥିପ୍ରତି ଅଧିକ ଆସ୍ଥା ପ୍ରକଟ କରୁଛନ୍ତି। ତେଣୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?