ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ କ୍ଷୀର ଢ଼ାଳି ପ୍ରତିବାଦ କଲେ ଚାଷୀ
ବାସୁଦେବପୁର,୧୩।୭(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ସ୍ଥିତ ଦୁଗ୍ଧ ଶୀତଳିକରଣ ଭଣ୍ଡାର ସମ୍ମୁଖରେ ଶନିବାର ଶତାଧିକ ଚାଷୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶୁକ୍ରବାର ରାତିରେ ମଧ୍ୟ ଚାଷୀମାନେ କ୍ଷୀର ଢ଼ାଳି ପ୍ରତିବାଦ ପଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ଦୁଗ୍ଧ ଶୀତଳିକରଣ ଭଣ୍ଡାର ପକ୍ଷରୁ ବିଭିନ୍ନ…
ଅଜଣା ଗାଡି ଧକ୍କାରେ ବାଇକ ଆରୋହୀ ମୃତ: କ୍ଷତି ପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ରାଜପଥ ଅବରୋଧ
ପାଟଣା,୧୩।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ରେଙ୍ଗାଳବେଡା ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ମୁରୁସୁଆଁ ଗାଁର…
ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଲା ୩ ଜୀବନ
ତାଳଚେର ନି.ପ୍ର./ପବିତ୍ରନଗର,୧୩।୭ (ଡିଏନଏ): ଅନୁଗୋଳ ଜିଲା ସମଲ ଥାନା ବୁରୁକୁନା ପଞ୍ଚାୟତ ନାଇକାନାଳିଠାରେ ଜାତୀୟ ରାଜପଥ ୧୪୯ରେ ଶନିବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ…
ଚରମ ସୀମାରେ ପରଶାସନିକ ଅବହେଲା:ଭଂଗା କୁରିଆରେ ଜୀବନ୍ ବିତଉଛନ୍ ଅଁଧ୍ ଦମ୍ପତି
ଭବାନୀପାଟଣା,୧୩ା୭ (ଡି.ଏନ୍.ଏ.): – ଗରିବ୍ ଦୁଖି, ବିଧବା, ଦିବ୍ୟାଙ୍ଗମାନକର ଲାଗି ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ଅନେକ ଯୋଜନା କରି କୋଟି କୋଟି ଟଁକା ଖରଚ୍ କରୁଛନ୍। ହେଲେ ସରକାରୀ ସର୍ଭେରେ ଭୁଲଭଟକା, ଅଧ୍କାରୀମାନକର ବେପରୁଆ କାମକାଯ୍ ଲାଗି ଅନେକ…
ପୁଡ଼ା ମାଟିର କାରିଗର ମନବୋଧ:ଟେରାକୋଟା ବୁରତି ଦେଇଛେ ପରିଚଏ
ବରପାଲି, ୧୩।୭ (ଡି.ଏନ୍.ଏ): – ସାହିତିଅ ଆର କପଟାବୁନା କାରିଗରୀରେ ନଁ। କମେଇଥିବାର କବି ଗଙ୍ଗାଧର ମେହେରକଁର ଜନମ୍ ଠାନ୍ ହେଉଛେ ବରପାଲି। ଆଗରୁ ପାଟଶାଢ଼ୀ ଆର ମଠା କାରିଗରୀର ଲାଗି ବରପାଲି ଦେଶ ବିଦେଶରେ ନଁ। କମେଇ ପାରିଛେ। ସେନ୍ତା…
ଭତା ପାଏଲେ ଦୁଇ ଦିବ୍ୟାଙ୍ଗ ବହେନ୍
ଲୋଇସିଂହା,୧୩।୭(ଡି.ଏନ୍.ଏ): – ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଁଚେତ୍ ସଦର ଗଁ। ର ଦୁଇ ଦିବ୍ୟାଙ୍ଗ ବହେନ୍ ଚାର ଭୋଇ(୪୫) ଆର ସୁଦ୍ରା(୪୦)। ବ୍ଲକ ପରଶାସନ ତରଫୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରି ଲୋଇସିଂହା ବିଡିଓ ରାମଚନ୍ଦ୍ର ଖାଡ଼ିଆ…
ଆଜି ଯୁକ୍ତ ୨ ଦ୍ୱିତୀୟ ପର୍ଯ୍ୟାୟ କଟ୍ ଅଫ୍ ମାର୍କ: ନାମ ଲେଖାଇଲେନି ୧୨୦ ଛାତ୍ରୀଛାତ୍ର
