ବିଶ୍ୱ ପରିବେଶ ଦିବସରେ ଚାରାରୋପଣ
ଧର୍ମଶାଳା,୬ା୬(ଡି.ଏନ୍.ଏ.): ବିଶ୍ୱ ପରିବେଶ ଦିବସ ଉପଲକ୍ଷେ କାନପୁରସ୍ଥିତ ପରିବେଶବିତ୍ କାର୍ଯ୍ୟାଳୟ ପରିସରରେ ପରିବେଶବିତ୍ ଶ୍ରୀନିବାସ ଜେନା ତାଙ୍କ ଜନ୍ମଦିନ ଉପଲକ୍ଷେ ସହସ୍ରାଧିକ ଚାରାଚୋପଣ କରିଥିଲେ। ଏଥି ଉପଲକ୍ଷେ ଆୟୋଜିତ ପଥପ୍ରାନ୍ତ ସଭାରେ ଜେନା ଅଧ୍ୟକ୍ଷତା କରି ସବୁଜ ସୁନ୍ଦର ସନ୍ତୁଳିତ ଓ…
ଜଣେ ଅଧିକାରୀରେ ଚାଲିଛି ୩ କାର୍ଯ୍ୟାଳୟ: ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ
ଆଳି, ୬ା୬ (ଡି.ଏନ୍.ଏ.): ଆଳି ବ୍ଲକରେ ୩ ସରକାରୀ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ପଦବୀରେ ମାତ୍ର ଜଣେ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିବାରୁ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି, ଯାହକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଆଳି ତହସିଲଦାର ଜୟନ୍ତ କୁମାର ପୃଷ୍ଟି…
ଲଙ୍ଗୁଳିଆବେଡ଼ା ଗ୍ରାମବାସୀଙ୍କ ଖବରଦାତା ସମ୍ମିଳନୀ : ଦାବି ପୂରଣ ନ ହେଲେ ଆନ୍ଦୋଳନ
ବଅଁରପାଳ, ୬।୬ (ଡି.ଏନ୍.ଏ.)- ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମ ପାଖରେ ହେଉଥିବା ଆଲୁମିନିୟମ ପାର୍କ ପାଇଁ ଇଡ୍କୋ ପକ୍ଷରୁ ଜମି ଅଧିଗ୍ରହଣ କରାଯାଇଛି। ଲଙ୍ଗୁଳିଆବେଡାର ୧୮ ଏକର ଗୋଚର ଅଧିଗ୍ରହଣ କରାଯାଇଥିବାରୁ ପ୍ରତି ବଦଳରେ ଗ୍ରାମକୁ ଅନ୍ୟ ଜମି ହସ୍ତାନ୍ତର ପାଇଁ…
ପ୍ରଦୂଷଣ ବଳୟରେ ବ୍ରାହ୍ମଣୀ : କମୁଛନ୍ତି ଜଳଚର ଜୀବ
ଭୁବନ, ୬।୬(ଡି.ଏନ.ଏ.)- ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ ପ୍ରଦୂଷଣ ବଳୟରେ। କଳକାରଖାନାର ବର୍ଜ୍ୟବସ୍ତୁ ସିଧାସଳଖ ନଦୀରେ ମିଶୁଥିବାବେଳେ ଏହାର ପାଣି ପ୍ରଦୂଷିତ ହେବାରେ ଲାଗିଛି। ଧୀରେ ଧୀରେ ନଦୀଜଳ ବିଷାକ୍ତ ହୋଇପଡୁଥିବା ବେଳେ ଜଳଚରଜୀବଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରି…
ଅନୁଗୋଳ ପୋଲିସ ହାତରେ ଲେଡି ଡକାୟତ ଗ୍ୟାଙ୍ଗ : ମାଷ୍ଟର ମାଇଣ୍ଡ, ୨ ସହଯୋଗୀ ଗିରଫ
ଅନୁଗୋଳ ଅଫିସ, ୬।୬ – ଅନୁଗୋଳ ପୋଲିସକୁ ମିଳିଛି ବଡ଼ ସଫଳତା। ଲିଫ୍ଟ ମାଗି ଡକାୟତି କରୁଥିବା ଏକ ଲେଡି ଡକାୟତ ଗ୍ୟାଙ୍ଗକୁ ଧରିବାରେ ସକ୍ଷମ ହୋଇଛି ପୋଲିସ। ୧୫ ମାସ ବିଳମ୍ବ ହେଲେ ବି ଉକ୍ତ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ…
କଲଭର୍ଟ ନିର୍ମାଣରେ ବିଳମ୍ବ
ଗଞ୍ଜାମ,୬ା୬(ଡି.ଏନ.ଏ.)- ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୪ ରାଉଳ ସାହି ମୁଖ୍ୟ ରାସ୍ତା କଲଭର୍ଟ ନିର୍ମାଣ କାର୍ଯ୍ୟ ବିଳମ୍ବ ଯୋଗୁ ଅସନ୍ତୋଷ ଦେଖାଦେଇଛି। ଉକ୍ତ ରାସ୍ତା ଉପରେ ଗଞ୍ଜାମ ସହରବାସୀ ନିର୍ଭର କରିଥାନ୍ତି। ୱାର୍ଡବାସୀଙ୍କ ପକ୍ଷରୁ ବାରମ୍ବାର ଅଭିଯୋଗ ପରେ…
