ଆମ ଜିଲା ଖବର

ଅପମୃତ୍ୟୁ ହେଲା ହତ୍ୟା ମାମଲା

ଖୁଣ୍ଟା, ୬ା୬(ଡି.ଏନ୍‌.ଏ)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧିନ ଗୋଡିସାହି ଗ୍ରାମର ଜନୈକ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ଏକ ଅପମତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ପରବର୍ତ୍ତୀ ସମୟରେ ଏହା ହତ୍ୟା ମାମଲାକୁ ପରିବର୍ତ୍ତନ ହୋଇଛି। ଏଥିନେଇ ଖୁଣ୍ଟା ଥାନାରେ…

ଆରମ୍ଭ ହେଲା ‘ଗୁଞ୍ଜନ’: ନାଚ, ଗୀତ ସାଙ୍ଗକୁ ଟେରାକୋଟା ଶିକ୍ଷା

ବାଲେଶ୍ୱର ଅଫିସ, ୬।୬-ଲୋକକଳା, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜୀବିତ ରଖିବା ଲକ୍ଷ୍ୟ ନେଇ ବାଲେଶ୍ୱରର ଏକ ସାମାଜିକ ଅନୁଷ୍ଠାନ ‘ଫାମାସ’ ପକ୍ଷରୁ ଷ୍ଟେଶନ ରାସ୍ତାରେ ଥିବା ଏକ ଘରୋଇ ସ୍କୁଲ ପରିସରରେ ଆରମ୍ଭ ହୋଇଛି ‘ଗୁଞ୍ଜନ-୨୦୧୯’ ଏବଂ ଟେରାକୋଟା ପ୍ରଶିକ୍ଷଣ ଶିବିର।…

ବିପଜ୍ଜନକ ଅବସ୍ଥାରେ ଘାଟି ରାସ୍ତା

ପାରଳାଖେମୁଣ୍ଡି, ୬ା୬ (ସ୍ବ.ପ୍ର.) – ଗଜପତି ଜିଲା ଗୁମ୍ମା ବ୍ଲକ ନାମନଗଡ଼ରୁ ଅଜୟଗଡ଼ ଦୀର୍ଘ ୧୦କିମି ଘାଟି ରାସ୍ତା ଧୋଇ ହୋଇ ଏବେ ବିପଜ୍ଜନକ ଅବସ୍ଥାରେ ରହିଛି। ଏହି ଘାଟି ରାସ୍ତା ଗୁମ୍ମା ବ୍ଲକ ସଦର ସହ ଭୁବନୀ, ସେରଙ୍ଗ ଦେଇ…

ସମସିଆ ଘେରରେ ଭୋଇପାଲିବାସୀ: ନଲ୍‌ଚୁଆଁରୁ ବାହାରୁଛେ ଦୂଷିତ୍‌ ପାଏନ୍‌

ସମ୍ବଲପୁର,୬ା୬(ବ୍ୟୁରୋ)- ସମ୍ବଲପୁର ମହାନଗର ନିଗମରେ ସାମିଲ ହେଇଥିବାର ୧୨ଟା ପଁଚେତ୍‌ବାସୀ ଅନେକ ସମସିଆରେ ବୁଡ଼ି ରହିଛନ୍‌। ବଡ଼ଭାରି ହିସାବେ ମହାନଗର ନିଗମର ସୀମାନାରେ ଥିବାର ଗାଁବାସୀମାନେ ସରକାରୀ ସୁବିଧା ସୁଯୋଗରୁ ବଁଚିତ୍‌ ହେଉଛନ୍‌। ରାସ୍‌ତାଘାଟ, ଆବାସ ଯୋଜନା, ପେନସନ ଯୋଜନା, ପିଇଲା…

ଦିବ୍ୟାଙ୍ଗକଁର ଉଚ ଶିକ୍ଷା ଅଭିଲାଶ, ମନବଲ ଥିଲେ ସବୁ ସମ୍‌ଭବ: ଜଗନ୍ନାଥ

ଅତାବିରା, ୬।୬ (ଡି.ଏନ.ଏ): ବରଗଡ଼ ଜିଲା ପାଇକମାଲ ବ୍ଲକ ଜାମସେଦ ପଁଚେତ୍‌ ଉରୁଆମୁଣ୍ଡା ଗାଁର ପଦ୍ମିନୀ ଆର କ୍ଷୀରସାଗର ତାଣ୍ଡିକଁର ପୁଓ ଜଗନ୍ନାଥ ତାଣ୍ଡି(୧୧)। ସେ ଜନମୁ ଦିବ୍ୟାଙ୍ଗ ଆଏ, ତାକର ଦୁଇହାତ୍‌ ଗୋଡ଼ ନାଁଇଁନ। ମା’ବାପ୍‌ ପୁଓ ଦିବ୍ୟାଙ୍ଗ ବଲି…

ଦାରିଙ୍ଗବାଡ଼ି ଅଞ୍ଚଳରେ ପୁଣି ଲଜ୍ଜା: ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଗିରଫ

