ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ
ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବିଡିଓ ମାନସ କୁମାର ଦଣ୍ଡପାଟ ଓ…
ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର
ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ ହୋଇଥିଲା। ରେଳବାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ…
ଭୋଟ୍ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼
ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳ ପକ୍ଷରୁ ବିକ୍ଷୋଭକାରୀମାନେ ‘ଭୋଟ…
୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ଗୁଡାରିରେ ଅଖଚକ ସବୁ ଜାମ୍
ଗୁଡାରି,୮।୧୦(ପ୍ରମୋଦ କୁମାର ପତି): ଗୁରୁବାର ଇଣ୍ଡିଆ ମେଣ୍ଟର ଓଡିଶା ବନ୍ଦ ଡାକରା ପ୍ରଭାବ ଗୁଡାରି ସହରରେ ଦେଖିବାକୁ ମିଳିଛି । ସହରର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସମସ୍ତ ଶିକ୍ଷାନୁଷ୍ଠା, ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସମସ୍ତ ବ୍ୟାଙ୍କ ସମ୍ପୂର୍ଣ…
ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….
ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଘୋଷଣା କରିଛନ୍ତି । ଗୁରୁବାର ପୂର୍ତ୍ତ ବିଭାଗ ପକ୍ଷରୁ…
କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ
ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ ଦଳର କର୍ମୀମାନେ ଆନନ୍ଦପୁର ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ହାଟିବନ୍ଧୁ ଖୁଣ୍ଟିଆ…
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର
ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍ରୁମ୍ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍ରୁମ୍ ଏବେ କେବଳ ନାମକୁ ରହିଯାଇଛି। କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ନୀଲିପଡ଼ା ସରକାରୀ…
ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ
ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର ଅଟକାଇବାରୁ କିଛି ସମୟ ପାଇଁ ଯାତାୟାତ ଠପ୍ ହୋଇଥିଲା। ପରେ ଶୋଭାଯାତ୍ରା କରି…
ଟ୍ରେନ୍ ଟ୍ରାକ୍ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍ ରଖି…
ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍ ଟ୍ରାକ୍ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଲୋଇସିଂହା ଅଞ୍ଚଳର ତେନ୍ତୁଳିଖୁଣ୍ଟି ଗ୍ରାମର ସୁଦର୍ଶନ ପଟେଲ(୨୩) ବୋଲି ସୂଚନା ମିଳିଛି। ଘଟଣା…
ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ
ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା ବନ୍ଦ ଦିଗପହଣ୍ଡିରେ ଶାନ୍ତିପୂର୍ଣ୍ଣ ଭାବେ ପାଳନ କରାଯାଇଛି। ରାଜ୍ୟବାସୀଙ୍କ ଗଣତାନ୍ତ୍ରିକ ଅଧିକାର, ସାମ୍ବିଧାନିକ…
ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…
ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ମାଳପାଟଣା ଗ୍ରାମରେ। ମୃତକ ହେଉଛନ୍ତି ମାଳପାଟଣା ଗ୍ରାମର ନିରଞ୍ଜନ ସାହୁ। ନିରଞ୍ଜନ ଗତକାଲି…
ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା
ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି ଚତୁର୍ଥ ଦିନରେ ପହଞ୍ଚିଛି। ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘ (ଓବିକେଏମ) ପକ୍ଷରୁ ସୋମବାରଠାରୁ…

