ଆମ ଜିଲା ଖବର

ବଅଁରପାଳ ଛାତ୍ର ରେଭେନ୍‌ଶା ଟପ୍ପର

ବଅଁରପାଳ,୯।୬(ଡି.ଏନ.ଏ.) – ବଅଁରପାଳ ସ୍ଥିତ ପିବିକେ ହାଇସ୍କୁଲର ଛାତ୍ର ସତ୍ୟଜିତ ବେହେରା ରେଭେନ୍‌ଶା ଜୁନିୟର କଲେଜରେ ଟପ୍ପର ହୋଇଛନ୍ତି। ସତ୍ୟଜିତ ହାଇସ୍କୁଲ ପରୀକ୍ଷାରେ ୯୫ ଶତକଡ଼ା ନମ୍ବର ରଖିଥିଲେ। ଏହାପରେ କଟକ ସ୍ଥିତ ରେଭେନ୍‌ଶା ଜୁନିୟର କଲେଜରେ ନାମ ଲେଖାଇଥିଲେ। ସେ…

ଝିଅର ଏକୋଇଶିଆ ଦିନ ମା’ଙ୍କ ମୃତ୍ୟୁ

ଅନୁଗୋଳ ଅଫିସ, ୯।୬ – ଝିଅର ଏକୋଇଶିଆ ପାଳନ ପୂର୍ବରୁ ମା’ଙ୍କ ଜୀବନ ଯିବା ଘଟଣା ଶୁକ୍ରବାର ଚର୍ଚ୍ଚାର ବିଷୟ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ ଜିଲା ରାସୋଳ ଥାନା କାରନ୍ଦା ଗ୍ରାମରେ। ଗ୍ରାମର ରିତୁ ପୃଷ୍ଟି(୧୯) ୨୧ ଦିନ ପୂର୍ବରୁ…

ବଜ୍ରପାତରେ ୨୭ ଗୋରୁ, ୯ ମେଣ୍ଢା ମୃତ

ଦିଗପହଣ୍ଡି/ପାତ୍ରପୁର,୯ା୬ (ଡି.ଏନ.ଏ.) -ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ବଜ୍ରପାତରେ ୨୭ ଗୋରୁଙ୍କ ମୃତ୍ୟୁ ହୋଇଥିବାବେଳେ ୯ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଞ୍ଚାୟତ ବାଲିବାଡ ଗଁା ନିକଟରେ ଶନିବାର ବଜ୍ରପାତରେ ୧୪ ବଳଦ, ୨ ଗାଈ ଓ…

ଗଞ୍ଜେଇ ସହ କାର ଜବତ, ଜଣେ ଗିରଫ

ବାଲିଗୁଡା,୯ା୬(ଡି.ଏନ୍‌.ଏ.) -ବାଲିଗୁଡା ସ୍ଥିତ ଖଜୁରୀନାଳଠାରେ ଶୁକ୍ରବାର ରାତିରେ ପୋଲିସ ପାଟ୍ରୋଲିଂ କରୁଥିବାବେଳେ ଏକ କାରରୁ ଗଞ୍ଜେଇ ଜବତ କରିବା ସହ ଗାଡି ଚଲାଉଥିବା ମାଲିକଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ ସିନ୍ଦ୍ରିଗଁାର ରବୀନ୍ଦ୍ର ଦିଗାଳ। ଯେ, ଶୁକ୍ରବାର ବାଲିଗୁଡା ପୋଲିସ…

ମୁକୁଳା ପଡ଼ିଛି ତ୍ରିବେଣୀନଗର ଡ୍ରେନ୍‌

ବ୍ରହ୍ମପୁର ଅଫିସ,୯ା୬-ବ୍ରହ୍ମପୁରକୁ ସ୍ବଚ୍ଛ ଓ ସୁନ୍ଦର ସହରରେ ପରିଣତ କରିବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ବହୁ ପଦକ୍ଷେପ ନେଉଛି। ଫାଉଣ୍ଟେନଠାରୁ ଆରମ୍ଭ କରି ସହରର କାନ୍ଥଗୁଡିକରେ ୱାଲ ପେଣ୍ଟିଂ, ଆବର୍ଜନାରୁ ପ୍ରସ୍ତୁତ ବିଭିନ୍ନ ମଡେଲକୁ ସହରର ବିଭିନ୍ନ ସ୍ଥାନରେ ସ୍ଥାପିତ କରିବା…

ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପରୀକ୍ଷାଫଳ ପ୍ରକାଶ : ପାସ୍‌ ହାର ୯୦ ପ୍ରତିଶତ