କମାପଲ୍ଲୀ ପୋଖରୀ ପୁନରୁଦ୍ଧାର କରାଯାଉ
ବ୍ରହ୍ମପୁର ଅଫିସ,୬ା୬- ବ୍ରହ୍ମପୁର ମହାନଗର ନିଗମର ୩୧ନଂ. ୱାର୍ଡରେ ଥିବା ପୁରାତନ କମାପଲ୍ଲୀ ପୋଖରୀ ଦୀର୍ଘବର୍ଷରୁ ପଙ୍କରେ ପୋତି ହୋଇଯାଇଛି। ଏହାର ପୁନରୁଦ୍ଧାର ପାଇଁ ଅଞ୍ଚଳବାସୀ ଓ ସମ୍ପୃକ୍ତ ପୂର୍ବତନ ବିଜେଡି କର୍ପୋରେଟର କରିଥିବା ବହୁବାର ଦାବି ପ୍ରତି ନିଗମ କର୍ତ୍ତୃପକ୍ଷ…
ବିପଦସଙ୍କୁଳ ଅବସ୍ଥାରେ ଜହ୍ନେଇ ନାଳ ପୋଲ
ପାଟଣା, ୬।୬ (ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ପଞ୍ଚାୟତ କିଆପଡା ହନୁମାନ ଛକ ରାସ୍ତାର ଜହ୍ନେଇ ନାଳ ଉପରେ ଥିବା ପୋଲଟି ଭାଙ୍ଗି ଯାଇ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଉକ୍ତ ଭଙ୍ଗା ପୋଲ ଉପରେ କିଆପଡା ଓ ଏହାର ଆଖପାଖ…
ଗ୍ରାହକଙ୍କୁ ଟାଣୁଛି ଜ୍ଞାନେନ୍ଦ୍ରଙ୍କ ବିରିଚକୁଳି ଆଳୁଦମ୍
କେନ୍ଦୁଝର, ୬ା୬(ଡି.ଏନ୍.ଏ.)-କେନ୍ଦୁଝର ଜିଲା ସଦର ମହକୁମାରେ ବିଭିନ୍ନ ସ୍ଥାନରେ ଅନେକ ପ୍ରକାର ଜଳଖିଆ ତିଆରି ହୋଇ ବିକ୍ରି ହେଉଛି। ତେବେ ଗ୍ରାହକମାନଙ୍କ ମନମୋହୁଛି କଲେଜରୋଡରେ ଠେଲାଗାଡିରେ ବିକ୍ରି ହେଉଥିବା ବିରିଚକୁଳି ଓ ଆଳୁଦମ୍। ସେ ହେଲେ ଡମ୍ବୋ ଗ୍ରାମର ଜ୍ଞାନେନ୍ଦ୍ର ସାହୁ।…
ଅବହେଳିତ ଅବସ୍ଥାରେ ହଦଗଡ଼ ପର୍ଯ୍ୟଟନସ୍ଥଳୀ
ହାଟଡିହୀ, ୬।୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ହଦଗଡ଼ ପର୍ଯ୍ୟଟନ ସ୍ଥଳୀ ସାରା ଓଡ଼ିଶାରେ ବେଶ୍ ଖ୍ୟାତ। ଶାଳନ୍ଦୀ ଡ୍ୟାମ, ହସ୍ତୀ ଅଭୟ୍ୟାରଣ୍ୟ ଓ ବଣ ପାହାଡ଼ ଘେରା ପ୍ରାକୃତିକ ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏହି ସ୍ଥାନଟିର ପରିବେଶ ଅତ୍ୟନ୍ତ…
ଅଂଶୁଘାତରେ ଜଣେ ମୃତ
ଢେଙ୍କିକୋଟ, ୬।୬(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମୁକ୍ତାପୁର ପଞ୍ଚାୟତ ମୁଦ୍ରାବେଡା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ଅଂଶୁଘାତରେ ସୁପେଇ ମୁଣ୍ଡା (୪୭)ନାମକ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ ସୁପେଇ ଘରଠାରୁ ୧ କି.ମି. ଦୂର ଚାଲିକି ଯିବାବେଳେ ତାଙ୍କର…
ସଙ୍କଟରେ ଆଦିବାସୀଙ୍କ ପାରମ୍ପରିକ ଜୀବିକା -ଶାଳମଞ୍ଜିିର ଅଭାବୀ ବିକ୍ରି: ବେପାରୀ ମାଲାମାଲ
ତେଲକୋଇ, ୬।୬(ଡି.ଏନ.ଏ.)-ତ୍ରୁଟିପୂର୍ଣ୍ଣ ସରକାରୀ ନୀତି ଯୋଗୁ ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ଶାଳମଞ୍ଜି, ମହୁଲ ଓ କେନ୍ଦୁପତ୍ର ଭଳି ବିଭିନ୍ନ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଆଗରୁ ଗରିବ ଆଦିବାସୀ ଜଙ୍ଗଲରୁ ବନଜାତ ଦ୍ରବ୍ୟ ସଂଗ୍ରହ କରି…

