ଆମ ଜିଲା ଖବର

ମାଡ଼ ମାରି ବାଇକ ସହ ଲକ୍ଷାଧିକ ଟଙ୍କା ଲୁଟ୍‌

ବୁଗୁଡ଼ା,୬।୬(ଡି.ଏନ.ଏ.)- ବୁଗୁଡ଼ା ଥାନା ଏ.କରଡ଼ାବାଡ଼ି-ସୋରଡ଼ ଗ୍ରାମ ରାସ୍ତା ମଧ୍ୟରେ ଗୁରୁବାର ଅପରାହ୍ନରେ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ମାଡ଼ ମାରି ବାଇକ୍‌ ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ବୁଗୁଡ଼ା ଅରବିନ୍ଦ ନଗରରେ ଥିବା ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀ ରଜନୀକାନ୍ତ…

ବଞ୍ଚିଥିବା ପର୍ଯ୍ୟନ୍ତ ଭଞ୍ଜ ମାଟିର ବିକାଶ କରିବି

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୬।୬(ଡି.ଏନ.ଏ)- ନୂତନ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇବା ପରେ ସ୍ଥାନୀୟ ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଗୁରୁବାର ଭଞ୍ଜନଗର ନିର୍ବାଚନମଣ୍ଡଳୀ ଗସ୍ତରେ ଆସିଛନ୍ତି। ବିଜେଡ଼ି କର୍ମୀମାନେ ବାଇକ ଶୋଭାଯାତ୍ରାରେ ମନ୍ତ୍ରୀଙ୍କୁ…

ତାଲା ଭାଙ୍ଗି ଚୋରି

ଆସିକା,୬।୬(ଡି.ଏନ୍‌.ଏ.)- ଆସିକା ସହରାଞ୍ଚଳରେ ପୁଣି ଲୁଟେରା ସକ୍ରିୟ ହୋଇଉଠିଛନ୍ତି। ବୁଧବାର ରାତିରେ ଆସିକା ଏନ୍‌ଏସିର ଅଶୋକା ସିନେମା ରୋଡରେ ଦୁର୍ବୃତ୍ତ ଏକ ସେଲୁନ୍‌ ଦୋକାନ ତାଲା ନଗଦ ଟଙ୍କା ଲୁଟି ନେଇଛନ୍ତି। ସେଲୁନ୍‌ଠାରୁ ପ୍ରାୟ ଶହେ ଫୁଟ ଦୂର ମାଲସାହିରେ ଗୋଟିଏ…

କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ: ପାତ୍ରପାଲି ଚାମ୍ପିୟନ

ଅମରପାଲି, ୬।୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇଠାରେ ଚାଲିଥିବା ଅଷ୍ଟମ କୋଟସମଲାଇ ପ୍ରିମିୟର ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ଉଲୁଣ୍ଡାକୁ ୨-୦ରେ ହରାଇ ପାତ୍ରପାଲି ଚାମ୍ପିୟନ ହୋଇଛି। ଗୁରୁବାର ଖେଳାଯାଇଥିବା ପ୍ରଥମ ଫର୍ମାଟରେ ପାତ୍ରପାଲି ପ୍ରଥମେ ବ୍ୟାଟିଂ କରି…

ବିଭିନ୍ନ ଦାବି ନେଇ ଶ୍ରମିକଙ୍କ ପକ୍ଷରୁ ବିଶାଳ ସମାବେଶ: କାର୍ଯ୍ୟ ପାଇଁ ଆବେଦନ କଲେ ୪ ଶହ ଶ୍ରମିକ

କର୍ଲାମୁଣ୍ଡା,୬।୬(ଡି.ଏନ.ଏ.): ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଓଡିଶା ଇନଫ୍ରାଷ୍ଟ୍ରକଚର୍‌ ୱାର୍କର କଳାହାଣ୍ଡି ଶାଖା ଓ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ୧୪ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କର୍ଲାମୁଣ୍ଡା ବିଡିଓଙ୍କୁ ପ୍ରଦାନ କରାଯାଇଛି। ଏଥିରେ ଶତାଧିକ ଶ୍ରମିକ କର୍ଲାମୁଣ୍ଡା…

ପୋଖରୀ କାମରେ ଅନିୟମିତତା ଅଭିଯୋଗ: ପ୍ରତିବାଦରେ କନିଷ୍ଠ ଯନ୍ତ୍ରୀଙ୍କ ଅଫିସ ଘେରାଉ

କୋକସରା,୬।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ପଦ୍ମ ସାରର ପୋଖରୀ ପଙ୍କ ଉଦ୍ଧାର ଓ ମାଟି କାମ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଦ୍ୱାରା ଚାଲିଛି । କିନ୍ତୁ ପୋଖରୀ ପଙ୍କ ଉଦ୍ଧାର କାମରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ କରି…