ଅନୁଗୋଳ ଅଫିସ, ୧୩।୭- ଅନୁଗୋଳ ଜୁନିୟର ମହାବିଦ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଶେଷ ହୋଇଛି। ଶନିବାର ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ଏହାପରେ ସୋମବାର ଠାରୁ ଛାତ୍ରୀଛାତ୍ରଙ୍କ…
ସୁନାବେଶ ଦର୍ଶନ କଲେ ଶ୍ରଦ୍ଧାଳୁ
ଢେଙ୍କାନାଳ ଅଫିସ,୧୩।୭ – ଶୁକ୍ରବାର ରାତି ସାଢେ ୭ଟାରେ ହରିଶୟନ ଏକାଦେଶୀ ଉପଲକ୍ଷେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ରଥରେ ସୁନା ବେଶରେ ଦର୍ଶନ ଦେଇଥିଲେ। ରଥଗଡାଠାରେ ଦୁଇରଥ ପହଞ୍ଚିବା ପରେ ଠାକୁରଙ୍କ ପୂଜାର୍ଚ୍ଚନା କରାଯାଇଥିଲା । ରାଜା କାମାକ୍ଷା ପ୍ରସାଦ ସିଂହଦେଓ…
ବାହୁଡ଼ିଲେ ମହାପ୍ରଭୁ, ଆଜି ଯିବେ ରତ୍ନବେଦି
ଢେଙ୍କାନାଳ ଅଫିସ,୧୩ା୭ – ଢେଙ୍କାନାଳରେ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ାଯାତ୍ରା ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଅପରାହ୍ନ ୫ଟା ୧୫ରେ ବଡରଥ ଓ ସାଢେ ୫ଟାରେ ମହିଳାମାନେ ଟାଣୁଥିବା ସାନରଥ ରଥଗଡାଠାରେ ଲାଗିଥିଲା। ସନ୍ଧ୍ୟାରେ ହରଶୟନ ଏକାଦଶୀ ଉପଲକ୍ଷେ ଶ୍ରୀଜୀଉ ଶ୍ରଦ୍ଧାଳୁମାନଙ୍କୁ…
ସ୍ତ୍ରୀଙ୍କୁ ନେଇଗଲେ ବାପଘର ଲୋକେ: ସ୍ବାମୀ ଥାନାର ଦ୍ୱାରସ୍ଥ
ଅନୁଗୋଳ ଅଫିସ, ୧୩।୭ – ଅନୁଗୋଳ ଜିଲା କଲିୟରୀ ଥାନା ଅଞ୍ଚଳର ରବି ବିଶ୍ୱାଳଙ୍କ ସ୍ତ୍ରୀଙ୍କୁ ବାପଘର ଲୋକେ ଜବରଦସ୍ତ ନେଇଯାଇଥିବା ରବି ଥାନାରେ ଅଭିଯୋଗ କରିଛନ୍ତି। ଏପରି କି ପୋଲିସ ତାଙ୍କ ଅଭିଯୋଗକୁ ଗୁରୁତ୍ୱ ଦେଉ ନ ଥିବା ରବି…
ଆଶ୍ରମ ସ୍କୁଲରୁ ଉଦ୍ଧାର ୬୨ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ମ୍ୟାଲେରିଆ, ଜଣ୍ଡିସ୍ରେ ୩ ଆକ୍ରାନ୍ତ
ଢେଙ୍କାନାଳ ଅଫିସ, ୧୩ା୭ – ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ଗଡପଳାଶୁଣି ପଞ୍ଚାୟତର ଇରିଙ୍ଗାଝରଣଠାରେ ବେଆଇନ ଭାବେ ଚାଲିଥିବା ଶ୍ରୀଶ୍ରୀ ଲକ୍ଷ୍ମୀ ନାରାୟଣ ଗୁରୁକୁଳ ଆଶ୍ରମ ସ୍କୁଲରୁ ଗୁରୁବାର ଜିଲା ପ୍ରଶାସନ ୬୨ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର କରି ଜିଲା ଶିଶୁ ମଙ୍ଗଳ…
ବଅଁରପାଳ ପୋଲିସକୁ ଦୁର୍ବୃତ୍ତଙ୍କ ଚ୍ୟାଲେଞ୍ଜ : ଭୁଜାଲିରେ ହାଣି ଲୁଟି ନେଲେ ଟଙ୍କା
ବଅଁରପାଳ,୧୩।୭(ଡି.ଏନ.ଏ.) – ବଅଁରପାଳ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ୩ ଦୁର୍ବୃତ୍ତ। ଶୁକ୍ରବାର ଅପରାହ୍ନରେ ଜନଗହଳିପୂର୍ଣ୍ଣ ବଜାର ମଧ୍ୟରେ ଭୁଜାଲି ଦେଖାଇ ଓ ଜଣେ ବ୍ୟବସାୟୀଙ୍କୁ ଆକ୍ରମଣ କରି ୨ଟି ମୋବାଇଲ, ନଗଦ ଟଙ୍କା, ନୂଆ ପ୍ୟାଣ୍ଟ ସାର୍ଟ ଥିବା ବ୍ୟାଗ…

