ଟ୍ରାଫିକ୍ ନିୟନ୍ତ୍ରଣ,ବାଟ ପାଉନି ଜିଲା ପ୍ରଶାସନ
ଦେବଗଡ଼,୧୪।୭(ଡି.ଏନ.ଏ.) – ୧୯୯୪ ମସିହାରେ ଦେବଗଡ଼ ଜିଲା ଗଠନ ହୋଇଥିଲା ା ଇତିମଧ୍ୟରେ ୨୫ ବର୍ଷ ବିତିଛି ା ହେଲେ ପ୍ରଶାସନିକ ଅବହେଳା କାରଣରୁ ଏହି ଜିଲାର କୌଣସି ଆଖିଦୃଶିଆ ବିକାଶ ହୋଇପାରିନାହିଁ ା ରାଜନୈତିକ ବିଚାରଧାରାକୁ ବିଶ୍ୱାସ କରୁଥିବା ବ୍ୟକ୍ତିମାନେ…
ମନମୁଣ୍ଡାରେ ଟ୍ରାଫିକ ସମସ୍ୟା ଉତ୍କଟ, ବାଇପାସ୍ ରାସ୍ତା ଅଧାପନ୍ତରିଆ
ମନମୁଣ୍ଡା, ୧୪।୭ (ଡି.ଏନ.ଏ)- ମନମୁଣ୍ଡା ସହର ଦେଇ ଯାଇଥିବା ଏନଏଚ ୫୭ ଅଣ ଓସାରିଆ ହେତୁ ଟ୍ରାଫିକ ସମସ୍ୟା ଦିନକୁ ଦିନ ଉତ୍କଟ ରୂପ ନେଉଛି । ପୋଲିସ ରୀତିମତ ଡ୍ୟୁଟି କରୁଥିବା ସତ୍ତ୍ବେ ଯାନବାହନ ଯାଆସ କରିବାକୁ ଘଣ୍ଟା ଘଣ୍ଟା…
ଫଳକରେ ସୀମିତ ରକ୍ତ ପୃଥକୀକରଣ ୟୁନିଟ୍
ବରଗଡ଼ ଅଫିସ୍,୧୪।୭ – ରକ୍ତ ବିନା ଜୀବନ ଅସମ୍ଭବ । ରକ୍ତହୀନତା ତଥା ରକ୍ତ ଅଭାବ ଯୋଗୁ ବହ ପ୍ରାଣହାନି ଘଟୁଛି । ରକ୍ତ ଅଭାବ ସମସ୍ୟା ଏଡ଼ାଇବା ସହିତ ଲୋକଙ୍କ ଜୀବନ ରକ୍ଷା ଲକ୍ଷ୍ୟ ନେଇ ବରଗଡ଼ ଜିଲା ମୁଖ୍ୟ…
ଲୋକ ଅଦାଲାତ: ୧୨୫ ମାମଲାର ଫଇସଲା
ବରଗଡ଼ ଅଫିସ୍,୧୪।୭ – ବରଗଡ଼ ଜିଲାରେ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅନୁଷ୍ଠିତ ଉକ୍ତ ଲୋକ ଅଦାଲତରେ ୧୫୧୧ଟି ବିଭିନ୍ନ ମାମଲା ମଧ୍ୟରୁ ୧୨୫ଟି ମାମଲାର ଫଇସଲା କରାଯାଇ ସମୁଦାୟ ୧କୋଟି…
ଚିକିତ୍ସାଳୟରେ ଔଷଧିୟ ବୃକ୍ଷଚାରା ରୋପଣ
ବରଗଡ଼ ଅଫିସ୍,୧୪।୭ – ବରଗଡ଼ ସହର ଉପକଣ୍ଠ ନାଗେନପାଲିସ୍ଥିତ ସରକାରୀ ଆୟୁର୍ବେଦ ଚିକିତ୍ସାଳୟ ପରିସରରେ ଶନିବାର ଔଷଧିୟ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ୫୦ରୁ ଊର୍ଦ୍ଧ୍ୱ ପ୍ରକାର ଔଷଧୀୟ ବୃକ୍ଷ ଚାରା ରୋପଣ କରାଯାଇଛି । ଏହି କାର୍ଯ୍ୟକ୍ରମରେ…
ପରିବେଶ ସୁରକ୍ଷା ଏକ ସାମଗ୍ରିକ ଦାୟିତ୍ୱ
ବଲାଙ୍ଗୀର ଅଫିସ, ୧୪ା୭ – ପରିବେଶ ସୁରକ୍ଷା ଜଣକର କାମ ନୁହେଁ ା ଏଥିପାଇଁ ଜନସହଭାଗିତା ଆବଶ୍ୟକ ା ଆମେ ଆମର ଉତ୍ତରପିଢ଼ୀ ପାଇଁ ପରିବେଶକୁ ହିଁ ଅକ୍ଷତ ଭାବେ ହସ୍ତାନ୍ତର କରିବାକୁ ହେବ ା ଏହା ହିଁ ହେବ ଆମ…
ଜବରଦଖଲ ପାଇଁ ବଢୁଛି ଡ୍ରେନେଜ୍ ସମସ୍ୟା: ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷାପାଣି
ଭାପୁର, ୧୪।୭(ଡି.ଏନ୍.ଏ.) – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୋବିନ୍ଦପ୍ରସାଦରେ ରାସ୍ତା ଜବରଦଖଲ କାରଣରୁ ତିଆରି ହୋଇପାରୁନି ଡ୍ରେନ୍। ସାମାନ୍ୟ ବର୍ଷାରେ ମୁଖ୍ୟ ରାସ୍ତାରେ ଲହଡ଼ି ଭାଙ୍ଗୁଛି ପାଣି। ବାରମ୍ବାର ପ୍ରଶାସନ ନିକଟରେ ଗୁହାରି କରିବା ସତ୍ତ୍ୱେ ପଦକ୍ଷେପ ନିଆଯାଉନାହିଁ। ଫଳରେ…
