ଆମ ଜିଲା ଖବର

ଢେଙ୍କାନାଳ ଡାକପାଳଙ୍କୁ ଦାବିପତ୍ର

ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ଅଧୀନରେ ଥିବା କିଶୋରଗଞ୍ଜ ଉପ ଡାକଘର ବର୍ତ୍ତମାନ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଫଳରେ ଲୋକେ ଠିକ୍‌ ଭାବେ ସେବା ପାଇ ପାରୁ ନାହାନ୍ତି। ସେହିପରି ବିଭାଗ ପକ୍ଷରୁ ଏହାର ସମାଧାନ କରାଯାଉ…

ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରୋଗୀ ତଥା ବାଟୋଇଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ଏକ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରିଛନ୍ତି। ତେବେ ଉକ୍ତ ପ୍ରକଳ୍ପର ରକ୍ଷଣାବେକ୍ଷଣ ଅଭାବରୁ ଥଣ୍ଡା…

କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ଭେଟିଲେ ବିଧାୟକ

ପବିତ୍ରନଗର/କଣିହାଁ, ୪ା୬(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକରେ ଗତ ଗୁରୁବାର ଓ ଶୁକ୍ରବାର କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ସୋମବାର ପାଲଲହଡ଼ା ବିଧାୟକ ମୁକେଶ ପାଲ ବିଭିନ୍ନ ଗ୍ରାମକୁ ଯାଇ କ୍ଷତିଗ୍ରସ୍ତଙ୍କୁ ଭେଟିଛନ୍ତି। ବିଧାୟକ ପ୍ରଥମେ ବୁରୁକୁନା ପଞ୍ଚାୟତର ଶରଧାପୁର…

ଏ-୧ ଗ୍ରେଡ୍‌ଧାରୀଙ୍କୁ ସମ୍ବର୍ଦ୍ଧନା:‘ବୌଦ୍ଧିକ ଜ୍ଞାନ ବିକଶିତ କର’

ଢେଙ୍କାନାଳ ଅଫିସ, ୪।୬ କଠିନ ପରିଶ୍ରମ, ନିଷ୍ଠା, ଅଧ୍ୟାବସାୟ ବିଦ୍ୟାର୍ଥୀ ଜୀବନର ମୂଳ ପୁଞ୍ଜି। ଦକ୍ଷତା ଏବଂ ବୌଦ୍ଧିକ ଜ୍ଞାନ ବିକଶିତ ହେଲେ ଛାତ୍ରୀଛାତ୍ରମାନେ ସଫଳ ମଣିଷ ହୋଇପାରିବେ। ଢେଙ୍କାନାଳ ଶିକ୍ଷା କ୍ଷେତ୍ରରେ ରାଜ୍ୟରେ ଶ୍ରେଷ୍ଠସ୍ଥାନ ହାସଲ କରିପାରିବ ବୋଲି କହିଛନ୍ତି…

ଇସ୍ରୋ ଗଲେ ନବରଙ୍ଗପୁରର ୨ ଛାତ୍ରୀ

ନବରଙ୍ଗପୁର,୪ା୬(ବି.ପ୍ର.)- ନବରଙ୍ଗପୁର ଜିଲାର ୨ ଜଣ ୧୦ମ ଶ୍ରେଣୀ ଛାତ୍ରୀ ଇସ୍ରୋ ଯିବା ପାଇଁ ମନୋନୀତ ହୋଇ ସୋମବାର ଅହମ୍ମଦାବାଦ ଗସ୍ତ କରିଛନ୍ତି। ଛାତ୍ରୀ ୨ ଜଣ ହେଲେ ଇପସିତା ଦାଶ ଓ ମିତା ହରିଜନ। ଟାଟାଷ୍ଟିଲ ପକ୍ଷରୁ ହୋଇଥିବା ୟଙ୍ଗ…

କାରରୁ ଓହ୍ଲାଇ କୋଷ୍ଠରୋଗୀଙ୍କୁ ରାସ୍ତା ପାର କରାଇଲେ ଡାକ୍ତର: ଛୁଇଁଲେ କୁଷ୍ଠରୋଗ ବ୍ୟାପେ ନାହିଁ

ଚିପିଲିମା, ୪।୬ (ସ୍ବ.ପ୍ର.)କୁଷ୍ଠରୋଗୀମାନଙ୍କ ପ୍ରତି ଆମମାନଙ୍କ ଭିତରେ ଏବେ ବି ଘୃଣାଭାବ ରହିଛି। ସେମାନଙ୍କୁ ଛୁଇଁଲେ କୁଷ୍ଠରୋଗ ବ୍ୟାପେ ବୋଲି ଆମମାନଙ୍କ ଭୁଲ୍‌ ଧାରଣା ମଧ୍ୟ ରହିଛି। କୌଣସି ବ୍ୟକ୍ତି କୁଷ୍ଠ ରୋଗରେ ଆକ୍ରାନ୍ତ ହେଲେ ପ୍ରଥମେ ନିଜ ପରିବାର ଲୋକଙ୍କ…

