ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ
ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ ୪ଜଣଙ୍କୁ…
୨୦ ଫୁଟ ଭଗ୍ନ ପୋଲ ତଳକୁ ଖସିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ହେଲପର
ବିଶୋଇ, ୬।୬(ଡି.ଏନ.ଏ): ମୟୁରଭଞ୍ଜ ଜିଲା ବିଶୋଇ ସ୍ଥିତ ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ଏକ ଟ୍ରକ ଭାରସାମ୍ୟ ହରାଇ ୨୦ ଫୁଟ ପୋଲ ତଳକୁ ଖସିପଡିଛି। ଉକ୍ତ ଟ୍ରକର ଡ୍ରାଇଭର ଓ ହେଲପର ଫେରାର ଥିବାବେଳେ ସେହି ଗାଡ଼ିରେ…
ବଜ୍ରପାତ ନେଲା ଜୀବନ
ପାଣ୍ଡ୍ରିପାଣି,୬।୬(ଡି.ଏନ୍.ଏ): ମାଲକାନଗିରି ବ୍ଲକ ଅନ୍ତର୍ଗତ ବୀରଲକ୍ଷ୍ମଣପୁର ଗ୍ରାମପଞ୍ଚାୟତର କେନ୍ଦୁକୁଣ୍ଡ ଗଁାରେ ଘଡ଼ଘଡ଼ି ଓ ବିଜୁଳିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣ ଗୁରୁତର ଅଛନ୍ତି। ମୃତ ଜଣଙ୍କ ହେଲେ ରଘୁନାଥ ଜାନି। ଉକ୍ତ ଗଁାର ରଘୁନାଥ ଜାନି(୧୬), ବଳଭଦ୍ର ତାମରବା(୨୪) ଓ…
ଗୁପ୍ତଧନ ଲାଗି ଚାଲିଥିଲା ତନ୍ତ୍ରପୂଜା: ମହିଳାଙ୍କ ସମେତ ୬ ଅଟକ, ବେଲପାହାଡ଼ ପୋଲିସର ପଚରାଉଚରା
ବେଲପାହାଡ଼,୬।୬(ଡି.ଏନ୍.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ପୋଲିସ ଗୁପ୍ତଧନ ପାଇଁ ତନ୍ତ୍ରପୂଜା କରୁଥିବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏମାନେ ଗତ ବୁଧବାର ରାତିରେ ଲିମଟିକିରା ଗାଁ ମୁଣ୍ଡରେ ଥିବା ଏକ ଭଙ୍ଗା…
ମନୋଜ ହତ୍ୟାକାଣ୍ଡର ପର୍ଦ୍ଦାଫାଶ୍: ସୁଲ୍ତାନ ସମେତ ୫ ଗିରଫ
ବ୍ରହ୍ମପୁର ଅଫିସ,୬ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବ୍ରହ୍ମପୁର ପୋଲିସ। ଏଥିରେ ସାମିଲ ଥିବା ୨ ଅଭିଯୁକ୍ତ ବୁଲୁ ଓରଫ ଗଣେଶ ନାହାକ ଓ ହୃଷୀକେଶ ପାତ୍ରଙ୍କୁ ପୋଲିସ ପୂର୍ବରୁ ଏନ୍କାଉଣ୍ଟର କରିଥିବାବେଳେ…
ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟରେ ଡା. ରାମଚନ୍ଦାନୀ
ଚିପିଲିମା,୬ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ମେଡିକାଲ କଲେଜ ଓ ହସ୍ପିଟାଲର ସିନିୟର ରେସିଡେଣ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟରେ ସ୍ଥାନ ପାଇଛନ୍ତି। ସେ ଗତ କିଛିଦିନ ତଳେ ନିଜ କାର୍ରେ ବୁର୍ଲା କୁଷ୍ଠ କଲୋନୀ…
ମେଡିକାଲ ସାଇନ୍ସରେ ରିସର୍ଚ୍ଚ କରିବି: ଆଶୁତୋଷ
ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପାଇଁ ଉଦ୍ଦିଷ୍ଟ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍ଇଇଟି) ୨୦୧୯ର ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ ବଲାଙ୍ଗୀର ୟୁବୋଦୟ କଲେଜ ଛାତ୍ର ଆଶୁତୋଷ ପଣ୍ଡା ସମୁଦାୟ ୭୨୦ରୁ ୬୮୨ ମାର୍କ ରଖି ଓଡ଼ିଶା…
ଚିକିତ୍ସା ଅବହେଳାରୁ ଦେଢ଼ ବର୍ଷର ଶିଶୁର ଗଲା ଜୀବନ
କୋରୁକୋଣ୍ଡା,୬।୬(ଡି.ଏନ.ଏ): ମାଲକାନଗିରି ଜିଲାର ଖଇରପୁଟ ବ୍ଲକର ସଦର ମହକୁମାରେ ଚିକିତ୍ସା ଅବହେଳାରୁ ଜଣେ ଦେଢ଼ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସୋମବାର ଉକ୍ତ ଗଁାର ଦେଢ଼ ବର୍ଷ ଶିଶୁଟିର ଦେହ ଖରାପ ହେବାରୁ ପରିବାର ଲୋକେ ତାଙ୍କୁ ଗୋଷ୍ଠୀ…
ଜିଲା କଂଗ୍ରେସ ନେତାଙ୍କ ଉପରେ ଦୋଷ ଲଦିଲେ ଜର୍ଜ ତିର୍କୀ
ରାଉରକେଲା ଅଫିସ/ ଭୁବନେଶ୍ୱର(ବ୍ୟୁରୋ), ୬ା୬: ନିର୍ବାଚନରେ ପରାଜୟ ପରେ ବୁଧବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଜର୍ଜ ତିର୍କୀ। ଏଥର କଂଗ୍ରେସ ଟିକେଟରେ ସୁନ୍ଦରଗଡ଼ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିଥିବା ତିର୍କୀ ରାଉରକେଲାର ଏକ ହୋଟେଲରେ ଆୟୋଜିତ ଖବରଦାତା…
ଦୁଇ ଟନ୍ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଜବତ: ଜଣେ ଗିରଫ
ପଦ୍ମପୁର,୬।୬(ଡି.ଏନ.ଏ): ଭଦ୍ରକ ଜିଲା ଧାମରା ବନ୍ଦରରୁ କୋଇଲା ପରିବହନ ହେଉଥିବା ବେଳେ ବ୍ୟାପକ ଚୋରା ଚାଲାଣ ହୋଇଛି। ଗୁରୁବାର ସକାଳୁ ତିହିଡି ଅଞ୍ଚଚଳର ଏକ ପିକ୍ଅପ୍ ଭ୍ୟାନ ଦୃତ ଗତିରେ ଆସୁଥିବା ବେଳେ ସାବରଙ୍ଗ ଫାଣ୍ଡି ପୋଲିସ ଗାଡିକୁ ଅଟକାଇଥିଲେ। ଯାଞ୍ଚ…
ଖୋଲୁନି ଧାନମଣ୍ଡି: ତେଜିଲା ଚାଷୀ ଅସନ୍ତୋଷ
କାମାକ୍ଷାନଗର, ୬।୬(ଡି.ଏନ୍.ଏ.) ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକର ଦଣ୍ଡାଧର ଡ୍ୟାମ୍ ତଳି ଅଞ୍ଚଳରେ ରବିଧାନ ଚାଷ କରିଥିବା ଚାଷୀଙ୍କ ପାଇଁ ମଣ୍ଡି ଖୋଲୁନାହିଁ। ଏ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ତୁରନ୍ତ ମଣ୍ଡି ନ ଖୋଲିଲେ ସେମାନେ ଆନ୍ଦୋଳନକୁ…
‘ନୃତ୍ୟମ୍’ର ୨୨ତମ ବାର୍ଷିକ ଉତ୍ସବ: ‘ଅନୁଷ୍ଠାନ ଆଗକୁ ବଢ଼ିଲେ କଳାକାର ବିକଶିତ ହେବେ’
ଢେଙ୍କାନାଳ ଅଫିସ, ୬।୬: ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟମ୍’ର ୨୨ତମ ବାର୍ଷିକ ଉତ୍ସବ ବୁଧବାର ସନ୍ଧ୍ୟାରେ ଗୋପବନ୍ଧୁ ଟାଉନ ହଲ୍ରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି କହିଲେ,…

