ବଣାଇଁ ବନଖଣ୍ଡରେ ହାତୀ ଶାବକ ମୃତ୍ୟୁ: କାରଣ ଅସ୍ପଷ୍ଟ
ବଣାଇଁ, ୧୩।୧(ପ୍ରଦୀପ ତ୍ରିପାଠୀ): ଗତକାଲି ଅପରାହ୍ନରେ ବଣାଇଁ ବନଖଣ୍ଡ ଜର୍ଡା ବନାଞ୍ଚଳ ଅନ୍ତର୍ଗତ କେଲୋ ସଂରକ୍ଷିତ ଜଙ୍ଗଲରେ ଗୋଟିଏ ହାତୀ ଶାବକର ମୃତ୍ୟୁ ଘଟିଥିବା ସୂଚନା ବିଭାଗକୁ ମିଳିଥିଲା। ସୂଚନା ମିଳିବା ପରେ ବଣାଇଁ ଡିଏଫଓ ଦାୟିତ୍ୱରେ ଥିବା ଦେଓଗଡ଼ ଡିଏଫଓଙ୍କ…
ଛାତ୍ରୀଛାତ୍ରଙ୍କ ଲାଗି କ୍ରୀଡାର ଆବଶ୍ୟକତା: ଗରୁରତ୍ୱାରୋପ କଲେ…
ପୁରୁଷୋତ୍ତମପୁର,୧୩।୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ରାଇପୁର ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟର ବାର୍ଷିକ କ୍ରୀଡାଉତ୍ସବ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଅନିତା କୁମାରୀ ବେହେରା ପୌରହିତ୍ୟ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର…
ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଜାତୀୟ ସ୍ତରକୁ ମନୋନୀତ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା
ଜି.ଉଦୟଗିରି,୧୩।୧(ଚିନ୍ମୟ କୁମାର ସେଠୀ) : କନ୍ଧମାଳ ଜିଲା ଜି.ଉଦୟଗିରି ପରିଷଦ ଅନ୍ତର୍ଗତ ଇନ୍ଦିରା ପ୍ରିୟଦର୍ଶିନୀ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଜାତୀୟସ୍ତରରେ ସ୍ବଚ୍ଛ ଏବଂ ହରିତ୍ ରେଟିଂ ପୁରସ୍କାର ପାଇଁ ରାଜ୍ୟ ଚୟନ କମିଟି ଦ୍ୱାରା ମନୋନୀତ। ସୂଚନା ଅନୁସାରେ ଗତ ବର୍ଷ…
ଅଗ୍ନିକାଣ୍ଡ ଘଟି ଜଳିଗଲା ୩୫ ଭରଣ ଜମିର ଧାନ, ସମ୍ପୂର୍ଣ୍ଣ ଜଳି ପୋଡି ନଷ୍ଟ…
ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଠାତ୍ ନିଆଁ ଲାଗିଯାଇଛି। ଫଳରେ ଖଳାରେ ଅମଳ କରିବାକୁ ଗଦା କରାଯାଇଥିବା ୩୫ ଭରଣ ଜମିର ଧାନ ସମ୍ପୂର୍ଣ ଜଳି ପୋଡି ନଷ୍ଟ ହୋଇଯାଇଥିବା…
ଚିପ୍ସ ପ୍ୟାକେଟରେ ଥିବା ଖେଳଣା ହେଲା ବିସ୍ଫୋରଣ: ନାବାଳକଙ୍କ ଆଖି ନଷ୍ଟ, ଥାନାରେ ପହଞ୍ଚିଲେ ମା’ବାପା
ବଲାଙ୍ଗୀର,୧୩।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଶଗଡ ଘାଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସୂଚନାନୁଯାୟୀ, ଚିପ୍ସ ପ୍ୟାକେଟରେ ଥିବା ଖେଳଣା ବିସ୍ଫୋରଣ ହେବାରୁ ଶଗଡ଼ ଘାଟ ଗ୍ରାମରେ ଜଣେ ନାବାଳକଙ୍କର ଆଖି ନଷ୍ଟ ହୋଇଯାଇଥିବା…
୧୮ରୁ ଶୀତରେ ଲାଗିବ ବ୍ରେକ୍
ଭୁବନେଶ୍ୱର,୧୩ା୧: ରାଜ୍ୟର ପୁଣି ଲେଉଟିଛି ଶୀତ। ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଥିବା ବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହୋଇ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ୱାନୁମାନ…
