ଆମ ଜିଲା ଖବର

ଫାଇନାନ୍ସ କର୍ମଚାରୀଙ୍କଠାରୁ ୯୮ ହଜାର ଲୁଟ୍‌

କଣିହାଁ,୫।୬(ଡି.ଏନ.ଏ.)-କଣିହାଁ ବ୍ଲକ ସମଲ ଥାନା ବୁଲାଝର ନିକଟରେ ସୋମବାର ଜଣେ ଫାଇନାନ୍ସ କର୍ମଚାରୀଙ୍କଠାରୁ ଦୁର୍ବୃତ୍ତମାନେ ୯୮ ହଜାର ଟଙ୍କା ଲୁଟି ନେଇଥିବା ଥାନାରେ ଅଭିଯୋଗ ହୋଇଛି। ସମଲ ଥାନା ଏସ୍‌ଆଇ ବିକ୍ରମ ବିହାରୀ ଜୟପୁରିଆ କହିଛନ୍ତି, ପବିତ୍ରନଗର ଅଞ୍ଚଳରେ ଥିବା ଅନେକ…

ଛୁଟିରେ ଆର୍‌ଆଇ: ହୋଇପାରୁନି କ୍ଷୟକ୍ଷତି ଆକଳନ

ଅନୁଗୋଳ ଅଫିସ, ୫।୬- କାଳବୈଶାଖୀ ଯୋଗୁ କ୍ଷତିଗ୍ରସ୍ତ ହୋଇଥିଲେ ବି ଏଯାଏ ସରକାରଙ୍କ ପକ୍ଷରୁ କ୍ଷୟକ୍ଷତି ଆକଳନ କରାଯାଇ ନାହିଁ କି ସହାୟତା ଯୋଗାଇ ଦିଆଯାଇ ନାହିଁ। ଅନୁଗୋଳ ବ୍ଲକ ବାରସିଂହା ଗାଁର କବିନ୍ଦ୍ର ଦାସଙ୍କ ପରିବାର ପକ୍ଷରୁ ପ୍ରଶାସନ ନିକଟରେ…

ମନ୍ତ୍ରୀଙ୍କ ଭୁବନ ବ୍ଲକ ଗସ୍ତ: ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ

ଭୁବନ, ୫।୬(ଡି.ଏନ୍‌.ଏ.)- ରାଜ୍ୟ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ପାହ୍ୟା ମିଳିବା ପରେ ମଙ୍ଗଳବାର ପ୍ରଥମ ଥର ଭୁବନ ବ୍ଲକ ଗସ୍ତ କରିଛନ୍ତି ଖଣି, ଇସ୍ପାତ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ସେ ମଠକରଗୋଳା, ଅରଖପାଳ, ମାର୍ଥାପୁର, ଜମୁନାକୋଟ, ଦୟଣାବିଲ,…

ନାଲ୍‌କୋ ଅଞ୍ଚଳରେ ବଢ଼ୁଛି ପ୍ରଦୂଷଣ: ଧୂଳି ଧୂଆଁରେ ଲୋକେ ଅତିଷ୍ଠ

ବଅଁରପାଳ, ୫।୬ (ଡି.ଏନ୍‌.ଏ.)- ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ଅନେକ ସମୟରେ ପ୍ରଦୂଷଣରେ ଛଟପଟ ହେଉଥିବା ଅଭିଯୋଗ ହେଉଛି। ପ୍ଲାଣ୍ଟ କର୍ତ୍ତୃପକ୍ଷ ଆବଶ୍ୟକ ପଦକ୍ଷେପ ନେଉ ନ ଥିବାରୁ ପାଉଁଶ ଓ ବିଷାକ୍ତ ଧୂଅଁା ଲୋକଙ୍କୁ ଅତିଷ୍ଠ…

ଗ୍ରାମବାସୀଙ୍କ ନର୍ସିଂହୋମ ଘେରାଉ ଘଟଣା: ଥାନାରେ ଏତଲା, ସମାଧାନ ପାଇଁ ଉଦ୍ୟମ

ଅନୁଗୋଳ ଅଫିସ, ୫।୬- ଅନୁଗୋଳ ହୁଲୁରୁସିଂହା ଜେମାଦେଈପୁରରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ଗଁା ମଝି ଦେଇ ଲିଙ୍ଗରାଯୋଡି ନାଳକୁ ଛଡ଼ାଯାଉଥିବା ଅଭିଯୋଗ କରି ସୋମବାର ରାତିରେ ଗ୍ରାମବାସୀ ନର୍ସିଂହୋମ ଘେରାଉ କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା।…

ରୋଜଗାର ପାଇଁ ଅଜଗରକୁ ନିର୍ଯାତନା

ବ୍ରହ୍ମପୁର ଅଫିସ୍‌,୫ା୬- ବନ୍ୟପ୍ରାଣୀ ଏବଂ ସଂରକ୍ଷିତ ପ୍ରାଣୀମାନଙ୍କ ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ବହୁ ଆଇନ୍‌ ରହିଛି। ବିଭିନ୍ନ ସରକାରୀ ଏବଂ ବେସରକାରୀ ସଂଗଠନ ମଧ୍ୟ ଏଦିଗରେ କାର୍ଯ୍ୟ କରୁଛି । ହେଲେ ଏହି ଆଇନ୍‌କୁ ଭାଙ୍ଗୁଥିବା ବ୍ୟକ୍ତି ଏବଂ ସଂସ୍ଥାଙ୍କ…

