ବିଜେପୁର ଲାଉମୁଣ୍ଡାରେ ଫାଙ୍କା ଗୁଳିଚାଳନା, ୩ ଅଭିଯୁକ୍ତଙ୍କୁ କାବୁକଲେ ଗ୍ରାମବାସୀ
ବିଜେପୁର,୭।୬(ଡି.ଏନ୍.ଏ): ବରଗଡ଼ ଜିଲା ବିଜେପୁର ଆସନରୁ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଉପନିର୍ବାଚନ ହେବା ସ୍ପଷ୍ଟ ହୋଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଉପନିର୍ବାଚନ ନେଇ ଘୋଷଣା ହୋଇ ନ ଥିବାବେଳେ ଶୁକ୍ରବାର ବିଜେପୁର ଥାନା ଅନ୍ତର୍ଗତ ଲାଉମୁଣ୍ଡା ଗ୍ରାମରେ ୩ଯୁବକ ଫାଙ୍କା ଗୁଳିଚାଳନା…
ମହିଳାଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ
ବଡ଼ସାହି, ୭।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଜୁଣପଦା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ଶୁକ୍ରବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ଶୁକ ନାଏକ(୫୨)। ପ୍ରକାଶ ଯେ, ଶୁକ ଗୁରୁବାର ରାତିରେ ଖାଇସାରି ଶୋଇଥିଲା । ସକାଳୁ ଉଠିବାରେ…
ନିଟ୍ ପରୀକ୍ଷାରେ କେନ୍ଦୁଝରର ଦିବ୍ୟଜ୍ୟୋତି ଉତ୍ତୀର୍ଣ୍ଣ: ଡାକ୍ତର ହୋଇ ରୋଗୀସେବା କରିବା ପାଇଁ ଲକ୍ଷ୍ୟ
କେନ୍ଦୁଝର:୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ କଣ୍ଡରାପସି ପଞ୍ଚାୟତ ଆହାରପସି ଗ୍ରାମର ଶୈରେନ୍ଦ୍ରୀ ମହାନ୍ତଙ୍କ ପୁଅ ଦିବ୍ୟଜ୍ୟୋତି ନିଟ୍ ପରୀକ୍ଷାରେ ୬୦୦ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୭୮୬୨ତମ ଏବଂ ଓବିସି କୋଟାରେ ୨୭୪୭ତମ ସ୍ଥାନ ହାସଲ କରିଛନ୍ତି। ସୂଚନାଯୋଗ୍ୟ,…
ସହରକୁ ସ୍ବଚ୍ଛ କରିବା ସହରବାସୀଙ୍କ ଦାୟିତ୍ୱ : ଜିଲାପାଳ
ଯାଜପୁରରୋଡ଼,୭।୬(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପାୈରପରିଷଦକୁ ପ୍ରଦୂଷଣ ମୁକ୍ତ ତଥା ସ୍ବଚ୍ଛ ରଖିବା ପାଇଁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲାପାଳ ରଞ୍ଜନ କୁମାର ଦାସ ଉଦ୍ଘାଟନ କରି କହିଛନ୍ତି ଯେ, ବ୍ୟାସନଗର…
ଟିପ୍ପର ସହ କାର୍ ଧକ୍କା: ଗୋଟିଏ ପରିବାରର ଜଣେ ମୃତ, ଦୁଇ ଗୁରୁତର
ଛତ୍ରପୁର,୭।୬(ଡି.ଏନ୍.ଏ.): ଗଞ୍ଜାମ ଜ଼ିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍ଇ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଟିପ୍ପର ସହ କାରର ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।…
ବଡ଼ସାହି-ବେତନଟୀ ରାସ୍ତାରେ ଦୁଇ ବାଇକ ମୁହାଁମୁହିଁ: ୧ମୃତ, ୧ଗୁରୁତର
ବଡ଼ସାହି, ୭।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ବଡ଼ସାହି-ବେତନଟୀ ରାସ୍ତାର ବାଘମରା ନିକଟରେ ଶୁକ୍ରବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ…
