ଆମ ଜିଲା ଖବର

କଲମପୁର ବ୍ଲକରେ ଆବାସ ଯୋଜନା ବାଟବନା: ଦଦ୍‌ରା ଘରେ ଜୀବନ୍‌ ବିତଉଛନ୍‌ ଉଷା

କଲମପୁର,୧୦।୬, (ଡି.ଏନ୍‌.ଏ): ଝନେ ମୁନୁଷ୍‌ ବଁଚ୍‌ବାର ଲାଗି ହେଲେ ଖାଏଦ୍‌, ଘର ଆର କପଡ଼ା ନିହାତି ଦରକାର। ଇଥିରଲାଗି କେନ୍ଦ୍ର ଆର ରାଏଜ୍‌ ସରକାର ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅଧ୍‌କାରୀ, କରମ୍‌ଚାରୀମାନକର ଖାମଖିଆଲି ମନଭାବ ଲାଗି ଅନେକ ଜାଗାରେ…

ନିସାହା ମହିଲାକଁର ଉପରେ ୫ ଛୁଆର ବୋଝ୍‌

ଭବାନୀପାଟଣା,୧୦।୬ (ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ମାଳିଗାଁ ପଁଚେତ୍‌ର ଭିତରପଦର ଗଁାର ସ୍ବର୍ଗତ ଗଙ୍ଗା ମାଝୀକଁର ବିଧବା ମାଏକିନା ବୁଦାଏ ବଓ୍ବୋ। ଆପନେର ମୁର୍‌ତୁ ଉତାରୁ ସେ ନିସାହା ହେଇଯାଇଛନ୍‌। ଏହେଦେ ସେ ୫ ନାବାଲକ ଛୁଆପିଲାକୁ…

ଦରକାରୀ କାଗଜପତର ଦାଖଲକରି ହତାଶ: ଭତାରୁ ବହୁତ୍‌ ଦୂରେ ହକ୍‌ଦାର ହିତାଧିକାରୀ

ଲାଠୋର, ୧୦ା୬ (ଡି.ଏନ୍‌.ଏ): ସରକାର ୬୦ ବଛର୍‌ରୁ ଅଧ୍‌କା ବଏସ୍‌ର ବୁଢ଼ାବୁଢ଼ିମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଦେଉଛନ୍‌। ହେଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ…

ବଏସ୍‌ ୮୬, ଭତାରୁ ବଁଚିତ୍‌ ବୁଧ

ଅତାବିରା, ୧୦।୬ (ଡି.ଏନ.ଏ): ରାଏଜ୍‌ ସରକାର ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗ, ନିସାହା ଛାର୍‌ରି ମହିଲାମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା ହେଇଥିବାର ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଯୁଗେଇ ଦେଉଛନ୍‌। ହେଲେ କେତେ…

ପାଣି ସମସ୍ୟା ନେଇ ସରପଞ୍ଚଙ୍କ ଘର ସମ୍ମୁଖରେ ଧାରଣା

କନିଷି,୯ ।୬(ଡି.ଏନ.ଏ.)-ରଙ୍ଗେଇଲୁଣ୍ଡା ବ୍ଲକ କୋଳଥିଗାଁରେ ରବିବାର ଗ୍ରାମବାସୀ ପାଣି ସମସ୍ୟା ନେଇ ସ୍ଥାନୀୟ ସରପଞ୍ଚଙ୍କ ଘର ସମ୍ମୁଖରେ ଧାରଣା ଦେଇଥିଲେ। ଏଥିପାଇଁ ସକାଳ ୭ଟାରୁ ୧୦ଟା ପର୍ଯ୍ୟନ୍ତ ଶତାଧିକ ମହିଳା, ପୁରୁଷ ହାଣ୍ଡି, ମାଠିଆ ଧରି ବସିଥିଲେ। ଏହି ସମୟରେ ପଞ୍ଚାୟତର…

ଦେଉଳିବନ୍ଧ ଉନ୍ନତୀକରଣ କାର୍ଯ୍ୟରେ ବିଳମ୍ବ

ଗୋପାଳପୁର,୯।୬-ରଙ୍ଗେଇଲୁଣ୍ଡା ବ୍ଲକ ରାଳବସ୍ଥିତ ଦେଉଳିବନ୍ଧର ଉନ୍ନତୀକରଣ କାର୍ଯ୍ୟ ଠିକ୍‌ ଭାବେ ହେଉ ନ ଥିବା ଅଭିଯୋଗ ହେଉଛି। ୨୦୧୮ ଡିିସେମ୍ବର ୭ରୁ ଆରମ୍ଭ ହୋଇ ଏହି କାର୍ଯ୍ୟ ୨୦୧୯ ମାର୍ଚ୍ଚ ୧୬ ସୁଦ୍ଧା ସରିବ ବୋଲି ସେଠାରେ ଲାଗିଥିବା ଫଳକରେ ଦର୍ଶାଯାଇଛି…

