ଆମ ଜିଲା ଖବର

କୃଷକ ସଭାର ଗଣଧାରଣା

ଛତ୍ରପୁର,୮ା୬(ଡି.ଏନ୍‌.ଏ.)- ବିଭିନ୍ନ ଦାବି ନେଇ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ଛତ୍ରପୁର ସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣ ଧାରଣା ଦିଆଯାଇଥିଲା। ଏଠାରେ ବିଭିନ୍ନ ଦାବି ଉପସ୍ଥାପନ ହୋଇଥିଲା। ପରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ…

ଅଟୋ-ବାଇକ୍‌ ଧକ୍କା, ସରପଞ୍ଚଙ୍କ ମୃତ୍ୟୁ

ଭୋଗରାଇ, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ କମର୍ଦ୍ଦା ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ସେଠୀ (୪୮) ଶୁକ୍ରବାର ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁରେ ଏହି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। କମର୍ଦ୍ଦା ସରପଞ୍ଚ ଏକ ବାଇକ୍‌ ଯୋଗେ ଚନ୍ଦନେଶ୍ୱରରୁ ଘରକୁ…

ପରିବେଶ ରକ୍ଷା ଲାଗି ସଚେତନତା ଉପରେ ଗୁରୁତ୍ୱ : ନୀଳଗିରି ଏନଏସିକୁ ମଡ଼େଲ୍‌ ଭାବେ ଗ୍ରହଣ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବର୍ଜ୍ୟବସ୍ତୁ ପରିଚାଳନା କମିଟିର ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ବୈଠକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଶୁକ୍ର୍ରବାର ଅନୁଷ୍ଠିତ ହୋଇଯାଇଛି ା ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତ୍ରିଲୋଚନ ପ୍ରଧାନ ଏଥିରେ ଅଧ୍ୟକ୍ଷତା କରିବା…

ପରିବେଶ ଆଇନ ଉଲ୍ଲଂଘନ: ବାଲିଉତ୍ସ ପରିଦର୍ଶନ କଲେ ଉଚ୍ଚ କର୍ତ୍ତୃପକ୍ଷ

ଜଳେଶ୍ୱର, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ମହମ୍ମଦନଗରପାଟଣା ପଞ୍ଚାୟତ ଅଧୀନ ସୁବର୍ଣ୍ଣରେଖା ନଦୀର ମହମ୍ମଦନଗରପାଟଣା (କ, ଖ, ଗ ଓ ଘ) ୪ଟି ବାଲି ଉତ୍ସକୁ ଶୁକ୍ରବାର ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର ନିର୍ଦ୍ଦେଶକ ଡ. କେ ମୂରଲୀ, ଏମପିଆର୍‌କ୍ୟୁ…

ପଣପଣା ସମବାୟ ସମିତି ଆଗରେ ଚାଷୀଙ୍କ ଧାରଣା

ବାହାନଗା, ୮।୬(ଡି.ଏନ.ଏ.)-ବିକ୍ରି ହୋଇଥିବା ଧାନର ପ୍ରାପ୍ୟ ପାଇଁ ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତି ଆଗରେ ଶୁକ୍ରବାର ଚାଷୀମାନେ ଧାରଣା ଦେଇଥିଲେ। ୧୫ ଦିନ ପରେ ଚାଷୀମାନଙ୍କୁ ଟଙ୍କା ଦିଆଯିବ ବୋଲି ସମିତି ସମ୍ପାଦକ ପ୍ରତିଶ୍ରୁତି ଦେବା ପରେ ଧାରଣା…

ଅଧାପନ୍‌ତରିଆ ପଡ଼ିଛେ ପଢ଼ାକୁଠି ତିଆରି କାମ୍‌:୨ଟା କୁଠିଥି ୮ଟା ଶ୍ରେଣୀର ଛାତ୍ରୀଛାତ୍ର

ଲୋଇସିଂହା, ୮।୬(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍‌ ଅଧୀନ ଅଗଲାପାଲି ଗଁାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନୂତନ ପଢ଼ାକୁଠି ତିଆରିରେ ବଡ଼ଭାରି ହେରଫେର ହେଇଥିବାର ଗଁାବାସୀ ଅଭିଯୋଗ କରିଛନ୍‌। ଯେନ୍‌ଥିରଲାଗି ତିଆରି କାମ୍‌ ଗଲା ୫ ବଛର…