ମାସେ ହେଲା ୮ ନଳକୂଅ ଅଚଳ

ବାମରା, ୪।୬ (ସ୍ବ.ପ୍ର.) ବାମରା ବ୍ଲକ ସଦର ମହୁକୁମା ଗୋବିନ୍ଦପୁର ପଞ୍ଚାୟତରେ ଗତ ପ୍ରାୟ ୧ମାସ ହେବ ୮ଟି ନଳକୂଅ ଅଚଳ ହୋଇପଡିଥିବାରୁ ଲୋକେ ପାଣି ପାଇଁ ଡହଳବିକଳ ହେଉଛନ୍ତି । ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ନା ସ୍ଥାନୀୟ…

ବର୍ଷା ଆସିଲାଣି, ଡ୍ରେନ୍‌ ସଫେଇ ସରୁନି

ସମ୍ବଲପୁର,୪ା୬(ବ୍ୟୁରୋ) ସମ୍ବଲପୁରରେ ନାଳନର୍ଦ୍ଦମା ସଫା କାମ ଶେଷ ହେଉନାହିଁ। ଫଳରେ ଏଥର ବର୍ଷା ଦିନେ ଜଳ ନିଷ୍କାସନ ହୋଇ ନ ପାରି କୃତ୍ରିମ ବନ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ଏପ୍ରିଲ ମାସ ଶେଷ ସୁଦ୍ଧା ଜିଲା ପ୍ରଶାସନ ସହର ବିଭିନ୍ନ…

ଲୋପ୍‌ ପାଉଛେ ଧାନଖଣି, ପୁଡୁଗ୍‌ ବଁଧା ପରମ୍ପରା

ଭବାନୀପାଟଣା, ୪ା୬ (ଡି.ଏନ୍‌.ଏ): ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍‌। ରାଏଜର ବଡ଼ଭାଗି ଲୋକ୍‌ ଚାଷ୍‌ବାସ କାରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ସେନ୍‌ତା ଚାଷୀ ଆଘ ଧାନ, ଚାଉଲକେ ବେଉଁତ କରି ରଖବାର ଲାଗି ଅନେକ ପରକାର ସାଜୋସାମାନ…

ପୁରନା ବଁଧ୍‌କଟାର ପୁନଃରୁଧାର ଦାବି

ଅତାବିରା, ୪।୬ (ଡି.ଏନ.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗଁାଗଁଲିରୁ ସହର ତକ୍‌ ଲୁକ୍‌କର ଲାଗି ପିଇଲା ପାଏନ୍‌ର ବେବସ୍‌ତା କରି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଗଁାଗଁଲିରେ ଥିବାର ପୁରାତନ ବଁଧ୍‌କଟାର ପୁନଃରୁଧାର ନାଇଁ କରାଯିବାର। ଯେନ୍‌ଥିରଲାଗି…

ଶିକ୍ଷା ହିଁ ସାମାଜିକ ବିପର୍ଯ୍ୟୟରୁ ମୁକ୍ତିର ବାଟ

ବଲାଙ୍ଗୀର ଅଫିସ, ୪ା୬ ଆମ ସମାଜରେ ଅନେକ ବିପର୍ଯ୍ୟୟ ଦେଖିବାକୁ ମିଳୁଛି ା ଏହା ଆମ ସାମାଜିକ ଜୀବନକୁ ପ୍ରଭାବିତ କରୁଛି ା ତେବେ ଏଥିରୁ ମୁକ୍ତିର ଏକମାତ୍ର ବାଟ ହେଉଛି ଉପଯୁକ୍ତ ଶିକ୍ଷା ବ୍ୟବସ୍ଥା ଦ୍ୱାରା ବ୍ୟକ୍ତି ଜୀବନକୁ ସଂଗଠିତ…

୨ ଗାଡ଼ିରୁ ଜବତ ହେଲା ୧୮୭ କେଜି ଗଞ୍ଜେଇ: ବିହାରର ୨, ଉତ୍ତରପ୍ରଦେଶର ଗିରଫ

ମାଲକାନଗିରି/ଗୋବିନ୍ଦପାଲି, ୩।୬(ଡି.ଏନ୍‌.ଏ./ସ୍ବ.ପ୍ର.) ମାଲକାନଗିରି ଜିଲା ମାଥିଲି ଥାନା ପୋଲିସ ରବିବାର ରାତିରେ ଗୋବିନ୍ଦପାଲି ଛକରେ ଯାଞ୍ଚ କରିବାବେଳେ ଦୁଇଟି ଗାଡିରୁ ୧୮୭କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ ପରେ କାର୍ଟ ଚାଲାଣ କରାଯାଇଛି ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?