ଆମ ଜିଲା ଖବର

କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ପରେ ଜନ୍ମମାଟି ଯିବେ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ: ସମ୍ବର୍ଦ୍ଧନା ନେଇ ପ୍ରସ୍ତୁତି

ସଜାନଗଡ଼, ୯।୬(ଡି.ଏନ୍‌.ଏ.): ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେବା ପରେ ରବିବାର ସନ୍ଧ୍ୟାରେ ଜନ୍ମମାଟି ନୀଳଗିରିରେ ପହଞ୍ଚିବେ। ତେବେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ପାଇଁ ଭାଜପା ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ଏ…

ସ୍ମୃତିରେ ନନ୍ଦିନୀ: ୮୮ତମ ଜୟନ୍ତୀ ଅବସରରେ ବାରିପଦାରେ କବିତା ପାଠୋତ୍ସବ

ବାରିପଦା ଅଫିସ,୯।୬- ବାରିପଦା ସହରର ଏକ ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ସାହିତ୍ୟ ସଂସ୍କୃତି ବିକାଶ ମଞ୍ଚ ପକ୍ଷରୁ ରବିବାର ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀ ପାଳନ କରାଯାଇଛି। ମିଶନ ସାଇନ୍ସ ଏକାଡେମୀ ପରିସରରେ ପାଳିତ ଏହି…

ରାଉରକେଲାରେ ଜାତୀୟସ୍ତରୀୟ ଷଷ୍ଠ ଡ୍ୟାନ୍ସ ଫେଷ୍ଟିଭାଲ: ଓଡ଼ିଶୀ ନୃତ୍ୟ ପରିବେଷଣ କରି ପୁରସ୍କୃତ ହେଲ କନ୍ଧମାଳ ଛାତ୍ରୀ

ଦାରିଙ୍ଗବାଡ଼ି,୯।୬(ଡି.ଏନ୍‌.ଏ): ରାଉରକେଲା କଳାସଂଘମ୍‌ ପକ୍ଷରୁ ଜାତୀୟସ୍ତରୀୟ ଷଷ୍ଠ ଡ୍ୟାନ୍ସ ଫେଷ୍ଟିଭାଲ ଶନିବାର ଅନୁଷ୍ଠିତ ହୋଇଯାଇଛି। ରାଉରକେଲା ସେକ୍ଟର ୧୯ ସିଭିକ୍‌ ସେଣ୍ଟରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଛାତ୍ରୀମାନେ ଓଡ଼଼ିଶୀ ନୃତ୍ୟ ପରିବେଷଣ କରି ପୁରସ୍କୃତ ହୋଇଛନ୍ତିା…

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୯।୬: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର ସାରଙ୍ଗଗଡ଼ ଥାନା ଅନ୍ତର୍ଗତ ପଟାଙ୍ଗି ପଞ୍ଚାୟତର ପଦାସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଶାସକ୍ତ ଅବସ୍ଥାରେ ସ୍ବାମୀ ପ୍ରଶାନ୍ତ ନାୟକ ସ୍ତ୍ରୀ ସୁଦସ୍ଥା ନାୟକଙ୍କୁ ଟାଙ୍ଗିଆରେ ହାଣି ନିିର୍ମମ…

ଘରେ ପଶି ଭୁଜାଲିରେ ଆକ୍ରମଣ କଲେ ଦୁବୃର୍ତ୍ତ: ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଆରଡ଼ି,୯।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ନିକଟସ୍ଥ ଆଖଣ୍ଡଳମଣି ଭଦ୍ରକ ରାସ୍ତା ପାର୍ଶ୍ୱରେ ଥିବା ଏକ ଘରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପରିବାର ଲୋକଙ୍କୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ…

ଚିକିତ୍ସା ଅବହେଳାରୁ ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ: ପିଆର୍‌ଏମ୍‌ ମେଡିକାଲ କଲେଜରେ ଉତ୍ତେଜନା; କାର୍ଯ୍ୟାନୁଷ୍ଠାନ ଦାବିରେ ମୃତଦେହ ରଖି ଧାରଣା

ବାରିପଦା ଅଫିସ,୯।୬- ମୟୁରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଶନିବାର ବିଳମ୍ବିତ ରାତିରେ ଜଣେ ନାବଳିକାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଶନିବାର ସକାଳୁ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ନାବାଳିକାଙ୍କ ପରିବାରଲୋକେ…

ମୁରତୁ ସଂଗେ ଯୁଝୁଛନ୍‌ ଦେବକୀ

ବିନିକା, ୯ା୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂଘିଯୁବା ପଁଚେତ୍‌ ଅଧୀନ ଜାମପାଲି ତଲିପଡ଼ାର ଦେବକୀ କଲିତା(୩୪)। ଆପ୍‌ନେ ହାଡ଼ୁ କଲିତା(୪୨) ଆର ତିନ୍‌ ପିଲାକୁ ନେଇ ତାକର ପରିବାର ହସ୍‌ଖୁସିଥି ଚାଲିଥିଲା। ୨୦୧୭ ଜୁନ୍‌ ୧୨ ତାରିଖରେ ଦେବକୀକଁର ପେଟ୍‌…