ବିଭିନ୍ନ ପ୍ରତିଷ୍ଠାନ, ବ୍ୟାଙ୍କ କର୍ମଚାରୀଙ୍କ ସହ ପୋଲିସର ବୈଠକ: ସିସିଟିଭି ଲଗାଅ, ସନ୍ଦିଗ୍ଧଙ୍କ ସୂଚନା ଦିଅ
ଅନୁଗୋଳ ଅଫିସ, ୧୪।୭ – ଅନୁଗୋଳରେ ଡକାୟତି, ଲୁଟ୍ପାଟ ବୃଦ୍ଧି ଏବେ ପୋଲିସ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଜିଲା ଏପରିକି ରାଜ୍ୟ ବାହାରର ଲୁଟେରା ଏଠାକୁ ଆସି ସହଜରେ ଲୁଟ୍ପାଟ କରି ଚମ୍ପଟ ମାରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶନିବାର ଅନୁଗୋଳ…
ଗୋଧି ଗିଳୁଥିବା ଅହିରାଜକୁ ଗୁଳି ଘଟଣା: ଶିକାରୀଙ୍କୁ ଘଣ୍ଟ ଘୋଡ଼ାଇବାକୁ ରାଜନୈତିକ ଚାପ ଚର୍ଚ୍ଚା
ବନ୍ତଳା,୧୪ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆସ୍ଥିତ ପାଣ୍ଡୁରୀଶୁଣି ପାହାଡ଼ରେ ଗତ ୧୦ ତାରିଖରେ ଗୋଧି ଗିଳୁଥିବା ଏକ ଅହିରାଜକୁ ଶିକାରୀମାନେ ଗୁଳି କରିଥିବା ଚର୍ଚ୍ଚାର ବିଷୟ ହୋଇଥିଲା। ଗ୍ରାମବାସୀଙ୍କ ସୂଚନାକୁ ଆଧାର କରି ବନ ବିଭାଗ ସାପର ମୃତଦେହ…
ଏନ୍ଟିପିସି ଡାକ୍ତରଙ୍କ ପ୍ରସ୍ତାବ ଉପରେ ମୋହର : ଗ୍ରହଣଖଣ୍ଡିଆ ରୋଗୀ ଯିବେ ହାଇଦ୍ରାବାଦ
ଅନୁଗୋଳ ଅଫିସ, ୧୪।୭ – ଅନୁଗୋଳ ଜିଲାରେ ଥିବା ଗ୍ରହଣଖଣ୍ଡିଆ ଓ ଅଗ୍ନି ବିକଳାଙ୍ଗ ରୋଗୀଙ୍କ ପ୍ଲାଷ୍ଟିକ ସର୍ଜରୀ ଚିକିତ୍ସା ହାଇଦ୍ରାବାଦରେ କରାଯିବ। ସେଠାରେ ମାଗଣା ଚିକିତ୍ସାସେବା ଉପଲବ୍ଧ ହେଉଥିବାରୁ ଏହାର ସୁଯୋଗ ଅନୁଗୋଳର ରୋଗୀଙ୍କୁ ଦେବାକୁ କଣିହଁାସ୍ଥିତ ଏନ୍ଟିପିସି ଡାକ୍ତରଖାନାର…
ଗ୍ରାହକଙ୍କୁ ଲୁଟିବାକୁ ସୁଯୋଗ ଦେଉଛନ୍ତି ସରକାର
ବ୍ରହ୍ମପୁର ଅଫିସ୍,୧୪ା୭-ରାଜ୍ୟର ୪ ଡିସ୍କମ୍(ବିଦ୍ୟୁତ୍ ବିତରଣ ସଂସ୍ଥା) ଯଥା ସାଉଥ୍କୋ, ସେସୁ, ନେସ୍କୋ ଏବଂ ୱେସ୍କୋକୁ ସମ୍ପୂୂର୍ଣ୍ଣ ଭାବେ ଘରୋଇ ସଂସ୍ଥା ହାତକୁ ଟେକିଦେବା ପାଇଁ ରାଜ୍ୟ ସରକାର ମସୁଧା କରୁଛନ୍ତି। ଏନେଇ ଖୁବ୍ ଶୀଘ୍ର ଟେଣ୍ଡର ପ୍ରକ୍ରିୟା ଚାଲିବ ।…
ଯୁକ୍ତ ୨ ନାମଲେଖା : ପ୍ରକାଶ ପାଇଲା ଦ୍ୱିତୀୟ ମେଧା ତାଲିକା
ବ୍ରହ୍ମପୁର ଅଫିସ୍,୧୪ା୭-ଯୁକ୍ତ ୨ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଶନିବାର ପ୍ରକାଶ ପାଇଛି। କଟ୍ଅଫ୍ ଉଭୟ ବିଜ୍ଞାନ ଏବଂ ବାଣିଜ୍ୟ ବିଷୟରେ ନୀଳକଣ୍ଠନଗର ସରସ୍ବତୀ ବିଦ୍ୟା ମନ୍ଦିର ଜିଲାରେ ଟପ୍ରେ ରହିଛି । ଏଠାରେ ବିଜ୍ଞାନରେ କଟ୍ ଅଫ୍…