କାର ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ୩ ଯାତ୍ରୀ

ଜହ୍ନାପଙ୍କ, ୬।୬ (ଡି.ଏନ.ଏ): ବୌଦ୍ଧ-ବଲାଙ୍ଗୀର ଜାତୀୟ ରାଜପଥ ନଂ. ୫୭ର ଜହ୍ନାପଙ୍କ ଫାଣ୍ଡି ନିକଟରେ ଗୁରୁବାର ସକାଳ ପ୍ରାୟ ୭ଟା ବେଳେ ଏକ କାର (ନଂ.ଓଡି୧୭ଏଚ/୬୬୭୭) ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ଏହି କାର୍‌ ଭିତରେ ଥିବା ୩ଜଣ ଯାତ୍ରୀ ଅଳ୍ପକେ…

ବରପାଲି ଶୀତଳଷଷ୍ଠୀ ଯାତ୍ରା: କପିଳେଶ୍ୱରଙ୍କ ବରାନୁଗମନ

ବରପାଲି, ୬।୬ (ଡି.ଏନ.ଏ): ବରପାଲି ଶୀତଳଷଷ୍ଠୀ ଯାତ୍ରାର ଚତୁର୍ଥ ଦିବସରେ ବାବା କପିଳେଶ୍ୱର ଓ ମାତା ପାର୍ବତୀଙ୍କ ଶୁଭବିବାହ ପାଇଁ ଗୁରୁବାର ସକାଳେ ଗଣ୍ଠିଆଳ ଫିଟା ଶୋଭାଯାତ୍ରା ବାହାରିଥିଲା। ଶୋଭାଯାତ୍ରା ଭଣ୍ଡାରଗୃହରୁ ବାହାରି କପିଳେଶ୍ୱର ନଗରରେ ପହଞ୍ଚିଥିଲା। ସେଠାରେ ବିଗତ ବର୍ଷର…

ଉନ୍ନୟନ କାର୍ଯ୍ୟ ଜାରି ରହିବ: ଟୁକୁନୀ

ଗୁଡ଼ଭେଲା, ୬ା୬(ଡ଼ି.ଏନ.ଏ.): ରାଜ୍ୟ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତିମନ୍ତ୍ରୀ ଟୁକୁନୀ ସାହୁଙ୍କୁ ବଲାଙ୍ଗୀର ଜିଲା ତୁଷୁରା ସହରବାସୀଙ୍କ ପକ୍ଷରୁ ଗୁରୁବାର ବିପୁଳ ସମ୍ବର୍ଦ୍ଧନା ସହ ସ୍ବାଗତ କରାଯାଇଥିଲା। ପୂର୍ବାହ୍ନ ପ୍ରାୟ ୧୧ଟାରେ ସ୍ଥାନୀୟ ଏନଏସି କାର୍ଯ୍ୟାଳୟ ସମ୍ମୁଖରେ ମନ୍ତ୍ରୀ…

ସିଲେରୁ ନଦୀରେ ଡଙ୍ଗା ବୁଡି ନିଖୋଜ ଘଟଣା: ୪ ଦିନ ପରେ ୨ ମହିଳାଙ୍କ ମୃତଦେହ ଉଦ୍ଧାର

ମାଲକାନରି, ୬ା୬ (ସ୍ବ.ପ୍ର.)- ସିଲେରୁ ନଦୀରେ ଡଙ୍ଗାବୁଡି ନିଖୋଜ ଥିବା ୨ ମହିଳାଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଫଳରେ ଗତ ୪ ଦିନ ଧରି ଏନେଇ ଲାଗି ରହିଥିବା ଅନିଶ୍ଚିତତା ଦୂର ହୋଇଛି। ଖବରରୁ ଜଣାପଡିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା…

ଚିକିତ୍ସା ଅବହେଳାରୁ ଶିଶୁକନ୍ୟା ମୃତ ଅଭିଯୋଗ

ମାଲକାନଗିରି/କୋରୁକୋଣ୍ଡା,୬ା୬ (ସ୍ବ.ପ୍ର./ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ଅବହେଳାରୁ ଏକ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା କରାଯାଇଛଇ ବୋଲି ଶିଶୁକନ୍ୟାର ପରିବାର ଲୋକେ ଅଭିଯୋଗ…

ନୁନୁକାପଶିରେ ଲୋ ଭୋଲଟେଜ୍‌ ସମସ୍ୟା: ସମାଧାନ ନ ହେଲେ ଆନ୍ଦୋଳନ

ବଇଣ୍ଡା,୬।୬(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ଗ୍ରାମରେ ଅଘୋଷିତ ବିଦ୍ୟୁତ୍‌ କାଟ ହେଉଛି। ପୁରୁଣା ଟ୍ରାନ୍ସଫର୍ମରକୁ ହଟାଇ ନୂତନ ଟ୍ରାନ୍ସଫର୍ମର ଲଗାଯାଉ ନ ଥିବା ଯୋଗୁ ଲୋଭୋଲଟେଜ ସମସ୍ୟା ଦେଖାଦେଉଛି। ଫଳରେ ଲୋକେ ଗରମରେ ହନ୍ତସନ୍ତ ହେଉଛନ୍ତି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?