ଆମ ଜିଲା ଖବର

ରଣପୁର ରଥ ଯାତ୍ରା ପାଇଁ ପ୍ରସ୍ତୁତି: ରଣପୁର ଜଙ୍ଗଲରେ ମିଳୁନି ରଥ କାଠ

ରଣପୁର,୪ା୬(ସ୍ବ.ପ୍ର.)-ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ରଥଯାତ୍ରା ପାଇଁ ଦେବୋତ୍ତର ବିଭାଗ ତରଫରୁ ସୋମବାର ରଣପୁର ବ୍ଲକ ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ରଥଯାତ୍ରା ପାଇଁ ନିର୍ମାଣ ହେବାକୁ ଥିବା ୩ ରଥ…

ତହସିଲ ପକ୍ଷରୁ ଚଢାଉ: ୭ଟି ଗାଡ଼ି ଜବତ

ଧର୍ମଶାଳା,୪।୬(ଡି.ଏନ୍‌.ଏ.)- ଧର୍ମଶାଳା ତହସିଲଦାର ଓ ଅତିରିକ୍ତ ତହସିଲଦାର ରବିବାର ଓ ସୋମବାର ରାସ୍ତାକାମ ପାଇଁ ବେଆଇନଭାବେ ମାଟି ଆଣୁଥିବା ୬ଟି ହାଇୱା, ଗୋଟିଏ ଟ୍ରାକ୍ଟର ଓ ଗୋଟିଏ ଡ୍ରିଲିଂ ମେଶିନ୍‌ ଜବତ କରିଛନ୍ତି। ୧୬ନଂ ଜାତୀୟ ରାଜପଥ ପ୍ରସସ୍ଥୀକରଣ ପାଇଁ କାମନେଇଥିବା…

ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌:ଘରେ ପଶୁଛି ନର୍ଦ୍ଦମା ପାଣି

ଭୁବନ, ୪।୬(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ପରିମଳ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଛି। ଡ୍ରେନ୍‌ଗୁଡ଼ିକ ଆବର୍ଜନାରେ ଭର୍ତ୍ତି ହୋଇ ରହିଥିବାରୁ ନର୍ଦ୍ଦମା ପାଣି ନିଷ୍କାସନରେ ବାଧା ସୃଷ୍ଟି ହୋଇଛି। କେତେକ ସ୍ଥାନରେ ବ୍ୟକ୍ତିଗତ ସ୍ବାର୍ଥସାଧନ ଲାଗି ନାଳ ପୋତି ଦିଆଯାଇଛି। ସାମାନ୍ୟ…

ଗଁ। ମଝି ଦେଇ ଯୋରରେ ମିଶୁଛି ଶୌଚାଳୟ ପାଣି:ତାତିଲେ ଲୋକେ, ଘେରିଲେ ନର୍ସିଂହୋମ

ଅନୁଗୋଳ ଅଫିସ, ୪।୬ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ନର୍ସିଂହୋମର ଶୌଚାଳୟ ପାଣି ନିକଟ ଗଁା ମଝି ଦେଇ ଛଡ଼ାଯାଉଥିବା ବେଳେ ତାହା ଲିଙ୍ଗରାଯୋଡ଼ି ଯୋରକୁ ପ୍ରବେଶ କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ଯୋରର ପାଣିକୁ ଲୋକମାନେ ପାନୀୟ ଭାବେ…

ଜୀବନ୍ତ ହେବ ଆଦିବାସୀ ସଂସ୍କୃତି

(ଉପେନ୍ଦ୍ର ରାଉତ) ବଅଁରପାଳ,୪।୬ ନାଲ୍‌କୋ କଲୋନୀର ପରିବେଶ ହେବ ଆହୁରି ଶାନ୍ତ, ଆହୁରି ସୁନ୍ଦର। ସେଥିପାଇଁ ଏକାଧିକ ପାର୍କ ଥିଲେ ବି କର୍ତ୍ତୃପକ୍ଷ କଲୋନୀ ମଧ୍ୟରେ ଆଉ ଏକ ଇକୋ ପାର୍କ ନିର୍ମାଣ କରୁଛନ୍ତି। ୧୦ ଲକ୍ଷ ଟଙ୍କା ବ୍ୟୟରେ ହେଉଥିବା…

ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ:ଜୁନିୟର କଲେଜରେ ୯୦.୨୩%

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ୍‌.ଏ.), ୪।୬ପ୍ରକାଶ ପାଇଛି ଯୁକ୍ତ୨ ବିଜ୍ଞାନ ପରୀକ୍ଷା ଫଳ। ଢେଙ୍କାନାଳ ଜୁନିୟର କଲେଜର ପାସ୍‌ ହାର ରହିଛି ୯୦.୨୩%। ପରୀକ୍ଷା ଦେଇଥିବା ୨୫୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୩୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ତନ୍ମଧ୍ୟରେ ୧୩୧ ପ୍ରଥମ, ୮୩ ଦ୍ୱିତୀୟ ଏବଂ ୨୫…