ଈଶାଣେଶ୍ୱର ପାଠାଗାର ପାଇଲା ପ୍ରକୃତି ମିତ୍ର ପୁରସ୍କାର
ବ୍ରହ୍ମପୁର ଅଫିସ, ୭।୬: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଶ୍ରୀ ଈଶାଣେଶ୍ବର ପାଠାଗାରକୁ ଚଳିତ ବର୍ଷର ପ୍ରକୃତି ମିତ୍ର ପୁରସ୍କାରରେ ସମ୍ମାନିତ କରାଯାଇଛି। ଜୁନ ୫ରେ ରାଜ୍ୟସ୍ତରୀୟ ବିଶ୍ବ ପରିବେଶ ଦିବସ ପାଳନ ଅବସରରେ ଭୁବନେଶ୍ବରସ୍ଥିତ ରବିନ୍ଦ୍ର ମଣ୍ଡପଠାରେ…
ଦହିସଢ଼ାଠାରେ ଦୁଇ ବାଇକ୍ ମଧ୍ୟରେ ଧକ୍କା: ଗାଡ଼ିରୁ ଖସି ପଡ଼ିବାରୁ ଚଢ଼ିଗଲା ଟ୍ରକ୍, ଜଣେ ମୃତ
ସୋର,୭।୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ ଦହିସଢ଼ାଠାରେ ଶୁକ୍ରବାର ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମୁଗୁନପୁର ଗ୍ରାମର ଶଶିକାନ୍ତ ନାୟକ(୪୫)। ସୂଚନାନୁଯାୟୀ, ବିିପରୀତ ପଟୁ…
ଭିଜିଲାନ୍ସ ଜାଲରେ ଅମିନ
ବାରିପଦା ଅଫିସ,୭।୬: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ଅମିନ ସୁମନ୍ତ ସାହୁ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଶୁକ୍ରବାର ସାହୁଙ୍କ ବେତନଟୀ ସ୍ଥିତ ବାସଭବନ ଓ…
ବିଦ୍ୟୁତ୍ ଆଘାତରେ ହେଲ୍ପର ମୃତ, ଡ୍ରାଇଭର ଗୁରୁତର
ବାସୁଦେବପୁର, ୭।୬(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ହାବେଳିସାହୀ ନିକଟରେ ଗୁରୁବାର ରାତିରେ ଏକ ଟ୍ରକ୍ରୁ ବାଲି ଅନ୍ଲୋଡ଼ ହେଉଥିଲା। ଏହି ସମୟରେ ନିକଟଦେଇ ଯାଇଥିବା ୧୧ କେଭି ବିଦ୍ୟୁତ୍ ତାର ଟ୍ରକ୍ ଡ଼ାଲାରେ ଲାଗିଯାଇଥିଲା। ଫଳରେ ଟ୍ରକ୍ ହେଲ୍ପର ସରୋଜ…
ପାଠପଢ଼ାରେ ଡୋରି : ଅଙ୍ଗନବାଡ଼ି ଯାଉନାହାନ୍ତି ଶିଶୁ
କେନ୍ଦୁଝର,୭ା୬(ସ୍ବ.ପ୍ର.): ପୁଷ୍ଟିହୀନତା ରୋକିବା ସହ ଶିଶୁଙ୍କୁ ପ୍ରାକ ଶିକ୍ଷା ଦେବାକୁ ସରକାର ଅଙ୍ଗନବାଡ଼ି କେନ୍ଦ୍ର ବ୍ୟବସ୍ଥା କରିଛନ୍ତି। ଏହା ଦ୍ୱାରା ଶିଶୁମାନେ ସୁଷମ ଖାଦ୍ୟ ଖାଇବା ସହ ପାଠ ପଢ଼ିବାରେ ଆଗ୍ରହ ପ୍ରକାଶ କରିବେ। କୌଣସି ଶିଶୁ ଯେମିତି ଏହି ସୁବିଧାରୁ…
ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍: ୫ ଆହତ, କଣ୍ଡକ୍ଟରଙ୍କ ଗୋଡ଼ ଭାଙ୍ଗିଲା
ପଟ୍ଟାଙ୍ଗି,୭।୬(ଡି.ଏନ୍.ଏ.): କୋରାପୁଟ ଜିଲା ପଟାଙ୍ଗି ଥାନା ଅନ୍ତର୍ଗତ ରାଲେଗଡ଼ା ପଞ୍ଚାୟତ ଅଧୀନ ତେଲରାଇ ଗ୍ରାମ ଛକ ତଥା ୨୬ନଂ ଜାତୀୟ ରାଜପଥ କଡ଼କୁ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍ ‘ନଡ଼ିଆ ରାଣୀ’ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୫ଜଣ ଆହତ…