ସଚେତନତା ଅଭାବରୁ ବଢ଼ୁଛି ଦୁର୍ଘଟଣା

ଦାରିଙ୍ଗବାଡ଼ି,୯।୬(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସଚେତନତା ଅଭାବ ଓ ଯାତ୍ରୀ ପରିବହନରେ ଅବ୍ୟବସ୍ଥା ଯୋଗୁ ଦୁର୍ଘଟଣା ବଢ଼ୁଛି। କେଉଁଠି ବସ୍‌ରେ ଆବଶ୍ୟକତା ଠାରୁ ଅଧିକା ଯାତ୍ରୀ ବୋହି ନେବାକୁ ପଡ଼ୁଛି ତ ଆଉ କେଉଁଠି ଅଟୋରେ ଯାତ୍ରୀ ଓ ବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କୁ…

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲରୁ ଗ୍ରାମାଭିମୁଖୀ ହୋଇ ବିଭିନ୍ନ ପନିପରିବା ଚାଷ ନଷ୍ଟ କରୁଛନ୍ତି। ଏଥିସହିତ ଆମ୍ବ,…

ବଜ୍ରପାତରେ ଜଣେ ମୃତ, ୨ ଗୁରୁତର

ଝୁମ୍ପୁରା, ୯।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅଞ୍ଚଳରେ ରବିବାର ମଧ୍ୟାହ୍ନରେ ବଜ୍ରପାତରେ ବ୍ରହ୍ମାନନ୍ଦ ନାଏକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ବାରିଆ ଥାନା ଅନ୍ତର୍ଗତ ହରିପଶି ଗ୍ରାମର ବ୍ରହ୍ମାନନ୍ଦ ବିଲକୁ ଯାଇଥିବା ବେଳେ ବଜ୍ରପାତର ଶିକାର ହୋଇ…

ଜମିଜମାକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟଣା: ୫ ଗିରଫ

ଧାମନଗର, ୯।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଖପରପଦା ଗ୍ରାମରେ ଜମିଜମାକୁ କେନ୍ଦ୍ରକରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟଣାରେ ପୋଲିସ ଉଭୟ ପକ୍ଷରୁ ୫ ଜଣଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଡମ୍ବରୁଧର ସେଠୀ,…

ଡୁଙ୍ଗୁରିପାଲି ହେବ ୧ନଂ ବ୍ଲକ

ଡୁଙ୍ଗୁରିପାଲି, ୯ା୬(ଡି.ଏନ.ଏ.):ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ସଭାଗୃହରେ ରବିବାର ରାଜ୍ୟ ଅର୍ଥ ଓ ଅବକାରୀ ବିଭାଗ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଡିଓ ସହଦେବ ସମାଧିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ପୂଜାରୀ ତାଙ୍କ ବକ୍ତବ୍ୟରେ ନାନାବିଧ ଉନ୍ନୟନ୍ନମୂଳକ କାର୍ଯ୍ୟଦ୍ୱାରା…

ନ୍ୟାଶନାଲ କଲେଜକୁ ନାକ ଟିମର ପରିଦର୍ଶନ

ନୂଆପଡ଼ା ଅଫିସ,୯ା୬:ନୂଆପଡ଼ା ଜିଲା ହେଡକ୍ୱାର୍ଟରର ଏକମାତ୍ର ବହୁ ପୁରୁଣା ନ୍ୟାଶନାଲ କଲେଜକୁ ନାକ ଟିମ (ନ୍ୟାଶନାଲ ଆସେସମ୍ୟାଣ୍ଟ ଆଣ୍ଡ ଆକ୍ରିଡେଶନ କାଉନସିଲ)ର ଏକ ୩ ଜଣିଆ ପ୍ରତିନିଧି ଦଳ ପରିଦର୍ଶନ କରିଛନ୍ତି । ଏହି ଅବସରରେ ଏହି ଟିମ୍‌ ବିଭିନ୍ନ ସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?