ଆମ ଜିଲା ଖବର

କୋର୍ଟ ଷ୍ଟେଶନ ନିକଟରେ ୨ ଗଳା ଶଙ୍ଖ ନିର୍ମାଣ; ୬.୨୫ ଘଣ୍ଟା ବନ୍ଦ ହେଲା ରେଳ ଚଳାଚଳ

ଛତ୍ରପୁର,୧୦ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର କୋର୍ଟ ଷ୍ଟେଶନ ନିକଟରେ ରବିବାର ୨ ଟି ଗଳା ଶଙ୍ଖ ସ୍ଥାପନ ହୋଇଛି। ରେଳ ଟ୍ରାକ୍‌କୁ ବାହାର କରି ୨ଟି ଗଳା ଶଙ୍ଖ ପାଇଁ ନିର୍ମାଣ ହୋଇଥିବା ଆରସିସି ସେଗ୍‌ମେଣ୍ଟାଲ ବକ୍ସ ଖଞ୍ଜା ଯାଇଥିଲା।…

ସିଣ୍ଡିକେଟ୍‌ ବ୍ୟାଙ୍କ ସିଇଓଙ୍କ ବ୍ରହ୍ମପୁର ଗସ୍ତ: ‘୧୨ଶହ କୋଟିକୁ ଛୁଇଁବ କାରବାର’

ବ୍ରହ୍ମପୁର ଅଫିସ୍‌,୧୦ା୬-ସିଣ୍ଡିକେଟ୍‌ ବ୍ୟାଙ୍କର ଏମ୍‌ଡ଼ି ତଥା ସିଇଓ ମୃତ୍ୟୁଞ୍ଜୟ ମହାପାତ୍ର ରବିବାର ବ୍ରହ୍ମପୁର ଗସ୍ତରେ ଆସିଛନ୍ତି। ବ୍ରହ୍ମପୁର ଆଞ୍ଚଳିକ କାର୍ଯ୍ୟାଳୟ ସହ ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ। ବ୍ୟାଙ୍କ ଅଧିକାରୀମାନଙ୍କ ସହ ବିଭିନ୍ନ ବିଷୟକୁ ନେଇ ଆଲୋଚନା କରିଥିଲେ । ଏହା…

ପୁରୁଣା ଅଞ୍ଚଳକୁ ରାସ୍ତା ନିର୍ମାଣରେ ଅବହେଳା ଅଭିଯୋଗ; ନିର୍ମାଣ କାମ ବନ୍ଦ କଲେ ବାପୁଜୀନଗରବାସୀ

ବ୍ରହ୍ମପୁର ଅଫିସ,୧୦ା୬-ଲୋଚାପଡା ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦ ବିହାର ଅଞ୍ଚଳରେ ରାସ୍ତା ନିର୍ମାଣକୁ ନେଇ ରବିବାର ଉତ୍ତେଜନା ଦେଖାଦେଇଛି। ଏହି ପଞ୍ଚାୟତ ଅଧୀନରେ ଥିବା ବାପୁଜୀ ନଗର ୬ଷ୍ଠ ଓ ସପ୍ତମ ଲାଇନକୁ ଦୀର୍ଘ ବର୍ଷ ଧରି ରାସ୍ତା ନିର୍ମାଣ କରାଯାଉ ନ…

ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ ଥିବାରୁ ରୋଗୀ ଫେରିଲେ ଘରକୁ

ପାଟଣା, ୧୦।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ମୁଖ୍ୟ ଫାଟକରେ ଚାବି ପଡ଼ିଥିବା ଦେଖିବାକୁ ମିଳିଥିଲା। ଫଳରେ ଦୂରଦୂରାନ୍ତରୁ ଆସିଥିବା ରୋଗୀମାନେ ଡାକ୍ତରଙ୍କ ଭେଟ ନ ପାଇ ନିରାଶ ହୋଇ ଘରକୁ…

ଧୂଳିଧୂଆଁରେ ଅସ୍ତବ୍ୟସ୍ତ ଜୁରୁଡ଼ି-ବାମେବାରୀ

ଯୋଡ଼ା, ୧୦।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ଖଣିଜ ଶିଳ୍ପ ସମୃଦ୍ଧ ଜୁରୁଡି ଖଣି ଅଞ୍ଚଳ ଶନିବାର ସମ୍ପୂର୍ଣ୍ଣ ଟ୍ରାଫିକ ଜାମ୍‌ ହୋଇଯାଇଥିଲା। ଏହା ଏବେ ନିତିଦିନିଆ ଘଟଣାରେ ପରିଣତ ହେଲାଣି। ରାଜ୍ୟ ରାଜପଥ ନଂ ୨ ଜୁରୁଡି-ବାମେବାରୀ ରାସ୍ତାର ହେଁସାବେଡା…