ବ୍ରହ୍ମପୁର ଅଫିସ୍‌,୯ା୬-ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଅଧୀନ ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ, ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଏବଂ ଗୋପାଳପୁର ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି । ଏହି ୩ ମହାବିଦ୍ୟାଳୟର ମୋଟ ୧୧୨୦ ଛାତ୍ରୀଛାତ୍ର ପରୀକ୍ଷା…

ବୈତରଣୀରେ ବୁଡ଼ି ୨ ନାବାଳକ ମୃତ

ଆନନ୍ଦପୁର, ୯।୬(ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମ ନିକଟ ବୈତରଣୀ ନଦୀ ଘାଟରେ ବୁଡ଼ି ୨ ନାବାଳକଙ୍କର ମୃତ୍ୟୁ ଘଟିଛି। ସେମାନେ ହେଲେ ପଞ୍ଚୁପଲୀ ଗ୍ରାମର ସଞ୍ଜୟ ପଟ୍ଟନାୟକଙ୍କ ପୁଅ ସମ୍ବିତ (୧୫) ଓ ବାବୁ ପ୍ରସାଦ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ : ଅଭିଯୁକ୍ତ ଗିରଫ, ଖଣ୍ଡା ଜବତ

ବଡ଼ବିଲ, ୯।୬ (ସ୍ବ.ପ୍ର.) – କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀ ଗ୍ରାମର ରୋହିତ ଶାସ୍ତ୍ରୀ ନାମକ ଜଣେ ଯୁବକଙ୍କୁ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ କରାଯାଇଛି। ଏଥିରେ ଗୁରୁତର ରୋହିତ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଏ…

ହାତୀ ଉପଦ୍ରବ: ଅଧାପାଚିଲା ଧାନକାଟିଲେ ଚାଷୀ

ଚମ୍ପୁଆ, ୯ା୬(ଡି.ଏନ.ଏ.)-ହାତୀ ପାଇଁ ରାତି ଉଜାଗର ରହୁଥିବା ଚାଷୀ ଶେଷରେ ଅନ୍ୟ ଉପାୟ ନ ପାଇ ମୁଠା ମୁଠା ଟଙ୍କା ଖର୍ଚ୍ଚ କରିଥିବା ଧାନଚାଷକୁ ଅଧାପାଚିଲା ଅବସ୍ଥାରେ ବିଲରୁ କାଟିବାକୁ ବାଧ୍ୟ ହେଉଥିବା ଦେଖିବାକୁ ମିଳିଛି। ଚୋରଠାରୁ ଶିକା ବାହୁଙ୍ଗି ପାଇବା…

ସାପ କାମୁଡାରେ ମା’,ପୁଅ ମୃତ

ଉମରକୋଟ,୮।୬(ଡି.ଏନ.ଏ)-ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସି ପଞ୍ଚାୟତର ମାଲପରା ଗ୍ରାମରେ ଶୁକ୍ରବାର ରାତିରେ ଏକ ହୃଦୟ ବିଦାରକ ଘଟଣା ଘଟିଯାଇଛି। ସାପ କାମୁଡାରେ ମା’ ଓ ପୁଅର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଲକ୍ଷ୍ମୀ ଗଣ୍ଡ ଓ ତାଙ୍କ ପୁଅ ଭାଗିରଥୀ…

ବନବିଭାଗ ଚଢ଼ାଉ : କାଠ ସାମଗ୍ରୀ, ଯନ୍ତ୍ରପାତି ଜବତ

ଲାଠୋର, ୮ା୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ ଥିବା ଏକ ଫର୍ଣ୍ଣିଚର ଦୋକାନ ଉପରେ ବନବିଭାଗ ଶନିବାର ଚଢ଼ାଉ କରିଥିଲା। ଚଢାଉ ବେଳେ ଲକ୍ଷାଧିକ ଟଙ୍କାର ନିର୍ମିତ କାଠ ସାମଗ୍ରୀ ଓ ଯନ୍ତ୍ରପାତି ଜବତ କରାଯାଇଛି। ଏହି ଘଟଣାରେ…

କିଶୋରନଗର ଅଞ୍ଚଳରେ କାଳବୈଶାଖୀ: ଗଛ ପଡ଼ି ରାସ୍ତା ଅବରୋଧ

ବଇଣ୍ଡା,୮।୬(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା, ଗାଁ ବଇଣ୍ଡା, ଜାମ୍ବୁନାଳୀ, ହଣ୍ଡପା, ବିଲେଇନାଳୀ, ନାକିଚି, ବାମୁର ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଛି। ଏଥିଯୋଗୁ ଗାଁ ବଇଣ୍ଡା ଜଗନ୍ନାଥ ମନ୍ଦିର ନିକଟରେ ଏକ ବିରାଟ ଗଛ ଉପୁଡ଼ି ପଡ଼ିଥିଲା। ଫଳରେ ଏକ ଘଣ୍ଟାଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?