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା ପାଇଁ ଓଡ଼ିଶା ଦଳର ଚୟନ ଶିବିର ଗତ ରବିବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଆୟୋଜିତ ହୋଇଥିଲା।…

ସ୍ବତନ୍ତ୍ର ପରିଚୟ ଦେଇଛି ଲିଚୁ, ଆମ୍ବ ଚାଷ

ଦାରିଙ୍ଗବାଡି,୫।୬(ଡି.ଏନ.ଏ)- ଦାରିଙ୍ଗବାଡି ଅଞ୍ଚଳକୁ ଏବେ ଲିଚୁ ଏବଂ ଆମ୍ବ ଚାଷ ସ୍ବତନ୍ତ୍ର ପରିଚୟ ଦେଇଛି। ଦାରିଙ୍ଗବାଡିର ଲିଚୁ ଏବଂ ଆମ୍ବର ଚାହିଦା ଜିଲା ତଥା ଜିଲା ବାହାରେ ରହିଛି। ଜୈବିକ ପଦ୍ଧତିରେ ଏହି ଚାଷ କରାଯାଉଥିବାରୁ ଏହାର ଚାହିଦା ବଢୁଛି। ସରକାରଙ୍କ…

ଆଗରୁ ପଢ଼ାଉଥିଲେ, ଏବେ କାଢ଼ି ନେବେ

ଫୁଲବାଣୀ ଅଫିସ, ୫ା୬- କନ୍ଧମାଳ ଜିଲାରେ ଅନ୍ବେଷା ଯୋଜନାରେ ବ୍ୟାପକ ଜାଲିଆତି ଚାଲିଛି। ୩ ବର୍ଷ ଧରି ଜିଲା ମଙ୍ଗଳ ବିଭାଗ ପକ୍ଷରୁ ସରକାରୀ ଗାଇଡ ଲାଇନକୁ ଉଲ୍ଲଂଘନ କରାଯାଇଛି।ଆରମ୍ଭରୁ ଚଳିତ ଶିକ୍ଷାବର୍ଷ ପର୍ଯ୍ୟନ୍ତ ଜିଲାର ୧୦ଟି ସ୍କୁଲରେ ଅନ୍ବେଶା ଯୋଜନାରେ…

୪ ବର୍ଷ ଧରି ପାନୀୟ ଜଳ ପ୍ରକଳ୍ପ ଅଚଳ

ଫିରିଙ୍ଗିଆ,୫ା୬- ଫିରିଙ୍ଗିଆ ବ୍ଲକ କାଶିନିପଦର ପଞ୍ଚାୟତରେ ହୋଇଥିବା ଏକ ପାନୀୟ ଜଳ ପ୍ରକଳ୍ପ ୪ ବର୍ଷ ଧରି ଅକାମୀ ହୋଇ ପଡିଛି। ଫଳରେ ପାନୀୟ ଜଳ ପାଇଁ ମାଝିପଡା ଏବଂ ତଳପଡାବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏବେ…

ରକ୍ତଭଣ୍ଡାର ରକ୍ତ ଶୂନ୍ୟ

ଚମ୍ପୁଆ, ୫ା୬(ଡି.ଏନ.ଏ.)-ଜରୁରିକାଳୀନ ଚିକିତ୍ସାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟର ରେଡକ୍ରସ ରକ୍ତ ଭଣ୍ଡାରର ସମସ୍ୟା ବଢିବାରେ ଲାଗିଛି। ଅନେକ ସମୟରେ ଏହି ରକ୍ତଭଣ୍ଡାରରେ ରକ୍ତର ଅଭାବ ପରିଲକ୍ଷିତ ହେଉଛି। ଚମ୍ପୁଆ ଉପଖଣ୍ଡରେ ରକ୍ତଜନିତ ସମସ୍ୟାର ଦୂରୀକରଣ ପାଇଁ…

ଆଜି ବିଶ୍ୱ ପରିବେଶ ଦିବସ: ବିକାଶ ନାମରେ ନଷ୍ଟ ହେଉଛି ପରିବେଶ

କେନ୍ଦୁଝର, ୫ା୬ (ସ୍ବ.ପ୍ର.)-ଆଜି ବିଶ୍ୱ ପରିବେଶ ଦିବସ। ଏହି ଦିବସକୁ ପାଳନ ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତ ଚାଲିିଛି କିନ୍ତୁ କାହାରି ଆନ୍ତରିକତା ଥିବା ମନେ ହେଉନାହିଁ ା କେନ୍ଦୁଝର ଜିଲାର ଜଳବାୟୁ ଓ ଜଳାଭାବକୁ ଦେଖିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?