ସ୍କାଏଲାଇଟ୍‌ ଭାଙ୍ଗି ଡ୍ରେସ୍‌ ଦୋକାନରୁ ଲୁଟ୍‌ ଅଭିଯୋଗ

ବିଞ୍ଝାରପୁର ,୩ା୬(ଡି.ଏନ୍‌.ଏ.)- ବିଞ୍ଝାରପୁର ଥାନା ଅନ୍ତର୍ଗତ ମଇଁନ୍ଦା ଛକରେ ଥିବା ଏକ ଡ୍ରେସ୍‌ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୋକାନର ପଛପଟେଥିବା ସ୍କାଏଲାଇଟ୍‌ ଭାଙ୍ଗି ଲୁଟେରାମାନେ ଲକ୍ଷାଧିକ ଟଙ୍କାର ଡ୍ରେସ୍‌ ଚୋରିକରି ନେଇଥିବା ସୋମବାର ମାଲିକ…

ଅନୁଗୋଳରେ ବର୍ଜ୍ୟବସ୍ତୁ ପରିଚାଳନା:ଖୋଳାହେବ ୩ଶହ କମ୍ପୋଷ୍ଟ ପିଟ

ଅନୁଗୋଳ ଅଫିସ, ୪ା୬ ରାଜ୍ୟର ସମସ୍ତ ପୌରପାଳିକାରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଏନ୍‌ଜିଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରତି ପୌରାଞ୍ଚଳରେ ତିନିଶହ ଲେଖାଏ କମ୍ପୋଷ୍ଟ ପିଟ୍‌ ଖୋଳିବାକୁ ଏଥିରେ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ…

ମାଟ୍ରିକ୍‌ ଏ-୧ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଧର୍ମଶାଳା,୪।୬(ଡି.ଏନ୍‌.ଏ.)- ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାରେ ଏ-୧ ଗ୍ରେଡ୍‌ ପାଇଥିବା ୪ଜଣ ଛାତ୍ରୀଛାତ୍ରଙ୍କୁ ସୋମବାର ଧର୍ମଶାଳା ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସମ୍ପର୍ଦ୍ଧିତ କରାଯାଇଛି। କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ସଭାରେ ବିଇଓ ପ୍ରଫୁଲ୍ଲ କୁମାର ବେହେରା ସଭାପତିତ୍ୱ କରି ଟପ୍ପର ରୋଜାଲିନ୍‌…

ଅନୁଗୋଳ ଜୁନିୟର କଲେଜରେ ପାସ୍‌ ହାର ୭୭.୮୧%:ଶ୍ରେଷ୍ଠ ୫ ମଧ୍ୟରେ ୪ ଛାତ୍ରୀ

ଅନୁଗୋଳ ଅଫିସ, ୪।୬ ଅନୁଗୋଳ ଜୁନିୟର କଲେଜରେ ଯୁକ୍ତ ୨ ବିଜ୍ଞାନ ଫଳାଫଳ ପ୍ରକାଶ ପାଇଛି। କଲେଜରେ ପାସ୍‌ ହାର ୭୭.୮୧ ପ୍ରତିଶତ ରହିଛି। ମୋଟ ୩୧୧ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୨୪୨ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ପ୍ରଥମ ଶ୍ରେଣୀରେ ୯୨ ପାସ୍‌…

ଜିଲା ଚିକିତ୍ସାଳୟ ଦୁର୍ନୀତି ମାମଲା:ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ କର୍ମଚାରୀ

ଢେଙ୍କାନାଳ ଅଫିସ, ୪।୬ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ଦୁର୍ନୀତି ମାମଲାର ନିରପେକ୍ଷ ତଦନ୍ତ କରି ଦୋଷୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ଡାକ୍ତର ଏବଂ କର୍ମଚାରୀ। ଏ ନେଇ ସେମାନେ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଏଥିରେ…

ଏନ୍‌ଟିପିସିର ୩୦ ତମ ପ୍ରତିଷ୍ଠା ଦିବସ:ସଫଳତା ବଜାୟ ରଖିବାକୁ ଆହ୍ବାନ

ତାଳଚେର,୪ା୬(ନି.ପ୍ର.)କଣିହଁ। ସ୍ଥିତ ଏନ୍‌ଟିପିସି ପ୍ରକଳ୍ପ ପକ୍ଷରୁ ୩୦ ତମ ପ୍ରତିଷ୍ଠା ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ଚିଫ୍‌ ଜେନେରାଲ ମ୍ୟାନେଜର ରମେଶ ବାବୁ ଏନ୍‌ଟିପିସି ପତାକା ଉତ୍ତୋଳନ କରିବା ସହ ଉଦ୍‌ବୋଧନ ଦେଇଥିଲେ। ସେ କହିଥିଲେ ଯେ, ୨୦୧୯-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?