ବଛ୍‌ରେ ହେଲା ଥଁଡା ପାଏନ୍‌ ପ୍ରକଳ୍ପ ଅଚଲ : ଉଲ୍‌ଗୁଲାନର ଚେତାବନୀ ଦେଲା ବେଉସାୟୀ ସଂଘ

ମନମୁଣ୍ଡା, ୯।୬ (ଡି.ଏନ.ଏ): – ବୌଦ୍ଧ ଜିଲା ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ବାଡ଼ାକେ ଲାଗି ୨୦୧୬ ସାଲେ ୩ ଲାଖ୍‌ ଟଁକା ଖରଚ୍‌ରେ ଗୁଟେ ଥଁଡା ପାଏନ୍‌ ପ୍ରକଳ୍ପ ତିଆର କରାଯାଇଥିଲା। ଉଦେଶ୍‌ ଥିଲା ରୁଗୀ ଆର ତାକର ସହଯୋଗୀମାନେ…

ଆମ୍‌ ଚାଷ୍‌ ଦେଇଛେ ଜୀବ୍‌କା : ପୋରଛାହନ୍‌ ଅଭାବ, ତଥାପି ସଫଲ

ପଦ୍ମପୁର, ୯।୬ (ଡି.ଏନ.ଏ): ଫଲ ଭିତରେ ରଜା ହେଉଛେ ଆମ୍‌। ସାରା ବିଶ୍ୱରେ ଅମ୍‌ର ଚାହିଦା କାହିଁରେ କେତେ। ଆଘ ଗଁ।ଗଁଲିମାନକେ ଅନେକ କିସମର ଆମ୍‌ ଦେଖ୍‌ବାକେ ମିଲୁଥିଲା। ଲୋକ୍‌ ଆମ୍‌ ବୁରେଇ ତିଆର କରୁଥିଲେ। ରୁତୁ ସମିଆରେ ଆମ୍‌ ବୁରେଇରେ…

ବୁଢ଼ାବୁଢ଼ି ଭତାରୁ ବଁଚିତ୍‌ କୁଆଦେଇ : ବଢ଼ୁଛେ ବଏସ୍‌, କମୁଛେ ଆଶ୍‌

ଲାଠୋର, ୯ା୬ (ଡି.ଏନ୍‌.ଏ): ସରକାର ୬୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ି, ବିଧବା, ଦିବ୍ୟାଙ୍ଗମାନକୁ ମାସିକ ୫ଶହ ଟଁକା ଭତା ଯୁଗେଇ ଦେଉଛନ୍‌। ସେନ୍‌ତା ୮୦ ବଛର୍‌ରୁ ଅଧ୍‌କା ବୁଢ଼ାବୁଢ଼ିକୁ ମାସିକ ୭ଶହ ଟଁକା ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ପରଶାସନିକ…

ଖଳିସାହି ପ୍ରଦୂଷିତ ପୋଖରୀରୁ ପଙ୍କୋଦ୍ଧାର ଦାବି

ଖଣ୍ଡପଡା,୯ା୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅଧୀନ ଖଳିସାହି ପଞ୍ଚାୟତର ରାଜୁଆସାହି ନିକଟରେ ଥିବା ଦେବତା ପୋଖରୀର ଜଳ ପ୍ରଦୂଷିତ ହୋଇପଡିଛି। ଫଳରେ ପୋଖରୀର ଜଳ ଏବେ ବ୍ୟବହାର ନିମନ୍ତେ ସମ୍ପୂର୍ଣ୍ଣ ଅନୁପଯୋଗୀ । ପୋଖରୀର ଚତୁଃପାର୍ଶ୍ୱ ଅନାବନା ଗଛଲତାରେ ପରିପୂର୍ଣ୍ଣ ହୋଇଥିବା ବେଳେ ପଙ୍କରେ…

କାଳବୈଶାଖୀ ପ୍ରଭାବ: ଉଡ଼ିଗଲା କଲେଜ ଶ୍ରେଣୀଗୃହ ଆଜବେଷ୍ଟସ୍‌

ଗଣିଆ,୯।୬(ଡି.ଏନ.ଏ.)-ଗଣିଆ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗଣିଆସ୍ଥିତ ଶ୍ରୀ ଶ୍ରୀ ରଘୁନାଥଜୀଉ ଡିଗ୍ରୀ ମହାବିଦ୍ୟାଳୟର ୨ଟି ଶ୍ରେଣୀଗୃହର ଆଜବେଷ୍ଟସ୍‌ ଛପର ଉଡିଯାଇଛି । ଆସନ୍ତା ୨୦ ତାରିଖରେ ମହାବିଦ୍ୟାଳୟରେ ଫୋର୍ଥ ସେମିଷ୍ଟର ପରୀକ୍ଷା ହେବାକୁ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?