ଆମ ଜିଲା ଖବର

ପାଟଣାଗଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣା; ଜୀବନପ୍ରତି ବିପଦ ଅଛି: ଜେଇଙ୍କ ସ୍ତ୍ରୀ

ଭୁବନେଶ୍ୱର, ୮।୬(ବ୍ୟୁରୋ): ପାଟଣାପଡ଼ ଜେଇଙ୍କୁ ବିଧାୟକ ଉଠ୍‌ବସ କରିବା ଘଟଣାରେ ସମ୍ପୃକ୍ତ ଜେଇଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ କହିଛନ୍ତି ଯେ, ନିଜର ଏବଂ ତାଙ୍କ ସ୍ବାମୀଙ୍କ ଜୀବନ ପ୍ରତି ବିପଦ ରହିଛି। ଗତ ୬ ତାରିଖରୁ ବିଧାୟକ ସରୋଜ ମେହେରଙ୍କ ନାମରେ…

ବଜାର ନିୟନ୍ତ୍ରଣ କମିଟିର ଚଞ୍ଚକତା ଅଭିଯୋଗ: ଟ୍ୟାକ୍ସ ଫାଙ୍କୁଛନ୍ତି ବାହାର ବ୍ୟବସାୟୀ

ଦାରିଙ୍ଗବାଡ଼ି,୮।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ କାର୍ଯ୍ୟ କରୁଥିବା ନିୟନ୍ତ୍ରିତ ବଜାର କମିଟି (ରାଇକିଆ) ପକ୍ଷରୁ ଅଞ୍ଚଳରେ ଚଞ୍ଚକତା କରାଯାଉଥିବା ଶନିବାର ସ୍ଥାନୀୟ ବ୍ୟବସାୟୀ ଅଭିଯୋଗ କରିଛନ୍ତି । ବଜାର କମିଟି ପକ୍ଷରୁ ହଳଦୀ, ଚାଉଳ ଆଦି ଟ୍ରକ ଏବଂ ଗୋଦାମରୁ…

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ, ୫ ଦିନରେ ଗଲାଣି ୩ ଜୀବନ

କେନ୍ଦୁଝର, ୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ନିକଟରେ ଶନିବାର ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡିନାହିଁ। ବାଇକ ନମ୍ବର (ଓଡି୦୯-ସି୦୧୨) ହୋଇଥିବା ବେଳେ ଗାଡ଼ି ମାଲିକଙ୍କ ନାମ ଆରଟିଓ ତଥ୍ୟ…

ଜମିବାଡ଼ିକୁ ନେଇ ଗଣ୍ଡଗୋଳ: ବଡ଼ଭାଇ ଆକ୍ରମଣରେ ସାନ ଭାଇ ମୃତ

କୋରାପୁଟ, ୮।୬(ସ୍ବ.ପ୍ର.): କୋରାପୁଟ ବ୍ଲକ ଦେଓଘାଟି ଗ୍ରାମରେ ଶୁକ୍ରବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜମିବାଡ଼ି ଓ ଧାନକୁ ନେଇ ୨ ଭାଇ ଲଳିତ ମୁଦୁଲି ଓ ସାନ ଭାଇ ଉଦ୍ଧବଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଲଳିତ ରାଗିଯାଇ ଏକ…

ବରଯାତ୍ରୀ ସହ କନ୍ୟାଘରେ ପହଞ୍ଚିଲେ ମହାଦେବ:ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ

ସମ୍ବଲପୁର, ୮ା୬ (ବ୍ୟୁରୋ): ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ପଞ୍ଚମୀ ତିଥିରେ ଦେବ ଦେବ ମହାଦେବ ବରାତିରେ ନଗର ପରିକ୍ରମା କରି କନ୍ୟାଘରେ ପହଞ୍ଚିଥିଲେ। ଏଥିସହ ଷଷ୍ଠୀ ତିଥିରେ ମାହେନ୍ଦ୍ର ମୁହୂର୍ତ୍ତରେ ଦେବଦମ୍ପତିଙ୍କ ବିବାହ ସମ୍ପନ୍ନ ହୋଇଛି। ଜଗତଜନନୀ ମାତା ପାର୍ବତୀ ଓ…

ମଦ୍ୟପ ବାପାଙ୍କୁ ହତ୍ୟା କଲା ପୁଅ

ବୌଦ୍ଧ, ୮ା୬(ସ୍ବ.ପ୍ର): ବୌଦ୍ଧ ଥାନା ଅନ୍ତର୍ଗତ ସରଣ୍ଡା ଗ୍ରାମରେ ଗୁରୁବାର ଏକ ହତ୍ୟା ଘଟଣା ଘଟିଛି । ମଦ୍ୟପ ବାପାଙ୍କ ନିର୍ଯାତନା ଅସହ୍ୟ ହେବାରୁ ପୁଅ ତାଙ୍କୁ ହତ୍ୟା କରିଛି । ମୃତକ ହେଲେ ସଦାଶିବ ପାତ୍ର(୪୩) । ପୋଲିସ ହତ୍ୟାକାରୀ…