ବସୁନ୍ଧରା ଯୋଜନା ବାଟବନା:ଘରଡିହ ପାଏବାରୁ ବଁଚିତ୍‌ ଭୂମିହୀନ ପରିବାର

ଲାଠୋର, ୮ା୬ (ଡି.ଏନ.ଏ): ସରକାର ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ସାମିଲ କରି ୪ ଡିସିମିଲ ଘରଡିହ ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଖାମଖିଆଲି ମନଭାବ ଲାଗି ଅନେକ ଭୂମିହୀନ ଘରଡିହ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ…

ଯାତ୍ରା ଦେଖି ଫେରୁଥିବାବେଳେ ଜୀବନ ଗଲା

ଫୁଲବାଣୀ ଅଫିସ, ଫିରିଙ୍ଗିଆ,୮ା୬- ଫିରିଙ୍ଗିଆରେ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣାରେ ଜଣେ ବାଇକ ଚାଳକ ଗୁରୁତର ହୋଇଛନ୍ତି। ସେ ହେଲେ ପଦିଙ୍ଗିଆ ପଞ୍ଚାୟତର ପ୍ରସନ୍ନ କହଁର। ବନ୍ଧଗଡ ଯାତ୍ରା ଦେଖି ପ୍ରସନ୍ନ ବାଇକରେ ଫେରୁଥିବାବେଳେ ରରଙ୍ଗ ସ୍କୁଲ ନିକଟରେ ରାତି ପ୍ରାୟ…

ମାଡ଼ିଗଲା କାର୍‌: ଜଣେ ମୃତ, ଶିଶୁ ସମେତ ୫ ଗୁରୁତର

ଫୁଲବାଣୀ ଅଫିସ,୭ା୬- ଫୁଲବାଣୀ ସହର ନାରାୟଣୀ ମନ୍ଦିର ଛକ ପାଖରେ ଏକ କାର ରାସ୍ତାରେ ଚାଲି ଚାଲି ଯାଉଥିବା ୬ଜଣ ଲୋକଙ୍କ ଉପରେ ମାଡି ଯାଇଛି। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ୪ ବର୍ଷ ଶିଶୁ ସମେତ ୫ଜଣ…

ବୀମାରାଶି ଫେରାଇବାକୁ ଖାଉଟି ଅଦାଲତଙ୍କ ନିର୍ଦ୍ଦେଶ

ସିମୁଳିଆ, ୭।୬(ଡି.ଏନ.ଏ.)-ବିଭିନ୍ନ ବୀମାଧାରୀ କମ୍ପାନୀ ନାନା ପ୍ରକାର ପ୍ରଲୋଭନ ଦେଖାଇ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥାନ୍ତି। ଉପଭୋକ୍ତାମାନଙ୍କୁ ଟଙ୍କା ଫେରସ୍ତର ସମୟ ଆସିଲେ ନାନା ପ୍ରକାର ନୀତିନିୟମ ଦେଖାଇ ଥାଆନ୍ତି ା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ସୁଙ୍ଗୁଡା ଅଞ୍ଚଳର ୪୫ ବର୍ଷୀୟା…

କୁଲଡ଼ିହା ହାତୀ ମୃତ୍ୟୁ ଘଟଣା: ଫରେଷ୍ଟର, ଗାର୍ଡ଼ ନିଲମ୍ବିତ

ସଜନାଗଡ଼, ୭।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର କୁଲଡ଼ିହା ଅଭୟାରଣ୍ୟରେ ଗତ ୫ତାରିଖରେ ଏକ ଦନ୍ତାହାତୀର ମୃତଦେହ ମିଳିଥିଲା। ହାତୀର ମୃତ୍ୟୁକୁ ନେଇ ବନବିଭାଗ କୌଣସି ଟେର୍‌ ନ ପାଇବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଥିଲା। ଏହି ପରିପ୍ରେକ୍ଷୀରେ ବନବିଭାଗର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡା…

ବିଭିନ୍ନ ଘଟଣାର ନ୍ୟାୟ ଦାବିରେ ଧାରଣା: ପୋଲିସ ପଦକ୍ଷେପ ନନେଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ସିପିଆଇ

ଜୟପୁର,୭ା୬(ନି.ପ୍ର.): ଆତ୍ମହତ୍ୟା, ଗଣ ବଳାତ୍କାର ଓ ହତ୍ୟା, ମାନସିକ ନିର୍ଯାତନା ଘଟଣାରେ ତଦନ୍ତ କରି ଅଭିଯୁକ୍ତଙ୍କୁ ଗିରଫ ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସିପିଆଇ। ଏହି ଦାବିରେ ପ୍ରତୀକ ପୂର୍ବାହ୍ନ ୧୦ଟାରୁ ୧୨ଟା ଯାଏ ଧାରଣା ଦେଇଛି ଜିଲା ସିପିଆଇ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?