ଦାରିଙ୍ଗବାଡି,୫।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଜଣେ ବିବାହିତ ବ୍ୟକ୍ତି ଗତ କିଛିମାସ ତଳେ ତାଙ୍କୁ ବଳାତ୍କାର କରିଥିବା ମଙ୍ଗଳବାର ସନ୍ଧ୍ୟାରେ ଥାନାରେ ଛାତ୍ରୀଙ୍କ…

ଦୁର୍ଦ୍ଦାନ୍ତ ଅପରାଧୀ ଟିଟୁଙ୍କ ସହଯୋଗୀ କୁଶଲ ଗିରଫ

ବଡବିଲ, ୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ବୁଧବାର ଦୁର୍ଦ୍ଦାନ୍ତ ଅପରାଧୀ ଟିଟୁ ଓରଫ୍‌ ସୁନୀଲ ପାତ୍ରଙ୍କ ସହଯୋଗୀ କୁଶଲ ଓରଫ ବାବୁ କେନ୍ଥ୍‌୍‌କୁ ଗିରଫ କରିଛି। ସେ ମାଟକାମବେଡା ଅଞ୍ଚଳରେ ରହୁଥିବା ପୋଲିସ କହିଛି। ଟିଟୁଙ୍କ ନାମରେ ୧୫ରୁ…

ମୋବାଇଲ ଚୋରି: ଜଣେ ଗିରଫ

ବଡବିଲ, ୫।୬(ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରୀ ଘଟଣାରେ ସଞ୍ଜୟ ମହାନ୍ତ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୩ ଟି ମୋବାଇଲ ଜବତ କରିଛି। ତାଙ୍କ ଘର ବାକଲ ହଟିଂ ଅଞ୍ଚଳରେ।…

କୁଲଡ଼ିହାରୁ ହାତୀର ମୃତଦେହ ଉଦ୍ଧାର: ହତ୍ୟା ପରେ ଦାନ୍ତ କାଟି ନିଆଯାଇଥିବା ସନ୍ଦେହ

ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟର ଭାଲୁବସା ନିକଟରେ ବୁଧବାର ପୂର୍ବାହ୍ନରେ ଦନ୍ତାହାତୀର ମୃତଦେହ ପଡିଥିବା ଦେଖି ବନ କର୍ମଚାରୀମାନେ ଉଦ୍ଧାର କରିଥିଲେ। ହାତୀର ଦୁଇଦାନ୍ତ ନ ଥିବା ବେଳେ ତାହାର ମୃତ୍ୟୁ ଦୁଇଦିନ ପୂର୍ବରୁ ହୋଇଥିବା…

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ରାସ୍ତାରୋକୋ

କପ୍ତିପଦା,୫ା୬(ଡି଼.ଏନ୍‌.ଏ): ମୟୂରଭଞ୍ଜ ଜିଲା କପ୍ତିପଦା ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ମଙ୍ଗଳବାର ରାତି ୮ଟାରେ କପ୍ତିପଦା-ବାଲେଶ୍ୱର ଗୋଲୋଇ ଛକ ଠାରେ କଷିଗଡିଆ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହେବା ସହିତ ଲୋକେ ବହୁ ଅସୁବିଧାର…

ପରିବେଶର ସୁରକ୍ଷା ଲାଗି ବୃକ୍ଷରୋପଣ ଜରୁରୀ

ଖପ୍ରାଖୋଲ,୫।୬(ଡି.ଏନ.ଏ.): ଖପ୍ରାଖୋଲ ବ୍ଲକ ବଡଗୁର୍ଜିଭଟାଠାରେ ବନ ବିଭାଗ ପକ୍ଷରୁ ବିଶ୍ୱ ପରିବେଶ ଦିବସ ବୁଧବାର ପାଳିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ଗାଁ ପରିକ୍ରମା କରିଥିଲା। ପରେ ବିଦ୍ୟାଳୟ ପରିସରରେ…

ବିଭିନ୍ନ ସ୍ଥାନରେ ବିଶ୍ୱ ପରିବେଶ ଦିବସ ପାଳିତ: ପରିବେଶ ସୁରକ୍ଷା ପାଇଁ ସମସ୍ତେ ଆଗେଇ ଆସିବାକୁ ଆହ୍ବାନ

କର୍ଲାମୁଣ୍ଡା,୫।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବିଭିନ୍ନ ସ୍ଥାନରେ ବିଶ୍ୱ ପରିବେଶ ଦିବସ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ବୋରପଦର ପଞ୍ଚାୟତ ସରାବାହାଲି ଅର୍ଟଚାର୍ଟଠାରେ ସେବା ଜଗତ ସଂସ୍ଥା ପକ୍ଷରୁ ଆୟୋଜିତ ସଭାରେ ଅନୁଷ୍ଠାନର ସମ୍ପାଦକ ସତ୍ୟନାରାୟଣ ପଟ୍ଟନାଏକ, ସୁନୀତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?