ଧର୍ମଗଡ଼ ବିଧାୟକଙ୍କ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ
କୋକସରା,୩।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ ନିର୍ବାଚନମଣ୍ଡଳୀର ନବନିର୍ବାଚିତ ବିଧାୟକ ମୌଷୋଧି ବାଗ ସୋମବାର କୋକସରା ବ୍ଲକ ଗସ୍ତ କରିଛନ୍ତି। ଦଳୀୟ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଉପସ୍ଥିତ କର୍ମକର୍ତ୍ତାମାନେ ବିଧାୟକଙ୍କୁ ସ୍ବାଗତ କରିଥିଲେ। ଏହା ପରେ ବିଧାୟକ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ…
ଧାନ ବିକି ପ୍ରାପ୍ୟ ପାଉନାହାନ୍ତି ଚାଷୀ
ବନ୍ତ, ୩।୬ (ଡି.ଏନ.ଏ.) – ଚାଷୀମାନଙ୍କଠାରୁ ଉଚିତ୍ ମୂଲ୍ୟରେ ଧାନକ୍ରୟ କରିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା। ହେଲେ ଚଳିତ ଖରିଫ ଋତୁରେ ଶତାଧିକ ଚାଷୀ ଧାନ ବିକ୍ରୟ କରି ପ୍ରାପ୍ୟ ଅର୍ଥ ପାଇବାରୁ ବଞ୍ଚିତ ହୋଇଛନ୍ତି। ଫଳରେ…
ମାଙ୍କଡ଼ପଡ଼ା ଅଞ୍ଚଳରେ ହାତୀ ଉପଦ୍ରବ
କପ୍ତିପଦା,୩ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ର ମାଙ୍କଡ଼ପଡ଼ା ପଞ୍ଚାୟତରେ ଗତ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ଏଥିନେଇ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ଦିନ ଅପେକ୍ଷା ରାତି ହେଲେ ହାତୀ ଚିନ୍ତା ବଢୁଛି। ଉକ୍ତ…
ବେଆଇନ ବାଲି ଚାଲାଣ ବନ୍ଦ ଦାବି
ଭୁବନ, ୩।୬(ଡି.ଏନ.ଏ.)-ଭୁବନ ରାଜସ୍ବ ବିଭାଗ ପକ୍ଷରୁ ନିଲାମ ଦିଆଯାଇଥିବା ବାଲି ଖାଦାନଗୁଡ଼ିକରୁ ବେଆଇନ ବାଲି ଚାଲାଣ ବଢ଼ିବାରେ ଲାଗିଛି। ସରକାରୀ ନୀତିନିୟମକୁ ବେଖାତିର କରି ହାଇଓ୍ବା, ଟ୍ରକ୍ରେ ମନଇଚ୍ଛା ବାଲି ଚାଲାଣ କରାଯାଉଛି। ବାଲିଘାଟରେ ମୂଲ୍ୟ ସମ୍ପର୍କିତ ଫଳକ ଲଗାଯାଇନାହିଁ କିମ୍ବା…
କାଳବୈଶାଖୀ: ଆଠମଲ୍ଲିକରେ ବ୍ୟାପକ କ୍ଷତି
ବଇଣ୍ଡା,୩।୬(ଡି.ଏନ.ଏ.)-କିଶୋରନଗର ବ୍ଲକରେ ରବିବାର ହୋଇଥିବା କାଳବୈଶାଖୀରେ ବଇଣ୍ଡା ଜନତା କଲେଜର ବ୍ୟାପକ କ୍ଷତି ହୋଇଛି। କଲେଜରେ ଥିବା ଅନେକ ଶ୍ରେଣୀ ଗୃହରୁ ଆଜବେଷ୍ଟସ ଉଡ଼ିଯାଇଛି। ସେହିପରି ଗଛ ଡାଳ ଭାଙ୍ଗି ବିଦ୍ୟୁତ୍ ବିଭ୍ରାଟ ସୃଷ୍ଟି ହୋଇଥିବାବେଳେ ଅନେକ ଷ୍ଟ୍ରିଟ୍ ଲାଇଟ ଭାଙ୍ଗିଯାଇଛି।
କିଡ୍ନୀ ଆକ୍ରାନ୍ତଙ୍କ ଚିକିତ୍ସା, ପାଣି ଯୋଗାଣ ଦାବି, ଏଡିଏମଙ୍କୁ ଭେଟିଲା ଗାଁ କମିଟି
ଛତ୍ରପୁର,୩।୬(ଡି.ଏନ.ଏ.)-ଛତ୍ରପୁର ବ୍ଲକ କାଳିପଲ୍ଲୀ ପଞ୍ଚାୟତ ପି.ଲକ୍ଷ୍ମୀପୁର ଗାଁରେ କିଡନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏପରିକି ଏଥିରେ କେତେଜଣଙ୍କ ମୃତ୍ୟୁ ଘଟିଥିବା ମଧ୍ୟ ଅଭିଯୋଗ ହେଉଛି। ଏହାର ନିରାକରଣ ପାଇଁ ପଦକ୍ଷେପ ନେବା ଦୂରର କଥା ଏହି ରୋଗ କାହିଁକି…