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ପାଟଣାଗଡ଼ ବିଧାୟକଙ୍କ ପାଇଁ ଅଡୁଆ ବଢ଼ିଲା

ବଲାଙ୍ଗିର ଅଫିସ/ଭୁବନେଶ୍ୱର, ୮ା୬(ବ୍ୟୁରୋ): ନିମ୍ନମାନର ରାସ୍ତା କାମ ପାଇଁ ପାଟଣାଗଡର ନବନିର୍ବାଚିତ ବିଧାୟକ ସରୋଜ ମେହେର ଗତ ୫ତାରିଖରେ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ସର୍ବସମ୍ମୁଖରେ ଉଠ୍‌ବସ୍‌ କରାଇଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ପୂରା ଘଟଣା ପଦାକୁ ଆସିଥିଲା।…

ନିଖୋଜ ବିମାନରେ ଥିଲେ ଓଡ଼ିଆ ପାଇଲଟ୍‌ ସୁନୀତ

ବ୍ରହ୍ମପୁର ଅଫିସ୍‌, ୮ା୬: ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ନିଖୋଜ ହେବାର ୫ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାହାର ପତ୍ତା ମିଳିନାହିଁ। ଉକ୍ତ ବିମାନରେ ଅନ୍ୟମାନଙ୍କ ମଧ୍ୟରେ ଓଡିଆ ପାଇଲଟ ସୁନୀତ୍‌ ମହାନ୍ତି ଥିଲେ। ଆଇଏଏଫ୍‌ର ଏଏନ୍‌-୩୨ ବିମାନ ସୋମବାର…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

କଣିହାଁ/ପବିତ୍ରନଗର,୮।୬ (ଡି.ଏନ.ଏ.) – କଣିହାଁ ପଞ୍ଚାୟତ ସମିତି ପବିତ୍ର ମୋହନ ସଭାଗୃହରେ ଶୁକ୍ରବାର ପାଲଲହଡ଼ା ବିଧାୟକ ମୁକେଶ ପାଲ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତାଳଚେର ଉପଜିଲାପାଳ ଏଥିରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ…

ଶ୍ରୀଚନ୍ଦ୍ରଶେଖରଜୀଉଙ୍କ ବିବାହ ସମ୍ପନ୍ନ : ରୋଶଣିରେ କମ୍ପିଲା ଦେଓଗଁ।

ଢେଙ୍କାନାଳ ଅଫିସ, ୮।୬- ପବିତ୍ର ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳର ଜିଲାର ପ୍ରମୁଖ ଶୈବପୀଠ। ବାଜାବାଣ, ରୋଶଣି ସାଙ୍ଗକୁ ଶିବସ୍ତୋତ୍ରରେ ପରିବେଶ ମୁଖରିତ ହୋଇଉଠିଥିବାବେଳେ ଦବଦମ୍ପତିଙ୍କ ବିବାହରେ ସାମିଲ ହୋଇଥିଲେ ହଜାର ହଜାର ଶ୍ରଦ୍ଧାଳୁ। କପିଳାସ କ୍ଷେତ୍ରାଧିପତି…

ଜିଲା ଏଡ୍‌ସ ନିବାରଣ ଓ ନିୟନ୍ତ୍ରଣ କମିଟି ବୈଠକ : ୨୦୧୮-୧୯ରେ ଗଲାଣି ୪ ଜୀବନ

ଅନୁଗୋଳ ଅଫିସ, ୮।୬ – ଜିଲା ଏଡ୍‌ସ ନିବାରଣ ଓ ନିୟନ୍ତ୍ରଣ କମିଟି ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲାରେ ଏଡ୍‌ସ ରୋଗର ଭୟାବହତା ଦୃଷ୍ଟିରୁ ଏହାର ନିୟନ୍ତ୍ରଣ ପାଇଁ ବ୍ୟାପକ ଜନସଚେତନତା ଉପରେ…

ତେଲ ଗୋଦାମରେ ଚଢ଼ାଉ : ପରୀକ୍ଷା ପାଇଁ ପଠାଗଲା ନମୁନା

ଅନୁଗୋଳ ଅଫିସ, ୮।୬ – ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ତେଲ ଗୋଦାମରେ ଅପମିଶ୍ରିତ କାରବାର ହେଉଥିବା ସନ୍ଦେହ କରି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ଉକ୍ତ ଗୋଦାମକୁ ପ୍ରଶାସନ ନିଜ ହେପାଜତକୁ ନେଇଥିବା ବେଳେ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?