ଆମ ଜିଲା ଖବର

ଧାନ କଟଣି ଛଟଣି ବନ୍ଦ ଦାବି : ଆଜିଠୁ ଆମରଣ ଅନଶନରେ ବସିବ ଜିଲା କଂଗ୍ରେସ, ସମାଧାନ ନ ହେବା ଯାଏ…

ଦେବଗଡ,୧୩ା୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ପ୍ରଶାସନ ଓ ମିଲର୍ସଙ୍କ ମଧୁଚନ୍ଦ୍ରିକାରେ ଚାଷୀ ଶୋଷଣର ଶିକାର ହେଉଥିବା ଜିଲା କଂଗ୍ରେସ ଅଭିଯୋଗ କରିଛି l ଏହାର ପ୍ରତିବାଦରେ ଜିଲାର ଚାଷୀଙ୍କ ଧାନ ବିକ୍ରି ସମସ୍ୟାର ପୁର୍ଣ୍ଣ ସମାଧାନ ନ ହେବା ପର୍ଯ୍ୟନ୍ତ ମଙ୍ଗଳବାର…

ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଯୁବକଙ୍କୁ ଧକ୍କା ଦେଲା ହାଇୱା: ଘଟଣାସ୍ଥଳରେ…

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗରୁଡ଼ପଥରରେ ସୋମବାର ଅପରାହ୍ନରେ ଏକ ହାଇୱା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଗରୁଡପଥର ଗ୍ରାମର ଏମ କେ ନାୟକ। ପୋଲିସ ଶମୃତଦେହକୁ ଜବତ କରି ବ୍ୟବଚ୍ଛେଦ…

ଏନଏସ୍‌ଏସ୍‌ ସତନ୍ତ୍ର ସେବା ଶିବିର ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କ ସହ ସଫେଇ କଲେ ଡିଏଫ୍‌ଓ, ଦେଲେ ଏମିତି ପରାମର୍ଶ…

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ସୋମବାର ସ୍ବତନ୍ତ୍ର ଶୀତକାଳୀନ ସେବା ଶିବିର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଡିଏଫଓ ହିମାଂଶୁ ଶେଖର ମହାନ୍ତି…

ବାଜି ମାରିଲେ ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲ, ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପରେ କଲେ କମାଲ

ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଅବସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲଙ୍କୁ ଅଲ ଓଡ଼ିଶା ଅଣ୍ଡର୧୩ ବେଷ୍ଟ ବରଗଡ଼ ଚେସ ଚାମ୍ପିୟନଶିପ ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅଲ ଓଡ଼ିଶା ଚେସ ଚାମ୍ପିୟନଶିପ ଫର୍‌ ୱିମେନ ଗତ…

ଯାଇଥିଲେ ଶ୍ୱଶୁର ଘର, ଘରେ କେହି ନ ଥିବା ସୁଯୋଗ ନେଇ ଲୁଟିନେଲେ…

ବୈଶିଙ୍ଗା,୧୨।୧(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ପରିବାର ଲୋକେ ଘରେ କେହି ନ ଥିବା ସୁଯୋଗରେ ତାଲା କାଟି ଲକ୍ଷାଧିକ ଟଙ୍କାର ସୁନା,ରୂପା ଗହଣା ସହ ଆସବାବ ପତ୍ର ଓ…

କୁନ୍ଦୁରା-ଜୟପୁରକୁ ଗଡ଼ିଲା ସରକାରୀ ବସ: ପୂରଣ ହେଲା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି

କୁନ୍ଦୁରା,୧୨ା୧,(ସନ୍ତୋଷ ପ୍ରହରାଜ): କୁନ୍ଦୁରା ବ୍ଲକବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ପ୍ରଚେଷ୍ଟାରେ କୁନ୍ଦୁରା ବ୍ଲକର ପଖନାଗୁଡ଼ା ଠାରୁ ବ୍ୟବସାୟିକ ପ୍ରାଣକେନ୍ଦ୍ର ଜୟପୁର ପର୍ଯ୍ୟନ୍ତ ସରକାରୀ ବସ ସେବାର ଶୁଭାରମ୍ଭ ହୋଇଯାଇଛି। ସୋମବାର କୁନ୍ଦୁରା ବ୍ଲକ…

ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…

ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା। ଏଭଳି ଲୋମ ଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ଉଦଳା ଥାନା ଅମ୍ବିକାଦେଇପୁର ମାହାଲୀସାହି ଗ୍ରାମରେ। ମୃତକ…

ଅସୀମା ପଣ୍ଡାଙ୍କ ଫଟୋ ଉଠାଇବାକୁ ନେଇ ୨ ଗୋଷ୍ଠୀ ବାଡାବାଡି: ଥାନାରେ ଅଭିଯୋଗ ପରେ…

ଦାରିଙ୍ଗବାଡି, ୧୨/୧ (ଅରୁଣ ସାହୁ ): ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କୁ ଅନ୍ୟ ୨ ଜଣ ଯୁବକ ପ୍ରବଳ ମାଡ଼ ମାରିବା ସହ ହତ୍ୟା ଧମକ ଦେଉଥିବା ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ ହୋଇଛି । ସେହିପରି ୨ ଯୁବକଙ୍କୁ…

ସିମନବାଡି ମୁଖ୍ୟ ଛକରେ ଷଣ୍ଢ ଉପଦ୍ରବ, ଖାଦ୍ୟ ପାଇଁ ଲଢେଇ

ଦାରିଙ୍ଗବାଡି,୧୨।୧ (ଅରୁଣ ସାହୁ ): ଚରି ବୁଲି ଖାଉଥା ମୋର ହୋଇ ରହିଥା ଏଭଳି ଉକ୍ତିରେ ଏବେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ବୁଲୁଛନ୍ତି ମାଳ ମାଳ ଷଣ୍ଢ, ବଳଦ, ବୁଲା କୁକୁର। ପ୍ରକାଶ ଯେ, ପ୍ରାଣୀସମ୍ପଦ…

ଜବରଦଖଲ ଉଚ୍ଛେଦ ବିଳମ୍ବ ଯୋଗୁ ଟ୍ରାଫିକ ସମସ୍ୟା ବୃଦ୍ଧି, ଯାତ୍ରୀ ହାଟହଟା: ତହସିଲଦାର କହିଲେ ୨-୩ ଦିନରେ…

ଦାରିଙ୍ଗବାଡି, ୧୧।୧ (ଅରୁଣ ସାହୁ ): ଦାରିଙ୍ଗବାଡିର ଚଳଚଞ୍ଚଳ ରାସ୍ତା ମଧ୍ୟରେ ଚାରିଛକ ଠାରୁ ବ୍ଲକ ରାସ୍ତା ଏବେ ଟ୍ରାଫିକ ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଦୈନିକ ଉକ୍ତ ରାସ୍ତାରେ ଛୋଟ ବଡ଼ ଦୁର୍ଘଟଣା ଲାଗି ରହୁଛି । ପ୍ରକାଶ…

ଧାର ଟଙ୍କା ନ ଦେବାରୁ ହତ୍ୟା ମାମଲା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧୨ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏକ ହତ୍ୟା ମାମଲାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କରାଦଣ୍ଡାଦେଶ ଶୁଣାଇଛନ୍ତି। ସେ ହେଲେ ପାଟପୁର ଥାନା ଅନ୍ତର୍ଗତ ପାଟପୁର ବଳିପେଣ୍ଠ ସାହିର ପ୍ରଶାନ୍ତ କୁମାର ସ୍ବାଇଁ…

ଧନୁଯାତ୍ରା ମଞ୍ଚରେ ଚାଷୀଙ୍କୁ ଏମିତି କହିଥିଲେ ଉପମୁଖ୍ୟମନ୍ତ୍ରୀ: କ୍ଷମା ମାଗିବାକୁ କହିଲେ…

ବଲାଙ୍ଗୀର, ୧୨।୧ (ସୁନିଲ କୁମାର ମହାନ୍ତି): ଚାଷୀମାନେ ନଟଙ୍ଗି କରୁଛନ୍ତି ବୋଲି ବରଗଡ଼ ଧନୁଯାତ୍ରା ମଞ୍ଚରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ। ଯାହାକୁ ନେଇ ଏବେ ତାତିଛନ୍ତି ମିଳିତ କୃଷକ ମଞ୍ଚ। ସୋନପୁର ଲୋକ ଉତ୍ସବ ମଞ୍ଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?