ଆମ ଜିଲା ଖବର

ସିଜେଏମ୍‌ଙ୍କ ପୁରୁଷୋତ୍ତମପୁରକୋର୍ଟ ପରିଦର୍ଶନ

ପୁରୁଷୋତ୍ତମପୁର ୧୧ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ଅଦାଲତକୁ ଜିଲା ମୁଖ୍ୟ ବିଚାରପତି (ସିଜେଏମ୍‌) ପ୍ରଜ୍ଞା ପରମିତା ରାଉଳ ପରିଦର୍ଶନରେ ଆସିଥିଲେ। ବିଚାରପତି ଅନ୍ନପୂର୍ଣ୍ଣା ଷଡଙ୍ଗୀ ବିଭିନ୍ନ ମାମଲାର ବିଚାର କରୁଥିବାବେଳେ ତାର ତଦାରଖ କରିଥିଲେ। ଏହି ପରିଦର୍ଶନ କାର୍ଯ୍ୟକ୍ରମ…

ରେକର୍ଡ କଲେ ଶିଳ୍ପୀ ସତ୍ୟ: ୧୨ ଘଣ୍ଟାରେ ନିର୍ମାଣ କଲେ ୧.୫ ଇଞ୍ଚ ଉଚ୍ଚତା ରଥ

ବ୍ରହ୍ମପୁର ଅଫିସ,୧୧ା୭-ନିଜ ରେକର୍ଡକୁ ପୁଣି ଭାଙ୍ଗିଲେ ବ୍ରହ୍ମପୁରର ଶିଳ୍ପୀ ସତ୍ୟ ମହାରଣା। ସତ୍ୟ ଶ୍ରୀଗୁଣ୍ଡିଚା ଅବସରରେ ୨.୫ ଇଞ୍ଚ ଉଚ୍ଚତା, ୨ ଇଞ୍ଚ ଓସାରର ବିଶ୍ୱର ସବୁଠାରୁ କ୍ଷୁଦ୍ର ରଥ ନିର୍ମାଣ କରି ରେକର୍ଡ ସୃଷ୍ଟି କରିଥିଲେ। ଏବେ ତିନିଠାକୁରଙ୍କ ବାହୁଡାଯାତ୍ରାରେ…

ଗଞ୍ଜେଇ ବ୍ୟବସାୟକୁ ନେଇ ୨ଭାଇଙ୍କୁ ଅପହରଣ ଉଦ୍ୟମ: ଜେଲ କର୍ମଚାରୀଙ୍କ ସମେତ ୭ ଗିରଫ

ଦାରିଙ୍ଗବାଡ଼ି,୧୧।୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ୨ ଅପହୃତ ଯୁବକଙ୍କୁ ଉଦ୍ଧାର କରିବା ସହ ୭ ଅପହରଣକାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ ବାଲିଗୁଡ଼ା ସବ୍‌ଜେଲର କର୍ମଚାରୀ ସୁବାସ ଚନ୍ଦ୍ର ବେହେରଦଳାଇ ଏବଂ ସୁପାରି ନେଇଥିବା ମୁନା…

ବିଦ୍ୟୁତ୍‌ ଆଘାତରେ ଛାତ୍ରୀଙ୍କ ମୃତ୍ୟୁ

ମୁନିଗୁଡା, ୧୧ା୭(ଡ଼ି.ଏନ.ଏ)- ରାୟଗଡା ଜିଲା କୁମୁଡାବାଲି ବ୍ଲକ ମୁନିଗୁଡା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବୁଧବାର ରାତିରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିିଛି । ମୃତା ଛାତ୍ରୀ ଜଣକ ହେଲେ କୁମୁଡାବାଲି ପଞ୍ଚାୟତ ଗୁମୁଡି ଗ୍ରାମର…

କାମରେ ଆସୁନି ସୌରଚାଳିତ ପାନୀୟ ଜଳ ପ୍ରକଳ୍ପ

ମନମୁଣ୍ଡା, ୧୧।୭ (ଡି.ଏନ.ଏ): କଣ୍ଟାମାଳ ବ୍ଲକ ଘିକୁଣ୍ଡି ପଞ୍ଚାୟତ ହାତୀପାଲିଠାରେ ଥିବା ସୌରଚାଳିତ ଜଳଯୋଗାଣ ପ୍ରକଳ୍ପ ଏବେ କାମରେ ଲାଗୁନି । ଫଳରେ ଲୋକମାନେ ପାନୀୟ ଜଳ ପାଇଁ ଅସୁବିଧା ଭୋଗୁଛନ୍ତି । ସୂଚନା ଅନୁସାରେ, ୨୦୧୮ ମସିହାରେ ଗ୍ରାମ୍ୟ ଜଳଯୋଗାଣ…

ନିମ୍ନମାନର ରାସ୍ତାକାମ, ବନ୍ଦ କଲେ ଗ୍ରାମବାସୀ

ଅମରପାଲି, ୧୧।୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ମୁଖ୍ୟ ଛକଠାରୁ ରେଢ଼ାଖୋଲ- ବୀରମହାରାଜପୁର ସୀମାବର୍ତ୍ତୀ ଅମରପାଲି ପର୍ଯ୍ୟନ୍ତ ହେଉଥିବା ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଗୁରୁବାର ଅମରପାଲି ଗ୍ରାମବାସୀ କାମକୁ ବନ୍ଦ କରି ପ୍ରତିବାଦ ଜଣାଇଛନ୍ତି । ବିଭାଗୀୟ ଯନ୍ତ୍ରୀ…

ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ

ଢେଙ୍କାନାଳ ଅଫିସ, ୧୧ା୭-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଡଙ୍ଗାପାଳ ଗ୍ରାମରେ ୨୦୧୬ରେ ସଙ୍ଗଠିତ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ବିଚାରପତି ତଥା ଅତିରିକ୍ତ ଜିଲାଜଜ୍‌ ରାଜକିଶୋର ମହାପାତ୍ର ଅଭିଯୁକ୍ତ ସୁବାସ ସିଂଙ୍କୁ ଦୋଷୀ…

ଗାଧୋଇବାକୁ ଯାଉଥିବାବେଳେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ହାତୀ

ରାସୋଳ,୧୧।୭(ଡି.ଏନ.ଏ.)-ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ବନାଞ୍ଚଳ ବାବନ୍ଧ ସେକ୍ସନ ଅଧୀନ କାଦୁଆମଡା ଗ୍ରାମର ପ୍ରଫୁଲ ନାୟକ ଗୁରୁବାର ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେ ଅପରାହ୍ନରେ ଗ୍ରାମ ନିକଟସ୍ଥ ବେଗାନାଳକୁ ଗାଧୋଇବା ପାଇଁ ଯାଉଥିବାବେଳେ ଏକ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି…

୭ ବର୍ଷ ହେଲା ନାହାନ୍ତି ସ୍ଥାୟୀ ଡାକ୍ତର, ୫ ପଞ୍ଚାୟତର ଲୋକେ ପାଉନାହାନ୍ତି ସ୍ବାସ୍ଥ୍ୟସେବା

ନାଉଗାଁ,୧୧ା୭(ସ୍ବ.ପ୍ର.): ଗ୍ରାମାଞ୍ଚଳର ଜନସାଧାରଣଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ସରକାର ଯୋଜନା ଉପରେ ଯୋଜନା କରିଚାଲିଛନ୍ତି। ପ୍ରତି ୫ ହଜାର ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଉପକେନ୍ଦ୍ର ଓ ୨୫ ହଜାର ଜନସଂଖ୍ୟାକୁ ଆଧାର କରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇଛି। ନିରାମୟ ଯୋଜନାରେ…

ସ୍ଲୁଇସ ଗେଟ୍‌ କାମ ନିମ୍ନମାନର: ପ୍ରଭାବିତ ହେବେ ୫ ପଞ୍ଚାୟତର ଚାଷୀ

ନାଉଗାଁ,୧୧ା୭(ସ୍ବ.ପ୍ର.): ଚାଷ ଜମିରୁ ଉଦ୍‌ବୃତ ଜଳ ନିଷ୍କାସନ ସହିତ ଆବଶ୍ୟକ ସମୟରେ ସଂରକ୍ଷିତ ଜଳକୁ ଚାଷ କାର୍ଯ୍ୟରେ ବିନିଯୋଗ କରିବା ନିମନ୍ତେ ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ଗୋବରୀ ନଦୀରେ ସ୍ଲୁଇସ ଗେଟ୍‌ ନିର୍ମାଣ କରାଯାଇଛି। ତେବେ ରକ୍ଷଣାବେକ୍ଷଣ ଅଭାବରୁ ଅନେକ…

ବର୍ଷା ଆଗମନରେ ଛତୁର ପସରା

କୋଳିମାଟି, ୧୧ା୭-(ଡି.ଏନ.ଏ.)-ବର୍ଷା ଦିନରେ ଆଗମନରେ ପାହାଡ଼ିଆ ଅଞ୍ଚଳରେ ବିଭିନ୍ନ ରଙ୍ଗବେରଙ୍ଗର ଛତୁ ଫୁଟିଥାଏ। ଏହା ଦେଖିବାକୁ ସୁନ୍ଦର ହୋଇଥିବାଳେ ଖାଇବାକୁ ମଧ୍ୟ ସୁଆଦିଆ ହୋଇଥାଏ। ଗାଁରୁ ସହର ପର୍ଯ୍ୟନ୍ତ ଲୋକ ଏହି ଛତୁକୁ ବେଶ୍‌ ଆଗ୍ରହର ସହ କିଣିଥାନ୍ତି। କେନ୍ଦୁଝର ଜିଲା…

ଗୋଟିଏ ଦିନରେ ୩ ଘରୁ ଚୋରି: ପୋଲିସ, ସାଇଣ୍ଟିଫିକ ଟିମ୍‌ର ତଦନ୍ତ ଆରମ୍ଭ

ଚମ୍ପୁଆ, ୧୧ା୭(ଡି.ଏନ.ଏ)-ଦୁଇ ଦିନ ତଳେ ଚମ୍ପୁଆ ସଖି ପେଟ୍ରୋଲ ପମ୍ପ ନିକଟରୁ ତାଲାଭାଙ୍ଗି ହୋଇଥିବା ସିରିଜ ଚୋରିର ତଦନ୍ତ ଆରମ୍ଭ ହୋଇଛି। ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ସହାୟତାରେ ଚମ୍ପୁଆ ପୋଲିସ ଏହାର ତନାଘନା କରିଛି। ସୂଚନା ଅନୁସାରେ ଚମ୍ପୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?