ଯୁବକଙ୍କୁ ହତ୍ୟା ଘଟଣା, ଅଭିଯୁକ୍ତ କୋର୍ଟଚାଲାଣ
ପୁରୁଷୋତ୍ତମପୁର,୩ ।୬( ଡି.ଏନ୍.ଏ.)- ପୁରୁଷୋତ୍ତମପୁର ଥାନା ଭୂତସରସିଙ୍ଗି ପଞ୍ଚାୟତ କଇଠଡା ଗ୍ରାମରେ ଶନିବାର ସନ୍ଧ୍ୟାରେ ଡାକ୍ତର ପ୍ରଧାନଙ୍କୁ ଖଣ୍ଡାରେ ହାଣି ହତ୍ୟା କରାଯାଇଥିଲଶ। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଗାନ୍ଧୀ ପ୍ରଧାନ ଓରଫ ମାଧବ। ଥାନା…
ମୁଖ୍ୟମନ୍ତ୍ରୀଙ୍କ ଭରସା ଅଛି, ଚାଲେଞ୍ଜକୁ ସାମ୍ନା କରିବି : ଦିବ୍ୟଶଙ୍କର
ଭବାନୀପାଟଣା, ୩।୬(ଡି.ଏନ୍.ଏ.): ବିମାନ ଉଡ଼ାଉଥିବା ପାଇଲଟରୁ ରାଜନେତା ବନିଥିବା କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କୁ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମିଶ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପଦ ମିଳିଛି। କ୍ୟାପଟେନଙ୍କୁ ଶକ୍ତି ଭଳି ଚାଲେଞ୍ଜିଂ ବିଭାଗ ସହ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ…
ମନ୍ତ୍ରୀ ହେବାପରେ ଦିବ୍ୟଶଙ୍କରଙ୍କ ପ୍ରଥମ କଳାହାଣ୍ଡି ଗସ୍ତ
ଭବାନୀପାଟଣା, ୩।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର ମନ୍ତ୍ରୀ ହେବା ପରେ ରବିବାର ସନ୍ଧ୍ୟାରେ ପ୍ରଥମ ଥର ପାଇଁ…
ଆନନ୍ଦପୁର ବିଧାୟକଙ୍କୁ ସ୍ବାଗତ: ହାଟଡିହୀ ଅଞ୍ଚଳର ସମସ୍ୟା, ବିକାଶ ସମ୍ପର୍କରେ ଗୁରୁତ୍ୱ ପାଇଁ ଆଲୋଚନା
ହାଟଡିହୀ, ୩।୬(ସ୍ବ.ପ୍ର.): ହାଟଡିହୀ ବିକାଶ ମଞ୍ଚ ତରଫରୁ ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀଙ୍କୁ ସ୍ବାଗତ କରାଯାଇଛି। ରବିବାର ସନ୍ଧ୍ୟାରେ ମଞ୍ଚ ସଭାପତି ନିତ୍ୟାନନ୍ଦ ପହୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବିଧାୟକଙ୍କ ବାସଭବନରେ ପହଞ୍ଚି ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ।…
କୂଅରେ ପଡ଼ି ଜୀବନ ଗଲା
ତାଳଚେର, ୩।୬(ନି.ପ୍ର.): ତାଳଚେର ଥାନା ଅନ୍ତର୍ଗତ ସୁନାଖଣି ଗ୍ରାମର ଜଣେ ବ୍ୟକ୍ତିଙ୍କର କୂଅରେ ପଡ଼ି ସୋମବାର ମୃତ୍ୟୁ ଘଟିଛି। ସେ ହେଲେ ଯୁଗୀ ବାଘ(୫୦)। ଯୁଗୀ କୂଅ ସଫା କରିବାକୁ ଯାଇଥିବା ବେଳେ ସେଥିରେ ପଡ଼ିଯାଇ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି।…
ସାପ କାମୁଡ଼ାରେ ନାବାଳିକାଙ୍କ ମୃତ୍ୟୁ
ଭଣ୍ଡାରିପୋଖରୀ, ୩।୬(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅକ୍ଷିଣବାଡ଼ ପଞ୍ଚାୟତ ହାଟଡ଼ିହି ଉତ୍ତରବାଡ଼ ଗ୍ରାମର ଜଣେ ନାବାଳିକାଙ୍କର ସୋମବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ ଜେନାଙ୍କ ଝିଅ ବେବିରାଣୀ(୧୧)। ବେବିରାଣୀ ରାତିରେ ଖାଇସାରି ଶୋଇଥିଲେ। ଭୋର ପ୍ରାୟ…

