ପୁଅ ବିବାହ କରିବାକୁ ରାଜି ନ ହେବାରୁ ପ୍ଲାଟଫର୍ମରେ କୀଟନାଶକ ପିଇଦେଲେ ମା’ବାପା: ପରେ…
ଦିଗପହଣ୍ଡି,୧୪।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଏମ.ରଞ୍ଜନ ଦୋରା ବିବାହ କରିବାକୁ ରାଜି ନ ହେବାରୁ ତାଙ୍କ ମା’ ଏମ.କୁମାରୀ(୪୬) ଏବଂ ବାପା ଏମ.ସୁଦର୍ଶନ ଦୋରା କୌଣସି କୀଟନାଶକ ଖାଇ ଆତ୍ମହତ୍ୟା…
ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ
କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଥିଲା। କିନ୍ତୁ ଏହା ଆତ୍ମହତ୍ୟ ନା ହତ୍ୟା ତାହା ପୋଲିସ ତଦନ୍ତ…
ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା ପଦ୍ମନାଭପୁର ଗ୍ରାମର ଅଭିଷେକ ପଣ୍ଡା ଥାନାରେ ଏତଲା ଦେଇଛନ୍ତି…
ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ
କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ ୱେବରେ ପ୍ରକାଶ ପାଇବା ପରେ କୁଆଁରମୁଣ୍ଡା ବ୍ଲକ ଓ ରାଜସ୍ବ ବିଭାଗ ତତ୍ପର ହୋଇଛି।…
FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା
ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍ ବିଏଡ୍ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ ଏବେ ଏମ୍ସରେ ଚିକିତ୍ସାଧିନ ଅଛନ୍ତି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏମ୍ସ ଯାଇ ଗୁରୁତର…
ସାର୍ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ
ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ସିସିଟିଭିରେ ଦେଖିଲୁ ନିଆଁ ଜଳୁଛି, ଛୁଆ ମୋର…
ସମ୍ବିଧାନ ସୁରକ୍ଷିତ ରହିଲେ, ସୁରକ୍ଷିତ ରହିବ ଗଣତନ୍ତ୍ର
ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରା ପକ୍ଷରୁ ରବିବାର ସନ୍ଧ୍ୟାରେ ସମ୍ବିଧାନର ମୁଖବନ୍ଧରୁ ଧର୍ମ ନିରପେକ୍ଷତା ଓ ସମାଜବାଦ ଶବ୍ଦର ଉଚ୍ଛେଦ କେତେ ଯଥାର୍ଥ? ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଟିତ ହୋଇଯାଇଛି । ଏଥିରେ ପାଠାଗାର ସଭାପତି…
ରାଜ୍ୟ ସ୍ତରୀୟ କିକ୍ ବକ୍ସିଂ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ
ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ ପାତ୍ର ରୌପ୍ୟ ପଦକ ହାସଲ କରିଥିବା ଜଣା ପଡିଛି । ଅନୁଗୋଳ ଇଣ୍ଡୋର ଷ୍ଟାଡିଅମରେ…
ଅବ୍ୟବସ୍ଥା ଘେରରେ ବାବା ଖଣ୍ଡେଶ୍ୱର ଶୈବପୀଠ
ଗଞ୍ଜାମ,୧୪ା୭ (ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀ ନିକଟରେ ବହୁ ପୁରାତନ ପ୍ରସିଦ୍ଧ ବାବା ଖଣ୍ଡେଶ୍ୱର ଶୈବପୀଠ ଅବସ୍ଥିତ। ଗଞ୍ଜାମ ଏନ୍ଏସି ଅଞ୍ଚଳର ଏହି ମନ୍ଦିର ବର୍ତ୍ତମାନ ଅବ୍ୟବସ୍ଥା ଘେରରେ ରହିଛି। ମନ୍ଦିର ମୁଖ୍ୟ ରାସ୍ତା ଏବେ ଜରାଜୀର୍ଣ୍ଣ…
ପୂରୀ ମୁକ୍ତିମଣ୍ଡପ ପଣ୍ଡିତ ପୁରୁଷୋତ୍ତମପୁରରେ: ଜଗନ୍ନାଥ ମନ୍ଦିର ପରିଦର୍ଶନ ସହ କଲେ ସମୀକ୍ଷା
ପୁରୁଷୋତ୍ତମପୁର,୧୪।୭(ସୀମାଞ୍ଚଳ ମିଶ୍ର):ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ସୋମବାର ପୁରୁଷୋତ୍ତମପୁର ରଥସାହି ବିଜେ ଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ ପଣ୍ଡିତ ବିଶ୍ୱମ୍ବର ଦାଶ, ଦୂର୍ଗାପ୍ରସାଦ ମିଶ୍ର, ପ୍ରଫୁଲ୍ଲ ମିଶ୍ର ଓ ପ୍ରଦୀପ ମହାପାତ୍ର ରହିଥିଲେ। ମନ୍ଦିର ପରିସରରେ…
ପୂର୍ତ୍ତ ବିଭାଗର ଫାଟକ ସାଜିଛି ଡମ୍ପିୟାର୍ଡ଼: ଦୁର୍ଗନ୍ଧରେ ନାକ ଫାଟୁଛି
ଦାରିଙ୍ଗବାଡି, ୧୪।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର ଭାବେ ଜଣାଶୁଣା। ଦାରିଙ୍ଗବାଡିର ପରିବେଶକୁ ସ୍ବଚ୍ଛତା ରଖାଯିବା ପାଇଁ ବ୍ଲକ ପ୍ରଶାସନ ଚେଷ୍ଟା କରିବା ସହ ଅଞ୍ଚଳକୁ ସଫା କରିଥିଲା। ହେଲେ ପୂର୍ବରୁ ଯେଉଁଭଳି ଅବସ୍ଥା ଥିଲା ପୁଣି…
କାଦୁଅ ପଚପଚ ଗାଁ ରାସ୍ତା, ହଇରାଣ ହେଉଛନ୍ତି ଅଞ୍ଚଳବାସୀ: କେହି ଶୁଣୁନାହାନ୍ତି ଗୁହାରି
ଦାରିଙ୍ଗବାଡି, ୧୪।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଝିଞ୍ଜିରୀଗୁଡା ପଞ୍ଚାୟତର କୁଟଲାରୀ ଗାଁର ବଡ଼ସାହିଠାରୁ କୁଛାଂପାଙ୍ଗା ସାହି ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡିଛି। ବର୍ଷ ତମାମ ଉକ୍ତ ରାସ୍ତା ପାଇଁ ସାହିବାସିନ୍ଦା ବହୁ ହଇରାଣ ଭୋଗୁଥିବାବେଳେ ବର୍ଷା ଦିନ…
Archives