ହଦଗଡ଼ ଡ୍ୟାମ୍‌ର ସୁରକ୍ଷା ନେଇ ପ୍ରଶ୍ନବାଚୀ

ହାଟଡିହୀ, ୧୦।୬(ଶୁଭକାନ୍ତ ନାୟକ)-କେନ୍ଦୁଝର ଓ ଭଦ୍ରକ ଜିଲାକୁ କେନାଲ ଯୋଗେ ଜଳସେଚନ ସୁବିଧା ଯୋଗାଉଥିବା ହଦଗଡ଼ ଡ୍ୟାମର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଦେଇ ପ୍ରବାହିତ ସାଳନ୍ଦୀ ନଦୀ ଉପରେ ଡ୍ୟାମ…

ଗାଡ଼ି ଚଢ଼ିଗଲା: ଜଣେ ମୃତ, ୨ ଗୁରୁତର

ଧାମନଗର, ୧୦।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ଦଇପୁର ପଞ୍ଚାୟତ ନାରାୟଣପୁର ରାସ୍ତାରେ ରବିବାର ସନ୍ଧ୍ୟାରେ ଗାଡ଼ି ଚଢ଼ିଯିବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ନାରାୟଣପୁର ଗ୍ରାମର ସୌଭାଗ୍ୟ ଧଳଙ୍କର…

୫୦ ଦିନ ଗଲାନି ୫୦ ଲକ୍ଷର ଅମୃତ ପାର୍କ

ଭଦ୍ରକ ଅଫିସ, ୧୦।୬- ଭଦ୍ରକ ପୌରପାଳିକାର ୨ ନମ୍ବର ୱାର୍ଡ ଅନ୍ତର୍ଗତ ରହଣିଆଠାରେ ପ୍ରତିଷ୍ଠା କରାଯାଇଥିବା ଅମୃତ ପାର୍କକୁ ବର୍ଷେ ନ ପୂରୁଣୁ ସୌନ୍ଦର୍ଯ୍ୟ ହରାଇ ବସିଛି। ପ୍ରାୟ ୫୦ ଲକ୍ଷ ଟଙ୍କାର ଏହି ପାର୍କ ୫୦ ଦିନ ବି ରହିଲାନି।…

ପଶ୍ଚିମବଙ୍ଗରୁ ଅବାଧରେ ଆସୁଛି ଚୋରା ମଦ

ବାଲିଆପାଳ, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ଚୋରା ଦେଶୀ ଓ ବିଦେଶୀ ମଦର ବନ୍ୟା ଛୁଟିଛି। ପଡ଼ୋଶୀ ପଶ୍ଚିମବଙ୍ଗରୁ ପ୍ରତିଦିନ ଚୋରାରେ ବହୁ ଦେଶୀ, ବିଦେଶୀ ମଦ ଏଠାକୁ ଆଣି ବିକ୍ରି କରାଯାଉଛି। ସେମାନେ ବିଭିନ୍ନ ଗ୍ରାମାଞ୍ଚଳ ରୁଟ୍‌ ଦେଇ ଅବାଧରେ…

କାର୍ଟୁନ୍‌ ଠୁଲେଇ ପେଟ ପାଲୁଛନ୍‌ ଦୁଶମନ ସିଂ

ଭବାନୀପାଟଣା,୧୦।୬(ଡି.ଏନ.ଏ.): ମୁନୁଷ୍‌କେ ବଁଚ୍‌ବାକେ ହେଲେ ଖାଏଦ୍‌ ପାଏନ୍‌, ଘର ଆର କପଡ଼ାଲତା ନିହାତି ଦରକାର। ସବୁ ଲୋକ୍‌ ପେଟକେ ଖାଏବାକେ ମୁଠେ, ମୁଡ଼ ରଖ୍‌ବାକେ ଘରଟେ ଆର ଦିହିକେ କପଡ଼ା ଖଁଡ଼େର ଲାଗି ଘିଚିଟାନି ହେଉଛନ୍‌। ହେଲେ ଆଏଜ୍‌ ବି ଆମର…

ସମ୍ଭାବନା ବିକଶିତ ହେଲେ ମିଳିବ ନିଯୁକ୍ତି ସୁଯୋଗ

ବାଲେଶ୍ୱର ଅଫିସ, ୧୦।୬-କେନ୍ଦ୍ରରେ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ବାଲେଶ୍ୱର ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି।…

ବିରଳ ନୀଳରକ୍ତ କଙ୍କଡ଼ାଙ୍କ ସୁରକ୍ଷା ଚିନ୍ତା

ବାଲେଶ୍ୱର ଅଫିସ, ୧୦।୬-ବିରଳ ନୀଳରକ୍ତ କଙ୍କଡାଙ୍କ ସୁରକ୍ଷା ଏବଂ ଏହି କଙ୍କଡାଙ୍କ ରକ୍ତରେ ଥିବା ଔଷଧୀୟ ଗୁଣ ସମ୍ପର୍କରେ ଅନ୍ତର୍ଜାତୀୟ ସ୍ତରରେ ଗବେଷଣା ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୧୫ରୁ ୨୦ତାରିଖ ମଧ୍ୟରେ ଚୀନର କିନ୍‌ଜୋ ସିଟିରେ ୪ର୍ଥ ଆନ୍ତର୍ଜାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?