ଅଟୋରେ ଯାଉଥିଲେ ୧୦ ଜଣ ଯାତ୍ରୀ, ଭରସାମ୍ୟ ହରାଇ ଘାଟିରେ ଓଲଟିପଡିଲା ଅଟୋ
ଗୁଣୁପୁର,୧୩।୧ (ସଂକେତ ପାତ୍ର): ରାୟଗଡା ଜିଲା ପୁଟାସିଂ ଥାନା ସିନ୍ଦୁବା ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଅଟୋ । ଅଟୋରେ ପ୍ରାୟ ୧୦ ଜଣ ବସିଥିଲେ। ସେଥିରୁ ୪ ଜଣ ସ୍ବଳ୍ପ ଆହତ ହୋଇଥିବା ବେଳେ ଜଣେ ବୃଦ୍ଧା ଗୁରୁତର…
ସମସ୍ୟା ଦୂର ପାଇଁ ପ୍ରତିଶ୍ରୁତି ଦେଲେ ବିଡିଓ: ଭଲ ଶିକ୍ଷାଦାନକୁ ଗୁରୁତ୍ୱ
ଦାରିଙ୍ଗବାଡି,୧୩।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଭ୍ରମରବାଡ଼ି ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜକିରଣ ପ୍ରଧାନଙ୍କ ଅଧ୍ୟକ୍ଷତା ଓ ସଂସ୍କୃତ ଶିକ୍ଷକ ସୁମନ ପାଢ଼ୀଙ୍କ ମଞ୍ଚ…
ପର୍ବପର୍ବାଣୀରେ ଛୁଟି ପାଉନାହାଁନ୍ତି ପୋଲିସ, ଜିଲାକୁ ମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ରହୁଥିବାରୁ…ସରକାରଙ୍କୁ ତେର୍ଚ୍ଛାବାଣ ମାରିଲେ କିରାଣୀ
ପାଟଣା,୧୩।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ହାଇସ୍କୁଲର କିରାଣୀ, ଭାଷ୍ୟକାର ତଥା ସାମାଜିକ ଗଣମାଧ୍ୟମରେ ସକ୍ରିୟ ଥିବା ସଚିଦାନନ୍ଦ ମହାକୁଡ଼ ସୋମବାର ନିଜ ଫେସବୁକ ପେଜ୍ରେ କହିଛନ୍ତି, କେନ୍ଦୁଝରର ପୋଲିସ ଭାଇମାନେ ପର୍ବପର୍ବାଣୀରେ ଛୁଟି ପାଉନାହାଁନ୍ତି। ବିଭିନ୍ନ…
ଜଙ୍ଗଲ ଭିତରେ ଚାଲିଥିଲା ଦେଶୀ ମଦ ଭାଟି: ଅଚାନକ ପହଞ୍ଚିଲା ଅବକାରୀ ଟିମ-ପୋଲିସ, ଦେଖିକି ମାଫିଆମାନେ…
ପରଜଙ୍ଗ, ୧୩।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ଭୋର୍ ସମୟରେ ପ୍ରାୟ ୮୦ରୁ ଉର୍ଦ୍ଧ୍ୱ ସ୍ଥାନରେ ପୋଲିସ ଏବଂ ଅବକାରୀ ଟିମ, ପ୍ରଶାସନର ମିଳିତ ଚଢାଉ ହୋଇଛି। ଚଢାଉରେ ୨୦୦୦ ଲିଟର ଦେଶୀ ମଦ ସହ ୩୦…
ବିଜେଡିକୁ ପୁଣି ବଡ଼ ଝଟ୍କା: ପଦ୍ମ ଧରିଲେ ବ୍ଳକ ଅଧ୍ୟକ୍ଷା, ସରପଞ୍ଚ
ରାଇକିଆ,୧୩।୧(ପ୍ରଦୀପ ବେହେରା): ପଦ୍ମ ଧରିଲେ କନ୍ଧମାଳ ଜିଲା ରାଇକିଆ ବ୍ଳକ ଅଧ୍ୟକ୍ଷା ରିନା ପ୍ରଧାନ ଓ ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ। ମଙ୍ଗଳବାର ରାଇକିଆଠାରେ ଅନୁଷ୍ଠିତ ଆତ୍ମନିର୍ଭର ଭାରତ ସମୃଦ୍ଧ ସମାବେଶ ଅବସରରେ ନିଜ ନିଜ ସମର୍ଥକଙ୍କ ସହ କନ୍ଧମାଳ ଏମ୍ପି…
ନିଶାଙ୍କ ଅଶ୍ଳୀଳ ନାଚ ଭାଇରାଲ ପରେ ଆକ୍ସନରେ ଛତିଶଗଡ଼ ପ୍ରଶାସନ: ୧୭ ଆୟୋଜକ ଗିରଫ, ବଦଳିଲେ ଉପଜିଲାପାଳ
ଗରିଆବନ୍ଦ/ଭୁବନେଶ୍ୱର,୧୩।୧: ଯାତ୍ରା ପେଣ୍ଡାଲରେ ଆଇଟମ୍ ଗର୍ଲ ନିଶା ମହାରଣାଙ୍କ ଅଶ୍ଳୀଳ ଡ୍ୟାନ୍ସ ପୁଣି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଛତିଶଗଡ଼ ଗରିଆବନ୍ଦ ଜିଲା ପ୍ରଶାସନ ପକ୍ଷରୁ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି। ଛତିଶଗଡ଼ ପୋଲିସ ୧୭ଜଣ ଆୟୋଜକଙ୍କୁ ଗିରଫ…

